Home Left

‘ପ୍ରଧାନମନ୍ତ୍ରୀ କିଷାନ ଯୋଜନା’ରେ ଅନ୍ତର୍ଭୁକ୍ତ ଚାଷୀଙ୍କ ତାଲିକା ମାଗିଲା କେନ୍ଦ୍ର, କୃଷିମନ୍ତ୍ରୀ କହିଲେ ଖୁବ୍‌ଶୀଘ୍ର ପଠାଯିବ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ‘ପ୍ରଧାନମନ୍ତ୍ରୀ କିଷାନ ଯୋଜନା’ରେ ଅନ୍ତର୍ଭୁକ୍ତ ଥିବା ଚାଷୀଙ୍କ ଏକ ତାଲିକା ରାଜ୍ୟକୁ ମାଗିଛନ୍ତି। ଆସନ୍ତା ଜୁଲାଇ ୩୧ ମଧ୍ୟରେ ତାଲିକା ଦେବାକୁ କେନ୍ଦ୍ର ସରକାର କହିଛନ୍ତି। ଏଥିରେ ଦ୍ୱିତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି…

ମହିଳାଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ବଡ଼ସାହି, ୭।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଜୁଣପଦା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଶୁକ ନାଏକ(୫୨)। ପ୍ରକାଶ ଯେ, ଶୁକ ଗୁରୁବାର ରାତିରେ ଖାଇସାରି ଶୋଇଥିଲା । ସକାଳୁ ଉଠିବାରେ…

ରାତାରାତି ଗାୟବ ହୋଇଗଲା ବ୍ରିଜ

ମସ୍କୋ,୭।୬: ଘର ଓ ଦୋକାନରେ ଚୋରି ହେବା କଥା ଶୁଣିଥିବେ। ହେଲେ ରେଲଓ୍ବେର ବ୍ରିଜ୍‌ ଚୋରି ହେବା କଥା କେହି କେବେ ଶୁଣି ନ ଥିବେ। ପୁଣି ଛୋଟମୋଟ ନୁହେଁ, ୨୩ ମିଟର ଲମ୍ବା ଓ ୫୬ ଟନ୍‌ ଓଜନର। ଏହି…

ନିଟ୍‌ ପରୀକ୍ଷାରେ କେନ୍ଦୁଝରର ଦିବ୍ୟଜ୍ୟୋତି ଉତ୍ତୀର୍ଣ୍ଣ: ଡାକ୍ତର ହୋଇ ରୋଗୀସେବା କରିବା ପାଇଁ ଲକ୍ଷ୍ୟ

କେନ୍ଦୁଝର:୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ କଣ୍ଡରାପସି ପଞ୍ଚାୟତ ଆହାରପସି ଗ୍ରାମର ଶୈରେନ୍ଦ୍ରୀ ମହାନ୍ତଙ୍କ ପୁଅ ଦିବ୍ୟଜ୍ୟୋତି ନିଟ୍‌ ପରୀକ୍ଷାରେ ୬୦୦ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୭୮୬୨ତମ ଏବଂ ଓବିସି କୋଟାରେ ୨୭୪୭ତମ ସ୍ଥାନ ହାସଲ କରିଛନ୍ତି। ସୂଚନାଯୋଗ୍ୟ,…

ପୋଲିସ ଷ୍ଟେଶନ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ ମାଡ

ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍‌ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯିବା ସହ…

ଫ୍ରିହିଟ୍‌ ବଲରେ ବୋଲ୍ଡ ଆଉଟ୍‌ ହେଲେ ଗେଲ୍‌

ଲଣ୍ଡନ,୭।୬- ଓ୍ବେଷ୍ଟଇଣ୍ଡିଜ ଦଳର ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ଅଷ୍ଟ୍ରେଲିଆ ବିପକ୍ଷରେ ଟ୍ରେଣ୍ଟ ବ୍ରିଜ୍‌ଠାରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଫ୍ରିହିଟ୍‌ ବଲରେ ବୋଲ୍ଡ ଆଉଟ୍‌ ହୋଇଛନ୍ତି। ଏଥିନେଇ କ୍ରିକେଟ ପଣ୍ଡିତ ଓ ପ୍ରଶଂସକମାନେ ଫିଲ୍ଡ ଅମ୍ପାୟର ରୁଚିରା ପାଲିୟାଗୁରୁଗ ଓ କ୍ରିସ୍‌…

ମସ୍ତିଷ୍କ ସକ୍ରିୟ ରଖେ ଦହିଭାତ

ଦହିଭାତ ମସ୍ତିଷ୍କକୁ ସକ୍ରିୟ ରଖିବା ସହ ବ୍ୟକ୍ତିକୁ ଖୁସି ରହିବା ପାଇଁ ପ୍ରେରିତ କରିଥାଏ। ସଦ୍ୟ ଗବେଷଣାରୁ ଏହି ତଥ୍ୟ ସମ୍ପର୍କରେ ଆମେରିକୀୟ ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି। ଗବେଷଣାରୁ ଜଣାପଡ଼ିଛି, ଦହିଭାତ ସେବନ ଦ୍ୱାରା ମସ୍ତିଷ୍କର ଗିତିବିଧି ସକ୍ରିୟ ରହିବା ସହ…

ଚିନ୍ତାରେ କାଳିଘାଟ ପୋଷ୍ଟ ଅଫିସ: ପହଞ୍ଚୁଛି ‘ଜୟ ଶ୍ରୀରାମ’ ଲେଖାଥିବା ହଜାର ହଜାର ପୋଷ୍ଟକାର୍ଡ

କୋଲକାତା,୭।୬: ପଶ୍ଚିମବଙ୍ଗରେ ତ୍ରୁଣ ମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ତୁତୁ ମେମେ ଲାଗି ରହିଛି। ଏବେ ଏହା ଏମିତି ସ୍ଥିତିରେ ପହଞ୍ଚିଛି ଯେ କିଛି ଦିନ ହେବ ଉଭୟ ଦଳ ପୋଷ୍ଟକାର୍ଡ ଓ୍ବାର ଆରମ୍ଭ କରି ସାରିଛନ୍ତି। ଏବେ ଦକ୍ଷିଣ…

ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଟିମ୍‌ ଇଣ୍ଡିଆ

ଲଣ୍ଡନ,୭।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରକାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଆଗକୁ ଆହୁରି ଶକ୍ତିଶାଳୀ ଦଳକୁ ଭେଟିବାକୁ ଥିବାବେଳେ ଦଳ ଟୁର୍ନାମେଣ୍ଟରେ ଅତିକମ୍‌ରେ ସେମିଫାଇନାଲ ଖେଳିବ ବୋଲି ଆଶା କରାଯାଉଛି। କାରଣ ଟିମ୍‌…

୩ ବର୍ଷ ଝିଅର ଶରୀର ଦାନ କଲେ ମାତାପିତା

ଯୋଧପୁର,୭।୬: ରାଜସ୍ଥାନର ଯୋଧପୁରରେ ଜଣେ ୩ ବର୍ଷ ଝିଅର ଶରୀର ଦାନ କରି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଝିଅଟିର ମାତାପିତା। ଏତେ କମ୍‌ ବୟସରେ ଶରୀର ଦାନ କରିବା ଏହା ଦେଶର ପ୍ରଥମ ଘଟଣା ବୋଲି କୁହାଯାଉଛି। ସୂଚନା…

ମୂସାଙ୍କ ଜାଗା ନେଲେ ହାରୁନ ଆବାସ୍‌

ଶ୍ରୀନଗର, ୭।୬: ଆତଙ୍କବାଦୀ ସଂଗଠନ ଅଲକାଏଦାର କଶ୍ମୀର ୟୁନିଟ୍‌ କମାଣ୍ଡର ମୂସା ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହେବା ପରେ ତାଙ୍କ ସ୍ଥାନରେ ହାରୁନ ଆବାସ୍‌ଙ୍କୁ ନିଯୁକ୍ତି ଦିଆଯାଇଛି। ଗୃହ ମନ୍ତ୍ରଣାଳୟକୁ ମିଳିଥିବା ତଥ୍ୟ ମୁତାବକ, ଅଲକାଏଦା କଶ୍ଚୀର ଛଡା ପଞ୍ଜାବରେ ମଧ୍ୟ…

ଏହି ଦେଶରେ ଆରମ୍ଭ ହୋଇଛି କଏଦୀଙ୍କ ପାଇଁ ଅନ୍‌ଲାଇନ୍‌ ଶପିଂ ପ୍ଲାଟଫର୍ମ

ଚାଇନାର ଗୁଆଙ୍ଗଡଙ୍ଗ ନିକଟରେ ଥିବା ଜେଲ୍‌ର କଏଦୀମାନଙ୍କ ପାଇଁ ଅନ୍‌ଲାଇନ୍‌ ଶପିଂ ପ୍ଲାଟଫର୍ମ ଆରମ୍ଭ ହୋଇଛି। ଏହା ଜରିଆରେ କଏଦୀମାନେ ମାସକୁ ୩ ହଜାର ଟଙ୍କାର ସାମଗ୍ରୀ କିଣି ପାରିବେ। ଲଗ୍‌ଇନ୍‌ କରିବାକୁ ହେଲେ ପାସଓ୍ବାର୍ଡ କିମ୍ବା ଫିଙ୍ଗରପ୍ରିଣ୍ଟ ବ୍ୟବହାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?