ଫନୀରେ ୩୦ ହଜାରରୁ ଊର୍ଦ୍ଧ୍ୱ ବହି ନଷ୍ଟ: ୧୯ ରେ ଖୋଲିବ ସ୍କୁଲ, ପିଲାଙ୍କ ପାଖରେ ନାହିଁ ପାଠ୍ୟପୁସ୍ତକ
ଗୋପ, ୮।୬(ଡି.ଏନ୍.ଏ.)-ଫନୀରେ ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଥିବା ୩୦ ହଜାରରୁ ଊର୍ଦ୍ଧ୍ୱ ପାଠ୍ୟପୁସ୍ତକ ନଷ୍ଟ ହୋଇଯାଇଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ନେଇ ଆଶଙ୍କା ଉପୁଜିଛି। ୧୯ରେ ସ୍କୁଲ ଖୋଲିବାକୁ ଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚତ୍ ନାହିଁ। ଏ…
ଶ୍ୟାମ ସୁନ୍ଦର ନାରଙ୍ଗ ଆଇଓବିର ନୂତନ କ୍ଷେତ୍ରୀୟ ମୁଖ୍ୟ
ଭୁବନେଶ୍ୱର,୮-୬: ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଭୁବନେଶ୍ୱରସ୍ଥିତ କ୍ଷେତ୍ରୀୟ କାର୍ଯ୍ୟାଳୟର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଶ୍ୟାମ ସୁନ୍ଦର ନାରଙ୍ଗ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ନାଗପୁର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ୧୯୮୪ରେ ସେ ଆଇଓବିରେ…
ସୁଜୁକିର ନୂଆ ଜିକ୍ସର ଏସ୍ଏଫ୍ ୨୫୦, ଜିକ୍ସର ଏସ୍ଏଫ୍
ନୂଆଦିଲ୍ଲୀ,୮-୬: ସୁଜୁକି ମୋଟର ସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ(ଏସ୍ଏମ୍ଆଇପିଏଲ) ପକ୍ଷରୁ ନୂଆ ଜିକ୍ସର ଏସ୍ଏଫ୍ ୨୫୦ ଏବଂ ଜିକ୍ସର ଏସ୍ଏଫ୍ ମଡେଲ ଓଡ଼ିଶା ବଜାରରେ ପ୍ରବେଶ କରିଛି। ଏହାକୁ କମ୍ପାନୀର ସେଲ୍ସ ଜେନେରାଲ ମ୍ୟାନେଜର ଦୀପକ ମୁତ୍ରେଜା ବଜାର ପ୍ରବେଶ କରାଇଥିଲେ।…
ରିଲିଫ ପାଣ୍ଠିକୁ ଓରିଏଣ୍ଟାଲ ଇନସ୍ୟୁରାନ୍ସର ୧ କୋଟି
ନୂଆଦିଲ୍ଲୀ,୮-୬: ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ଓରିଏଣ୍ଟାଲ ଇନସ୍ୟୁରାନ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଏ.ଭି.ଗିରିଜାକୁମାର,ଜିଏମ୍ ଅତୁଲ ଜିରଥ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏଥି…
ରେଳ ସପ୍ତାହ ବାର୍ଷିକ ପୁରସ୍କାର ପ୍ରଦାନ;ଖୋର୍ଦ୍ଧା ରେଳ ମଣ୍ଡଳକୁ ସାମଗ୍ରିକ ଦକ୍ଷତା ସିଲ୍ଡ
ଭୁବନେଶ୍ୱର,୮-୬: ପୂର୍ବତଟ ରେଳପଥ ପକ୍ଷରୁ ୬୪ତମ ରେଳ ସପ୍ତାହ ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର ସମ୍ମାନୀତ…
ବିଦେଶ ଟୁର୍ରେ ଅଛନ୍ତି ଭାରତୀୟ ବକ୍ସର
ନୂଆଦିଲ୍ଲୀ, ୮ା୬-ଭାରତୀୟ ବକ୍ସରମାନଙ୍କୁ ଚଳିତ ବର୍ଷ ବିଶ୍ୱ ଚାମ୍ପିୟନଶିପ୍ ସମେତ କେତେକ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏଥିଲାଗି ଦକ୍ଷତା ବୃଦ୍ଧି ଲାଗି ସେମାନେ ବର୍ତ୍ତମାନ ଇଟାଲି, ଆୟର୍ଲାଣ୍ଡ ଓ କୋରିଆ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ଇଟାଲି ଟିମ୍…
ଜୋକୋଭିଚ୍ଙ୍କୁ ହରାଇ ଥିମ୍ ଫାଇନାଲରେ
ପ୍ୟାରିସ, ୮ା୬ -ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲ ୧୧ଥର ଚାମ୍ପିୟନ ସ୍ପେନର ରାଫାଲ ନାଡାଲ ଏବଂ ଅଷ୍ଟ୍ରିଆର ଡୋମିନିକ୍ ଥିମ୍ଙ୍କ ମଧ୍ୟରେ ହେବ। ଶନିବାର ଶେଷ ହୋଇଥିବା ପୁରୁଷ ସିଙ୍ଗଲ୍ସର ଦ୍ୱିତୀୟ ସେମିଫାଇନାଲରେ ଚତୁର୍ଥ ସିଡ୍…
ସାପ କାମୁଡାରେ ମା’,ପୁଅ ମୃତ
ଉମରକୋଟ,୮।୬(ଡି.ଏନ.ଏ)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସି ପଞ୍ଚାୟତର ମାଲପରା ଗ୍ରାମରେ ଶୁକ୍ରବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ସାପ କାମୁଡାରେ ମା’ ଓ ପୁଅର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲକ୍ଷ୍ମୀ ଗଣ୍ଡ ଓ ତାଙ୍କ ପୁଅ ଭାଗିରଥୀ…
ବନବିଭାଗ ଚଢ଼ାଉ : କାଠ ସାମଗ୍ରୀ, ଯନ୍ତ୍ରପାତି ଜବତ
ଲାଠୋର, ୮ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ ଥିବା ଏକ ଫର୍ଣ୍ଣିଚର ଦୋକାନ ଉପରେ ବନବିଭାଗ ଶନିବାର ଚଢ଼ାଉ କରିଥିଲା। ଚଢାଉ ବେଳେ ଲକ୍ଷାଧିକ ଟଙ୍କାର ନିର୍ମିତ କାଠ ସାମଗ୍ରୀ ଓ ଯନ୍ତ୍ରପାତି ଜବତ କରାଯାଇଛି। ଏହି ଘଟଣାରେ…
ପାରିବାରିକ ବିବାଦକୁ ନେଇ ମାରପିଟ୍ : ଜଣେ କୋର୍ଟଚାଲାଣ
ଧର୍ମଶାଳା,୮ା୬(ଡି.ଏନ.ଏ.)- ପାରିବାରିକ ବିବାଦକୁ ନେଇ ମାରପିଟ୍ ଘଟଣାରେ ଧର୍ମଶାଳା ପୋଲିସ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସେକ୍ ରିକୁ। ପ୍ରକାଶ ଯେ, ପାରିବାରିକ ବିବାଦ ଯୋଗୁ ଗତ ୫ ତାରିଖରେ ଧର୍ମଶାଳା ଥାନା ଅନ୍ତର୍ଗତ ସୁନ୍ଦରିଆ ଗ୍ରାମର ସେକ୍…
ଯୁକ୍ତ ୨ ବିଜ୍ଞାନ ଟପ୍ପର ଶର୍ମିଷ୍ଠାଙ୍କ ପଢ଼ା ଖର୍ଚ୍ଚ ବହନ କରିବ ବିଏସ୍ଇଟି
ଭଦ୍ରକ ଅଫିସ, ୮।୬ : ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଶର୍ମିଷ୍ଠା ସାମଲ ୫୨୫ ନମ୍ବର ରଖି ମହାବିଦ୍ୟାଳୟ ସମେତ ଜିଲା ଟପ୍ପର ହୋଇଛନ୍ତି। ଶନିବାର ନୂଆବଜାରସ୍ଥିତ ବିଏସ୍ଇଟି(ବରପଦା ସ୍କୁଲ ଅଫ୍ ଇଞ୍ଜିନିୟରିଂ ଆଣ୍ଡ…
ଆଲିଗଡ଼ ଶିଶୁ ହତ୍ୟା ମାମଲା: ପ୍ରତିକ୍ରିୟା ପ୍ରକାଶ କଲେ ଟ୍ବିଙ୍କିଲ-ଅକ୍ଷୟ
ମୁମ୍ବାଇ,୮।୬: ଉତ୍ତର ପ୍ରଦେଶ ଆଲିଗଡରେ ହୋଇଥିବା ଶିଶୁ ହତ୍ୟା ମାମଲାକୁ ବିରୋଧ କରି ପ୍ରଥମେ ଅନୁପମ ଖେର, ସୋନମ କପୁର, ସନ୍ନି ଲିଓନ ଆଦି ଟୁଇଟ୍ କରିବା ପରେ ଏବେ ଏହାକୁ ନେଇ କ୍ରୋଧ ପ୍ରକାଶ କରିଛନ୍ତି ବଲିଉଡ୍ ଖିଲାଡି ବୟ…

