କେନ୍ଦୁଝରରେ ଇଦ୍ ପର୍ବ ପାଳିତ
କେନ୍ଦୁଝର, ୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ମୁସଲମାନଙ୍କ ପର୍ବ ଇଦ୍ ଧୂମ୍ଧାମରେ ପାଳିତ ହୋଇଯାଇଛି। ଭାଇଚାରାର ଏହି ପର୍ବରେ ମୁସଲମାନ ସମ୍ପ୍ରଦାୟର ଲୋକମାନେ ସକାଳୁ ବିଭିନ୍ନ ମସ୍ଜିଦ୍ରେ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନକରି ଶୁଭେଚ୍ଛା ଜଣାଇଛନ୍ତି। ସ୍ଥାନୀୟ…
ଏହି ଭିଡିଓ ପାଇଁ ରାତାରାତି ଷ୍ଟାର ପାଲଟି ଯାଇଥିଲେ ନେହା
ମୁମ୍ବାଇ: ବଲିଉଡ୍ ସିଙ୍ଗର ନେହା କକ୍କର ୩୧ ବର୍ଷରେ ପାଦ ଥାପିବାକୁ ଯାଉଛନ୍ତି। ଜୁନ୍ ୬ରେ ଜନ୍ମ ନେଇଥିବା ଏହି ପ୍ଲେବ୍ୟାକ୍ ସିଙ୍ଗର ପ୍ରଥମରୁ ବହୁ କଷ୍ଟ କରିଥିଲେ ସୁଦ୍ଧା ଏବେ ଜଣେ ପ୍ରତିଷ୍ଠିତ କଳାକାରର ପରିଚୟ ପାଇଛନ୍ତି। ପ୍ରଥମେ ଇଣ୍ଡିଆନ୍…
ସୁହାନା, ଅନନ୍ୟାଙ୍କ ଡେବ୍ୟୁ ଫିଲ୍ମ ଥିଲା ‘ମାଇଁ ନେମ୍ ଇଜ୍ ଖାନ୍’: ମାତ୍ର କାଟିଦିଆଯାଇଥିଲା ତାଙ୍କ ସିନ୍
ଅଭିନେତା ଚଙ୍କି ପାଣ୍ଡେଙ୍କ ଝିଅ ଅନନ୍ୟା ଫିଲ୍ମ ‘ଷ୍ଟୁଡେଣ୍ଡ ଅଫ୍ ଦି ଇୟର-୨’ରୁ ବଲିଉଡ୍ରେ ଡେବ୍ୟୁ କରିଛନ୍ତି। ଏଥିରେ ତାଙ୍କ ଅଭିନୟକୁ ଦର୍ଶକ ପସନ୍ଦ ମଧ୍ୟ କରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଅନନ୍ୟା ତାଙ୍କ ବେଷ୍ଟ ଫ୍ରେଣ୍ଡ୍ ସୁହାନା ଖାନ୍ଙ୍କୁ ନେଇ…
ସ୍ନେଲଫିସ୍: ଗରମରେ ତରଳୁଥିବା ମାଛ
ଗରମରେ ବରଫ ତରଳିବା ସାଧାରଣ କଥା। ମାତ୍ର ଯଦି କୁହାଯାଏ ଗରମରେ ମାଛ ବି ତରଳିପାରେ, ତେବେ କଥା ଉପରେ ଅନେକେ ବିଶ୍ୱାସ କରି ନ ପାରନ୍ତି। ହେଲେ ବୈଜ୍ଞାନିକମାନେ ଏଭଳି ଏକ ମାଛକୁ ଆବିଷ୍କାର କରିଛନ୍ତି, ଯାହାକୁ ପାଣି ଉପରକୁ…
ଇଦ୍ ଶୁଭେଚ୍ଛା ଜଣାଇ ଟ୍ରୋଲ୍ ହେଲେ ମମତା
କୋଲକାତା, ୫।୬: ‘ଜୟ ଶ୍ରୀରାମ’ ନାରାକୁ ନେଇ ପଶ୍ଚିମବଙ୍ଗ ରାଜନୀତି ବେଶ ଉଷ୍ମ ହେବାରେ ଲାଗିଛି। ଗୋଟିଏ ପଟେ ‘ଜୟ ଶ୍ରୀରାମ’ ନାରା ଶୁଣିବା ମାତ୍ରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଗି ଯାଉଛନ୍ତି, ଅନ୍ୟପଟେ ମମତାଙ୍କ ପାଖକୁ ଜୟ ଶ୍ରୀରାମ ଲେଖାଥିବା…
ବିଶ୍ୱର ପ୍ରଦୂଷଣମୁକ୍ତ ଦେଶ ବିଷୟରେ ଜାଣନ୍ତୁ : ଏଠାରେ ଗୋଟିଏ ଦିନ ବନ୍ଦ ରହିଥାଏ ଯାନବାହନ ଚଳାଚଳ
ଆଜି ହେଉଛି ବିଶ୍ୱ ପରିବେଶ ଦିବସ। ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ବାଷ୍ପର ଅହେତୁକ ବୃଦ୍ଧି ଏବଂ ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱବାସୀ ଚିନ୍ତିତ ହୋଇପଡ଼ିଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ଜୁନ୍ ୫କୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଇଆସୁଛି। ଏକ…
ବଲିଉଡ୍ କଳାକାର ଦିନୟାରଙ୍କ ଦେହାନ୍ତ
ମୁମ୍ବାଇ: ଅଭିନେତା ଭାବେ ଅନେକଙ୍କ ମୁହଁରେ ହସ ଫୁଟାଇଥିବା ବଲିଉଡ୍ କଳାକାର ପଦ୍ମଶ୍ରୀ ଦିନୟାର କଣ୍ଟ୍ରାକ୍ଟରଙ୍କର ବୁଧବାର ପରଲୋକ ହୋଇଛି। ବେଶ୍ କିଛି ଦନ ହେବ ଅସୁସ୍ଥ ଥିବା ଦିନୟାର ୭୬ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ‘ବାଜିଗର’,…
ନଗରଭବନଠାରେ ବିଶ୍ୱ ପରିବେଶ ଦିବସ ପାଳିତ: ପ୍ରକୃତିବନ୍ଧୁମାନଙ୍କୁ ପୁରସ୍କାର ପ୍ରଦାନ
କେନ୍ଦୁଝର,୫।୬( ସ୍ବ.ପ୍ର.): କେନ୍ଦୁଝର ଜିଲା ନଗରଭବନଠାରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଡିଏଫ୍ଓ ସନ୍ତୋଷ ଯୋଶୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଡା. ଭକ୍ତ ଚରଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ…
୪ ସନ୍ତାନର ମା’ଙ୍କୁ ବିବାହ କରିବାକୁ ଚାହୁଁଥିଲେ ଯୁବକ: ରାଜି ନ ହେବାରୁ ଝିଅକୁ ଉଠାଇନେଲେ
ନୂଆଦିଲ୍ଲୀ,୫।୬: ଦିଲ୍ଲୀର ରୋହିଣୀ ଅଞ୍ଚଳରେ ୪ ସନ୍ତାନର ମା’ଙ୍କୁ ବିବାହ କରିବାକୁ ଚାହୁଁଥିବା ଜଣେ ଯୁବକର ଅଜବ କାରନାମା ଦେଖିବାକୁ ମିଳିଛି। ଉକ୍ତ ମହିଳାଜଣଙ୍କ ରାଜି ନ ହେବାରୁ ତାଙ୍କ ୯ବର୍ଷର ଝିଅକୁ ଉଠାଇନେଇଛନ୍ତି ଯୁବକ। ସୂଚନାଯୋଗ୍ୟ, ଉକ୍ତ ମହିଳା ଜଣଙ୍କ…
ଯୋଗ ଦିବସ ପୂର୍ବରୁ ଆନିମେଟେଡ୍ ଭିଡିଓ ଟୁଇଟ୍ କଲେ ମୋଦି
ନୂଆଦିଲ୍ଲୀ,୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦିବସ ପୂର୍ବରୁ ବୁଧବାର ଏକ ଆନିମେଟେଡ ଭିଡିଟ ଟୁଇଟ୍ କରିଛନ୍ତି। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ଆସନ୍ତା ଜୁନ୍ ୨୧ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହେବାକୁ ଥିବା ବେଳେ ଲୋକେ ଏହାକୁ…
ରିଲିଜ୍ ହେଲା ସଲମାନ ଖାନଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଭାରତ’
ସୁପରଷ୍ଟାର ସଲମାନ ଖାନଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ଭାରତ’ ଇଦ ଅବସରରେ ରିଲିଜ ହୋଇଛି। ସାଉଥ କୋରିୟାନ ବ୍ଳକବଷ୍ଟର ଫିଲ୍ମର ହିନ୍ଦୀ ରିମେକ ‘ଭାରତ’ ଦେଶର ୪୦୦୦ ସିନେମା ଘରେ ପ୍ରଦର୍ଶିତ ହୋଇଛି। ଏହି ଫିଲ୍ମରେ ସଲମାନଙ୍କ ସହ କ୍ୟାଟ୍ରିନା କୈଫ ଲିଡ…
୪୭ ବର୍ଷରେ ପଦାର୍ପଣ କଲେ ଯୋଗୀ, ଶୁଭେଚ୍ଛା ଜଣାଇଲେ ମୋଦି
ଲକ୍ଷ୍ନୌ,୫।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ୪୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରାୟ ସବୁ ବଡ ବଡ ନେତା ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଯୋଗୀଙ୍କୁ…

