Home Left

ଅକବରୁଦ୍ଦିନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ସାନଭାଇଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ଅପିଲ୍‌ କଲେ ଓଓ୍ବେସୀ

ହାଇଦ୍ରାବାଦ,୧୧।୬: ଏଆଇଏମ୍‌ଆଇଏମ୍‌ର ମୁଖ୍ୟ ଅସବରୁଦ୍ଦିନ ଓଓ୍ବେସୀଙ୍କ ଭାଇ ଅକବରୁଦ୍ଦିନ ଓଓ୍ବେସୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ହଠାତ୍‌ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହେବାରୁ ତାଙ୍କର ଲଣ୍ଡନ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ଅସବରୁଦ୍ଦିନ ସାନଭାଇଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା…

ବ୍ୟୁଟି ସାଲୁନ ‘ଏନ୍‌ରିଚ୍‌’ ଉଦ୍‌ଘାଟିତ

ଭୁବନେଶ୍ୱର, ୧୧ା୬(ବ୍ୟୁରୋ): ସମାଜରେ ବହୁ ଅସହାୟ ଓ ସୁବିଧାରୁ ବଞ୍ଚତ୍ତ ମହିଳା ରହିଛନ୍ତି, ଯେଉଁମାନଙ୍କୁ ରୋଜଗାର କରିବାକୁ ସୁଯୋଗ ତ ଛାଡ଼ ଖାଦ୍ୟ ବି ମିଳେନା। ଫଳରେ ସେମାନଙ୍କ ପାଇଁ ଜୀବନଧାରଣ କରିବା କଷ୍ଟସାଧ୍ୟ ହୋଇଯାଏ। ଏପରି ସ୍ଥିତିକୁ ଭୁବନେଶ୍ୱର ଲେଡିଜ୍‌…

ପୁଣି ଥରେ ଅଜା, ଆଈ ହେଲେ ଧର୍ମେନ୍ଦ୍ର-ହେମା

ମୁମ୍ବାଇ: ବଲିଉଡ୍‌ ନାୟିକା ହେମାମାଳିନୀ ଓ ତାଙ୍କ ସ୍ବାମୀ ଧର୍ମେନ୍ଦ୍ର ପୁଣିଥରେ ଆଈ ଓ ଅଜା ହୋଇଛନ୍ତି। ଏମାନଙ୍କ ଝିଅ ଇଶା ଦଓ୍ବେଲ ପୁଣି ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଇନଷ୍ଟାଗ୍ରାମରେ ଇଶା ଏହା ଜଣାଇବା ପରେ ତାଙ୍କ ନିକଟକୁ…

ଭିଜିଲାନ୍ସ ଜାଲରେ ବାଲେଶ୍ୱର ଜିଲା ସହକାରୀ ପରିସଂଖ୍ୟାନ ଅଧିକାରୀ

ବାଲେଶ୍ୱର ଅଫିସ,୧୧।୬: ବାଲେଶ୍ୱର ଜିଲା ସହକାରୀ ପରିସଂଖ୍ୟାନ ଅଧିକାରୀଙ୍କ ଘରେ ମଙ୍ଗଳବାର ଜିଲା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ପରସଂଖ୍ୟାନ ଅଧିକାରୀ ପରମେଶ୍ୱର ରାଉତଙ୍କ ଘର ସମେତ ଏକକାଳୀନ ୪ ସ୍ଥାନରେ ଚଢ଼ାଉ କରାଯାଇଛି। ଆୟବହିର୍ଭୂତ ଅଭିଯୋଗରେ ଏହି ଚଢ଼ାଉ…

ପରିଚାଳନା ବୈଠକ ଆରମ୍ଭ

ପୁରୀ ଅଫିସ, ୧୧।୬: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସ୍ନାନଯାତ୍ରା, ରଥଯାତ୍ରା, ବାହୁଡ଼ା, ସୁନାବେଶ, ଅଧରପଣା ଓ ନିଳାଦ୍ରୀବିଜେ ନୀତି ନିର୍ଘଣ୍ଟ…

ଡାକ୍ତରୀ ଛାତ୍ରୀ ପାୟଲ ତଡଓ୍ବି ମୃତ୍ୟୁ ମାମଲା: କୋର୍ଟରେ କାନ୍ଦିଲେ ୩ ଅଭିଯୁକ୍ତ ଡାକ୍ତର

ମୁମ୍ବାଇ, ୧୧।୬:ମୁମ୍ବାଇର ବିୱାଇଏଲ ନାୟର ହସ୍ପିଟାଲର ଛାତ୍ରୀନିବାସରେ ସଂରକ୍ଷିତ ବର୍ଗର ମହିଳା ଡାକ୍ତର ପାୟଲ ତଡଓ୍ବିଙ୍କ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ୩ ଜଣ ଡାକ୍ତର କୋର୍ଟରେ କାନ୍ଦିଛନ୍ତି। ଏକ ମାମଲା ସମସ୍ତ ଘଟଣାକ୍ରମ ରେକର୍ଡଂ କରାଯାଉ ବୋଲି ପାୟଲଙ୍କ ମା’ କୋର୍ଟରେ…

ତାତି ସହି ନ ପାରି କେରଳ ଏକ୍ସପ୍ରେସ୍‌ରେ ୪ ଯାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୧।୬: ଦିଲ୍ଲୀରୁ ଝାନ୍‌ସୀ ଯାଉଥିବା କେରଳ ଏକ୍ସପ୍ରେସ୍‌ରେ ଅଭାବନୀୟ ଘଟଣା ଘଟିଛି। ପ୍ରବଳ ତାତି ସହି ନ ପାରି ଏଥିରେ ଯାତ୍ରା କରୁଥିବା ୪ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଆଗ୍ରାରୁ କୋଇମ୍ବାଟୁର ଯାଉଥିବା ୬୮ ଜଣିଆ ଏକ ଦଳରେ ମୃତ…

କ୍ୟାନସ୍‌ର ଫ୍ରି ହେବା ପରେ ନୂଆ ଥେରାପିର ଏକ ଭିଡିଓ ଶେୟାର କଲେ ସୋନାଲି

ମୁମ୍ବାଇ,୧୧।୬: ୨୦୧୮ରେ ବଲିଉଡ୍‌ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ କ୍ୟାନସ୍‌ର ରୋଗରେ ପୀଡ଼ିତ ହେବା ପରେ ଚିକିତ୍ସା ପାଇଁ ଆମେରିକାକୁ ଚାଲିଯାଇଥିଲେ। ସେଠାରେ ରହି ତାଙ୍କର ପୁରା ଚିକିତ୍ସା କରାଇଥିଲେ। ଏହାରି ଭିତରେ ସେ ଜୀବନର ବହୁ ସଂଘର୍ଷ ଭିତରେ ଗତି କରିଛନ୍ତି।…

ଝରକା ତାଡ଼ି ଘରେ ପଶିଲେ ଦୁର୍ବୃତ୍ତ: ଟଙ୍କା, ସୁନା ଅଳଙ୍କାର ଚୋରି

ବାରଙ୍ଗ, ୧୧।୬(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଓସ୍ତପଡ଼ା ଗ୍ରାମରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଗ୍ରାମର ସହଦେବ ସାମଲ ଏବଂ ଭଗବାନ ପୃଷ୍ଟିଙ୍କ ଘରୁ ଚୋରି ହୋଇଛି। ପରିବାର ଲୋକେ ରାତିରେ ଶୋଇଥିବା ବେଳେ…

ମାଳିରେ ନରସଂହାର: ୧୦୦ମୃତ

ବମାକୋ,୧୧।୬: ଆଫ୍ରିକୀୟ ଦେଶ ମାଳିରେ ନରସଂହାରର ଏକ ବଡ ମାମଲା ସାମ୍ନାକୁ ଆସିଛି। ରାତି ସମୟରେ ଏକ ବିସ୍ଫୋରଣ ଘଟାଇ ଗୋଟିଏ ଗାଁର ପାଖାପାଖି ଶହେ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଏଥିରେ ଅନ୍ୟ ୧୯ ଜଣ ନିଖୋଜ ଥିବା…

୫୪ ମହଲା କୋଠା ଉପରେ ଲାଣ୍ଡିଂ ସମୟରେ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ

ଓ୍ବାଶିଂଟନ,୧୧।୬: ଆମେରିକା ମୈନହଟନଠାରେ ଏକ ୫୪ ମହଲା କୋଠା ଉପରେ ହେଲିକପ୍ଟର ଲାଣ୍ଡିଂ ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ପାଇଲଟଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଅଗଷ୍ଟା ଏ-୧୦୯-ଇ ହେଲିକପ୍ଟର ଲାଣ୍ଡିଂ କରୁଥିବା ସମୟରେ ଏଥିରେ ନିଆଁ ଲାଗିଯାଇଥିଲା। ସୁରକ୍ଷା ଦୃଷ୍ଟିରୁ…

ଘରୋଇ କଳହ: ଦାଦାପୁଅ ଖଣ୍ଡା ଚୋଟରେ ବଡ଼ବାପା ପୁଅ ଗୁରୁତର

ପାଟଣାଗଡ଼,୧୧।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ସାନବାବେଯୁରୀ ଗ୍ରାମରେ ସୋମବାର ରାତିରେ ଘରୋଇ କଳହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଦାଦା ପୁଅ ଖଣ୍ଡା ଚୋଟରେ ବଡ଼ବାପା ପୁଅ ଗୁରୁତର ହୋଇଛନ୍ତି। ଗୁରତର ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?