ରାଜସ୍ବ ନିରୀକ୍ଷକଙ୍କୁ ଘେରିଲେ ଲୋକେ
ବ୍ରହ୍ମପୁର ଅଫିସ,୭।୬- ପୋଲସରା ତହସିଲ ପାଣ୍ଡିରିପଡ଼ା ଗ୍ରାମପଞ୍ଚାୟତସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଆଦିବାସୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବା ଲାଗି କିଛି ଟଙ୍କା ନେଇ ଆଉ ଦେଉ ନ ଥିବା ଅଭିଯୋଗରେ ରାଜସ୍ବ ନିରୀକ୍ଷକ କବିରାଜ ଚିନ୍ନାରାଙ୍କୁ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ। ସୂଚନାଯୋଗ୍ୟ ଗନ୍ଧର୍ବ କୌଣସି କାମରେ ପୋଲସରା ଆସିଥିଲେ। ଫେରିବା ବାଟରେ ପୂର୍ବରୁ ପ୍ରସ୍ତୁତ…
ଜାତିର ଉନ୍ନତିରେ ଦେଶର ଉନ୍ନତି
ବଇଣ୍ଡା,୭।୬(ଡି.ଏନ.ଏ.)-ପୁରାତନ ସଂସ୍କୃତି ତଥା ସାମାଜିକ ଚଳଣିକୁ ଯେଉଁ ସମାଜ ଗୁରୁତ୍ୱ ଦେଇ ଆସୁଛି ସେହି ସମାଜର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ହେଲେ ବର୍ତ୍ତମାନ ଯୁବପିଢିମାନେ ପୁରାତନ ସଂସ୍କୃତି ତଥା ସମାଜର ନୀତିନିୟମକୁ ମାନୁ ନାହାନ୍ତି। ଏଥିପ୍ରତି ସମସ୍ତେ ଧ୍ୟାନ ଦେବା…
କପିଳାସ ଚିଡ଼ିଆଖାନାର ନୂତନ ଅତିଥି ‘ହିରୋ’
ଢେଙ୍କାନାଳ ଅଫିସ, ୭ା୬-ସମ୍ବଲପୁର-ଦେବଗଡ଼ ଜିଲା ମଧ୍ୟବର୍ତ୍ତୀ ବାମରା ବନଖଣ୍ଡରୁ ଉଦ୍ଧାର ହୋଇଥିବା ହାତୀ ଶାବକ କପିଳାସ ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରର ନୂତନ ସଦସ୍ୟ ପାଲଟିଛି। ଏକ ସ୍ବତନ୍ତ୍ର ମିନିଟ୍ରକ୍ରେ ଶୁକ୍ରବାର ଅପରାହ୍ନରେ ହାତୀ ଛୁଆକୁ ଅଣାଯାଇଛି। ହାତୀର ଆନୁମାନିକ ବୟସ ଦେଢ଼ବର୍ଷ…
ବର୍ଷାଦିନ ପୂର୍ବରୁ ହେଉ ରାସ୍ତା ନିର୍ମାଣ: ଜିଲାପାଳଙ୍କୁ ଭେଟିଲେ ଇଟାଗଡ଼ି ଗଁ। ଲୋକେ
ତିହିଡ଼ି, ୭।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କୁବେରା ପଞ୍ଚାୟତ ଅଧୀନ ଇଟାଗଡ଼ି ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ଯେଉଁ ରାସ୍ତା ଅଛି ତାହାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଫଳରେ ଗ୍ରାମବାସୀ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର…
ବାଟରେ ଅଟକି ଚା’ ପିଇଲେ ରାହୁଲ
ମାଲାପ୍ପୁରମ୍,୭।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ୩ଦିନିଆ ଓ୍ବାୟନାଡ ସ୍ତରେ ଯିବା ସମୟରେ ମାଲାପ୍ପୁରମ୍ ଜିଲାର ରାସ୍ତା କଡ଼ରେ ଥିବା ଏକ ଦୋକାନରୁ ଚା’ ପିଇବା ପାଇଁ ଅଟକିଥିଲେ। ସେଠାରେ ସେ ତାଙ୍କ ସମର୍ଥକଙ୍କ ସହ ମିଶି ଚା’ ପିଇଥିଲେ।…
ଫନୀ ପ୍ରଭାବିତଙ୍କୁ ଏସ୍ବିଆଇ ଦେଲା ୧୨୦ କୋଟି ଟଙ୍କାର ଋଣ
ଭୁବନେଶ୍ୱର,୭-୬: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ) ରାଜ୍ୟର ଫନୀ ପ୍ରଭାବିତଙ୍କୁ ବର୍ତ୍ତମାନ ସୁଦ୍ଧା ୧୨୦ କୋଟି ଟଙ୍କାର ଋଣ ପ୍ରଦାନ କରିଛି। ଏହି ଋଣ ମଧ୍ୟରେ କୃଷି କ୍ଷେତ୍ରର ୯୮ କୋଟି,କ୍ଷୁଦ୍ର ଓ ମଧ୍ୟମ ଶିଳ୍ପଗୁଡିକୁ ୧୫ କୋଟି ଏବଂ…
ଟାଟା ମୋଟର୍ସର ପିୟୁସି ଚେକ୍ ଅପ୍ କ୍ୟାମ୍ପ
ଭୁବନେଶ୍ୱର,୭-୬: ଟାଟା ମୋଟର୍ସ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ପିୟୁସି ଚେକ୍ ଅପ୍ କ୍ୟାମ୍ପ ଆୟୋଜନ କରାଯାଇଛି। ସବୁଜ ଏବଂ ସ୍ବଚ୍ଛ ପରିବେଶ ଉପରେ କମ୍ପାନୀ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ଦେଶରେ ଥିବା କମ୍ପାନୀର ୫୭୦ରୁ ଉର୍ଦ୍ଧ୍ୱ ଓ୍ବାର୍କଶପଗୁଡିକରେ…
ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ୫.୫ କୋଟି ବାତ୍ୟା ସହାୟତା
ଭୁବନେଶ୍ୱର,୭-୬: ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ୫.୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବ୍ୟାଙ୍କର ଏମ୍ଡି ତଥା ସିଇଓ ସି.ଏଚ୍.ଏସ୍ .ଏସ୍. ମଲ୍ଲିକାର୍ଜୁନ ରାଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏଥି ବାବଦ ଚେକ୍ ପ୍ରଦାନ…
ଏଲ୍ଇଡି ଟିଭି କିଣିଲେ ପୁରସ୍କାର ଜିତିବାର ସୁଯୋଗ ଦେଉଛି ଏଲ୍ଜି
ଭୁବନେଶ୍ୱର,୭-୬: ପ୍ରମୁଖ କମ୍ପାନୀ ଏଲ୍ଜି ପକ୍ଷରୁ ଓ୍ବିନ ଇଭ୍ରି ଆଓ୍ବାର ଓ୍ବିଥ ଏଲ୍ଜି ସମ୍ପର୍କରେ ଘୋଷଣା କରାଯାଇଛି। ଓ୍ବାର୍ଲଡ କପ୍ ଅଫର ଅନ୍ତର୍ଗତ ଏହାର ଶୁଭାରମ୍ଭ ହୋଇଛି। କମ୍ପାନୀର ଏଲ୍ଇଡି ଟିଭି କ୍ରୟ ଉପରେ ସାରା ଦେଶର ଗ୍ରାହକମାନେ ଘଣ୍ଟିକିଆ ଲକି…
ଟୟୋଟା ଆଣିଲା ନୂଆ ପ୍ରିମିୟମ ହ୍ୟାଚ୍ ବ୍ୟାକ୍ ଗ୍ଲାଞ୍ଜା
ନୂଆଦିଲ୍ଲୀ,୭-୬: ଟୟୋଟା କିର୍ଲୋସ୍କାର ମୋଟର୍ସ (ଟିକେଏମ୍) ପକ୍ଷରୁ ପ୍ରିମିୟମ ହ୍ୟାଚ୍ବ୍ୟାଚ୍ ସେଣ୍ଟମେଣ୍ଟରେ ପ୍ରବେଶ ପୂର୍ବକ ନୂଆ ‘ଟୟୋଟା ଗ୍ଲାଞ୍ଜା’ ମଡେଲ ବଜାର ଆସିଛି। ଯୁବବର୍ଗଙ୍କ ଚାହିଦାକୁ ଧ୍ୟାନରେ ରଖି ଏହି ଯାନକୁ ପ୍ରସ୍ତୁତ କରାଯାଇଛି। ଏହାର ଆକର୍ଷଣୀୟ ଡିଜାଇନ,ଆରାମ ଏବଂ ସୁରକ୍ଷା…
୨୦୧୮-୧୯ରେ ୧୧୭ ଜଗୁଆଳୀ ବିହୀନ ଫାଟକ ବନ୍ଦ କରିଛି ପୂର୍ବତଟ ରେଳପଥ
ଭୁବନେଶ୍ୱର,୭-୬: ପୂର୍ବତଟ ରେଳପଥ ପକ୍ଷରୁ ଅନ୍ତର୍ଜାତୀୟ ଲେଭଲ କ୍ରସିଂ ସଚେତନତା ଦିବସ ପାଳିତ ହୋଇଯାଇଛି। ରାସ୍ତା ପଥଚାରୀଙ୍କୁ ପ୍ରଶିକ୍ଷିତ କରିବାକୁ ରେଳପଥ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ଏହି କାର୍ଯ୍ୟକ୍ରମ ଅଧୀନରେ ବୈଦ୍ୟୁତିକ ଏବଂ ପ୍ରିଣ୍ଟ ଗଣମାଧ୍ୟମରେ ପ୍ରଚାର ପ୍ରସାର, ଲେଭଲ…

