ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍
ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ ରଜନୀକାନ୍ତ…
ତାଲା ଭାଙ୍ଗି ଚୋରି
ଆସିକା,୬।୬(ଡି.ଏନ୍.ଏ.)- ଆସିକା ସହରାଞ୍ଚଳରେ ପୁଣି ଲୁଟେରା ସକ୍ରିୟ ହୋଇଉଠିଛନ୍ତି। ବୁଧବାର ରାତିରେ ଆସିକା ଏନ୍ଏସିର ଅଶୋକା ସିନେମା ରୋଡରେ ଦୁର୍ବୃତ୍ତ ଏକ ସେଲୁନ୍ ଦୋକାନ ତାଲା ନଗଦ ଟଙ୍କା ଲୁଟି ନେଇଛନ୍ତି। ସେଲୁନ୍ଠାରୁ ପ୍ରାୟ ଶହେ ଫୁଟ ଦୂର ମାଲସାହିରେ ଗୋଟିଏ…
ନିଷେଧ ପଲିଥିନ ବନ୍ଦ ପାଇଁ ଚଢ଼ାଉ
ଭୁବନେଶ୍ୱର, ୬ା୬(ବ୍ୟୁରୋ)- ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ବଢ଼ି ଚାଲିଛି ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା। ପରିବେଶ ଓ ଜୀବଜଗତ ପ୍ରତି ବିପଦ ସୃଷ୍ଟି କରୁଥିବା ପଲିଥିନ ଓ ପ୍ଲାଷ୍ଟିକ ସାମଗ୍ରୀକୁ ନିଷେଧ କରାଯାଇଛି। ଗତବର୍ଷ ଗାନ୍ଧୀ ଜୟନ୍ତୀରୁ ପଲିଥିନ…
ଦିବ୍ୟାଙ୍ଗ ହୋଇ ବି ଜଳସେବା ଯୋଗାଉଛନ୍ତି ପ୍ରଣତୀ
ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସେବା କରିବାର ଦୃଢ଼ ମନୋବଳ ଆଗରେ ହାର ମାନିଛି ଶାରୀରିକ ଅକ୍ଷମତା। ଜଣେ ଦିବ୍ୟାଙ୍ଗ ହୋଇ ମଧ୍ୟ ତୁଷାର୍ଥ ଲୋକଙ୍କୁ ଜଳସେବା ଯୋଗାଉଛନ୍ତି। ଦୀର୍ଘ ୭ବର୍ଷ ଧରି ଏପରି ସେବାରେ ନିଜକୁ ନିୟୋଜିତ କରି ଆନନ୍ଦ ପାଉଥିବା ଏହି…
ବାବା ମଧୁସୂଦନଙ୍କ ଜନ୍ମ ଶତବାର୍ଷିକ ଉଦ୍ଯାପନ: ଉଦ୍ଘାଟନ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ
ଗୋପ, ୬।୬(ଡି.ଏନ୍.ଏ.)-ନୟାହାଟ ସ୍ଥିତ ପ୍ରାଚୀ ଗୁରୁଧର୍ମ କ୍ଷେତ୍ର ପରିସରରେ ପ୍ରେମାଚାର୍ଯ୍ୟ ବାବା ମଧୁସୂଦନଙ୍କର ଜନ୍ମ ଶତବାର୍ଷିକ ମହୋତ୍ସବର ଉଦ୍ଯାପନୀ ଉସତ୍ବ ଆସନ୍ତା ୧୨ ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଉତ୍ସବକୁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍ଘାଟନ…
ଘର ଭଙ୍ଗା ତଥ୍ୟର ରହୁନି ତାଳମେଳ: ତହସିଲଦାର, ବିଡିଓଙ୍କୁ ଘେରିଲେ ବିପନ୍ନ
ଗୋପ, ୬।୬(ଡି.ଏନ୍.ଏ.)-ସାମୁଦ୍ରିକ ଝଡ଼ ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ବିପନ୍ନମାନେ ଏବେ ବାର ଦୁଆର ଶୁଣ୍ଢି ପିଣ୍ଢା ହେଉଥିବାବେଳେ ସରକାରୀ ସହାୟତା ପାଇବା ଲାଗି ବ୍ଲକ ଓ ତହସିଲରେ ଭିଡ଼ ଜମାଉଛନ୍ତି। ବାସ୍ତବତା ଖୋଜିଲେ ବ୍ଲକ ଓ ତହସିଲରେ ଘରଭଙ୍ଗା ତଦନ୍ତ ତାଲିକାରେ…
ଗାଡ଼ି ଡ୍ରାଇଭରଙ୍କୁ ଅପହରଣ ଅଭିଯୋଗ: ୩ ଗିରଫ, ୪ ଫେରାର, ବୋଲେରୋ ଜବତ
ବଇଣ୍ଡା,୬।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା ବୁଦୁଲିମୁଣ୍ଡା ଗ୍ରାମର ଗା଼ଡ଼ି ଡ୍ରାଇଭର ଅଜୟ ବେହେରାଙ୍କୁ ମଙ୍ଗଳବାର ରାତିରେ ଅପରହଣ କରାଯାଇଥିବା ନେଇ ସ୍ତ୍ରୀ ଅନିତା ବେହେରା ବୁଧବାର ହଣ୍ଡପା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ନଂ. ୯୫/୧୯ରେ ଏକ…
ପୋଲାଣ୍ଡ ୪, ଉଜ୍ବେକିସ୍ତାନ ୦
ଭୁବନେଶ୍ୱର, ୬।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସର ଦ୍ୱିତୀୟ ମ୍ୟାଚରେ ପୋଲାଣ୍ଡ ୪-୦ ଗୋଲରେ ଉଜ୍ବେକିସ୍ତାନକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅଧିନାୟକ ପାୱେଲ ବ୍ରାଟକ୍ବସ୍କି ୫ମ ଓ ୩୬ତମ ମିନିଟରେ ୨ଟି…
ହାଲେପ୍ଙ୍କୁ ହରାଇଲେ ଆନିସିମୋଭା
ପ୍ୟାରିସ, ୬ା୬- ଗତଥରର ଚାମ୍ପିୟନ ରୋମାନିଆର ସିମୋନା ହାଲେପ୍ଙ୍କୁ ପରାସ୍ତ କରି ଆମେରିକାର ସ୍ବଳ୍ପ ବୟସ୍କା ଆମାଣ୍ଡା ଆନିସିମୋଭା ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲରେ ଏହି ୧୭ ବର୍ଷୀୟା…
କୋଟସମଲାଇ ପ୍ରିମିୟର ଲିଗ୍ କ୍ରିକେଟ: ପାତ୍ରପାଲି ଚାମ୍ପିୟନ
ଅମରପାଲି, ୬।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇଠାରେ ଚାଲିଥିବା ଅଷ୍ଟମ କୋଟସମଲାଇ ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଉଲୁଣ୍ଡାକୁ ୨-୦ରେ ହରାଇ ପାତ୍ରପାଲି ଚାମ୍ପିୟନ ହୋଇଛି। ଗୁରୁବାର ଖେଳାଯାଇଥିବା ପ୍ରଥମ ଫର୍ମାଟରେ ପାତ୍ରପାଲି ପ୍ରଥମେ ବ୍ୟାଟିଂ କରି…
ବିଭିନ୍ନ ଦାବି ନେଇ ଶ୍ରମିକଙ୍କ ପକ୍ଷରୁ ବିଶାଳ ସମାବେଶ: କାର୍ଯ୍ୟ ପାଇଁ ଆବେଦନ କଲେ ୪ ଶହ ଶ୍ରମିକ
କର୍ଲାମୁଣ୍ଡା,୬।୬(ଡି.ଏନ.ଏ.): ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଓଡିଶା ଇନଫ୍ରାଷ୍ଟ୍ରକଚର୍ ୱାର୍କର କଳାହାଣ୍ଡି ଶାଖା ଓ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ୧୪ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କର୍ଲାମୁଣ୍ଡା ବିଡିଓଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଶତାଧିକ ଶ୍ରମିକ କର୍ଲାମୁଣ୍ଡା…
ପୋଖରୀ କାମରେ ଅନିୟମିତତା ଅଭିଯୋଗ: ପ୍ରତିବାଦରେ କନିଷ୍ଠ ଯନ୍ତ୍ରୀଙ୍କ ଅଫିସ ଘେରାଉ
କୋକସରା,୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ପଦ୍ମ ସାରର ପୋଖରୀ ପଙ୍କ ଉଦ୍ଧାର ଓ ମାଟି କାମ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଦ୍ୱାରା ଚାଲିଛି । କିନ୍ତୁ ପୋଖରୀ ପଙ୍କ ଉଦ୍ଧାର କାମରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ କରି…

