ବିଦ୍ୟୁତ୍ ଆଘାତରେ ହେଲ୍ପର ମୃତ, ଡ୍ରାଇଭର ଗୁରୁତର
ବାସୁଦେବପୁର, ୭।୬(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ହାବେଳିସାହୀ ନିକଟରେ ଗୁରୁବାର ରାତିରେ ଏକ ଟ୍ରକ୍ରୁ ବାଲି ଅନ୍ଲୋଡ଼ ହେଉଥିଲା। ଏହି ସମୟରେ ନିକଟଦେଇ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାର ଟ୍ରକ୍ ଡ଼ାଲାରେ ଲାଗିଯାଇଥିଲା। ଫଳରେ ଟ୍ରକ୍ ହେଲ୍ପର ସରୋଜ…
ଆଲିଗଡ ବଳାତ୍କାର ଘଟଣାକୁ ‘ଭୟାନକ’ କହିଲେ ରାହୁଲ
ଲକ୍ଷ୍ନୌ, ୭।୬: ଉତ୍ତର ପ୍ରଦେଶର ଆଲିଗଡରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯିବା ଘଟଣାକୁ ‘ଭୟାନକ’ କହିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ଏହି ଘଟଣା ମୋତେ ବ୍ୟତିବ୍ୟସ୍ତ କରିଦେଇଛି ବୋଲି ରାହୁଲ କହିଛନ୍ତି। ଏଭଳି ଘଟଣା ସାରା…
‘ହାପି ବର୍ଥ ଡେ’ ଅମୃତା: ଚାରି ଘଣ୍ଟା ସାକ୍ଷାତକାର ପରେ ମିଳିଥିଲା ‘ବିବାହ’ରେ କାମ କରିବାର ସୁଯୋଗ, ପଡ଼ିଥିଲେ ଆର୍ଜେଙ୍କ ପ୍ରେମରେ
ମୁମ୍ବାଇ: ବଲିଉଡ୍ର ସିମ୍ପଲ ଡିଭା ମଧ୍ୟରୁ ଅଭିନେତ୍ରୀ ଅମୃତା ରାଓ ଜଣେ। ଅନେକ ହିନ୍ଦୀ ଫିଲ୍ମ ସହ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ କାମ କରିଛନ୍ତି ସେ। ଏସବୁରୁ ଅନେକ ଫିଲ୍ମ ତାଙ୍କୁ ସଫଳତା ଆଣି ଦେଇଥିବା ସତ୍ତ୍ୱେ ସେ ଏବେ ଲାଇମ୍ଲାଇଟ୍ରୁ…
ପାଠପଢ଼ାରେ ଡୋରି : ଅଙ୍ଗନବାଡ଼ି ଯାଉନାହାନ୍ତି ଶିଶୁ
କେନ୍ଦୁଝର,୭ା୬(ସ୍ବ.ପ୍ର.): ପୁଷ୍ଟିହୀନତା ରୋକିବା ସହ ଶିଶୁଙ୍କୁ ପ୍ରାକ ଶିକ୍ଷା ଦେବାକୁ ସରକାର ଅଙ୍ଗନବାଡ଼ି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଶିଶୁମାନେ ସୁଷମ ଖାଦ୍ୟ ଖାଇବା ସହ ପାଠ ପଢ଼ିବାରେ ଆଗ୍ରହ ପ୍ରକାଶ କରିବେ। କୌଣସି ଶିଶୁ ଯେମିତି ଏହି ସୁବିଧାରୁ…
ବକ୍ସ ଅଫିସ୍ ରେକର୍ଡ ଭାଙ୍ଗୁଛି ଭାଇଜାନଙ୍କ ଫିଲ୍ମ ‘ଭାରତ’
ମୁମ୍ବାଇ,୭।୬: ଦବଙ୍ଗ ଖାଁଙ୍କ ଫିଲ୍ମ ‘ଭାରତ’ ପରଦାରେ ରିଲିଜ୍ ହୋଇସାରିଛି। ଇଦ୍ ଅବସରରେ ରିଲିଜ୍ ହୋଇଥିବା ଏହି ଫିଲ୍ମ ଏବେ ବକ୍ସ ଅଫିରେ ରେକର୍ଡ ଭାଙ୍ଗୁଛି। ଏହି ଫିଲ୍ମକୁ ପ୍ରଶଂସକଙ୍କ ଭଲ ରେସପନ୍ସ ମିଳିବାରେ ଲାଗିଛି। ରିଲିଜ୍ର ଓପ୍ନିଙ୍ଗ ଦିନରୁ ଫିଲ୍ମ…
୨୧ ବର୍ଷରେ ୧୯୬ଟି ଦେଶ ବୁଲି ରେକର୍ଡ କଲେ ଯୁବତୀ
ଆମେରିକାର ୨୧ ବର୍ଷୀୟା ଯୁବତୀ ଲେକ୍ସି ଅଲଫର୍ଡ଼ ୧୯୬ଟି ଦେଶ ବୁଲି ରେକର୍ଡ ସୃଷ୍ଟି କରିଛନ୍ତି। ଲେକ୍ସିଙ୍କ ଏହି ଯାତ୍ରା ଗିନିଜ୍ ବୁକ୍ରେ ସ୍ଥାନ ପାଇଛି। ଲେକ୍ସିଙ୍କ ମତରେ ଇଣ୍ଟରନେଟ୍ଠାରୁ ଦୂରରେ ଥିଲେ, ମାତ୍ର ସାରା ଦୁନିଆ ସହ ଯୋଡ଼ି ହୋଇଛନ୍ତି।…
ନୀତି ଆୟୋଗ ବୈଠକକୁ ଯିବେ ନାହିଁ ମମତା: ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି
ନୂଆଦିଲ୍ଲୀ,୭ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଜୁନ ୧୫ ତାରିଖରେ ବସିବାକୁ ଥିବା ନୀତି ଆୟୋଗ ବୈଠକରେ ଯୋଗଦେବେନି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନୀତି ଆୟୋଗ ପାଖରେ କୌଣସି ଆର୍ଥିକ ଅଧିକାର କିମ୍ବା ରାଜ୍ୟ ଯୋଜନାଗୁଡିକୁ ସମର୍ଥନ ଦେବାର ଅଧିକାର…
ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା
ପଟ୍ଟାଙ୍ଗି,୭।୬(ଡି.ଏନ୍.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଆହତ…
ଭାରତର ଖ୍ୟାଦ୍ୟ ମୃତ୍ୟୁ ସହ ସମାନ, ପ୍ରତିବର୍ଷ ଯାଉଛି ୧୫ଲକ୍ଷ ଲୋକଙ୍କ ଜୀବନ: ରିପୋର୍ଟ
ନୂଆଦିଲ୍ଲୀ,୭।୬: ପ୍ରତିବର୍ଷ ଭାରତରେ ପ୍ରାୟ ୧୫.୭୩ ଲକ୍ଷ ଲୋକ ଫୁଡ ଫଏଜନିଂରେ ମୃତ୍ୟୁବରଣ କରିଥାନ୍ତି। ଖରାପ ଖାଦ୍ୟ ଖାଇ ମୃତ୍ୟୁବରଣ କରୁଥିବା ମାମଲାରେ ବିଶ୍ୱରେ ଭାରତ ଦ୍ୱିତୀୟ ନମ୍ବର ଓ ଚୀନ ପ୍ରଥମରେ ରହିଛି ବୋଲି ଏକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି।…
ନିଜ ଚାମ୍ବରରୁ ଏସି ହଟାଇ ଡାକ୍ତରଖାନାକୁ ଦେଲେ ଜିଲାପାଳ
ଭୋପାଳ, ୭।୬: ସାରା ଦେଶରରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶୁପକ୍ଷୀଙ୍କଠାରୁ ଆରମ୍ଭ କରି ମଣିଷ ବି ଏହି ଅସହ୍ୟ ତାତିରେ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶର ଉମରିଆ ଜିଲାର ଜିଲାପାଳ ଏକ ନିଆରା ଉଦାହରଣ ସୃଷ୍ଟି…
ରୁଟିରେ ଗୁଆଘିଅ ଲଗାଇ ଖାଇଲେ ଓଜନ କମିବ
ସୁସ୍ଥ ରହିବା ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଏବଂ ଉନ୍ନତ ଜୀବନଶୈଳୀର ଆବଶ୍ୟକତା ରହିଛି। ହେଲେ ଆଜିକାଲିର ଲୋକମାନେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ପରିବର୍ତ୍ତେ ଜଙ୍କ୍ ଫୁଡ୍ ଖାଇବାକୁ ବେଶି ପସନ୍ଦ କରୁଛନ୍ତି, ଯାହାକି ସ୍ବାସ୍ଥ୍ୟପାଇଁ କ୍ଷତିକାରକ। ଏଥିସହ ଅଧିକାଂଶ ଲୋକ ପରଟା…
ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ: ସାନ ପୁଅ ମାଡ଼ରେ ବାପା ଆହତ, ଉତ୍ତ୍ୟକ୍ତ ଲୋକେ ବାନ୍ଧିଲେ ପୁଅକୁ
ମହାକାଳପଡ଼ା, ୭।୬(ଡି.ଏନ୍.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମକଣି ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ରାମଚନ୍ଦ୍ର ବେହେରାଙ୍କ ଦୁଇ ପୁଅ ବିଜୟ ଓ ଅଜୟଙ୍କ ମଧ୍ୟରେ କିଛି ଦିନ ହେବ ଗଣ୍ଡଗୋଳ ଲାଗି ରହିଥିଲା। ଭଡ଼ାଘରେ ରହିଆସୁଥିବା ବଡ଼ ଭାଇ…

