Home Left

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ କି ମୁସଲମାନ, ସମସ୍ତେ ହିଂସାର ନିଆଁରେ ଜଳୁଛନ୍ତି। ବାଂଲାଦେଶର ବର୍ତ୍ତମାନର ପରିସ୍ଥିତି ମହମ୍ମଦ ୟୁନୁସଙ୍କ…

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ମଧ୍ୟ ପ୍ରଭାବିତ ହେଉଛି। ସକାଳୁ ୧୦ଟା ପର୍ଯ୍ୟନ୍ତ କୁହୁଡ଼ି ଲାଗି…

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ ଦ୍ବିଗୁଣିତ ହେବା ସହ ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡି। ଗତ କିଛିଦିନ ହେଲା…

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ ଇଭ୍‌ରେ ହାର୍ଦ୍ଦିକ ତାଙ୍କ ଗର୍ଲଫ୍ରେଣ୍ଡ ମାହିକା ଶର୍ମାଙ୍କ ସହ ଏକ ରେଷ୍ଟୁରାଣ୍ଟ ବାହାରେ ନଜର…

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ । ଜୟନଗର ସ୍ଥିତ…

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ ପକ୍କା ରାସ୍ତା ନ ଥିବାବେଳେ ସାମଜିକ ସୁରକ୍ଷା ବ୍ୟବସ୍ଥା ନ ଥିବାରୁ ପର୍ଯ୍ୟଟକଙ୍କ ଭିଡ଼…

ଡେଲିଭରୀ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ: ଏହି ଦୁଇଦିନ ହେବ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ସ୍ୱିଗି (Swiggy), ଜୋମାଟୋ (Zomato), ଜେପ୍ଟୋ (Zepto), ବ୍ଲିଙ୍କିଟ୍ (Blinkit), ଆମାଜନ (Amazon), ଫ୍ଲିପକାର୍ଟ (Flipkart) ସମେତ ବିଭିନ୍ନ ଇ-କମର୍ସ ଏବଂ ଫୁଡ୍ ଡେଲିଭରୀ ପ୍ଲାଟଫର୍ମର ଗିଗ୍ କର୍ମଚାରୀମାନେ ଡିସେମ୍ବର ୨୫ ଏବଂ ୩୧ ତାରିଖରେ ଦେଶବ୍ୟାପୀ ଧର୍ମଘଟ କରିବେ।…

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ ୩ଦିନ ଧରି ନିଅଁା ଜଳୁଛି। ଏହି ତାତି ଥମି ନ ଥିବାବେଳେ ଆଉ ଏକ…

ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର

ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଥିବା ଜଣାପଡିଛି । ଖବର ଅନୁସାରେ,…

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ନାବାଳିକା ଗଣମାଧ୍ୟମ ଆଗରେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ହତ୍ୟା…

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା ପରେ ପୁଣେର ଏକ କମ୍ପାନୀରେ ଚାକିରି କରିଥିଲେ। ୨୦୨୧ରେ ସେ ଚାକିରି ଛାଡ଼ି ଛତିଶଗଡ଼…

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ, ଆବେଗ ଏବଂ କାର୍ଯ୍ୟରେ ବିଶ୍ୱାସକୁ ପ୍ରେରଣା ଦିଅନ୍ତି। ବିଛା ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?