Home Left

ବସୁନ୍ଧରା ଯୋଜନା ବାଟବନା:ଘରଡିହ ପାଏବାରୁ ବଁଚିତ୍‌ ଭୂମିହୀନ ପରିବାର

ଲାଠୋର, ୮ା୬ (ଡି.ଏନ.ଏ): ସରକାର ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ସାମିଲ କରି ୪ ଡିସିମିଲ ଘରଡିହ ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଖାମଖିଆଲି ମନଭାବ ଲାଗି ଅନେକ ଭୂମିହୀନ ଘରଡିହ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ…

ଯାତ୍ରା ଦେଖି ଫେରୁଥିବାବେଳେ ଜୀବନ ଗଲା

ଫୁଲବାଣୀ ଅଫିସ, ଫିରିଙ୍ଗିଆ,୮ା୬- ଫିରିଙ୍ଗିଆରେ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ବାଇକ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପଦିଙ୍ଗିଆ ପଞ୍ଚାୟତର ପ୍ରସନ୍ନ କହଁର। ବନ୍ଧଗଡ ଯାତ୍ରା ଦେଖି ପ୍ରସନ୍ନ ବାଇକରେ ଫେରୁଥିବାବେଳେ ରରଙ୍ଗ ସ୍କୁଲ ନିକଟରେ ରାତି ପ୍ରାୟ…

ମାଡ଼ିଗଲା କାର୍‌: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର

ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୪ ବର୍ଷ ଶିଶୁ ସମେତ ୫ଜଣ…

ବିବାହ ବନ୍ଧନରେ ଆବଦ୍ଧ ହେଲେ ଦେବ ଦମ୍ପତ୍ତି

ବ୍ରହ୍ମଗିରି, ୭ା୬(ଡି.ଏନ.ଏ): ମାନବୀୟ ରିତିନୀତି ଭଳି ବିବାହ ବନ୍ଧନରେ ଆବଦ୍ଧ ହେଲେ ଦେବ ଦମ୍ପତ୍ତି। ଶୁଭ ଶୁଙ୍ଗ ସହ ହୁଳ ହୁଳରେ ପ୍ରକମ୍ପିତ ହେଉଥାଏ ଦେବାଳୟ। ଦେବ ଦମ୍ପତିଙ୍କ କନ୍ୟା ପିତା ଓ ବରପିତା ଗୁରୁ ଦାୟିତ୍ୱ ତୁଲାଇ ହସ୍ତଗଣ୍ଠି ପକାଇ…

ଅଖ ହଣା ସରିଲା, ଦଣ୍ଡା କାମ ଆରମ୍ଭ

ପୁରୀ ଅଫିସ, ୭ା୬: ଆସୁଛି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ତିନିରଥ ମୁଖ୍ୟ ବିଶ୍ୱକର୍ମାଙ୍କ ନେତୃତ୍ୱରେ ଚାଲିଛି ରଥ କାମ। ଅକ୍ଷୟତୃତୀୟ ଠାରୁ ଆରମ୍ଭ ହୋଇଥିବା ରଥକାମ ଜୋରସୋରରେ ଚାଲିଛି। ମହାରଣା ମାନେ ରଥର ବିଭିନ୍ନ ଅଂଶ ନିର୍ମାଣରେ…

ପହଞ୍ଚତ୍ଲା ରଥ ଦଉଡ଼ି

ପୁରୀ ଅଫିସ, ୭ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ ଦୁଇଟି ରଥଯାତ୍ରା ସମନ୍ବୟ କମିଟି ବୈଠକ ସରିଲାଣି। ଆସନ୍ତା ୧୩ ତାରିଖରେ ଆଇନ ମନ୍ତ୍ରୀଙ୍କ…

ବିଭିନ୍ନ ଘଟଣାର ନ୍ୟାୟ ଦାବିରେ ଧାରଣା: ପୋଲିସ ପଦକ୍ଷେପ ନନେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ସିପିଆଇ

ଜୟପୁର,୭ା୬(ନି.ପ୍ର.): ଆତ୍ମହତ୍ୟା, ଗଣ ବଳାତ୍କାର ଓ ହତ୍ୟା, ମାନସିକ ନିର୍ଯାତନା ଘଟଣାରେ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସିପିଆଇ। ଏହି ଦାବିରେ ପ୍ରତୀକ ପୂର୍ବାହ୍ନ ୧୦ଟାରୁ ୧୨ଟା ଯାଏ ଧାରଣା ଦେଇଛି ଜିଲା ସିପିଆଇ।…

ଧାନ ରଖି ଚାଷୀଙ୍କ ରାସ୍ତା ଅବରୋଧ

ଖପ୍ରାଖୋଲ, ୭ା୬ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ପ୍ୟାକ୍ସରେ ଚଳିତ ରବିଋତୁରେ ଧାନ କିଣିବାକୁ କମ୍‌ ଟାର୍ଗେଟ ଥିବା ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶୁକ୍ରବାର ପ୍ୟାକ୍ସର ଅସ୍ଥାୟୀ ମଣ୍ଡି ବଡଗୁର୍ଜିଭଟାଠାରେ ଧାନ ରଖି ସେମାନେ ରାସ୍ତା ଅବରୋଧ…

ବାର୍ଟି-ଭାଣ୍ଡ୍ରୋସୋଭା ଫାଇନାଲ

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଅଷ୍ଟ୍ରେଲିଆର ଆସ୍‌ଲେ ବାର୍ଟି ଏବଂ ଚେକ୍‌ ରିପବ୍ଲିକର ସ୍ବଳ୍ପ ବୟସ୍କା ମାର୍କେଟା ଭୋଣ୍ଡ୍ରୋସୋଭାଙ୍କ ମଧ୍ୟରେ ହେବ। ଶୁକ୍ରବାର ଅନୁଷ୍ଠିତ ଏକ ସେମିଫାଇନାଲ ମ୍ୟାଚରେ ବାର୍ଟି ଆମେରିକାର ୧୭ ବର୍ଷୀୟା…

ଫେଡରରଙ୍କୁ ହରାଇଲେ ନାଡାଲ

ପ୍ୟାରିସ, ୭ା୬-ସ୍ପେନର ଷ୍ଟାର ଖେଳାଳି ରାଫାଲ ନାଡାଲ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏଠାରେ ସେ ତାଙ୍କ ଦ୍ୱାଦଶ ଟାଇଟଲଠାରୁ ଆଉ ମାତ୍ର ଗୋଟିଏ ପାଦ ପଛରେ ରହିଛନ୍ତି। ଶୁକ୍ରବାର ଅନୁଷ୍ଠିତ…

ଜେଣ୍ଡାନାଙ୍କ ଡବଲରେ ଜାପାନ ବିଜୟୀ

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଶୁକ୍ରବାର ଏସୀୟ ଚାମ୍ପିୟନ ଜାପାନ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଏହି ଦଳ ୩-୧ ଗୋଲରେ ମେକ୍ସିକୋକୁ ପରାସ୍ତ କରିଛି। ଯୁବ ମେକ୍ସିକୋ ଦଳ ଭଲ…

କେରଳ ଯାଇ ଗୁରୁଭୟୁର ମନ୍ଦିରରେ ପୂଜା କରିବେ ମୋଦି

ଥିରୁଭାନନ୍ତପୁରମ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ କେରଳର ତ୍ରିଶୁଳ ଜିଲାରେ ଥିବା ଗୁରୁଭୟୁର ମନ୍ଦିରରେ ପୂଜାର୍ଚ୍ଚନା କରିବେ। ସକାଳ ୯ଟା ୩୦ରୁ ୧୦ଟା ୩୦ ମଧ୍ୟରେ ମୋଦି ମନ୍ଦିରରେ ପହଞ୍ଚିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?