Home Left

୬ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା,୧୦ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ସୋମବାର ଚୋରାଚାଲାଣ ବେଳେ ୬କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିଛି। ଗୁଣ୍ଠାୱlଡା ପଞ୍ଚାୟତ ଗୁଣ୍ଠାୱlଡା ଗ୍ରାମର ସୁନିଲ ଖେମୁଡୁ ଏବଂ ନବିନ ଖେମୁଡୁ ଗୁଣ୍ଠାଓ୍ବାଡାରୁ ସମ୍ବଲପୁରକୁ ଏକ ଗାଡି (ଓଡି ୧୫ ଜେ-୭୫୮୭)…

ବଣ୍ଡାଘାଟିରେ ଓଲଟିଲା କମାଣ୍ଡର ୨ ମୃତ ୪ ଗୁରୁତର

ମାଲକାନଗିରି-୧oା୬ (ସ୍ବ.ପ୍ର.)-ମାଲକାନଗିରି ଜିଲା ଖଇରପୁଟ ବଣ୍ଡାଘାଟିରେ ଏକ କମାଣ୍ଡର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି ସୋମବାର ଅପରାହ୍ନ ୫ଟାରେ ଏକ କମାଣ୍ଡର ଖଇରପୁଟରୁ ଯାତ୍ରୀଙ୍କୁ ନେଇ ବଣ୍ଡାଘାଟିର ମୁଦୁଲିପଡା…

ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ: ଭାରତ ପ୍ରଥମେ ତାଜିକିସ୍ତାନକୁ ଭେଟିବ

ନୂଆଦିଲ୍ଲୀ, ୧୦ା୬ (ପି.ଟି.)- ଜୁଲାଇ ୭ରୁ ୧୮ ତାରିଖ ପର୍ଯ୍ୟନ୍ତ ଅହମ୍ମଦାବାଦଠାରେ ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଭାରତ ଏଥିରେ ତାଜିକିସ୍ତାନ ବିପକ୍ଷରେ ଏହା ଓପନିଂ ମ୍ୟାଚ ନୂଆ କୋଚ୍‌ ଇଗୋର ଷ୍ଟିମାକ୍‌ଙ୍କ ଅଧୀନରେ ଖେଳିବ। ଭାରତ…

ହାମିଲଟନ ଜିତିଲେ କାନାଡିଆନ୍‌ ଗ୍ରାଁପ୍ରି

ମଣ୍ଟ୍ରିଲ, ୧୦ା୬ (ଏଏଫ୍‌ପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ କନାଡିଆନ୍‌ ଫର୍ମୁଲା ଓ୍ବାନ୍‌ ମୋଟର ରେସ୍‌ ଗ୍ରାଁ ପ୍ରି ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ୫ ସେକେଣ୍ଡ ପେନାଲ୍ଟି ଯୋଗୁ ଫେରାରିର ସେବାଷ୍ଟିଆନ ଭେଟେଲ ବିଜୟରୁ ବଞ୍ଚତ୍ତ ହୋଇଥିଲେ। ୫୦ତମ ଲାପ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ: ସେବା ବାଧାପ୍ରାପ୍ତ

ବଇଣ୍ଡା,୧୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ନିକଟସ୍ଥ କଦଳୀମୁଣ୍ଡାଠାରେ ଥିବା ଏକ ଏଲଟିଲାଇନ ବିଦ୍ୟୁତ୍‌ ଖୁଣ୍ଟକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯାଇଥିବାବେଳେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଥିଲା। ଅନୁଗୋଳରୁ ସମ୍ବଲପୁର ଅଭିମୁଖେ ଏକ ଟ୍ରକ (ନଂ.ଏନଏଲ୦୧ଏନ୦୦୭୫)ଯାଉଥିବାବେଳେ ଚାଳକ ଭାରସାମ୍ୟ…

କାଳବୈଶାଖୀରେ ଉଡ଼ିଗଲା ସ୍କୁଲ ଆଜବେଷ୍ଟସ

ବଇଣ୍ଡା,୧୦।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକରେ ସୋମବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବା ଯୋଗୁ ବହୁ କ୍ଷତି ହୋଇଛି। ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାଳୟ ଶ୍ରେଣୀ ଗୃହ ଛପର ଉଡ଼ିଯାଇଥିବାବେଳେ…

ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ରସଲପୁର ଗ୍ରାମର ସତ୍ୟେନ୍ଦ୍ର ଜେନା (୫୨) ସୋମବାର ମଧ୍ୟାହ୍ନରେ ବିଲକୁ ଯାଇ ଥିବାବେଳେ ଅସହ୍ୟ ଗୁଳୁଗୁଳି ଓ ଖରାରେ ସେଠାରେ ଟଳି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ସେଠାରୁ ତୁରନ୍ତ ଉଦ୍ଧାର କରି…

ମାଲ ବୋଝେଇ ଟ୍ରେନରେ ନିଆଁ

ସୋର, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ରେଳ ଷ୍ଟେଶନଠାରେ ସୋମବାର ପୂର୍ବାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ହଠାତ୍‌ ନିଅଁା ଲାଗିଯାଇଥିଲା। ଡ୍ରାଇଭର ଏହା ଜାଣିପାରି ଟ୍ରେନକୁ ଅଟକାଇଥିଲେ। ଷ୍ଟେଶନମାଷ୍ଟର ସୋର ଦମକଳବାହିନୀକୁ ଖବର ଦେବା ପରେ କର୍ମଚାରୀମାନେ ପହଞ୍ଚି ପ୍ରଥମେ ଟ୍ରେନ୍‌ରୁ…

୨ କରତକଳ ଉପରେ ଚଢ଼ାଉ୬ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ

ବସ୍ତା, ୧୦।୬(ସ୍ବ.ପ୍ର.)-ଭିଜିଲାନ୍ସ ଓ ବନବିଭାଗ ପକ୍ଷରୁ ସୋମବାର ମିଳିତ ଭାବେ ଚଢ଼ାଉ କରାଯାଇ ଦୁଇଟି ସ୍ଥାନରେ ବେଆଇନ ଭାବେ ଚାଲିଥିବା କରତ କଳରୁ ପ୍ରାୟ ୬ ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ ହୋଇଛି। ରୂପ୍‌ସା ଥାନା ଅନ୍ତର୍ଗତ ହବିଗଞ୍ଜଠାରେ…

ବଲୋଦାରେ ପଞ୍ଚାୟତ ଗୃହ ନିର୍ମାଣ ଦାବି ତେଜିଲାପଞ୍ଚାୟତବାସୀ ଜିଲାପାଳ ଅଫିସ ଘେରିଲେ

ନୂଆପଡା ଅଫିସ,୧୦ା୬:ଓଡିଶା ହାଇକୋର୍ଟ ନୂଆପଡ଼ା ଜିଲା ଭୈଷାଁଟାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ବଲୋଦାରେ ନିର୍ମାଣ କରିବାକୁ ଚୂଡାନ୍ତ ରାୟ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରିବା ଦାବିରେ ୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ସୋମବାର ନୂଆପଡା ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଜିଲାପାଳଙ୍କ…

ଗୋଟିଏ ଗଛରେ ଫଳୁଛି ୪୦ ପ୍ରକାର ଫଳ

ଗୋଟିଏ ଗଛରେ ୪୦ ପ୍ରକାର ଫଳ ଫଳୁଥିବା କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଆମେରିକାର ଭିଜୁଆଲ ଆର୍ଟସର ପ୍ରଫେସର ଓ୍ବାନ କେନ୍‌ ଏମିତି ଏକ ଗଛ ପ୍ରସ୍ତୁତ କରି ଏବେ ଆସିଛନ୍ତି ଚର୍ଚ୍ଚାକୁ। ଆଉ ଏହାର ନାଁ ରଖିଛନ୍ତି ‘ଟ୍ରି…

ଯେଉଁଠି ମହିଳାଙ୍କଠାରୁ ମାଡ଼ ଖାଇବା ଲାଗି ପୁରୁଷ ଦିଅନ୍ତି ଟଙ୍କା…

ମାଡ଼ ଖାଇବା ଲାଗି ଟଙ୍କା ଦେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଲଣ୍ଡନରେ ରହିଛି ଏକ ଜିମ୍‌। ଏଠାରେ ମହିଳା ପହିଲ୍‌ମାନ୍‌ଙ୍କଠାରୁ ମାଡ଼ ଖାଇବା ପାଇଁ ପୁରୁଷମାନେ ଆସିଥାନ୍ତି। ଏଠାରେ ପୁରୁଷମାନେ କେଉଁ ସୁନ୍ଦରୀ ମହିଳା ପହିଲ୍‌ମାନ୍‌ଙ୍କ ମାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?