Home Left

ବିଧାନସଭା ନିର୍ବାଚନରେ ଏକାକି ଲଢିବ ଜେଡିୟୁ

ପାଟନା,୯।୬: ଆସନ୍ତା ବିଧାନସଭା ନିର୍ବାଚନରେ ଜନତାଦଳ ୟୁନାଇଟେଡ(ଜେଡିୟୁ) ଏକାକି ଲଢିବ ବୋଲି ଜଣାପଡିଛି। ଭାଜପା ସହ ଜେଡିୟୁ ମେଣ୍ଟ କରିବ ନାହିଁ ବୋଲି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅଧ୍ୟକ୍ଷତାରେ ରବିବାର ପାଟନାରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି।…

ଷ୍ଟାଇଲ୍‌ ଷ୍ଟେଟମେଣ୍ଟରେ ସବୁଠାରୁ ଆଗରେ ଦୀପିକା-ରଣବୀର

ମୁମ୍ବାଇ: ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ ଓ ତାଙ୍କ ପତି ରଣବୀର କପୁର ବିବାହ ପରଠାରୁ ସବୁବେଳେ ଆସୁଛନ୍ତି ଚର୍ଚ୍ଚାକୁ। ଅଭିନୟ ପାଇଁ କୁହନ୍ତୁ ଅବା ଷ୍ଟାଇଲ୍‌ ଷ୍ଟେଟମେଣ୍ଟ ଏମାନେ ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ। ଅନେକ ଥର ଉଭୟଙ୍କୁ ସମାନ…

ଦିଲ୍ଲୀ ଗଲେ ନବୀନ, ୧୧ରେ ମୋଦିଙ୍କୁ ଭେଟିବେ

ଭୁବନେଶ୍ୱର,୯।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବାଜିମାତ କରି ସରକାର ଗଠନ ପରେ ପ୍ରଥମ ଥର ଲାଗି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଏକ ସପ୍ତାହ ପାଇଁ ଦିଲ୍ଲୀ ଗସ୍ତ କରିଥିବା ଜଣାପଡ଼ିଛି। ଏହି ଗସ୍ତ କାଳରେ ସେ ପ୍ରଧାନମନ୍ତ୍ରୀ…

ରବିବାର ଆପଣାନ୍ତୁ ଏହି ଉପାୟ, ରହିବନି ଧନର ଅଭାବ

ସୁଖଶାନ୍ତିରେ ରହିବା ପାଇଁ ଆମେ କଠିନ ପରିଶ୍ରମ କରି ଅର୍ଥ ରୋଜଗାର କରିଥାଉ। ଏହା ସତ୍ତ୍ୱେ ହାତରେ ଟଙ୍କାଟିଏ ରହେ ନାହିଁ। ତେବେ ରବିବାର ଏମିତି କିଛି ଉପାୟ ଆପଣାନ୍ତୁ ଯାହାଦ୍ୱାରା ଧନର ଅଭାବ ରହିବ ନାହିଁ। ସୂର୍ଯ୍ୟଦେବତାଙ୍କୁ ଯଶ ଏବଂ…

ଦଳିତ ମହିଳାଙ୍କୁ ଗୃହ ବିଭାଗ ଦେଲେ ଜଗନ ମୋହନ

ଅମରାବତୀ,୯।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡିଙ୍କ ମନ୍ତ୍ରିମଣ୍ଡଳରେ ୫ ଉପମୁଖ୍ୟମନ୍ତ୍ରୀ ଓ ୨୫ ଜଣ ବିଧାୟକ ଶନିବାର ଶପଥ ଗ୍ରହଣ କରିଛନ୍ତି। ଏଥିରେ ଜଣେ ଦଳିତ ମହିଳାଙ୍କୁ ଜଗନ ମୋହନ ଗୃହ ବିଭାଗ ଦେଇଥିବାରୁ ତାହା ଏବେ ସମସ୍ତଙ୍କ…

ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ସହାୟତା ଲୋଡିଲା ନେପାଳ

କାଠମାଣ୍ଡୁ,୯।୬: ଏଭରେଷ୍ଟ ଗିରି ଶୃଙ୍ଗ ଆରୋହଣ ବାଟରୁ ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ନେପାଳ ଅନ୍ତର୍ଜାତୀୟସ୍ତରରେ ସହାୟତା ଲୋଡିଛି। ମୃତ ଦେହଗୁଡିକର ଚିହ୍ନଟ ଯେପରି ଶୀଘ୍ର ହୋଇପାରିବ ସେନେଇ ନେପାଳ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।…

ପ୍ରଥମେ ବ୍ୟାଟିଂ କରିବ ଭାରତ

ଲଣ୍ଡନ,୯ା୬: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପିଚ୍‌ରେ ଘାସ ଥିବାରୁ ପ୍ରଥମେ ବ୍ୟାଟିଂ କରିବାରେ ସୁବିଧା ହେବା ବୋଲି ଏଭଳି ନିଷ୍ପତ୍ତି ନେଇଛନ୍ତି ବିରାଟ…

ପ୍ରଶାନ୍ତ କିଶୋର ଯେଉଁ କଲେଜର ଛାତ୍ର ଅମିଶ ଶାହ ସେହି କଲେଜର ପ୍ରିନ୍ସିପାଲ

ଭୋପାଳ,୯।୬: ଗତ ଲୋକ ସଭା ନିର୍ବାଚନରେ ଭାଜପାର ବିଜୟ ଓ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତ୍ରୁଣମୂଳ କଂଗ୍ରେସର ପରାଜୟ ଏବେ ସବୁଠାରୁ ବଡ ଆଲୋଚନାର ବିଷୟ ପାଲଟିଛି। କାରଣ ବିଜୟ ପରେ ଏବେ ମମତା ଏବେ ନିର୍ବାଚନ ରଣନୀତି ପ୍ରସ୍ତୁତ…

କୀଟନାଶକ ପିଇ ନବ ବିବାହିତାଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ, ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ

ମହାକାଳପଡ଼ା,୯।୬(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ କୋଚିଳା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜନୈକ ନବ ବିବାହିତାଙ୍କ କୀଟନାଶକ ପିଇବା ଯୋଗୁ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ମହିଳାଙ୍କ ଭାଇ ଶିବ ପ୍ରସାଦ ଖୁଣ୍ଟିଆ…

ଭୁଲ୍‌ରେ ବିମାନର ଇର୍ମଜେନ୍ସି ଡୋର୍‌ ଖୋଲିଲେ ଯାତ୍ରୀ

ଇସଲାମାବାଦ୍‌,୯।୬: ପାକିସ୍ତାନ ଏୟାର ଲାଇନ୍ସର ଜଣେ ଯାତ୍ରୀଙ୍କ ଯୋଗୁ ବିମାନ ଉଡାଣରେ ୭ ଘଣ୍ଟା ବିଳମ୍ବ ହୋଇଛି। ବ୍ରିଟେନ୍‌ର ମାଞ୍ଚେଷ୍ଟରରୁ ଇସଲାମାବାଦ୍‌ ଉଡାଣ କରୁଥିବା ବିମାନ ପିକେ-୭୦୨ର ଜଣେ ଯାତ୍ରୀ ଭୁଲରେ ଏହାର ଇର୍ମଜେନ୍ସି ଡୋର ଖୋଲି ଦେଇଥିଲେ। ବିମାନଟି ଏହି…

କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ପରେ ଜନ୍ମମାଟି ଯିବେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ: ସମ୍ବର୍ଦ୍ଧନା ନେଇ ପ୍ରସ୍ତୁତି

ସଜାନଗଡ଼, ୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ପରେ ରବିବାର ସନ୍ଧ୍ୟାରେ ଜନ୍ମମାଟି ନୀଳଗିରିରେ ପହଞ୍ଚିବେ। ତେବେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ଭାଜପା ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ଏ…

ଆମେରିକାରୁ ଚାକିରି ଛାଡି ଗାଁରେ ସରପଞ୍ଚ ହେଲେ ଭକ୍ତି ଶର୍ମା: ଶହେ ପ୍ରଭାବଶାଳୀ ମହିଳାଙ୍କ ମଧ୍ୟରେ ଜଣେ

ଭୋପାଳ,୯।୬: ମଧ୍ୟ ପ୍ରଦେଶର ବରଖେଡି ଅବଦୁଲ୍ଲା ଗ୍ରାମ ପଞ୍ଚାୟତ ଏବେ ସମସ୍ତଙ୍କ ପାଇଁ ଉଦାହରଣ ପାଲଟି ଯାଇଛି। କାରଣ ଏଠାରେ ସରକାରୀ ଯୋଜନାର କିପରି ଉପଯୋଗ କରାଯିବ ତାହା କରି ଦେଖାଇଛନ୍ତି ଯୁବ ସରପଞ୍ଚ ଭକ୍ତି ଶର୍ମା। ଆମେରିକାରେ ଚାକିରି କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?