Home Left

ମଣିଷ ମୁହଁପରି ଦେଖାଯାଉଥିବା ପର୍ସ

ବର୍ତ୍ତମାନର ଅତ୍ୟାଧୁନିକ ଯୁଗରେ ସବୁବେଳେ ନୂଆ ଜିନିଷ ବିକଷିତ ହେଉଛି। ବଜାରକୁ ଆସୁଥିବା କିଛି ନୂଆ ଜିନିଷ ଭଲ ଆଗୁଥିବା ବେଳେ ଆଉ କିଛି ଅଜବ ପ୍ରକାରର ଲାଗିଥାଏ। ଏମିତି ଏବେ ଏକ ପର୍ସ ସମ୍ମୁଖକୁ ଆସିଛି ଯାହାକୁ ଦେଖିବା ପରେ…

ମାଲଦ୍ୱୀପରେ ମୋଦି: ସର୍ବୋଚ୍ଚ ସମ୍ମାନରେ ହେବେ ସମ୍ମାନିତ

ମାଲେ,୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳର କୋଚିରୁ ମାଲଦ୍ୱୀପ ଗସ୍ତ କରିଛନ୍ତି। ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ପଦ ପାଇବା ପରେ ମୋଦିଙ୍କର ଏହା ପ୍ରଥମ ବିଦେଶ ଗସ୍ତ। ଶନିବାର ସେ କେରଳର ମାଲି ବିମାନ ବନ୍ଦରରୁ ମାଲଦ୍ୱୀପ ଅଭିମୁଖେ…

ଓଡ଼ିଶୀ ନାଚି ଟ୍ରୋଲ ହେଲେ ଦୀପିକା ସିଂହ

ମୁମ୍ବାଇ: କେବଳ ଓଡ଼ିଶା ନୁହେଁ ଓଡ଼ିଶୀକୁ ବହୁତ ଭଲ ପାଆନ୍ତି ଟେଲି ଅଭିନେତ୍ରୀ ଦୀପିକା ସିଂହ। ସେ ଜଣେ ଓଡ଼ିଶୀ ନୃତ୍ୟ ଶିଳ୍ପୀ। ତେବେ ଦୀପିକାଙ୍କୁ ସୋସିଆଲ ମିଡିଆରେ ଓଡ଼ିଶୀ କରୁଥିବା ଏକ ଭିଡିଓ ଶେୟାର କରିବା ମହଙ୍ଗା ପଡ଼ିଛି। ଅନେକ…

୩୫ ବର୍ଷ ଧରି ଅମିତାଭଙ୍କ ସାଙ୍ଗରେ ଥିବା ଶୀତଲ ଜୈନଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଏବେ ଅଛନ୍ତି ଦୁଃଖରେ। କାରଣ ଦୀର୍ଘ ୩୫ ବର୍ଷ ଧରି ତାଙ୍କ ପାଖରେ ଥିବା ଶୀତଲ ଜୈନଙ୍କର ଶନିବାର ପରଲୋକ ହୋଇଛି। କୁହାଯାଏ ଅମିତାଭଙ୍କ କ୍ୟାରିୟର ଆରମ୍ଭ ହେବା ଦିନରୁ ଶୀତଳ ତାଙ୍କର ସେକ୍ରେଟାରୀ ଭାବେ କାମ…

ଶନି ମନ୍ଦିରରୁ ଚୋରି ଘଟଣା: ହୁଣ୍ଡି ସହ ୧ ହଜାର ଟଙ୍କା ଜବତ୨ ନାବାଳକ ଗଲେ ସୁଧାର ଗୃହ

ବଡବିଲ, ୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ନିକଟ ଶନି ମନ୍ଦିର ମୁଖ୍ୟ ଫାଟକ ତାଲା ଭାଙ୍ଗି ହୁଣ୍ଡି ଚୋରି ଘଟଣାରେ ଶୁକ୍ରବାର ପୋଲିସ ଦୁଇ ନାବାଳକଙ୍କୁ ସୁଧାର ଗୃହକୁ ପଠାଇଥିବା ବେଳେ ହୁଣ୍ଡି ସହ ୧ ହଜାର ଟଙ୍କା ଜବତ…

ଆଲିଗଡ଼ ଲଜ୍ଜା: ବାଲୁକାକଳା ମାଧ୍ୟମରେ ଶିଶୁକନ୍ୟାଙ୍କ ଲାଗି ନ୍ୟାୟ ଭିକ୍ଷା କଲେ ସୁଦର୍ଶନ

ପୁରୀ ଅଫିସ,୮।୬: ଉତ୍ତରପ୍ରଦେଶ(ୟୁପି)ର ଆଲିଗଡ଼ରେ ଜଣେ ଅଢ଼େଇ ବର୍ଷର ଶିଶୁକନ୍ୟାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରାଯିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅଭିଯୁକ୍ତ ଜାହିଦ ଓ ଅସଲମ୍‌ଙ୍କୁ ତୁରନ୍ତ ଦଣ୍ଡିତ କରାଯାଉ ବୋଲି ଦେଶବ୍ୟାପି ସ୍ବର ଉଠୁଛି। ଏହି…

ବ୍ରେକ୍‌ଫାଷ୍ଟରୁ ଡିନର ପର୍ଯ୍ୟନ୍ତ କେଉଁ ଅଭିନେତ୍ରୀଙ୍କ କ’ଣ ପସନ୍ଦ? ଜାଣନ୍ତୁ…

ସୁସ୍ଥ ଏବଂ ସୁନ୍ଦର ଚେହେରା ପାଇଁ ବଲିଉଡ୍‌ର ଅଭିନେତ୍ରୀମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେଇଥାନ୍ତି। ଦୀପିକା ପାଦୁକୋନ୍‌ ହୁଅନ୍ତୁ କି ଆଲିଆ ଭଟ୍ଟ। ବ୍ରେକ୍‌ଫାଷ୍ଟରୁ ଡିନର ପର୍ଯ୍ୟନ୍ତ କ’ଣ ଖାଇବା ପାଇଁ ପସନ୍ଦ କରିଥାନ୍ତି ଜାଣନ୍ତୁ। ପ୍ରିୟଙ୍କା ଚୋପ୍ରା :…

ଭାରତ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି ରିଷି

ମୁମ୍ବାଇ: ବଲିଉଡ୍‌ ନାୟକ ରିଷି କପୁର ୨୦୧୮ ମସିହାରୁ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ହେଲେ ସେଠାରେ ସେ କେଉଁ ରୋଗ ଚିକିତ୍ସା କରାଉଛନ୍ତି ତାହା ତାଙ୍କ ପରିବାର ତରଫରୁ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ସେ କ୍ୟାନ୍‌ସରରେ ପୀଡିତ ଥିବା…

ମୁଡ୍‌ ବଦଳାଉଛନ୍ତି କରନ୍‌

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ କରନ ଜୋହରଙ୍କର ଏବେ ମୁଡ୍‌ ବଦଳିଥିବା ଆଲୋଚନା ହେଉଛି। ପୂର୍ବରୁ ‘କୁଛ କୁଛ ହୋ ତା ହୈ’, ‘କଭି ଅଲ୍‌ବିଦା ନା କେହେନା’, କଲ୍‌ ହୋ ନା ହୋ’, ‘ରାଜି’, ‘କଳଙ୍କ’ ପରି ଫିଲ୍ମ ଦର୍ଶକଙ୍କୁ…

କର୍ନାଟକରେ ୧୨ ଜୁନ୍‌ରେ ହେବ କ୍ୟାବିନେଟ ସମ୍ପ୍ରସାରଣ

ବେଙ୍ଗାଲୁର,୮।୬: କର୍ନାଟକରେ ଆସନ୍ତା ୧୨ ଜୁନ୍‌ରେ କ୍ୟାବିନେଟ୍‌ ସମ୍ପ୍ରସାରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ସୂଚନା ଦେଇଛନ୍ତି। ଏଥିଲାଗି ସେ ୧୨ ତାରିଖରେ ହିଁ ରାଜ୍ୟପାଳଙ୍କୁ ସକାଳ ୧୧ଟା ୩୦ରେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

ଫନୀ ପ୍ରଭାବିତ କୃଷକଙ୍କୁ କୃଷି ସାମଗ୍ରୀ ବିତରଣ

ସାକ୍ଷୀଗୋପାଳ, ୮।୬(ଡି.ଏନ୍‌.ଏ): ବାତ୍ୟା ‘ଫନୀ’ ପ୍ରଭାବିତ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସଦାନନ୍ଦପୁର ଗ୍ରାମର ୩୭୦ ଜଣ କୃଷକଙ୍କୁ ମାଗଣାରେ ଶନିବାର କୃଷି ସମଗ୍ରୀ ବିତରଣ କରାଯାଇଛି। ପ୍ରାମାଣିକ ଧାନ ବିହନ, ସାର, କୀଟନାଶକ, ନଡ଼ିଆ ଓ କଦଳୀ ଚାରା ସହିତ…

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ରୂପ୍‌ସା,୮।୬(ଡି.ଏନ୍‌.ଏ): ବାଲେଶ୍ବର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଲଛମନଖୁଣ୍ଟା ଗ୍ରାମର ଜଣେ ମହିଳାଙ୍କ ଗାଁ ପୋଖରୀରେ ବୁଡ଼ି ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ବିଧବା ମହିଳା ଶ୍ରୀମତୀ ସିଂ(୬୦)। ଶ୍ରୀମତୀ ଗାଧୋଉଥିବାବେଳେ ଅସାବଧାନତାବଶତଃ ଗୋଡ଼ ଖସିଯାଇଥିଲା। ଗ୍ରାମବାସୀ ତାଙ୍କୁ ପୋଖରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?