ନିରାମୟ କେନ୍ଦ୍ରରେ କର୍ମଚାରୀ, ଔଷଧ ଅଭାବ
ପାରାଦୀପ,୧୦ା୬(ସ୍ବ.ପ୍ର.): ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରାମୟ କେନ୍ଦ୍ର ଖୋଲାଯାଇ ରୋଗୀଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଏହି ସରକାରୀ ଔଷଧ ପ୍ରତି ଲୋକେ ବିଶେଷ ଆଗ୍ରହ ଦେଖାଉ ନ ଥିବାବେଳେ ଏବେ ସେଥିପ୍ରତି ଅଧିକ ଆସ୍ଥା ପ୍ରକଟ କରୁଛନ୍ତି। ତେଣୁ…
ନାବାଳିକାଙ୍କୁ ବଳାତ୍କାର, ହତ୍ୟା
ଭୋପାଳ,୧୦ା୬(ପି.ଟି./ ଆଇଏଏନ୍ଏସ୍): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ୮ ବର୍ଷୀୟା ଝିଅଙ୍କ ମୃତଦେହ ରବିବାର ଏକ…
ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର
ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନସାଧାରଣଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ଘର ଭିତରେ ମଧ୍ୟ ଗୁଳୁଗୁଳି…
ହଦଗଡ଼ ଡ୍ୟାମ୍ର ସୁରକ୍ଷା ନେଇ ପ୍ରଶ୍ନବାଚୀ
ହାଟଡିହୀ, ୧୦।୬(ଶୁଭକାନ୍ତ ନାୟକ)-କେନ୍ଦୁଝର ଓ ଭଦ୍ରକ ଜିଲାକୁ କେନାଲ ଯୋଗେ ଜଳସେଚନ ସୁବିଧା ଯୋଗାଉଥିବା ହଦଗଡ଼ ଡ୍ୟାମର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଦେଇ ପ୍ରବାହିତ ସାଳନ୍ଦୀ ନଦୀ ଉପରେ ଡ୍ୟାମ…
ମହିଳା ବିରୋଧୀ ହିଂସା ରୋକିବାକୁ ପ୍ରୟାସ : ଅନ୍ତର୍ଜାତୀୟ ସ୍ତରରେ ହେବ ‘କନ୍ୟା କିରଣ’
ଭୁବନେଶ୍ୱର,୧୦।୬(ବ୍ୟୁରୋ) : କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍) ପକ୍ଷରୁ ମହିଳା ଓ କନ୍ୟା ସନ୍ତାନଙ୍କୁ ନିର୍ଯାତନା ବିରୋଧରେ ଆୟୋଜିତ ସଚେତନତା ଅଭିଯାନ ‘କନ୍ୟା କିରଣ’ର ୩ୟ ସଂସ୍କରଣ ରବିବାର ଉଦ୍ଘାଟିତ ହୋଇଯାଇଛି। ଜୁନ୍ ୧୦ରୁ ୧୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…
ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର
ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହେବେ। ଅଭିଲେଖାଗାର ମାଧ୍ୟମରେ ରାଜ୍ୟ ତଥା ଦେଶର ଇତିହାସ, ନଥିପତ୍ର…
ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ମାମଲା : ସିସିଟିଭି ଫୁଟେଜରୁ ଅଭିଯୁକ୍ତ ଚିହ୍ନଟ
ଭୁବନେଶ୍ୱର,୧୦।୬(ବ୍ୟୁରୋ) : ନୟାପଲ୍ଲୀ ଥାନା ସିଆର୍ପି ଏନ୍-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଶୁକ୍ରବାର ରାତିରେ ୬ଜଣ ଦୁର୍ବୃତ୍ତ କାରରେ ଅପହରଣ ଉଦ୍ୟମ କରିଥିଲେ। ହେଲେ ବାଣୀବିହାର ଓଭରବ୍ରିଜ୍ ଉପରେ ଆର୍ଟିଓ ଚେକିଂ ହେଉଥିବାରୁ ଦୁର୍ବୃତ୍ତମାନେ କାର ବୁଲାଇ ଫେରିବା ସମୟରେ…
କାର୍ଟୁନ୍ ଠୁଲେଇ ପେଟ ପାଲୁଛନ୍ ଦୁଶମନ ସିଂ
ଭବାନୀପାଟଣା,୧୦।୬(ଡି.ଏନ.ଏ.): ମୁନୁଷ୍କେ ବଁଚ୍ବାକେ ହେଲେ ଖାଏଦ୍ ପାଏନ୍, ଘର ଆର କପଡ଼ାଲତା ନିହାତି ଦରକାର। ସବୁ ଲୋକ୍ ପେଟକେ ଖାଏବାକେ ମୁଠେ, ମୁଡ଼ ରଖ୍ବାକେ ଘରଟେ ଆର ଦିହିକେ କପଡ଼ା ଖଁଡ଼େର ଲାଗି ଘିଚିଟାନି ହେଉଛନ୍। ହେଲେ ଆଏଜ୍ ବି ଆମର…
ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା
ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୫ରୁ ୨୦ତାରିଖ ମଧ୍ୟରେ ଚୀନର କିନ୍ଜୋ ସିଟିରେ ୪ର୍ଥ ଆନ୍ତର୍ଜାତିକ…
ଦରକାରୀ କାଗଜପତର ଦାଖଲକରି ହତାଶ: ଭତାରୁ ବହୁତ୍ ଦୂରେ ହକ୍ଦାର ହିତାଧିକାରୀ
ଲାଠୋର, ୧୦ା୬ (ଡି.ଏନ୍.ଏ): ସରକାର ୬୦ ବଛର୍ରୁ ଅଧ୍କା ବଏସ୍ର ବୁଢ଼ାବୁଢ଼ିମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍। ସେନ୍ତା ୮୦ ବଛର୍ରୁ ଅଧ୍କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଦେଉଛନ୍। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ…
କର୍କଟରୁ ଦୂରେଇ ରଖେ ଏହି ସହଜ ଉପାୟ…
ସକାଳେ କିଛି ସମୟ ବ୍ୟାୟାମ ପରେ ୭-୮ଟି ଚିନା ବାଦାମ ଖାଇଲେ ଅନେକ ଉପକାର ମିଳେ। ନିୟମିତ ଏପରି କଲେ କ୍ୟାନସରରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ଚିନା ବାଦାମରେ ଓମେଗା-୩ ଫ୍ୟାଟି ଏସିଡ୍ ରହିଥାଏ। ଏହା ଏକ…
ଏଫଆଇଏଚ୍ ସିରିଜ ଫାଇନାଲ୍ସ:ପୋଲାଣ୍ଡକୁ ହରାଇଲା ରୁଷିଆ
ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ଏକ ମ୍ୟାଚରେ ରୁଷିଆ ୩-୨ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚରୁ ୬ ପଏଣ୍ଟ ସହିତ ରୁଷିଆ ପୁଲ୍‘ଏ’ରେ ଦ୍ୱିତୀୟ ସ୍ଥାନ…

