Home Left

ବାତ୍ୟା ବାୟୁ ମୌସୁମୀକୁ ଉଡ଼ାଇନେବା ଆଶଙ୍କା: ଉତ୍ତରଭାରତ ହୋଇପାରେ ପ୍ରଭାବିତ

ନୂଆଦିଲ୍ଲୀ,୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେଧୀରେ ଦେଶରେ ପ୍ରବେଶ କରିବା ପ୍ରକ୍ରିୟା ଜାରି ରହିଛି। ତେବେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ମୌସୁମୀକୁ ଉଡ଼ାଇନେବା ଆଶଙ୍କା ଦେଖାଦେଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାଦ୍ୱାରା…

ସୁପରିଚାଳନା ଦ୍ୱାରା କଠିନ ବର୍ଜ୍ୟବସ୍ତୁ ସମ୍ପଦ ହେବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କଠିନ ବର୍ଜ୍ୟବସ୍ତୁ ବର୍ତ୍ତମାନ ଜୀବଜଗତ ପାଇଁ ବଡ଼ ବିପଦ ସାଜିଛି। ଏଥିଯୋଗୁ ଜଳ, ବାୟୁ ଓ ପରିବେଶ ପ୍ରଦୂଷିତ ହେଉଛି। ଲୋକେ ଘାତକ ରୋଗର ଶିକାର ହେଉଛନ୍ତି। ଦେଶର ସହରାଞ୍ଚଳ ଅପେକ୍ଷା ଓ ଗ୍ରାମାଞ୍ଚଳରେ ଏହାର କୁପ୍ରଭାବ ଅଧିକ ପଡୁଥିବା…

ନାସା ଲଞ୍ଚ୍‌ କରିବ ଟ୍ବିନ୍‌ ସାଟେଲାଇଟ୍‌

ଓ୍ବାଶିଂଟନ୍‌: ଆମେରିକୀୟ ମହାକାଶ ଗବେଷଣା କେନ୍ଦ୍ର ନାସା ଦୁଇଟି କ୍ଷୁଦ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବ। ପୃଥିବୀର ଉପର ବାୟୁମଣ୍ଡଳରେ ସାମରିକ ଓ ଏୟାରଲାଇନ୍‌ ଯୋଗାଯୋଗ ଏବଂ ଜିପିଏସ୍‌ ସିଗ୍‌ନାଲ୍‌ କ୍ଷେତ୍ରରେ ଉପୁଜିଥିବା ଅସୁବିଧା ଦୂରକରିବାରେ ଏହା ସହାୟକ ହୋଇପାରିବ। ଯମଜ…

ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରୟୁଥ ଚାନ୍‌-ଓକା

ବ୍ୟାଙ୍କକ୍‌,୧୨ା୬(ଆଇଏଏନ୍‌ଏସ୍‌): ସେନାମୁଖ୍ୟ ଜେନେରାଲ ପ୍ରୟୁଥ ଚାନ୍‌-ଓକା ମଙ୍ଗଳବାର ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସାମରିକ ଶାସନର ଦୀର୍ଘ ୫ବର୍ଷ ପରେ ଦେଶରେ ଏକ ନୂଆ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଜୁନ୍‌ ୫ରେ ପାର୍ଲାମେଣ୍ଟ ଭୋଟରେ ପ୍ରୟୁଥ ପ୍ରଧାନମନ୍ତ୍ରୀ…

ଶରଦ କୁମାର ମଧ୍ୟବର୍ତ୍ତିକାଳୀନ ସିଭିସି

ନୂଆଦିଲ୍ଲୀ,୧୨ା୬(ପି.ଟି.): ଭିଜିଲାନ୍ସ କମିଶନର ଶରଦ କୁମାରଙ୍କୁ ମଧ୍ୟବର୍ତ୍ତିକାଳୀନ ସେଣ୍ଟ୍ରାଲ ଭିଜିଲାନ୍ସ କମିଶନର (ସିଭିସି)ଭାବେ ନିଯୁକ୍ତି ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ଦ୍ୱାରା ନୂଆ ସିଭିସି ବଛା ନ ଯିବା ପର୍ଯ୍ୟନ୍ତ ସେ ଏହି ଗୁରୁଦାୟିତ୍ୱରେ ରହିବେ।…

ଚୋରି କରି ଜରିମାନା ଦେଇଥିବା ଖଣି କମ୍ପାନୀକୁ ନିଲାମି ପ୍ରକ୍ରିୟାରୁ ବାଦ୍‌ ଦିଆଯାଉ

ଭୁବନେଶ୍ୱର,୧୨।୬(ବ୍ୟୁରୋ) : ପୂର୍ବରୁ ବେଆଇନ ଭାବେ ଖଣି ଉତ୍ତୋଳନ କରି ଜରିମାନା ଦେଇଥିବା କମ୍ପାନୀଗୁଡିକୁ ନୂଆ ନିଲାମିରୁ ବାଦ୍‌ ଦିଆଯାଉ। ରାଜ୍ୟ ସରକାର ଆଗାମୀ ଦୁଇ ମାସ ମଧ୍ୟରେ ପ୍ରାୟ ୪୦ଟି ଲୁହାପଥର ଖଣି ନିଲାମ କରିବାକୁ ଯାଉଛନ୍ତି। ତେଣୁ ଏହି…

ଦୁଇ ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ,୧୨ା୬(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ନୃପେନ୍ଦ୍ର ମିଶ୍ର ଓ ଅତିରିକ୍ତ ପ୍ରଧାନ ସଚିବ ପ୍ରମୋଦ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ୫ ବର୍ଷ ବୃଦ୍ଧି କରାଯାଇଛି। ଏହାସହ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ଦୁଇ ଅବସରପ୍ରାପ୍ତ ଅଧିକାରୀଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ଦିଆଯାଇଛି।…

ଅମିତାଭଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌

ମୁମ୍ବାଇ: ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଟୁଇଟର ଆକାଉଣ୍ଟକୁ ସୋମବାର ରାତିରେ ହ୍ୟାକ୍‌ (ବିନା ଅନୁମତିରେ ଅନ୍ୟ ନେଟଓ୍ବର୍କରେ ପ୍ରବେଶ) କରାଯାଇଛି। ତାଙ୍କର ପ୍ରୋଫାଇଲ୍‌ ପିକ୍ଚରକୁ ବଦଳାଯାଇ ସେ ସ୍ଥାନରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଫଟୋ ପୋଷ୍ଟ କରାଯାଇଛି। ଅମିତାଭଙ୍କ…

ପ୍ରତ୍ୟାହାର ହୋଇପାରେ ଏଟିଏମ୍‌ ଚାର୍ଜ: ଆର୍‌ବିଆଇ ଗଠନ କଲା ସମୀକ୍ଷା କମିଟି

ମୁମ୍ବାଇ,୧୨-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏନ୍‌ଇଏଫ୍‌ଟି ଏବଂ ଆର୍‌ଟିଜିଏସ୍‌ ଉପରେ ଲାଗୁଥିବା ଶୁଳ୍କ ପ୍ରତ୍ୟାହାର କରିନେଇଛି। ତେବେ ଅଟୋମେଟେଡ ଟେଲର ମେଶିନ(ଏଟିଏମ୍‌) ବ୍ୟବହାର ଲାଗି ଲାଗୁଥିବା ଚାର୍ଜ ଆଦାୟର ସମୀକ୍ଷା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏକ କମିଟି ଗଠନ କରାଯାଇଛି।…

ଆଇବିଏମ୍‌ଠାରୁ ବଡ଼ କମ୍ପାନୀ ହେଲା ଟିସିଏସ୍‌

ନୂଆଦିଲ୍ଲୀ,୧୨ା୬: ଦେଶର ଶୀର୍ଷ ଆଇଟି ସେବା ପ୍ରଦାନକାରୀ କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସ(ଟିସିଏସ୍‌) ବିଶ୍ୱର ଶୀର୍ଷ କମ୍ପାନୀମାନଙ୍କ ମଧ୍ୟରେ ଅନ୍ୟତମ ଆଇବିଏମ୍‌କୁ ବଜାର ପୁଞ୍ଜୀକରଣରେ ପଛରେ ପକାଇ ଏକ ନମ୍ବର ସ୍ଥାନକୁ ଉଠିଆସିଛି। ସୋମବାର ଟିସିଏସ୍‌ର ବଜାର ପୁଞ୍ଜୀକରଣ ୮.୩୭ ଲକ୍ଷ…

ରିଲାଏନ୍ସ ଯୋଗାଇବ ସବ୍‌ସିଡିଯୁକ୍ତ ଏଲ୍‌ପିଜି

ନୂଆଦିଲ୍ଲୀ,୧୨-୬: ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଦେଶରେ ରୋଷେଇ ଗ୍ୟାସ୍‌ ଅର୍ଥାତ ଏଲ୍‌ପିଜି ସିଲିଣ୍ଡର ଯୋଗାଉଛନ୍ତି। ତେବେ ଘରୋଇ କମ୍ପାନୀଙ୍କୁ ସବ୍‌ସିଡିଯୁକ୍ତ ରୋଷେଇ ଗ୍ୟାସ୍‌ ଯୋଗାଇବା ଲାଗି ସୁଯୋଗ ଦେବାକୁ ଦେଶର ସର୍ବବୃହତ ଗ୍ୟାସ୍‌ ଉତ୍ପାଦନକାରୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଦାବି କରିଛି। ଏହି…

ଅକ୍ଟୋବରରୁ ନୂଆ ଜିଏସ୍‌ଟି ରିଟର୍ନ ଦାଖଲ ବ୍ୟବସ୍ଥା

ନୂଆଦିଲ୍ଲୀ,୧୨ା୬ ଆସନ୍ତାବର୍ଷ ଜାନୁୟାରୀରୁ ସାରା ଦେଶରେ ବ୍ୟବସାୟୀମାନେ ସରଳ ଜିଏସ୍‌ଟି ଫର୍ମ ପୂରଣ କରିପାରିବେ। ତେବେ ଏହାର ଟ୍ରାୟାଲ ଜୁଲାଇରୁ ଆରମ୍ଭ ହୋଇଯିବ। ଅନ୍ୟପକ୍ଷରେ ନୂଆ ମାସିକ ରିଟର୍ନ ଫର୍ମ ବ୍ୟବସ୍ଥା ଚଳିତ ବର୍ଷ ଅକ୍ଟୋବରରୁ ଆରମ୍ଭ ହୋଇଯିବ ବୋଲି ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?