Home Left

କାମ କରୁନି ବାୟୋମେଟ୍ରିକ ଆଟେଣ୍ଡାନ୍ସ ଡିଭାଇସ୍‌; ଲାଭ ଉଠାଉଛନ୍ତି ନର୍ସିଂହୋମକୁ ଯାଉଥିବା ଡାକ୍ତର

ଅନୁଗୋଳ ଅଫିସ, ୬।୬: ଡାକ୍ତର, କର୍ମଚାରୀଙ୍କ ଉପସ୍ଥାନ ଜାଣିବା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଲଗାଯାଇଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ଡିଭାଇସ ଅଚଳ ହୋଇପଡ଼ିଛି। ଏହା କେତେଜଣ ଡାକ୍ତର ଓ କର୍ମଚାରୀଙ୍କୁ ବେଶ୍‌ ସୁହାଉଥିବା ଏବେ ମେଡିକାଲ ପରିସରରେ ଚର୍ଚ୍ଚା ହେଉଛି।…

ଯାଆଁଳ ଉତ୍ପାଦନ କେନ୍ଦ୍ର ନାହିଁ: ପଡ଼ୋଶୀ ରାଜ୍ୟ ଉପରେ ଚାଷୀ ନିର୍ଭର

ମହାକାଳପଡ଼ା, ୬ା୬ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ମାଛ ଚାଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଋଣ ଯୋଗାଇ ଦିଆଯିବା ସହ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବା ନିମନ୍ତେ ବ୍ୟବସ୍ଥା କରାଯାଇଛି। ମହାକାଳପଡ଼ା ଅଞ୍ଚଳରେ ମତ୍ସ୍ୟଚାଷୀଙ୍କୁ ପୋଖରୀ ଖୋଳାଠାରୁ ଆରମ୍ଭ କରି…

୨ ସମ୍ପ୍ରଦାୟର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪୮ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ

କେନ୍ଦ୍ରାପଡା ଅଫିସ, ୬ା୬: ସାମାଜିକ ଗଣମାଧ୍ୟମରେ ଉତ୍ତେଜନାମୂଳକ ଖବର ପ୍ରସାରଣ ରୋକିବା ପାଇଁ କେନ୍ଦ୍ରାପଡ଼ା ସହର ଓ ଏହାର ଆଖାପାଖ ଅଞ୍ଚଳରେ ୪୮ ଘଣ୍ଟା ଅର୍ଥାତ୍‌ ୨ ଦିନ ପାଇଁ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଗୃହ ବିଭାଗ ସ୍ବତନ୍ତ୍ର ସଚିବ…

ଜଳ ଯୋଗାଣ ବନ୍ଦ, ଚୁଆ ପାଣି ଭରସା

ଖଣ୍ଡପଡା,୬ା୬(ସ୍ବ.ପ୍ର.): ନୟାଗଡ ଜିଲା ଧାନଚାଙ୍ଗଡା ପଞ୍ଚାୟତର ଲକ୍ଷ୍ମୀପ୍ରସାଦ ଗ୍ରାମବାସୀ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଗତ ରବିବାର କାଳବୈଶାଖୀରେ ଉକ୍ତ ଗ୍ରାମକୁ ଯୋଗାଯାଉଥିବା ଜଳ ଯୋଗାଣ ପ୍ରକଳ୍ପର ଲୁହା ସ୍ଲାବ ସହ ଯୋଗାଣ ପାଇପ ଉଡିଯିବାରୁ…

ପଲିଥିନ ଉପରେ ଲାଗିବ କଟକଣା : ବ୍ୟବସାୟୀଙ୍କଠାରୁ ଆଦାୟ ହେବ ୨୫ ହଜାର ଜରିମାନା

ନୟାଗଡ଼ ଅଫିସ,୬ା୬: ଆଗାମୀ ଦିନରେ ନୟାଗଡ଼ ପୌର ପରିଷଦର ସମସ୍ତ କର୍ମଚାରୀ ୧ମାସ ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ନ ରହି ପ୍ରତି ୱାର୍ଡ଼ର ଗଳିକନ୍ଦି ବୁଲି ସମସ୍ୟା ଓ ଅବ୍ୟବସ୍ଥା ସମ୍ପର୍କରେ ତୁରନ୍ତ ହ୍ବାଟସ୍‌ଆପ୍‌ ଜରିଆରେ ଫିଲଡ଼ରୁ ରିପୋର୍ଟ ଦେବେ। ବର୍ଜ୍ୟବସ୍ତୁ ପରିଚାଳନାରେ…

ଜି-୨୦ ଅର୍ଥମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୬-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜି-୨୦ ଦେଶର ଅର୍ଥମନ୍ତ୍ରୀ ତଥା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ସମ୍ମିଳନୀରେ ଯୋଗ ଦେବେ। ଜାପାନରେ ଆସନ୍ତା ୮ରୁ ଦ୍ୱିଦିବସୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ଭାବେ ସୀତାରାମନ୍‌ଙ୍କ ଏହା ପ୍ରଥମ ବିଦେଶ ଗସ୍ତ ହେବ।…

ବିପଜ୍ଜନକ ଅବସ୍ଥାରେ ଘାଟି ରାସ୍ତା

ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) – ଗଜପତି ଜିଲା ଗୁମ୍ମା ବ୍ଲକ ନାମନଗଡ଼ରୁ ଅଜୟଗଡ଼ ଦୀର୍ଘ ୧୦କିମି ଘାଟି ରାସ୍ତା ଧୋଇ ହୋଇ ଏବେ ବିପଜ୍ଜନକ ଅବସ୍ଥାରେ ରହିଛି। ଏହି ଘାଟି ରାସ୍ତା ଗୁମ୍ମା ବ୍ଲକ ସଦର ସହ ଭୁବନୀ, ସେରଙ୍ଗ ଦେଇ…

ସମସିଆ ଘେରରେ ଭୋଇପାଲିବାସୀ: ନଲ୍‌ଚୁଆଁରୁ ବାହାରୁଛେ ଦୂଷିତ୍‌ ପାଏନ୍‌

ସମ୍ବଲପୁର,୬ା୬(ବ୍ୟୁରୋ)- ସମ୍ବଲପୁର ମହାନଗର ନିଗମରେ ସାମିଲ ହେଇଥିବାର ୧୨ଟା ପଁଚେତ୍‌ବାସୀ ଅନେକ ସମସିଆରେ ବୁଡ଼ି ରହିଛନ୍‌। ବଡ଼ଭାରି ହିସାବେ ମହାନଗର ନିଗମର ସୀମାନାରେ ଥିବାର ଗାଁବାସୀମାନେ ସରକାରୀ ସୁବିଧା ସୁଯୋଗରୁ ବଁଚିତ୍‌ ହେଉଛନ୍‌। ରାସ୍‌ତାଘାଟ, ଆବାସ ଯୋଜନା, ପେନସନ ଯୋଜନା, ପିଇଲା…

ଜାତୀୟ ସଫ୍ଟଟେନିସ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୬।୬(ସ୍ପୋଟର୍‌ସ ବ୍ୟୁରୋ)- ମଧ୍ୟପ୍ରଦେଶର ଭୋପାଳଠାରେ ଆସନ୍ତା ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ୧୪ତମ ଜାତୀୟ ଜୁନିୟର ସଫ୍ଟଟେନିସ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏହି ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବା ଲାଗି ଓଡ଼ିଶା ବାଳିକା ଓ ବାଳକ ଦଳ ବୁଧବାର ଭୋପାଳ ଅଭିମୁଖେ…

ଡାଇବେଟିସ୍‌ ପାଇଁ ଲାଭଦାୟକ ଖରଭୁଜ

ଖରାଦିନେ ମିଳୁଥିବା ଫଳ ହେଲା ଖରଭୁଜ। ଏଥିରେ ପ୍ରଚୁର ପରିମାଣରେ ବିଟା କ୍ୟାରୋଟିନ୍‌, ଭିଟାମିନ୍‌ ସି ଓ ଆଣ୍ଟିଅକ୍ସିଡାଣ୍ଟ ଭରପୁର ମାତ୍ରାରେ ରହିଥାଏ। ଏହା ସ୍ବାସ୍ଥ୍ୟପାଇଁ ଲାଭଦାୟକ। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ ଶରୀର ଅସୁସ୍ଥ ହୋଇଥାଏ ବୋଲି କୁହାଯାଏ।…

ପରଲୋକରେ ଉତ୍ତରାଖଣ୍ଡ ଅର୍ଥମନ୍ତ୍ରୀ

ଡେରାଡୁନ,୫।୬: ଉତ୍ତରାଖଣ୍ଡର ଅର୍ଥମନ୍ତ୍ରୀ ପ୍ରକାଶ ପନ୍ତଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘ ଦିନରୁ ଅସୁସ୍ଥ ଥିବା ପ୍ରକାଶ ଆମେରିକାର ୟୁନିଭର୍ସିଟି ଅଫ୍‌ ଟେକ୍ସାସ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି। ପନ୍ତଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଦୁର୍ଦ୍ଦାନ୍ତ ଅପରାଧୀ ଟିଟୁଙ୍କ ସହଯୋଗୀ କୁଶଲ ଗିରଫ

ବଡବିଲ, ୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ବୁଧବାର ଦୁର୍ଦ୍ଦାନ୍ତ ଅପରାଧୀ ଟିଟୁ ଓରଫ୍‌ ସୁନୀଲ ପାତ୍ରଙ୍କ ସହଯୋଗୀ କୁଶଲ ଓରଫ ବାବୁ କେନ୍ଥ୍‌୍‌କୁ ଗିରଫ କରିଛି। ସେ ମାଟକାମବେଡା ଅଞ୍ଚଳରେ ରହୁଥିବା ପୋଲିସ କହିଛି। ଟିଟୁଙ୍କ ନାମରେ ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?