Home Left

ଜାମିନ ପାଇଁ ହାଇକୋର୍ଟ ଗଲେ ଲାଲୁ

ରାଞ୍ଚି, ୧୦।୬: ଚାରା ଘୋଟାଲାରେ ସମ୍ପୃକ୍ତ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜେଲ୍‌ ଦଣ୍ଡ ଭୋଗୁଥିବାବେଳେ ଜାମିନ ପାଇଁ ଝାଡଖଣ୍ଡ ହାଇକୋର୍ଟରେ ଆବେଦନ କରିନ୍ତି। ପୂର୍ବରୁ ସେ ସୁପ୍ରିମ କୋର୍ଟରେ ଆବେଦନ କରିଥିଲେ ମଧ୍ୟ ତାହା ଖାରଜ ହୋଇଯାଇଥିଲା। ଏବେ…

୮୦ ଘଣ୍ଟା ହେବ ବୋର୍‌ଓ୍ବେଲରେ ଫସିଥିବା ଶିଶୁର ଜନ୍ମଦିନରେ ବି ଉଦ୍ଧାର କାର୍ଯ୍ୟ ଜାରି

ଚଣ୍ଡିଗଡ଼,୧୦।୬: ପଞ୍ଜାବର ସୁନମଠାରେ ପାଖାପାଖି ୧୫୦ ଫୁଟ ଗଭିର ବୋରଓ୍ବେଲରେ ଫସି ରହିଥିବା ୨ ବର୍ଷର ଶିଶୁର ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିବା ଜଣାପଡିଛି। କୌଣସି ଅତ୍ୟାଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ…

ବଲ ଟ୍ୟାମ୍ପରିଂ କରି ନାହାନ୍ତି ଜାମ୍ପା

ଲଣ୍ଡନ,୧୦।୬- ଭାରତ ବିପକ୍ଷ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ଲେଗ୍‌ ସ୍ପିନର ଆଡାମ ଜାମ୍ପାଙ୍କ କାର୍ଯ୍ୟ ଉପରେ ବହୁତ ପ୍ରଶ୍ନ ଉଠିଛି। ମ୍ୟାଚ୍‌ ବେଳେ ସେ ବୋଲିଂ କରିବା ପୂର୍ବରୁ ପକେଟରୁ କିଛି ବାହାର କରି ବଲ ଉପରେ ଘଷିଥିଲେ। ବାରମ୍ବାର ଏଭଳି କରିଥିଲେ।…

ଡାକ୍ତରଖାନା ପାଇଖାନାରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଜଗତ୍‌ସିଂହପୁର ଅଫିସ, ୧୦।୬: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ବିଭାଗ ନିକଟ ପାଇଖାନାରୁ ସୋମବାର ସକାଳେ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଜଣେ ରୋଗୀଙ୍କ ସମ୍ପର୍କୀୟ ଶୌଚ ହେବାକୁ ଯାଇଥିବା ବେଳେ ପାଇଖାନାରେ ମୃତଦେହ ପଡ଼ିଥିବା…

ମୌସୁମୀ ଆସିବା ପରେ ମଧ୍ୟ ଦେଶର ୪୦ ପ୍ରତିଶତ ଅଞ୍ଚଳରେ ରହିଛି ଘୋର ଜଳ ସଙ୍କଟ

ନୂଆଦିଲ୍ଲୀ,୧୦।୬: ପ୍ରାୟ ୨ ଦିନ ହେବ ମୌସୁମୀ କେରଳ ଛୁଇଁଥିବା ବେଳେ ଏହାର ପ୍ରଭାବରେ କେରଳ ଓ ଏହାର ଆଖପାଖ ରାଜ୍ୟରେ ବର୍ଷା ହୋଇଛି। ହେଲେ ଏବେବି ଭାରତର ପ୍ରାଖାପାଖି ୪୦ ପ୍ରତିଶତ ଅଂଶ ଘୋର ଜଳ ସଙ୍କଠ ଦେଇ ଗତି…

ପୋଖରୀରେ ବୁଡ଼ି ୮ ବର୍ଷ ଛାତ୍ରର ମୃତ୍ୟୁ

ମାଲକାନଗିରି, ୧୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଷ୍ମାବକାଶରେ ମାମୁଁ ଘରକୁ ବୁଲିବାକୁ ଯାଇଥିବା ଜଣେ ୮ ବର୍ଷ ଶିଶୁର ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ସେ ହେଲେ ମାଲକାନଗିରି ସଦର ବ୍ଲକ ପଦ୍ମଗିରି ପଞ୍ଚାୟତର ପ୍ରତାପ…

ସବୁ ପ୍ରକାର ସହଯୋଗ ମିଳିବ ବୋଲି ଜଗନ ମୋହନଙ୍କୁ କଥା ଦେଲେ ମୋଦି

ତିରୁପତି,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମାଲଦ୍ୱୀପରୁ ଫେରି ଶ୍ରୀଲଙ୍କା ଗସ୍ତ କରିଥିଲେ। ଏହି ସମୟରେ ସେ ଗୁରୁଭୟୁର ମନ୍ଦିର ଦର୍ଶନ କରିବା ସହ ତିରୁପତି ପହଞ୍ଚିଥିଲେ। ସେଠରେ ଆନ୍ଧ୍ର ପ୍ରଦେଶର ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ତାଙ୍କୁ…

୧୮ବର୍ଷ ପରେ ପିତାଙ୍କ ଋଣ ଶୁଝିଲେ ପୁଅ

ଜୟପୁର, ୧୦।୬: ରାଜସ୍ଥାନର ହନୁମାନଗଡ ଜିଲାରେ ଜଣେ ଯୁବକ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ମୃତ ପିତାଙ୍କ ୧୮ ବର୍ଷ ପୁରୁଣା ୫୫ ଲକ୍ଷ ଟଙ୍କାର ଋଣ ଶୁଝିଛନ୍ତି ପୁଅ। ସୂଚନାଯୋଗ୍ୟ, ରାଓ୍ବତସର ନିବାସୀ ସନ୍ଦୀପଙ୍କ ପିତା ମିତାରାମ ୨୦୦୧ରେ…

ବିଧାୟକ ଭାବେ ଶପଥ ନେଲେ କମଲନାଥ

ଭୋପାଳ,୧୦।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ବିଧାନସଭାରେ ବାଚସ୍ପତି ଏନ୍‌.ପି. ପ୍ରଜାପତି ତାଙ୍କୁ ଶପଥ ପାଠ କରାଇଛନ୍ତି। ୮ଥର ଏମ୍‌ପି ଥିବା କମଲନାଥ ପ୍ରଥମ କରି ବିଧାୟକ ଭାବେ ଶପଥପାଠ କରିଛନ୍ତି। ସେ…

ମୋଦି ବର୍ଷାରେ ଓଦା ନ ହେବା ପାଇଁ ଛତା ଧରିଥିଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୦।୬: ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିଥିବା ନରେନ୍ଦ୍ର ମୋଦି ତାଙ୍କ ପ୍ରଥମ ବିଦେଶ ଗସ୍ତ କାର୍ଯ୍ୟକ୍ରମରେ ମାଲଦ୍ୱୀପ ଯାଇଥିଲେ। ସେଠାରୁ ସେ ଶ୍ରୀଲଙ୍କା ଗସ୍ତ କରିଥିଲେ। ଶ୍ରୀଲଙ୍କାରେ ପହଞ୍ଚିବା ବେଳକୁ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ହେଲେ…

ଅନ୍ତର୍ଜାତୀୟ କ୍ରିକେଟରୁ ଯୁବିଙ୍କ ଅଲ୍‌ବିଦା

ମୁମ୍ବାଇ,୧୦।୬- କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୦୧୧ ଆଇସିସି ବିଶ୍ୱକପ୍‌ ଓ ୨୦୦୭ ଟି୨୦ ବିଶ୍ୱକପ୍‌ ହିରୋ ମୁମ୍ବାଇଠାରେ ଏକ ଖବରଦାତାଙ୍କ ସମ୍ମିଳନୀ ଡକାଇ ଅବସର ସମ୍ପର୍କରେ ଘୋଷଣା କରିଛନ୍ତି। ଆଇସିସି ସ୍ବୀକୃତିପ୍ରାପ୍ତ…

ସ୍ଥିତି ନ ସୁଧୁରିଲେ ପଶ୍ଚିମବଙ୍ଗରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ: ବିଜୟବର୍ଗୀୟ

କୋଲକତା,୧୦।୬: ପଶ୍ଚିମବଙ୍ଗର ରାଜନୈତିକ ହିଂସା ନେଇ ଏବେ ଜାତୀୟ ରାଜନୀତି ସରଗରମ ହେବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟପାଳ କେଶରୀନାଥ ତ୍ରିପାଠୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବେ। ତେବେ ଏହା ସୌଜନ୍ୟ ମୂଳକ ସାକ୍ଷାତ୍‌କାର ବୋଲି କୁହାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?