Home Left

ଘରେ ଛୋଟପିଲାଙ୍କୁ ଏକୁଟିଆ ଛାଡୁଛନ୍ତି କି? ଏ ସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ…

ଆଧୁନିକ ଜୀବନଶୈଳୀରେ ଅଧିକାଂଶ ମାତାପିତା କର୍ମଜୀବୀ। ଏପରି କି ମାତ୍ରାଧିକ ପରିବାର ଛାଡ଼ି ବାହାରେ ନିଜ ପିଲାଙ୍କ ସହ ରହିବାକୁ ପସନ୍ଦ କରିଥାଆନ୍ତି। ତେବେ କର୍ମଜୀବୀ ମହିଳା କିମ୍ବା ପୁରୁଷ ଅନେକ ସମୟରେ ସେମାନଙ୍କ ପିଲାଙ୍କୁ ଘରେ ଏକୁଟିଆ କିମ୍ବା ଅନ୍ୟ…

ଡାଇବେଟିସ୍‌ରୁ ଦୂରେଇ ରଖେ ଏହି ସହଜ ଉପାୟ…

ଇନସୁଲିନ୍‌ସ୍ତରକୁ ସନ୍ତୁଳିତ କରିବା ପାଇଁ ପ୍ରତିଦିନ ସକାଳେ ମେଥି ପାଣି ପିଇବା ଭଲ। ଇନସୁଲିନ୍‌ସ୍ତର ନିୟନ୍ତ୍ରିତ ହେଲେ ଡାଇବେଟିସ୍‌ ହେବାର ଆଶଙ୍କା କମ୍‌ ହୋଇଥାଏ। ଏଥିରେ ଥିବା ଆମିନୋ ଏସିଡ୍‌ ଯୋଗୁ ଏହା ସମ୍ଭବ ହୁଏ। ମେଥିରେ ଥିବା ଆଣ୍ଟି-ଇନ୍‌ଫ୍ଲେମେଟୋରୀ ତତ୍ତ୍ୱ…

ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର କ୍ଷତିଗ୍ରସ୍ତ ହୋଇଛି। ଝୁଲୁ ରାଉତ, ଶଙ୍କର ରାଉତ ଓ ମହରଗ ରାଉତଙ୍କ ୨ ବଖରା…

ବଦାଙ୍ଗିରୁ ବିଦେଶୀ ମଦ ଜବତ

ଭଞ୍ଜନଗର,୧୧।୬(ଡି.ଏନ.ଏ.)- ତାରସିଂ ପୋଲିସ ବୁଧବାର ବଦାଙ୍ଗିରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଛି। ଏହି ମାମଲାରେ ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରାଯାଇଛି। ନଂ.୮୧।୧୯ରେ ପୋଲିସ ଏକ ମାମଲା ରୁଜୁକରିବା ସହ ୯୭ ଲିଟର…

ଯୁବରାଜ ଭାରତର ଶ୍ରେଷ୍ଠ ବାମହାତୀ ବ୍ୟାଟ୍ସମ୍ୟାନ: ସୋଏବ ଅଖତର

ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିବା ପରେ ସୀମିତ ଓଭର କ୍ରିକେଟ୍‌ର ଅନ୍ୟତମ ଶ୍ରେଷ୍ଠ ମ୍ୟାଚ୍‌ ଓ୍ବିନର ଯୁବରାଜ ସିଂଙ୍କୁ ପ୍ରାକ୍ତନ ପାକିସ୍ତାନ ଦ୍ରୁତ ବୋଲର ସୋଏବ ଅଖତର ଅଭିନନ୍ଦନ ଜଣାଇଛନ୍ତି। ଭାରତ ପ୍ରସ୍ତୁତ କରିଥିବା ବାମହାତୀ ବ୍ୟାଟ୍ସମ୍ୟାନଙ୍କ…

କିଶୋରନଗରରେ ୪୨ ଡିଗ୍ରୀ ତାପମାତ୍ରା: ପାଣି ପାଇଁ ଜନଜୀବନ ହନ୍ତସନ୍ତ

ବଇଣ୍ଡା,୧୧।୬(ଡି.ଏନ.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ବିଶେଷ କରି ଅନୁଗୋଳ ଜିଲାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କିଶୋରନଗର ବ୍ଲକରେ ୪୨ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ରହିଥିବାବେଳେ ଅସହ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଅପରପକ୍ଷରେ ବିଭିନ୍ନ ନଈ,…

ଖରିଫ୍‌ ଧାନ ବିକ୍ରିକୁ ୩ ମାସ ବିତିଲା, ମିଳିଲାନି ପ୍ରାପ୍ୟ: ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚାଷୀ

ବାଲେଶ୍ୱର ଅଫିସ, ୧୧।୬-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଧାନ ବିକ୍ରି ସହାୟକ ମୂଲ୍ୟ ମିଳି ନ ଥିବାରୁ ଚାଷୀମାନେ ସୋମବାର ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସଦର ବ୍ଲକ…

ଗାଳ୍ପିକ ଅମରେଶଙ୍କୁ ‘କହ୍ନେଇ କଥା ପୁରସ୍କାର’

ବାଲେଶ୍ୱର ଅଫିସ, ୧୧।୬- ଓଡ଼ିଆ କଥା ସାହିତ୍ୟର ପ୍ରଚଣ୍ଡ ପ୍ରତିଭାଧାରୀ ଗାଳ୍ପିକ ସ୍ବର୍ଗତ କହ୍ନେଇଲାଲ୍‌ ଦାସଙ୍କ ସ୍ମୃତିରେ ପ୍ରଦତ୍ତ ‘କହ୍ନେଇ କଥା ପୁରସ୍କାର’ ଚଳିତବର୍ଷ ପାଇଁ ଯୁବ ଗାଳ୍ପିକ ଅମରେଶ୍‌ ବିଶ୍ୱାଳଙ୍କୁ ପ୍ରଦାନ କରାଯିବ ବୋଲି ସ୍ମୃତି ସଂସଦ ପକ୍ଷରୁ ନିଷ୍ପତ୍ତି…

ବର୍ଷା ପାଇଁ ମହିଳା ରାତିରେ କରନ୍ତି ହଳ….

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପାଳିତ ହୋଇଥାଏ। ଉତ୍ତରପ୍ରଦେଶ କାନପୁରରେ ଇନ୍ଦ୍ରବେଦଙ୍କୁ ଖୁସି କରିବା ପାଇଁ ସ୍ଥାନୀୟ ଦୋଲପୁରରେ ରାତିରେ ମହିଳାମାନେ ହଳ କରନ୍ତି। ଏହି ପରମ୍ପରା ଏଠାରେ ପୁରାତନ କାଳରୁ ପ୍ରଚଳିତ। ବର୍ଷାର ଅଭାବରେ ଏଭଳି କରାଯାଇଥାଏ…

ଅମୃତଭଣ୍ଡାର ବି ରହିଛି ଏମିତି ଗୁଣ

ଅମୃତଭଣ୍ଡା ଶରୀର ପାଇଁ ଭଲ ବୋଲି ଡାକ୍ତର କହିଥାଆନ୍ତି। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ ଏହା ଶରୀରରେ ଅସୁବିଧା ସୃଷ୍ଟି କରିଥାଏ। ଅମୃତଭଣ୍ଡାରେ ପ୍ରଚୁର ପରିମାଣରେ ଫାଇବର ଓ ଭିଟାମିନ୍‌ ସି ଥିବାରୁ ଏହାର ଅଧିକ ବ୍ୟବହାର କ୍ଷତିକାରକ। -ଏଥିରେ…

ଜୁନ୍‌ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼

ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ଜୁନ୍‌ ୩୦ରେ ଜନତାଙ୍କ ନିକଟତର ହେବେ। ସାଧାରଣ ଜନତା ସେମାନଙ୍କ ମତ, ମନ୍ତବ୍ୟ ଟୁଇଟର…

ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଲେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୧।୬: ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ମଙ୍ଗଳବାର ହୋଇଥିବା ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରୀଙ୍କ ସହ ଅମିତ ଶାହ ବାତ୍ୟା ମୁକାବିଲା ପ୍ରସ୍ତୃତି ନେଇ ଆଲୋଚନା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?