ଇଂଲଣ୍ଡରେ ଧାଓ୍ବନଙ୍କ ହଜାରେ
ଲଣ୍ଡନ,୯ା୬: ଭାରତୀୟ ଓପନର ଶିଖର ଧାଓ୍ବନ ଇଂଲଣ୍ଡରେ ଦିନିକିଆ ଫର୍ମାଟରେ ଏକହଜାର ରନ୍ ପୂରଣ କରିଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ କ୍ୟାରିୟରର ୧୭ତମ ଶତକୀୟ ଇନିଂସ ବେଳେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ମ୍ୟାଚ୍ ପୂର୍ବରୁ ତାଙ୍କୁ ଏଥିନେଇ…
ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଲେ ବିଜୟ ମାଲ୍ୟା
ଲଣ୍ଡନ, ୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଓଭାଲରେ ଚାଲିଥିବା ବିଶ୍ୱକପ ମ୍ୟାଚ୍ ଦେଖିବାକୁ ଯାଇଛନ୍ତି ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା। ଭାରତର ବିଭିନ୍ନ ବ୍ୟାଙ୍କ୍ରୁ ୯ ହଜାର କୋଟି ଟଙ୍କା ନେଇ ଲଣ୍ଡନ ପଳାଇଥିବା ମାଲ୍ୟଙ୍କୁ ପ୍ରତ୍ୟର୍ପଣ ପାଇଁ ଚେଷ୍ଟା…
କ୍ୟାନସର୍ ଦୂର କରେ କଲରା
ଅଧିକାଂଶ ଲୋକ କଲରା ଖାଇବାକୁ ପସନ୍ଦ କରି ନ ଥାନ୍ତି। କିନ୍ତୁ କଲରାର ଅନେକ ଉପକାରୀ ଗୁଣ ରହିଛି। ଏହାକୁ ଖାଇଲେ କିମ୍ବା ଏହାର ଜୁସ୍ ପିଇଲେ ଖାଲି ଡାଏବେଟିସ୍ ନୁହେଁ ପ୍ରାଣଘାତୀ କ୍ୟାନସର୍ ମଧ୍ୟ ଭଲ ହୋଇଥାଏ ବୋଲି ଆମେରିକାର…
ମୋଦିଙ୍କୁ ଖାସ୍ ଉପହାର ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲମ୍ବୋ, ୯।୬: ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କା ଗସ୍ତରେ ଯାଇ ସେଠାକାର ରାଷ୍ଟ୍ରପତି ମୈତ୍ରିପାଲା ସିରିସେନାଙ୍କୁ ଭେଟିଛନ୍ତି। ମୋଦିଙ୍କୁ ଏକ ଖାସ୍ ଉପହାରଟିଏ ଦେଇଥିଲେ ମୈତ୍ରିପାଲା। ଧ୍ୟାନ ମୁଦ୍ରାରେ ବସିଥିବା ଏକ ବଡ ବୁଦ୍ଧଙ୍କ ମୂର୍ତ୍ତି ସେ ମୋଦିଙ୍କୁ ଭେଟିଦେଇଥଥିଲେ। ଏହି…
ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ
ଲଣ୍ଡନ,୯ା୬: ଭାରତୀୟ ଦଳର ଓପନର ରୋହିତ ଶର୍ମା ନିର୍ଦ୍ଦିଷ୍ଟ ଦଳ ବିପକ୍ଷରେ ଦୁଇ ହଜାର ରନ୍ କରିବାରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ରୋହିତ ଏଠାରେ ଖେଳାଯାଇଥିବା ମ୍ୟାଚ୍ରେ ୫୭ ରନ୍ କରିବା ସହ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇହଜାର…
ଯୁବକଙ୍କ ମୃତଦେହ ଉଦ୍ଧାର କଲା ପୋଲିସ
ନିରାକାରପୁର,୯ା୬(ଡି.ଏନ୍.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ପଞ୍ଚାୟତ କାମନାସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ଯୁବକଙ୍କ ନାମ କାଳୁ ସାହୁ(୩୫)। ସେ ବିବାହିତ ଏବଂ ତାଙ୍କର ଦୁଇଟି ପିଲା ଅଛନ୍ତି।…
ସିଦ୍ଧୁଙ୍କୁ ଆଉ ଏକ ଝଟକା
ଚଣ୍ଡିଗଡ଼,୯ା୬-ପଞ୍ଜାବ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ନବଜ୍ୟୋତ୍ ସିଂ ସିଦ୍ଧୁଙ୍କୁ ଆଉ ଏକ ଝଟକା ଲାଗିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସରକାରୀ ଯୋଜନାଗୁଡିକର ତଦାରଖ ପାଇଁ ୮ଟି ପରାମର୍ଶଦାତା କମିଟି ଗଠନ କରିଛନ୍ତି। ଏଥିରେ ବରିଷ୍ଠ ମନ୍ତ୍ରୀ…
ଓ୍ବାର୍ନରଙ୍କ ବ୍ୟାଟ୍ରେ ସେନ୍ସର
ଲଣ୍ଡନ,୯ା୬(ପି.ଟି.): ଅଷ୍ଟ୍ରେଲିଆ ଓପନର ଡେଭିଡ୍ ଓ୍ବାର୍ନର ବିଶ୍ୱକପ୍ରେ ଘାତକ ବୋଲରଙ୍କ ସମ୍ମୁଖୀନ ହେବା ପାଇଁ ବ୍ୟାଟ୍ରେ ଏକ ନୂଆ ଯନ୍ତ୍ରର ବ୍ୟବହାର କରିଛନ୍ତି। ସେ ଭାରତ ବିପକ୍ଷ ମ୍ୟାଚ୍ ପୂର୍ବୁର ବ୍ୟାଟ୍ରେ ସେନ୍ସର ଲଗାଇ ଅଭ୍ୟାସ କରିଥିଲେ। ଏହି ସେନ୍ସରରେ ବ୍ୟାଟ୍ର…
ଶିଶୁପୁତ୍ରର ମୃତଦେହ ଧରି ଏଏନ୍ଏମଙ୍କ ଘର ସମ୍ମୁଖରେ ବସିଲେ ପରିବାର ଲୋକେ
ନିରାକାରପୁର,୯ା୬(ଡି.ଏନ୍.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ପାଟଣା ଗ୍ରାମର ୨୪ ଦିନର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ଆଶାକର୍ମୀ ଏବଂ ଏଏନ୍ଏମ୍ଙ୍କୁ ଦାୟୀ କରି ରବିବାର ପୂର୍ବାହ୍ନରୁ ଅଦ୍ୟାବଧି ଏନ୍ଏନ୍ଏମ୍ ସାଗରିକା ପାତ୍ରଙ୍କ ଘର ସମ୍ମୁଖରେ ଶିଶୁପୁତ୍ରର…
ଚାଲିଛି ବିଦ୍ୟୁତ ମରାମତି : ରେଳ ଚଳାଚଳ ବନ୍ଦ
ନିରାକାରପୁର,୯ା୬(ଡି.ଏନ୍.ଏ.) : ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା କାଇପଦର ଷ୍ଟେଶନ ନିକଟରେ ୩୨ କେଭି ବିଦ୍ୟୁତ ମରାମତି କାର୍ଯ୍ୟ ଚାଲିଥିବାରୁ ରବିବାର ପୁରୀ-ଗୁଣପୁର ପାସେଞ୍ଜର,ଭୁବନେଶ୍ୱର-ବ୍ରହ୍ମପୁରପାସେଞ୍ଜର,ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟିକୁ ବାତିଲ କରି ଦିଆଯାଇଛି। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ଭଞ୍ଜନଗରରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ପାଳିତ
ଭଞ୍ଜନଗର,୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ରବିବାର ମହା ସମାହୋରରେ ପାଳିତ ହୋଇଯାଇଛି। ବ୍ରହ୍ମପୁର…
ଭାଜପା କର୍ମକର୍ତ୍ତା ଚୟନ : କର୍ମୀ କହିଲେ କରିବୁ ଦଳର ସାଙ୍ଗଠନିକ କାର୍ଯ୍ୟକୁ ସୁଦୃଢ଼
ଛେଣ୍ଡିପଦା,୯।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରସାହି ପଞ୍ଚାୟତର ଭାଜପା କର୍ମକର୍ତ୍ତା ଚୟନ ଓ ସାଙ୍ଗଠନିକ ସଭା ରବିବାର ବଡବନ୍ଧ ଆମ୍ବତୋଟାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାଜପା ବରିଷ୍ଠ କର୍ମୀ ବୀରବର ବେହେରାଙ୍କ ସଭାପତିତ୍ୱରେ ଏହି ଚୟନ ହୋଇଛି।…

