ବିଭାଗୀୟ ତ୍ରୁଟି ବଢ଼ାଉଛି ସଡ଼କ ଦୁର୍ଘଟଣା
ଭୁବନେଶ୍ୱର, ୮ା୬(ବ୍ୟୁରୋ): ସଡ଼କ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟ ବାରମ୍ବାର ଭର୍ତ୍ସନା କରିବା ସତ୍ତ୍ୱେ କୌଣସି ଲାଭ ମିଳୁନାହିଁ। ରାସ୍ତା ଦୁର୍ଘଟଣା କ୍ଷେତ୍ରରେ ଦେଶର ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା ବହୁ ଆଗରେ ରହିଛି। ସରକାରଙ୍କ କାର୍ଯ୍ୟରେ ତ୍ରୁଟି…
ବରଯାତ୍ରୀ ସହ କନ୍ୟାଘରେ ପହଞ୍ଚିଲେ ମହାଦେବ:ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ
ସମ୍ବଲପୁର, ୮ା୬ (ବ୍ୟୁରୋ): ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ଦେବ ଦେବ ମହାଦେବ ବରାତିରେ ନଗର ପରିକ୍ରମା କରି କନ୍ୟାଘରେ ପହଞ୍ଚିଥିଲେ। ଏଥିସହ ଷଷ୍ଠୀ ତିଥିରେ ମାହେନ୍ଦ୍ର ମୁହୂର୍ତ୍ତରେ ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି। ଜଗତଜନନୀ ମାତା ପାର୍ବତୀ ଓ…
ମଦ୍ୟପ ବାପାଙ୍କୁ ହତ୍ୟା କଲା ପୁଅ
ବୌଦ୍ଧ, ୮ା୬(ସ୍ବ.ପ୍ର): ବୌଦ୍ଧ ଥାନା ଅନ୍ତର୍ଗତ ସରଣ୍ଡା ଗ୍ରାମରେ ଗୁରୁବାର ଏକ ହତ୍ୟା ଘଟଣା ଘଟିଛି । ମଦ୍ୟପ ବାପାଙ୍କ ନିର୍ଯାତନା ଅସହ୍ୟ ହେବାରୁ ପୁଅ ତାଙ୍କୁ ହତ୍ୟା କରିଛି । ମୃତକ ହେଲେ ସଦାଶିବ ପାତ୍ର(୪୩) । ପୋଲିସ ହତ୍ୟାକାରୀ…
‘ଆର୍ଟିକିଲ୍ ୧୫’ ରିଲିଜ୍ ଅପେକ୍ଷାରେ ଆୟୁଷ୍ମାନ୍
ମୁମ୍ବାଇ: ଅନୁଭବ ସିହ୍ନାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଫିଲ୍ମ ‘ଆର୍ଟିକିଲ୍ ୧୫’ ରିଲିଜ ପାଇଁ ବ୍ୟସ୍ତ ରହୁଛନ୍ତି ବଲିଉଡ୍ ଅଭିନେତା ଆୟୁଷ୍ମାନ୍ ଖୁରାନା। ଏହାର କାହାଣୀ ବାସ୍ତବ ଦେଶପ୍ରେମ ଉପରେ ଗଢ଼ିଉଠିଛି। ତାଙ୍କ କହିବାନୁଯାୟୀ, ଦେଶକୁ ପ୍ରକୃତରେ ଭଲ ପାଉଥିବା ବ୍ୟକ୍ତି ସଚ୍ଚା…
କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍ବସ୍ କରିବା ଘଟଣା: ପାଟଣାଗଡ଼ ବିଧାୟକଙ୍କ ପାଇଁ ଅଡୁଆ ବଢ଼ିଲା
ବଲାଙ୍ଗିର ଅଫିସ/ଭୁବନେଶ୍ୱର, ୮ା୬(ବ୍ୟୁରୋ): ନିମ୍ନମାନର ରାସ୍ତା କାମ ପାଇଁ ପାଟଣାଗଡର ନବନିର୍ବାଚିତ ବିଧାୟକ ସରୋଜ ମେହେର ଗତ ୫ତାରିଖରେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ସର୍ବସମ୍ମୁଖରେ ଉଠ୍ବସ୍ କରାଇଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ପୂରା ଘଟଣା ପଦାକୁ ଆସିଥିଲା।…
ଆଜି ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର, ୮ା୬(ବ୍ୟୁରୋ): ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀ କେନ୍ଦ୍ରମନ୍ତ୍ରୀଭାବେ ଶପଥ ନେବାପରେ ପ୍ରଥମ ଥର ପାଇଁ ଶନିବାର ଓଡିଶା ଆସୁଛନ୍ତି। ସେମାନଙ୍କ ସହ ରାଜ୍ୟ ପ୍ରଭାରୀ ଅରୁଣ ସିଂ ମଧ୍ୟ ରାଜ୍ୟ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନେ ଭୁବନେଶ୍ୱର…
କାଳିଆ ଯୋଜନା: ୩୨୩୪ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କୃଷକ ଆସିଷ୍ଟାନ୍ସ ଫର ଲାଇଭଲିହୁଡ୍ ଆଣ୍ଡ ଇନ୍କମ ଅଗ୍ମେଣ୍ଟେଶନ (କାଳିଆ) ଯୋଜନା ସକାଶେ ୩,୨୩୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଯୋଜନାରେ ଚଳିତ ବର୍ଷ ଯୋଗ୍ୟ ହିତାଧିକାରୀଙ୍କୁ ୫…
ନିଖୋଜ ବିମାନରେ ଥିଲେ ଓଡ଼ିଆ ପାଇଲଟ୍ ସୁନୀତ
ବ୍ରହ୍ମପୁର ଅଫିସ୍, ୮ା୬: ଭାରତୀୟ ବାୟୁସେନା (ଆଇଏଏଫ୍) ବିମାନ ନିଖୋଜ ହେବାର ୫ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହାର ପତ୍ତା ମିଳିନାହିଁ। ଉକ୍ତ ବିମାନରେ ଅନ୍ୟମାନଙ୍କ ମଧ୍ୟରେ ଓଡିଆ ପାଇଲଟ ସୁନୀତ୍ ମହାନ୍ତି ଥିଲେ। ଆଇଏଏଫ୍ର ଏଏନ୍-୩୨ ବିମାନ ସୋମବାର…
୬ କ୍ୟାବିନେଟ କମିଟିରେ ରାଜନାଥ
ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ପ୍ରକାଶ କରିଥିବା କ୍ୟାବିନେଟ କମିଟି ସମ୍ପର୍କିତ ବିଜ୍ଞପ୍ତିରେ ପରିବର୍ତ୍ତନ କରିଛନ୍ତି। ଗୁରୁବାର ପ୍ରକାଶିତ ବିଜ୍ଞପ୍ତିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ମାତ୍ର ୨ଟି କ୍ୟାବିନେଟ କମିଟିରେ ସଦସ୍ୟ ରଖାଯାଇଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହଙ୍କୁ ସମସ୍ତ ୮ଟି କମିଟିରେ…
ନ୍ୟାୟ ପାଇଁ ସୋସିଆଲ ମିଡିଆରେ ଅଭିଯାନ: ଦେଶବ୍ୟାପୀ ଆକ୍ରୋଶ, ବିକ୍ଷୋଭ
ଆଲିଗଡ଼/ନୂଆଦିଲ୍ଲୀ,୮ା୬(ପି.ଟି.):ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଛି, ମସ୍ତିଷ୍କକୁ ଗଳିତ କରାଯାଇଛି ଓ ହାତଗୋଡ଼ ଭାଙ୍ଗି ଦିଆଯାଇଛି। ବଳାତ୍କାରକୁ ଅସ୍ବୀକାର କରାଯାଇ ପାରୁନାହିଁ। ନାବାଳିକଙ୍କ ମୃତଦେହର ବ୍ୟବଚ୍ଛେଦ ରିପୋର୍ଟରୁ ଏହି ବିଷୟ ସାମ୍ନାକୁ ଆସିବା ପରେ ଠଉରାଇ ହୋଇଯାଉଛି ବର୍ବରତା ଓ ନିର୍ମମତାର କେତେ…
ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ବିବାହ ସମ୍ପନ୍ନ : ରୋଶଣିରେ କମ୍ପିଲା ଦେଓଗଁ।
ଢେଙ୍କାନାଳ ଅଫିସ, ୮।୬- ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳର ଜିଲାର ପ୍ରମୁଖ ଶୈବପୀଠ। ବାଜାବାଣ, ରୋଶଣି ସାଙ୍ଗକୁ ଶିବସ୍ତୋତ୍ରରେ ପରିବେଶ ମୁଖରିତ ହୋଇଉଠିଥିବାବେଳେ ଦବଦମ୍ପତିଙ୍କ ବିବାହରେ ସାମିଲ ହୋଇଥିଲେ ହଜାର ହଜାର ଶ୍ରଦ୍ଧାଳୁ। କପିଳାସ କ୍ଷେତ୍ରାଧିପତି…
ସୌରମଣ୍ଡଳ ବାହାର ଉପଗ୍ରହରେ ଜଳ
ଲଣ୍ଡନ,୮ା୬(ପି.ଟି.): ଆମ ସୌରମଣ୍ଡଳ ବାହାରେ ଗ୍ରହ ଚାରିପାଖେ ଘୂରିବୁଲୁଥିବା ଉପଗ୍ରହ(ଚନ୍ଦ୍ର)ରେ ଜଳ ତରଳ ଅବସ୍ଥାରେ ଥାଇପାରେ। ଏଥିପାଇଁ ପୃଥିବୀ ବାହାରେ ଜୀବନ ତିଷ୍ଠିବା ସମ୍ଭବପର ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ଆମ ସୌରମଣ୍ଡଳ ବାହାରେ ପାଖାପାଖି ୪,୦୦୦ ଉପଗ୍ରହ…

