ମିଗ୍ ୨୯କେ ବିମାନ ଡ୍ରପ୍ ଟ୍ୟାଙ୍କରେ ଲାଗିଲା ନିଆଁ
ପଣଜୀ,୮।୬: ଗୋଆ ବିମାନ ବନ୍ଦରରେ ମିଗ୍ ୨୯କେ ବିମାନର ଡ୍ରପ୍ ଟ୍ୟାଙ୍କରେ ଶନିବାର ନିଆଁ ଲାଗିଯିବା ଫଳରେ ବିମାନ ବନ୍ଦରରେ କିଛି ସମୟ ଲାଗି ବିମାନ ସେବା ବ୍ୟାହତ ହୋଇଥିବା ସୂଚନା ଦେଇଛନ୍ତି ନୌସେନା ପ୍ରବକ୍ତା। ଏଥିରେ ବିଶେଷ କିଛି କ୍ଷୟକ୍ଷତି…
ଖରାଦିନେ ଫୁଡ୍ ପଏଜନିଂ ଆଶଙ୍କା ଅଧିକ: ଜାଣନ୍ତୁ କିଭଳି ପାଇବେ ମୁକ୍ତି
ଖରାଦିନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ସେଥିମଧ୍ୟରୁ ଶରୀରରୁ ଜଳୀୟଅଂଶ ପରିମାଣ କମ୍ ହେବା, ଭାଇରାଲ ଫିଭର୍, ଷ୍ଟ୍ରୋକ, ଫୁଡ ପଏଜନିଂ ଆଦି ଅନ୍ୟତମ। ଏହି ସବୁ ସମସ୍ୟାରୁ ମୁକ୍ତି ପାଇବାକୁ ଚାହୁଁଥିଲେ ସାବଧାନତା ଅବଲମ୍ବନ କରନ୍ତୁ। ଗରମରେ ଖାଦ୍ୟ…
୫ ଶହ କିଲୋଗ୍ରାମ୍ ଆମ୍ବରେ ହେଲା ବାଲାଜୀଙ୍କ ଆମ୍ରାଭିଷେକ
ଇନ୍ଦୋର,୮।୬: ମଧ୍ୟପ୍ରଦେଶ ଇନ୍ଦାରଠାରେ ଥିବା ତିରୁପତି ବାଲାଜୀଙ୍କ ମନ୍ଦିରରେ କରାଯାଇଛି ଏକ ସ୍ବତନ୍ତ୍ର ଅଭିଷେକ। ୫ କିଲୋଗ୍ରାମ୍ ଅମ୍ବରେ ଭଗବାନ ବାଲାଜୀଙ୍କ ଆମ୍ରାଭିଷେକ ହୋଇଛି। ଅତ୍ୟଧିକ ଗରମରୁ ରକ୍ଷା ପାଇବା ପାଇଁ ଏଭଳି ଅଭିଷେକ କରାଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଅଭିଷେକରେ…
କଂଗ୍ରେସ ଅଧ୍ୟକ୍ଷ ପଦରେ ରହିବା ଲାଗି ଇଚ୍ଛା ପ୍ରକାଶ କରିଥିଲେ ଏହି ପୂର୍ବତନ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୮।୬: ପୂର୍ବ କେନ୍ଦ୍ରମନ୍ତ୍ରୀ ତଥା ଅଲିମ୍ପିୟାନ୍ ଅସଲମ ଶେର ଖାଁ ୨ ବର୍ଷ ପାଇଁ କଂଗ୍ରେସ ଅଧ୍ୟକ୍ଷ ପଦରେ ରହିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଯେତେବେଳେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଲୋକ ସଭା ନିର୍ବାଚନରେ ପରାଜୟ ପରେ ଅଧ୍ୟକ୍ଷ ପଦରୁ…
ନିଜ ପତ୍ନୀଙ୍କଠାରୁ ଅଲଗା ହେବା ପ୍ରଶ୍ନରେ ଏଭଳି ପ୍ରତିକ୍ରିୟା ଦେଲେ ଏହି ଅଭିନେତା
ମୁମ୍ବାଇ,୮।୬: ଅମିର ଖାଁଙ୍କ ଭଣଜା ତଥା ଅଭିନେତା ଇମ୍ରାନ ଖାଁ ଓ ତାଙ୍କ ପତ୍ନୀଙ୍କୁ ନେଇ ଏବେ ବି ଟାଉନରେ ଚର୍ଚ୍ଚା ଚାଲିଛି। ଇମ୍ରାନ ଅବନ୍ତିକା ମଲ୍ଲିକଙ୍କ ସହ ବିବାହ ବିଚ୍ଛେଦ ହେବାକୁ ଯାଉଛି ବୋଲି ଶୁଣିବାକୁ ମିଳିଛି। ଏହି ଯୋଡିଙ୍କ…
ହାତୀ ଜାଣିପାରେ କମ୍ ବେଶୀର ତଫାତ
କୁକୁରର ଘ୍ରାଣ ଶକ୍ତି ବା ଶୁଙ୍ଘିବା ଶକ୍ତି ଅଧିକ ବୋଲି ଆମେ ଜାଣିଛେ। କିନ୍ତୁ ହାତୀମାନଙ୍କର ଶୁଙ୍ଘିବା ଶକ୍ତି ପ୍ରଖର ବୋଲି ଜାଣିଛନ୍ତି କି? ହାତୀ ଶୁଣ୍ଢରେ ଶୁଙ୍ଘି ଜାଣି ଦେଇଥାଏ କମ୍ ବେଶୀର ତଫାତ୍। ଆମେରିକାର ଗବେଷକ ୧୬ରୁ ୪୫…
ଟ୍ରାଡିସ୍ନାଲ ଲୁକ୍ରେ ଆଲିଆ-ରଣବୀର
ମୁମ୍ବାଇ,୮।୬: ବି ଟାଉନର ଚର୍ଚ୍ଚିତ ଯୋଡି ଆଲିଆ ଭଟ୍ଟ ଓ ରଣବୀର କପୁର ଏବେ ବାରଣାସୀରେ ଅଛନ୍ତି। ସେଠାରେ ସେମାନେ ନିଜର ଅପ୍ କମିଂ ଫିଲ୍ମ ‘ବ୍ରୋହ୍ମାସ୍ତ୍ର’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଆଲିଆ ଓ ରଣବୀର ବାରଣାସୀର କାଶୀ ବିଶ୍ୱନାଥ ମନ୍ଦିର…
ଫରିଦାବାଦ ସ୍କୁଲରେ ନିଆଁ: ୨ ଶିଶୁଙ୍କ ସମେତ ୩ ମୃତ
ଫରିଦାବାଦ,୮।୬: ହରିୟାଣାର ଫରିଦାବାଦରେ ଥିବା ଡାବୁଆ କଲୋନୀ ନିକଟରେ ଏକ ସ୍କୁଲ ଓ ଏହା ନିକଟରେ ଥିବା ଏକ ଲୁଗା ଦୋକାନରେ ନିଆଁ ଲାଗିଯିବା ଫଳରେ ୨ ଶିଶୁଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିଆଁ ଲାଗିବାର…
ସୌରମଣ୍ଡଳ ବାହାରେ ଥିବା ଚନ୍ଦ୍ରମାରେ ଏଲିଏନ୍ ରହିଥିବା ସମ୍ଭାବନା !
ଲଣ୍ଡନ,୮।୬: ସୌରମଣ୍ଡଳ ବାହାରେ ଥିବା ଚନ୍ଦ୍ରମାରେ ଏଲିଏନ୍ ରହିଥିବାର ସମ୍ଭାବନା ରହିଛି। ଏନେଇ ମହାକାଶ ବିଜ୍ଞାନୀ ଯୁକ୍ତି ବାଢ଼ିଛନ୍ତି। ଏସବୁ ଚନ୍ଦ୍ରମାରେ ଥିବା ତରଳ ଜଳ ଏଠାରେ ଜୀବନସତ୍ତାର ସମ୍ଭାବନାକୁ ଦୃଢ଼ୀଭୁତ କରିଛି। ବ୍ରିଟେନ୍ର ଲିଙ୍କନ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ଅନୁସାରେ ଏପର୍ଯ୍ୟନ୍ତ…
ଗୋଟିଏ ନାଁର ଦୁଇ ପଡ଼ୋଶୀ: ଜଣଙ୍କର ଚେକ୍ରେ ଅନ୍ୟଜଣେ ଉଠାଇଲେ ଲକ୍ଷାଧିକ ଟଙ୍କା
ନୂଆଦିଲ୍ଲୀ,୮।୬: ଦିଲ୍ଲୀ ଦ୍ୱାରିକା ଜିଲାରେ ଜଣେ ମହିଳା ଠକେଇର ଶୀକାର ହୋଇଛନ୍ତି। ଏହି ମାମଲାରେ ଅନ୍ୟ ଜଣେ ମହିଳାଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ପଡ଼ୋଶୀରେ ରହୁଥିବା ଜଣେ ମହିଳାଙ୍କ ଚେକ୍ରେ ଫେକ୍ ହସ୍ତାକ୍ଷର କରି ତାଙ୍କ ଆକାଉଣ୍ଟରୁ ୩.୬୨ଲକ୍ଷ ହଡ଼ପ…
ଘରୋଇ ବସ୍ରୁ ଗଞ୍ଜେଇ ଜବତ: ଅଭିଯୁକ୍ତ ଯାତ୍ରୀ ଅଟକ
କୋରୁକୋଣ୍ଡା, ୮।୬(ଡି.ଏନ୍.ଏ): ମାଲକାନଗିରିରୁ ଜୟପୁର ଅଭିମୁଖେ ଯାଉଥିବା ଘରୋଇ ବସ୍(ଗୁପ୍ତା ଟ୍ରାଭେଲର୍ସ)ରୁ ଶନିବାର ସକାଳେ ଗଞ୍ଜେଇ ଜବତ ହୋଇଛି। ଜଣେ ଯୁବକ ଏକ ବ୍ୟାଗରେ ଗଞ୍ଜେଇ ନେଇ ଜୟପୁର ଯାଉଥିବା ମାଲକାନଗିରି ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ…
ଅଧ୍ୟକ୍ଷ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ରାହୁଲ ଚିନ୍ତା କରିବା ଆବଶ୍ୟକ: ବିରପ୍ପା ମୋଇଲୀ
ବେଙ୍ଗାଲୁର୍,୮।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି ବରିଷ୍ଠ ନେତା ବିରପ୍ପା ମୋଇଲୀ। ରାହୁଲ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ଚିନ୍ତା କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ବୁଝିବିଚାରି ପଦକ୍ଷେପ ନ ନେଲେ କଂଗ୍ରେସ ଦଳ କେତେକ…

