Home Left

ମମତାଙ୍କ ଉପସ୍ଥିତିରେ ସ୍ଥାପନ ହେବ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତି

କୋଲକାତା,୧୧।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କାର୍ଯ୍ୟକ୍ରମରେ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହା କୋଲକାତାର କଲେଜ ଷ୍ଟ୍ରିଟ ସ୍ଥିତ ହାରେ ସ୍କୁଲରେ ଆୟୋଜନ କରାଯାଇଥିଲା। ଏହାପରେ ମମତା ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ମୂର୍ତ୍ତିର…

ଗଞ୍ଜାମ ଜିଲାପରିଷଦ ସଭାପତି ଦାୟିତ୍ୱ ନେଲେ ସ୍ନେହଲତା

ଛତ୍ରପୁର, ୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ସଭାପତି ଭାବେ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ବିଧାୟକଭାବେ ନିର୍ବାଚିତ ହେବା ପରେ ସୁବାସ ଚନ୍ଦ୍ର ବେହେରା ଜିଲାପରିଷଦ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ଏହାପରେ ଗଞ୍ଜାମ ଜିଲାପାଳ ତଥା…

ପତ୍ନୀ, ଝିଅଙ୍କୁ ଗୁଳି କରିବା ପରେ ଆତ୍ମହତ୍ୟା କଲେ ବ୍ୟବସାୟୀ

ପାଟନା,୧୧।୬: ବିହାରର ରାଜଧାନୀ ପାଟନାରେ ହୋଇଥିବା ଟ୍ରିପଲ୍‌ ମର୍ଡର ଘଟଣା ମଙ୍ଗଳବାର ସାରା ରାଜ୍ୟକୁ ଚମକାଇ ଦେଇଛି। ପାଟନାରେ ରହୁଥିବା ଜଣେ ବ୍ୟବସାୟୀ ନିଜ ଝିଅ ଓ ପତ୍ନୀଙ୍କୁ ଗୁଳି କରିବା ପରେ ନିଜେ ଆତ୍ମହତ୍ୟା କରିଥିବା କୁହାଯାଉଛି। ମଙ୍ଗଳବାର ସକାଳୁ…

ମୋ ବିରୋଧରେ ଲେଖୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଗଲେ ଖାଲି ହୋଇଯିବ ନ୍ୟୁଜ ଚ୍ୟାନେଲ: ରାହୁଲ

ନୂଆଦିଲ୍ଲୀ,୧୧।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ସୋସିଆଲ ମିଡିଆ ପୋଷ୍ଟ ହେବା ପରେ ଖବରଦାତାଙ୍କୁ ଗିରଫ କରାଯାଇଥିଲା। ଏବେ ଏହି ଖବର ଚର୍ଚ୍ଚାରେ ରହିଥିବା ବେଳେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ଏହି ଖବରକୁ ନେଇ ମଙ୍ଗଳବାର…

ଶାନ୍ତିବାର୍ତ୍ତା ଲାଗି ୨ଶହରୁ ଅଧିକ ତାଲିବାନ୍‌ କଏଦୀଙ୍କୁ ମୁକ୍ତ କରିବ ଆଫଗାନୀସ୍ତାନ

କାବୁଲ,୧୧।୬: ଆଫଗାନୀସ୍ତାନରେ ଶାନ୍ତି ସ୍ଥାପନ ପାଇଁ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାର ଏବଂ ତାଲିବାନ ମଧ୍ୟରେ ଶାନ୍ତିବାର୍ତ୍ତା ଲାଗି ଉଦ୍ୟମ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଖୁବ୍‌ ଶୀଘ୍ର ୨ ଶହରୁ ଅଧିକ ତାଲିବାନ୍‌ କଏଦୀଙ୍କୁ ମୁକ୍ତ…

ଯୁବରାଜ କ୍ରିକେଟର ଜଣେ ଯୋଦ୍ଧା: ଅମିତ ଶାହ

ନୂଆଦିଲ୍ଲୀ, ୧୧।୬: ଭାରତୀୟ କ୍ରିକେଟ ଦଳର ବାମହାତୀ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହ ସୋମବାର ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି। ଯୁବିଙ୍କ ଅବସର ପରେ ତାଙ୍କୁ ସାଥୀ ଖେଳାଳିଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର୍‌ ଏବଂ ରାଜନେତା ତାଙ୍କୁ ଭବିଷ୍ୟତ ଶୁଭକାମନା ଜଣାଇଛନ୍ତି।…

କାମଚଳା ବାଚସ୍ପତି ହେବେ ଭାଜପା ଏମ୍‌ପି ବିରେନ୍ଦ୍ର କୁମାର

ନୂଆଦିଲ୍ଲୀ,୧୧।୬: ୧୭ତମ ଲୋକ ସଭା ପାଇଁ ଭାଜପାର ଏମ୍‌ପି ଡା. ବିରେନ୍ଦ୍ର କୁମାର କାମଚଳା ବାଚସ୍ପତି ଭାବେ ମନୋନୀତ ହୋଇଛନ୍ତି। ଏହା ପୂର୍ବରୁ କାମଚଳା ବାଚସ୍ପତି ପାଇଁ ବରେଲୀ ଏମ୍‌ପି ସନ୍ତୋଷ ଗଙ୍ଗଓ୍ବାର ଓ ସୁଲତାନପୁରର ଏମ୍‌ପି ମାନେକା ଗାନ୍ଧୀଙ୍କ ନାଁ…

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ବାଲେଶ୍ୱର ଅଫିସ, ୧୧।୬: ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ଜାମୁଝାଡିଠାରେ ମଙ୍ଗଳବାର କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୩୨ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ…

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଜମ୍ମୁ,୧୧।୬: ଜମ୍ମୁ-କଶ୍ମୀର ସୀମାର ପୁଞ୍ଚ ସେକ୍ଟରରେ ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯିବାରୁ ଜଣେ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ପାକିସ୍ତାନ କିଛି କାରଣ ନ ଥାଇ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଉଭୟ ପକ୍ଷର ଧନଜୀବନ…

୫ଲକ୍ଷର ନକଲି ନୋଟ ଜବତ, ଜଣେ ଗିରଫ

ନୂଆଦିଲ୍ଲୀ,୧୧।୬: ଦିଲ୍ଲୀ ପୋଲିସର ସ୍ପେଶିଆଲ ସେଲ୍‌ ନକଲି ନୋଟକୁ ଜବତ କରିଛି। ବାଂଲାଦେଶରୁ ଦିଲ୍ଲୀକୁ ଆସିଥିବା ୫ଲକ୍ଷ ନକଲି ନୋଟକୁ ଜବତ କରିବା ସହ ଏଥିରେ ସଂପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଜବତ ହୋଇଥିବା ୫ଲକ୍ଷ ନୋଟରେ…

ଘରଭଙ୍ଗା ସର୍ଭେରେ ଅନିୟମିତତା: କ୍ଷତିଗ୍ରସ୍ତଙ୍କ କଟକ ସଦର ବ୍ଲକ ସମ୍ମୁଖରେ ଧାରଣା

କଟକସଦର, ୧୧।୬(ଡି.ଏନ୍‌.ଏ.): ବାତ୍ୟା ପରିବର୍ତ୍ତୀ ଘରଭଙ୍ଗା ସର୍ଭେରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ମଙ୍ଗଳବାର ପରମହଂସ ପଞ୍ଚାୟତ ରଘୁନାଥପୁର ଗ୍ରାମବାସୀ କଟକ ସଦର ବ୍ଲକ ସମ୍ମୁଖରେ ଧାରଣା ଦେଇଛନ୍ତି। ପକ୍କା ଘରଥିବା ଲୋକଙ୍କ ନାମ ଘର ଭଙ୍ଗା ତାଲିକାରେ ଥିବା ବେଳେ ଚାଳଘର…

ଚର୍ଚ୍ଚାରେ ନବ୍ୟା ନଭେଲିଙ୍କ ପ୍ରେମ କାହାଣୀ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନଭେଲିଙ୍କ ପ୍ରେମ କାହାଣୀକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ନବ୍ୟା ଅନେକ ସମୟରେ ନିଜ ସାଙ୍ଗ ସାଥୀ ଓ ପରିବାର ଲୋକଙ୍କ ସହ ମିଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?