Home Left

ଏଫ୍‌ବିବିର ଏଭ୍ରି ଫ୍ରାଇଡେ ଇଜ୍‌ ଏ ଟ୍ରାଏ ଡେ;ଫ୍ୟାଶନ କ୍ରୟରେ ଦେଉଛି ରିହାତି

ଭୁବନେଶ୍ୱର,୭-୬: ଫ୍ୟୁଚର ଗ୍ରୁପର ଲୋକପ୍ରିୟ ଫ୍ୟାଶନ ଡେଷ୍ଟିନେଶନ ଏଫ୍‌ବିବି ପକ୍ଷରୁ ‘ଏଭ୍ରି ଫ୍ରାଇଡେ ଇଜ୍‌ ଏ ଟ୍ରାଏ ଡେ’ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଚଳିତ ସପ୍ତାହ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଏଫ୍‌ବିବିରେ ଏହାକୁ ଫ୍ୟାଶନ ସପିଂ ଡେ ଭାବେ ପାଳନ…

ବିଦେଶୀ ଅଭଯୋଗରେ ଅଟକ ଥିବା ସେନା ଅଧିକାରୀଙ୍କୁ ମିଳିଲା ଜାମିନ

ଗୁଆହାଟି,୭।୬: ପୂର୍ବତନ ସେନା ଅଧିକାରୀ ତଥା କାରଗିଲ ଯୁଦ୍ଧର ଭେଟେରାନ୍‌ ମହମ୍ମଦ ସାନାଉଲ୍ଲାଙ୍କୁ ଗୁଆହାଟି ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ସେ ଭାରତୀୟ ନାଗରିକ ହୋଇ ନ ଥିବା ଅଭିଯୋଗରେ କିଛିଦିନ ତଳେ ଅଟକ ଥିଲେ। ଏହାକୁ ନେଇ କୋର୍ଟ…

ଅଭିନେତା କନରଙ୍କୁ ମିଳିଲା ଜାମିନ

ମୁମ୍ବାଇ,୭।୬: ଟେଲିଭିଜନ ଅଭିନେତା କରନ ଓବରଏଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୩୪ ବର୍ଷୀୟ ଏହି ଅଭିନେତାଙ୍କ ନାଁର ଜଣେ ମହିଳା ଗତ ମାସରେ ବଳାତ୍କାର ଭଳି ସଙ୍ଗିନ ଅଭିଯୋଗ ଆଣିଥିଲେ। ୫୦ହଜାର ଟଙ୍କା ଦାଖଲ କରି କରନ…

କୁଲ୍‌ଟର ନାଇଲଙ୍କ ବିଶ୍ୱକପ୍‌ ରେକର୍ଡ

ନଟିଂହାମ,୭।୬(ପିଟି)- ଅଷ୍ଟ୍ରେଲିଆନ ଅଲରାଉଣ୍ଡର ନାଥାନ କୁଲ୍‌ଟର ନାଇଲ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୬୦ ବଲରୁ ୯୨ ରନ୍‌ର ଇନିଂସ ଖେଳିଥିଲେ। କ୍ୟାରିୟରର ଶ୍ରେଷ୍ଠ ଇନିଂସ ତାଙ୍କୁ ବିଶ୍ୱକପ୍‌ ରେକର୍ଡ ଆଣି ଦେଇଛି। ବିଶ୍ୱକପ୍‌ରେ ୮ମ କ୍ରମରେ ବ୍ୟାଟିଂ ଆସିଥିବା ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ତାଙ୍କର…

ଧୋନୀଙ୍କ ଉପରେ ପାକ୍‌ ମନ୍ତ୍ରୀଙ୍କ ଟୁଇଟ୍‌

ଲଣ୍ଡନ,୭।୬- ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗ୍ଲୋଭ୍ସ ନେଇ ଚର୍ଚ୍ଚା ଜୋର ଧରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଆର୍ମି ପ୍ରତୀକ ବଳିଦାନ ବ୍ୟାଜ୍‌ ପରିଧାନ କରିବା ପରେ ପାକିସ୍ତାନର ବିଜ୍ଞାନ ଓ ବୈଷୟିକ ବିଭାଗୀୟ…

ନିପା ଭାଇରସ୍‌କୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କଥା ହେଲେ ଶୈଳଜା

ଥିରୁଭାନନ୍ତପୁରମ,୭।୬: କେରଳରେ ଗତ ବର୍ଷ ଭଳି ଏବର୍ଷ ମଧ୍ୟ ନିପା ଭାଇରସ୍‌ ଆତଙ୍କ ଖେଳାଇଛି। ଏହର ଭୟାବହତାକୁ ଦେଖି କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ଶୁକ୍ରବାର କଥା ହୋଇଛନ୍ତି। ତେବେ ଆବଶ୍ୟକ ପରିମାଣରେ ସହାୟତା…

ଘରେ କର୍ପୂରରେ ଆଳତି କଲେ ମିଳେ ଅନେକ ଫାଇଦା

ହିନ୍ଦୁ ଧର୍ମରେ ପୂଜାରେ ଯଦି କର୍ପୂରକୁ ସାମିଲ କରା ନ ଯାଏ ତେବେ ପୂଜାକୁ ଅସମ୍ପୂର୍ଣ୍ଣ ବୋଲି ଧରାଯାଇଥାଏ। ପୂଜା ସରିବା ପରେ କର୍ପୂରରେ ଆଳତି କରିବା ଦ୍ୱାରା ପୂଜା ସଫଳ ହୋଇଛି ବୋଲି ଆମେ ଅନୁଭବ କରିଥାଉ। ଘରେ ହେଉ…

ଖଣ୍ଡିଆ ଭଲ ହେଲା ପରେ ଦାଗ ରହିଯାଇଛି କି?

ଛୋଟବେଳେ ଆପଣ ସାଇକେଲ ଶିଖିଲା ବେଳେ ହେଉ ବା ଖେଳିଲା ବେଳେ ପଡ଼ିଯାଇ ଖଣ୍ଡିଆଖାବରା ହୋଇଥିବେ ନିଶ୍ଚୟ। କିମ୍ବା ଗାଡ଼ି ଦୁର୍ଘଟଣାରେ ଖଣ୍ଡିଆ ହୋଇଥିଲେ ଘା’ ଶୁଖିଯାଇଥାଏ ହେଲେ ଦାଗ ଲିଭି ନ ଥାଏ। ତେବେ ଖଣ୍ଡିଆ ହୋଇ ଶରୀରରେ ଏହି…

ସତ୍ତେ ପେ ସତ୍ତାର ରିମେକ୍‌: ଅମିତାଭଙ୍କ ଭୂମିକାରେ ନଜର ଆସିବେ ଋତିକ

ମୁମ୍ବାଇ,୭।୬: ୧୯୮୨ର ଆଇ ରାଜ ଏନ୍‌ ସିପ୍ପିଙ୍କ ଫିଲ୍ମ ‘ସତ୍ତେ ପେ ସତ୍ତା’ର ରିମେକ୍‌ ହେବାକୁ ଯାଉଛି। ଏହି ନୂଆ ପ୍ରୋଜେକ୍ଟ ପାଇଁ ଫରାହ ଖାଁ ନିର୍ଦ୍ଦେଶନା ଭାର ତୁଲାଉଥିବା ବେଳେ, ରୋହିତ ସେଟ୍ଟୀ ପ୍ରଯୋଜନା କରୁଥିବା ଜଣାପଡ଼ିଛି। ୮୦ଦଶକର ଏହି…

ଷ୍ଟାରଙ୍କ ପାଇଁ ନୁହେଁ କୁକୁୁର ପାଇଁ ଫଟୋ ହେଉଛି ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ରଣବୀର କପୁର ଓ ଶାହାରୁଖ ଖାଁ ନିଜ ନିଜ ଷ୍ଟାଇଲ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିଛନ୍ତି। ହେଲେ ନିକଟରେ ଉଭୟଙ୍କର ଏମିତି ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯାହାକୁ ଦେଖି ଉଭୟଙ୍କ…

ଏନ୍‌ଏସି ସୁଇପରଙ୍କୁ ମିଳୁନାହିଁ ମାସିକ ମଜୁରି, ସୁଇପର ସଂଘ ଉପଜିଲାପାଳଙ୍କ ଦ୍ୱାରସ୍ଥ

ଭବାନୀପାଟଣା,୭।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ଏନ୍‌ଏସି ଆଉଟସୋର୍ସିଂ କମ୍ପାନୀ କାର୍ଯ୍ୟରେ ନିୟୋଜିତ କରିଥିବା ସୁଇପର କର୍ମଚାରୀଙ୍କୁ ଦରମା ମିଳୁ ନ ଥିବା ଓ ଇପିଏଫ ଆକାଉଣ୍ଟରେ ଟଙ୍କା ଜମା କରୁ ନ ଥିବା ଅଭିଯୋଗ ହୋଇଛି। ସୁଇପରମାନେ ଏଭଳି ଅଭିଯୋଗ ନେଇ…

ଘରପୋଡି କ୍ଷତିଗ୍ରସ୍ତଙ୍କୁ ସରକାରୀ ଆବାସ ଯୋଜନା ଦାବି

ଆନନ୍ଦପୁର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ନପଙ୍ଗା ଗ୍ରାମରେ ଅଗ୍ନିକାଣ୍ଡରେ ଗତ ମାର୍ଚ୍ଚ ୨୫ ତାରିଖରେ ୫ ପରିବାରର ୧୦ ବଖରା ଘର ପୋଡିଯାଇଥିଲା। ଗ୍ରାମର ବାବାଜି ଚରଣ ଦାସ, ରାମଚନ୍ଦ୍ର ଦାସ, ଅମରେନ୍ଦ୍ର ଦାସ, ସମରେନ୍ଦ୍ର ଦାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?