Home Left

ନାରୀ ସଶକ୍ତିକରଣ ଶୋଭାଯାତ୍ରା

କେନ୍ଦୁଝର,୧୦ା୬(ସ୍ବ.ପ୍ର.): ସ୍ଥାନୀୟ ସରସ୍ବତୀ ବିଦ୍ୟାମନ୍ଦିର ପରିସରରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଦୁର୍ଗାବାହିନୀ ଓ ମାତୃଶକ୍ତି ପ୍ରାନ୍ତୀୟ ଶୌର୍ଯ୍ୟ ପ୍ରଶିକ୍ଷଣ ବର୍ଗ ଗତ ୫ ତାରିଖରୁ ଆରମ୍ଭ ହୋଇଛି। ଆସନ୍ତା ୧୨ ତାରିଖରେ ଏହା ଉଦ୍‌ଯାପିତ ହେବ। ଏହି ଅବସରରେ ସୋମବାର…

କେନ୍ଦୁଝର-ଚମ୍ପୁଆ ବସ ମାଲିକ ସଂଘ ବିବାଦ ଘନଉଛି : ହୀନସ୍ତା ଭୋଗ କରୁଛନ୍ତି ଯାତ୍ରୀ

କେନ୍ଦୁଝର,୧୦ା୬(ସ୍ବ.ପ୍ର.) : କେନ୍ଦୁଝର ଓ ଚମ୍ପୁଆ ବସ ମାଲିକ ସଂଘ ବିବାଦ ଘନେଇବାରେ ଲାଗିଛି। ଏହି ବିବାଦ ଯୋଗୁ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଧା ରାସ୍ତାରେ ଉଭୟ ସଂଘର କର୍ମକର୍ତ୍ତା ଓ କର୍ମଚାରୀମାନେ ସଦର ବ୍ଲକ ପଳାଶପଙ୍ଗା ଓ…

ସ୍ବା ସ୍ଥ୍ୟ ସୂ ଚ ନା : ଦାନ୍ତ ଏବଂ ମାଢ଼ିଜନିତ ସମସ୍ୟାରୁ କେମିତି ପାଇବେ ରକ୍ଷା

ଦାନ୍ତ ଏବଂ ମାଢ଼ିଜନିତ ରୋଗ ସୃଷ୍ଟି କରିଥାଏ। ତେଣୁ ଭଲ ଭାବରେ ଦାନ୍ତ ଘଷନ୍ତୁ। କେତେକେ ଏହି କାମକୁ ଚଟାପଟ ଶେଷ କରିଦେଇଥାଆନ୍ତି। ଅତିକମ୍‌ରେ ଦୁଇ ମିନିଟ୍‌ ଦାନ୍ତ ଘଷନ୍ତୁ। ରହିବା ପଛରେ ବିଶ୍ରାମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ପ୍ରତିଦିନ…

ଉପକାରୀ ଅଦା ରସ

ଅଦା ରସରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଯଦି ଜଣେ ବ୍ୟକ୍ତି ପ୍ରତିଦିନ ୧୦-୨୦ ମିଲିଲିଟର ଅଦା ରସରେ ଅଳ୍ପ ଗୁଡ଼ ମିଶାଇ ପିଅନ୍ତି ତେବେ ତାହା ଆଣ୍ଠୁଗଣ୍ଠି ଦରଦରୁ ଅନେକାଂଶରେ ଉପଶମ ଦେଇଥାଏ। ଅଦାରେ କ୍ୟାଲସିୟମ, ମ୍ୟାଗ୍ନେସିୟମ,…

ଷ୍ଟୋମାକ କ୍ୟାନ୍‌ସର ଚିହ୍ନିବାର ନୂଆ ଉପାୟ

ଷ୍ଟୋମାକ କ୍ୟାନ୍‌ସରର ଆଦ୍ୟାବସ୍ଥାରୁ ଚିକିତ୍ସା କରାଇଲେ ଏଥିରୁ ଆରୋଗ୍ୟ ଲାଭ କରିବାର କିଛି ଅଂଶ ସୁଯୋଗ ରହିଛି। ହେଲେ ଏହା ଜଟିଳ ଅବସ୍ଥା ଧାରଣ କରିଥିଲେ ଏହି ଆଶା ପ୍ରାୟ କ୍ଷୀଣ। ତେବେ ଷ୍ଟୋମାକ କ୍ୟାନ୍‌ସରକୁ ଚିହ୍ନଟ କରିବାର ଏକ ନୂଆ…

ମଦ ପିଇବାକୁ ମନାକରିବାରୁ ଯବାନଙ୍କୁ ପିଟିଲେ ଆର୍ମି ମେଜର

ପୁଣେ, ୧୦।୬: ସାଙ୍ଗ ହୋଇ ମଦ ପିଇବାକୁ ମନାକରିବାରୁ ଜଣେ ଯବାନଙ୍କୁ ପିଟିଛନ୍ତି ଆର୍ମି ମେଜରଙ୍କ ସହ ତିନି ଯବାନ। ପୁଣେର ଅର୍ଦ୍ଧ ସୈନ୍ୟ ଷ୍ଟେଶନ ବାରାକରେ ଏଭଳି ଘଟଣା ଘଟିଛି। ଜୁନ୍‌ ୩ ରେ ଏଭଳି ଘଟଣା ଘଟିବା ପରେ…

ସ୍ବାସ୍ଥ୍ୟୋପକାରୀ ଗାଜର ପତ୍ର

ଗାଜରକୁ ସମସ୍ତେ ଅଳ୍ପ ବହୁତେ ଜାଣନ୍ତି। ଭୋଜିଭାତରେ ଏହାର ବହୁଳ ବ୍ୟବହାର ହୋଇଥାଏ। କିନ୍ତୁ ଏହାର ପତ୍ରର ବ୍ୟବହାର ବିଷୟରେ ଆମର ଧାରଣା କମ୍‌, ସାଧାରଣତଃ ଏହାର ପତ୍ରକୁ ବ୍ୟବହାର ନ କରି ନଷ୍ଟ କରିଥାଉ। କିନ୍ତୁ ପତ୍ରରେ ବହୁ ଔଷଧୀୟ…

ରେଳଲାଇନ୍‌ କଡ଼ରେ ଛିଡ଼ା ହୋଇଥିବା ୪ ଯାତ୍ରୀଙ୍କୁ ଧକ୍କା ଦେଲା ରାଜଧାନୀ ଏକ୍ସପ୍ରେସ୍‌

ଲକ୍ଷ୍ନୌ,୧୦।୬: ଉତ୍ତରପ୍ରଦେଶ ଇଟଓ୍ବାଠାରେ ସୋମବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ଇଟଓ୍ବାଠାରେ ଅଓ୍ବଧ ଏକ୍ସପ୍ରେସ୍‌କୁ ରୋକି ଲୁପ୍‌ ଲାଇନ୍‌ରେ ରାଜଧାନୀ ଏକ୍ସପ୍ରେସ୍‌କୁ ପାସ୍‌ କରାଯାଉଥିବାବେଳେ ରେଳ ଲାଇନ୍‌ କଡ଼ରେ ଠିଆ ହୋଇଥିବା ୪ ଯାତ୍ରୀଙ୍କୁ ରାଜଧାନୀ ଏକ୍ସପ୍ରେସ୍‌ ଧକ୍କାଦେଇଥିଲା। ଫଳରେ…

ସମସ୍ତଙ୍କ ପାଇଁ ସୁରକ୍ଷିତ ରକ୍ତ

”ରକ୍ତରେ ରହିଛି ଅଲଗା ଅଲଗା ଗ୍ରୁପ୍‌। ସାଧାରଣ ଭାବେ ଦେଖିଲେ ମୁଖ୍ୟ ରକ୍ତ ପ୍ରଣାଳୀକୁ କୁହାଯାଏ ଏବିଓ। ଏହି ପ୍ରଣାଳୀ ଅନୁସାରେ ରକ୍ତ ଗ୍ରୁପ୍‌ ୪ ପ୍ରକାର, ଯଥା: ଏ, ବି, ଏବି ଏବଂ ଓ। ଆମ ଭିତରୁ କାହାର ରକ୍ତ…

ହିଲ୍‌ ଷ୍ଟେଶନ୍‌ ଓଲିରେ ରାଜକୀୟ ବିବାହ: ଅତିଥିଙ୍କୁ ନେବା ଆଣିବାରେ ନିୟୋଜିତ ହେବ ୨ଶହ ହେଲିକପ୍ଟର

ଡେରାଡୁନ୍‌, ୧୦।୬: ଉତ୍ତରାଖଣ୍ଡ ହିଲ୍‌ ଷ୍ଟେଶନ୍‌ ଓଲିରେ ଗୁପ୍ତା ବଦର୍ସଙ୍କ ପୁଅ ବିବାହ ମହାଆଡମ୍ବରରେ ଆୟୋଜିତ ହେଉଛି। ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଏଥିରେ ୨ ଶହ କୋଟି ଟଙ୍କା ଖର୍ଚ୍ଚ ହେବ। ଅତିଥିଙ୍କୁ ଦିଲ୍ଲୀରୁ ନେବା ଆଣିବାରେ…

ଜମୁର୍ଡାରେ ଗୁଳିକାଣ୍ଡ : ଜଣଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୦ା୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି । ଗୁଳିକାଣ୍ଡରେ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ବରଗାଁ ଗ୍ରାମର ମୂଳବାସିନ୍ଦା ବସନ୍ତ ପ୍ରଧାନ(୫୦)।…

ଜବରଦଖଲରେ ଶ୍ମଶାନ ଜମି

ଖୋର୍ଦ୍ଧା ଅଫିସ, ୧୦।୬ : ପ୍ରଶାସନର ସହଯୋଗ ନ ଥିବାରୁ ଅଧିକାଂଶ ଶ୍ମଶାନ ଜମି ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଏଥିରୁ କିଛି ଜମିରେ ଘର ନିର୍ମାଣ ହୋଇ ସାରିଲାଣି। ଜିଲା ସଦର ମହକୁମା, ଖୋର୍ଦ୍ଧା ତହସିଲରେ ଦିନକୁଦିନ ଶ୍ମଶାନ ଜମି ଜବରଦଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?