Home Left

ସେଲଫି ନେବାକୁ ଆସିଥିବା ଯୁବକଙ୍କୁ ଠେଲିଦେଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ, ୬।୬: ସେଲଫି ନେବାକୁ ଆସିଥିବା ଜଣେ ଯୁବକଙ୍କୁ ଠେଲିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର। କରନଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇଥିବାବେଳେ ଜଣେ ଯୁବକ ଖଟ୍ଟରଙ୍କ ପାଖକୁ ସେଲଫି ନେବାକୁ ଆସିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଯୁବକଙ୍କୁ ଠେଲି…

୬ ଅଙ୍ଗୁଳି ଥିବା ବ୍ୟକ୍ତି ଭାଗ୍ୟଶାଳୀ

ଅଧିକାଂଶ ଲୋକଙ୍କ ମନରେ ଧାରଣା ଥାଏ ଯେଉଁମାନଙ୍କର ୬ଟି ଅଙ୍ଗୁଳି ସେମାନଙ୍କୁ କାମ କରିବାରେ ଅସୁବିଧା ହେଉଥିବ। କିନ୍ତୁ ଏକ ସର୍ବେକ୍ଷଣରୁ ଜଣାପଡ଼ିଛି ଯାହାର ୬ଟି ଅଙ୍ଗୁଳି ସେମାନେ ପାଞ୍ଚ ଅଙ୍ଗୁଳି ଥିବା ବ୍ୟକ୍ତିଙ୍କଠାରୁ ଶୀଘ୍ର ଆଉ ସହଜରେ କାମ କରିପାରନ୍ତି।…

ଉପବାଚସ୍ପତି ପଦବୀ ଉପରେ ଶିବସେନାର ନଜର

ନୂଆଦିଲ୍ଲୀ,୬।୬: ଲୋକସଭାର ବାଚସ୍ପତି ଏବଂ ଉପବାଚସ୍ପତି ପଦବୀ କାହାକୁ ମିଳିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଶିବସେନା ଉପବାଚସ୍ପତି ପଦବୀ ପାଇଁ ଦାବି କରିଛି। ଏହା ଶିବସେନାର ନିଜର ଅଧିକାର ବୋଲି ଗୁରୁବାର ରାଜ୍ୟସଭା ଏମ୍‌ପି ସଞ୍ଜୟ ରାଓ୍ବତ…

ପ୍ରଥମଥର ପାଇଁ ଗଦାଫି ଷ୍ଟାଡିୟମରେ ନମାଜ ପଢିପାରିଲେନି ହଫିଜ୍‌ ସୟିଦ୍‌: ଲାଗିଲା କଟକଣା

ଇସଲମାବାଦ୍‌, ୬।୬: ଜାତିସଂଘ ଦ୍ୱାରା ଘୋଷିତ ଆତଙ୍କୀ ସଂଗଠନ ଜାମାତ୍‌ ଉଦ୍‌ ଦାଓ୍ବା ମୁଖ୍ୟ ସୟିଦ ହଫିଜ୍‌ଙ୍କୁ ଗଦାଫି ଷ୍ଟାଡିୟମରେ ନମାଜ ପଢିବାର ସୁଯୋଗ ମିଳିପାରି ନାହିଁ। ପାକିସ୍ତାନ ସରକାରଙ୍କ ପକ୍ଷରୁ ଏନେଇ କଟକଣା ଜାରି କରାଯାଇଛି। ପ୍ରତିବର୍ଷ ଇଦ୍‌ରେ ଗଦାଫି…

ଗୋଟିଏ ବିଲେଇଠାରୁ ହାରିଗଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ

ଲଣ୍ଡନ, ୬।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ତିନିଦିନିଆ ବ୍ରିଟେନ ଗସ୍ତରେ ଯାଇଛନ୍ତି। ଟମ୍ଫଙ୍କ ଗସ୍ତକୁ ନେଇ ଅନେକ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲେ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାଙ୍କୁ ଏୟାରପୋର୍ଟରୁ ପାଛୋଟି ନିଆଯାଇଥିଲା। ଲଣ୍ଡନରେ ଟ୍ରମ୍ଫ ଏବଂ…

ଗୋଦରବିଲିଠାରେ ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; କଙ୍କଡ଼ାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ମୃତ, ସ୍ତ୍ରୀ ଗୁରୁତର

କାମାକ୍ଷାନଗର,୬।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିଠାରୁ ୫୦୦ ମିଟର ଦୂର ଗୋଦରବିଲିଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଙ୍କଡାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ଏସ୍‌. ନବୀନ କୁମାର(୫୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ…

ବିଶ୍ୱକପ୍‌ ଦେଖିବା ଲାଗି ଜିଓର ଧମାକାଦାର ଅଫର୍‌: ସବୁ ମ୍ୟାଚ୍‌ର ସିଧା ପ୍ରସାରଣ ମାଗଣା

ନୂଆଦିଲ୍ଲୀ,୬।୬: କ୍ରିକେଟ୍‌ ମ୍ୟାଚ୍‌ ଲାଇଭ୍‌ ଦେଖିବାରେ ଜିଓ ସବୁଠାରୁ ଗ୍ରହଣୀୟ ସେବା ଭାବେ ପରିଗଣିତ ହୋଇଆସୁଛି। ବିଗତ ଆଇପିଏଲ୍‌ ଏବଂ ବିସିସିଆଇ ଦ୍ୱାରା ଆୟୋଜିତ ଇଣ୍ଡିଆ ସିରିଜ୍‌ରେ ଏହା ପ୍ରମାଣିତ ହୋଇଛି। ୩୦ କୋଟିରୁ ଅଧିକ ଦର୍ଶକ ଜିଓ ଦ୍ୱାରା ଲାଇଭ୍‌…

ସୋସିଆଲ ମିଡ଼ିଆରେ ମିଥ୍ୟା ଖବର ପ୍ରଚାରକାରୀଙ୍କୁ ୫ ବର୍ଷ ଜେଲ୍‌; ୧୦ ଲକ୍ଷ ଜରିମାନା

କଲମ୍ବୋ, ୬।୬: ଶ୍ରୀଲଙ୍କା ସରକାର ସୋସିଆଲ୍‌ ମିଡ଼ିଆରେ ମିଥ୍ୟା ଖବର ପ୍ରଚାର କରୁଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ନୂଆ ଆଇନ ପ୍ରଣୟନ କରିଛନ୍ତି। ଏଭଳି ବ୍ୟକ୍ତିଙ୍କୁ ୫ ବର୍ଷ ସଶ୍ରମ ଜେଲ୍‌ ସହିତ ୧୦ ଲକ୍ଷ ଟଙ୍କାର ଜରିମାନା ଦଣ୍ଡବିଧାନ କରାଯିବ…

ମନୋଜ ହତ୍ୟାକାଣ୍ଡର ପର୍ଦ୍ଦାଫାଶ୍‌: ସୁଲ୍‌ତାନ ସମେତ ୫ ଗିରଫ

ବ୍ରହ୍ମପୁର ଅଫିସ,୬ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବ୍ରହ୍ମପୁର ପୋଲିସ। ଏଥିରେ ସାମିଲ ଥିବା ୨ ଅଭିଯୁକ୍ତ ବୁଲୁ ଓରଫ ଗଣେଶ ନାହାକ ଓ ହୃଷୀକେଶ ପାତ୍ରଙ୍କୁ ପୋଲିସ ପୂର୍ବରୁ ଏନ୍‌କାଉଣ୍ଟର କରିଥିବାବେଳେ…

ସ୍ବଚ୍ଛ ଭାରତ ମିଶନ: ଖୋଲାରେ ଶୌଚ ହେଉଥିବା ଅଞ୍ଚଳର ଭୂତଳ ଜଳ ଅଧିକ ପ୍ରଦୂଷିତ

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ସରକାରଙ୍କ ସ୍ବଚ୍ଛ ଭାରତ ମିଶନ ଦ୍ୱାରା ଭୂତଳ ଜଳ ପ୍ରଦୂଷଣ ମାତ୍ରା କମିବାରେ ଲାଗିଛି। ତେବେ ଖୋଲାରେ ଶୌଚ ହେଉଥିବା ଅଞ୍ଚଳରେ ଭୂତଳ ଜଳ ଅଧିକ ପ୍ରଦୂଷିତ ହେଉଥିବା ୟୁନିସେଫ୍‌ର ଏକ ରିପୋର୍ଟରେ ପ୍ରକାଶ ପାଇଛି।…

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ଡା. ରାମଚନ୍ଦାନୀ

ଚିପିଲିମା,୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେଣ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ସ୍ଥାନ ପାଇଛନ୍ତି। ସେ ଗତ କିଛିଦିନ ତଳେ ନିଜ କାର୍‌ରେ ବୁର୍ଲା କୁଷ୍ଠ କଲୋନୀ…

ମେଡିକାଲ ସାଇନ୍ସରେ ରିସର୍ଚ୍ଚ କରିବି: ଆଶୁତୋଷ

ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପାଇଁ ଉଦ୍ଦିଷ୍ଟ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି) ୨୦୧୯ର ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ ବଲାଙ୍ଗୀର ୟୁବୋଦୟ କଲେଜ ଛାତ୍ର ଆଶୁତୋଷ ପଣ୍ଡା ସମୁଦାୟ ୭୨୦ରୁ ୬୮୨ ମାର୍କ ରଖି ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?