Home Left

ଇମ୍ରାନଙ୍କୁ ଭେଟିବେ ନାହିଁ ମୋଦି

ନୂଆଦିଲ୍ଲୀ, ୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସସିଓ ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ ବୋଲି ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ପାକିସ୍ତାନ ବିଦେଶ ସଚିବ ସୋହେଲ ମେହମୁଦ ଭାରତ ଗସ୍ତରେ ଆସିଛନ୍ତି। ଚଳିତ…

ବୁମରାଙ୍କୁ କେମିତି ଖେଳିବେ ଡାହାଣହାତୀ ବ୍ୟାଟ୍ସମ୍ୟାନ

ସାଉଥମ୍ପ୍‌ଟନ, ୬।୬(ପି.ଟି.)- ଭାରତୀୟ ପେସର ଯଶପ୍ରୀତ୍‌ ବୁମରାଙ୍କ ସମ୍ମୁଖୀନ ହେବା ଯେକୌଣସି ବ୍ୟାଟ୍ସମ୍ୟାନ୍‌ଙ୍କ ପକ୍ଷେ କଷ୍ଟକର ହେଉଛି। ଏଥିଲାଗି ପୂର୍ବତନ ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍‌ କେଭିନ ପିଟରସନ୍‌ କେବଳ ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ଙ୍କ ନିମନ୍ତେ ଉପାୟ ବାହାର କରିଛନ୍ତି। ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ମାନେ ଅଫ୍‌ ଷ୍ଟମ୍ପ୍‌ରେ…

ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ:ଭାରତର ଅଭିଯାନ ଶେଷ

ସିଡ୍‌ନୀ, ୬।୬(ପିଟି)- ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଭାରତୀୟ ପ୍ରତିଦ୍ୱନ୍ଦ୍ୱିତାର ଶେଷ ହୋଇଛି। ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକଧାରୀ ପି.ଭି. ସିନ୍ଧୁ ସିଧାସଳଖ ସେଟ୍‌ରେ ପରାସ୍ତ ହୋଇଛନ୍ତି। ତାଙ୍କ ପୂର୍ବରୁ ପୁରୁଷ ସିଙ୍ଗଲ୍ସ…

ବଙ୍ଗାଳୀ ଝିଅଙ୍କୁ ବାର୍‌ ଡ୍ୟାନ୍ସର କହି ଅଡୁଆରେ ରାଜ୍ୟପାଳ

ଶିଲଂ, ୬।୬: ବଙ୍ଗାଳୀ ଝିଅଙ୍କୁ ବାର୍‌ ଡ୍ୟାନ୍ସର କହି ଅଡୁଆରେ ପଡିଯାଇଛନ୍ତି ମେଘାଳୟ ରାଜ୍ୟପାଳ ତଥାଗତ ରାୟ। ସେ କହିଛନ୍ତି, କେଉଁ ଯୁଗରେ ପଶ୍ଚିମବଙ୍ଗ ପ୍ରସିଦ୍ଧ ଥିଲା, ଏବେ ସେ ତା’ର ମହାନତା ହରାଇ ବସିଛି। ବଙ୍ଗାଳୀ ପୁଅମାନେ ଏବେ ଚଟାଣ…

ବିଶ୍ୱକପ୍‌ ଖେଳିବା ପ୍ରସ୍ତାବ ଦେଇଥିଲେ ଡି’ଭିଲର୍ସ

ଜୋହାନ୍ସବର୍ଗ, ୬।୬- ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଚଳିତ ବିଶ୍ୱକପ୍‌ ଖେଳିବା ପାଇଁ ପ୍ରସ୍ତାବ ଦେଇଥିଲେ। ହେଲେ କ୍ରିକେଟ ଦକ୍ଷିଣ ଆଫ୍ରିକା ଏହାକୁ ପ୍ରତ୍ୟାଖ୍ୟାନ କରିଥିଲା। ଇଏସ୍‌ପିଏନ୍‌ କ୍ରିକ୍‌ଇନ୍‌ଫୋ ଅନୁଯାୟୀ ପୂର୍ବତନ…

ସରପଞ୍ଚଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ : ଥାନାରେ ଏତଲା, ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬ା୬(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ସରପଞ୍ଚ ଭୀମସେନ ସାହୁଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଅସମ୍ମାନସୂଚକ ତଥା ଅଶାଳୀନ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଫଟୋ ସହ ଅଶ୍ଳୀଳ ଭାଷାରେ ସମ୍ବୋଧନ କରି ଫେସବୁକ୍‌ରେ ପୋଷ୍ଟ କରିଥିବା କଇଠଡ଼ା ଗ୍ରାମର…

ସାହି ଗଣ୍ଡଗୋଳ : ୨ ଭାଇଙ୍କୁ ହତ୍ୟା

କେନ୍ଦୁଝର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତ କାଶିଆ ଗ୍ରାମ ନାଏକ ସାହିରେ ଗୁରୁବାର ଅପରାହ୍ନରେ ମାଡପିଟ୍‌ ହୋଇ ୨ ଭାଇଙ୍କୁ ହତ୍ୟା କରାଯାଇଛି। ସାହି ଗଣ୍ଡଗୋଳକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ…

ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଦାବିପତ୍ର ପ୍ରଦାନ କଲା ଗ୍ରାମ୍ୟ ପରିଚାଳନା କମିଟି

ଗଞ୍ଜାମ,୬ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ବିରୁଳି କାଇଁଚପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନା ଠିକ୍‌ରେ ହୋଇ ନ ଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଗ୍ରାମ୍ୟ ପରିଚାଳନା କମିଟିର ୫ ଜଣିଆ ପ୍ରତିନିଧି ଦଳ ଗୁରୁବାର…

ପିଲାଙ୍କୁ ପାଠ ପଢାଇବାକୁ ଆସୁଛି ସ୍କୁଲ

ମୁମ୍ବାଇର ଝୁଙ୍ଗିଆ ଇଲାକାର ବସ୍ତି ଅଞ୍ଚଳରେ ରହୁଥିବା ଗରିବ ପିଲାମାନେ ସ୍କୁଲ୍‌ ପଢ଼ିବାକୁ ନୁହଁ ବରଂ ସ୍କୁଲ୍‌ ଏମାନଙ୍କୁ ପଢ଼ାଇବାକୁ ଆସିଥାଏ। ‘ସ୍କୁଲ୍‌-ଅନ୍‌-ହ୍ବିଲ୍‌ସ’ ନାମରେ ଚାଲିଥିବା ଏହି ବସ୍‌ରେ ପାଠ ପଢ଼ାଯାଏ। ଏହି ସ୍କୁଲ୍‌ରେ ୩ ବର୍ଷରୁ ନେଇ ୧୬ ବର୍ଷ…

ଜବରଦଖଲ ଉଚ୍ଛେଦ : ପାତରଅନ୍ତରକୁ ବିରୋଧ କଲେ ବ୍ୟବସାୟୀ

ଆନନ୍ଦପୁର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଜନଗହଳିପୂର୍ଣ୍ଣ ବ୍ରିଜଛକରେ ପୌରପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଗୁରୁବାର ତ୍ୱରାନ୍ବିତ ହୋଇଛି। ପୂର୍ବରୁ ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସାୟୀମାନଙ୍କୁ ୨୪ ଘଣ୍ଟିିଆ ନୋଟିସ୍‌ ଦିଆଯାଇଥିଲା। ନୋଟିସ ପାଇବା ପରେ ବ୍ୟବସାୟୀମାନେ ଦୁଇଦିନ ଧରି…

ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା: ଦଳ ଛାଡି ଟିଆରଏସରେ ଯୋଗଦେବେ ୧୨ ବିଧାୟକ

ହାଇଦ୍ରାବାଦ, ୬।୬: ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସର ୧୮ ବିଧାୟକଙ୍କ ମଧ୍ୟରୁ ୧୨ ବିଧାୟକ ଦଳ ଛାଡି କେ. ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱାଧୀନ ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ)ରେ ଯୋଗ ଦେବାକୁ ଚାହୁଁଛନ୍ତି। ଏନେଇ ସେମାନେ ବିଧାନସଭା ବାଚସ୍ପତିଙ୍କୁ…

କ୍ୟାବିନେଟ ବୈଠକରେ ଯୋଗଦେଲେନି ସିଦ୍ଧୁ

ଅମୃତସର, ୬।୬: ଭାଜପା ଛାଡି କଂଗ୍ରେସ ଯୋଗ ଦେବା ପରେ ନବଜୋତ ସିଂ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ସିଦ୍ଧୁ ଖୋଲାଖୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କୁ ସମାଲୋଚନା କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ଡକାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?