ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ
ପୁଲଓ୍ବାମା,୫।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ବୁଧବାର ସକାଳେ ଆତଙ୍କବାଦୀଙ୍କ ଆକ୍ରମଣରେ ୨ଜଣ ସାଧାରଣ ନାଗରିକ ଆହତ ହୋଇଥିଲେ। ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ଜମ୍ମୁ-କଶ୍ମୀର ପୋଲିସ ସୂଚନା ଦେଇଛି। ମୃତକ ହେଲେ ନର୍ବାଲ କାକାପୋରାର ନିଜିନା ନାମକ ଜଣେ ବାଳିକା। ଏଥିରେ…
ସବୁଜିମା ଉଜାଡ଼ିଲା ଫନୀ : ଛାଡ଼ିଗଲା ଆହ୍ବାନ
ବାତ୍ୟା ‘ଫନୀ’ ଚାଲି ଯାଇଛି ସତ, କିନ୍ତୁ ‘ପରିବେଶ’କୁ ନେଇ ଚିନ୍ତା ବଢ଼ିଛି। ୧୯୯୯ ମହାବାତ୍ୟାରେ ଉପକୂଳ ଓଡ଼ିଶାରେ ଶହେବର୍ଷର ପୁରୁଣା ଗଛ ଭାଙ୍ଗି ନଷ୍ଟ ହୋଇଯାଇଥିଲା। ଗତ ୨୦ବର୍ଷରେ ଯାହାବି ନୂଆ ଗଛ ସୃଷ୍ଟି ହେଇଥିଲା ତାହା ବି ‘ଫନୀ’…
ଘରୁ ବାହାରୁଥିବା ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରୁ ତିଆରି ହେବ ଜେଟ୍ ଇନ୍ଧନ
ଓ୍ବାଶିଂଟନ,୫।୬: ବୈଜ୍ଞାନିକମାନେ ପ୍ରତିଦିନ ଘରୁ ବାହାରୁ ଥିବା ପ୍ଲାଷ୍ଟିକ ପାଣି ବୋତଲ, ବ୍ୟାଗ ଭଳି ବର୍ଜ୍ୟବସ୍ତୁକୁ ନେଇ କିପରି କାମରେ ଲଗାଯାଇ ପାରିବ ତା’ ଉପରେ ଗବେଷଣା କରି ଚାଲିଛନ୍ତି। ଏବେ ଏହିସବୁ ବର୍ଜ୍ୟବସ୍ତୁରୁ ଜେଟ୍ ଇନ୍ଧନ ତିଆରି ହୋଇପାରିବ ବୋଲି…
ପୁରୀରେ ବିଶ୍ୱ ପରିବେଶ ଦିବସ ପାଳିତ
ପୁରୀ ଅଫିସ, ୫।୬: ପୁରୀ ବନବିଭାଗ ପକ୍ଷରୁ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ସକାଳେ ସିଂହଦ୍ୱାରଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ପରିସରରେ ପହଞ୍ଚିଥିଲା। ଏହାପରେ ବାୟୂ ପ୍ରଦୂଷଣ, ନିରାକରଣ ଶୀର୍ଷକ…
ପଶ୍ଚିମବଙ୍ଗରେ ଥମୁନି ରାଜନୈତିକ ହିଂସା: ପୁଣି ଜଣେ ଟିଏମ୍ସି କର୍ମୀଙ୍କୁ ହତ୍ୟା
କୋଲକାତା,୫।୬: ଲୋକ ସଭା ନିର୍ବାଚନ ସମୟରେ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଥିବା ନିର୍ବାଚନୀ ହିଂସା ଥମିବାର ନାଁ ନେଉନି। ମଙ୍ଗଳବାର ଉତ୍ତର କୋଲକାତାର ଦମ୍ଦମ୍ ଅଞ୍ଚଳରେ କେତେଜଣ ଅଜ୍ଞାତ ବନ୍ଧୁକଧାରୀ ଜଣେ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍ସି) କର୍ମୀଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ…
ଫୁଲତୋଡା ଦେବା ପରମ୍ପରାକୁ ହଟାଇଲେ ନୌସେନା ଅଧ୍ୟକ୍ଷ: ସମସ୍ତଙ୍କୁ ମିଳୁ ସମାନ ଭୋଜନ
ନୂଆଦିଲ୍ଲୀ,୫।୬: ନୌସେନା ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ କେତେ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଆଡମିରାଲ କରମବୀର ସିଂ। ଔପଚାରିକ ପ୍ରଥାକୁ ହଟାଇ ସମାନତାକୁ ସେ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି କୌଣସି ଅଫିସିଆଲ୍ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ସବୁ ର଼୍ୟାଙ୍କର…
ବିଶ୍ୱ ପରିବେଶ ଦିବସରେ ସମସ୍ତଙ୍କୁ ଚାରା ଲଗାଇବାକୁ କହିଲେ ମୋଦି
ନୂଆଦିଲ୍ଲୀ,୫।୬: ଭବିଷ୍ୟତରେ ପରିବେଶକୁ ସୁସ୍ଥ ଓ ସୁନ୍ଦର ରଖିବା ପାଇଁ ସମସ୍ତେ ଅଧିକରୁ ଅଧିକ ଚାରା ଲଗାଇବାକୁ ବିଶ୍ୱ ପରିବେଶ ଦିବସରେ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ଫଳରେ ପରିବେଶ ସ୍ବଚ୍ଛ ଓ ସବୁଜ ରହିବ ବୋଲି ସେ…
ଇଦ୍ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇଦ୍-ଉଲ୍-ଫିତର ଉପଲକ୍ଷେ ଭାରତରେ ଥିବା ମୁସଲମାନ ଭାଇଭଉଣୀ ଓ ବିଶ୍ୱର ସମସ୍ତ ମୁସଲମାନ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗରିବଙ୍କୁ ଦାନ ଦେବା, ଭ୍ରାତୃଭାବ ପ୍ରତିଷ୍ଠା, ଦୟା ବା ଅନୁକମ୍ପା…
ମେଦବହୁଳତା ପାଇଁ ଲାଭଦାୟକ ଗୋଲାପ
ଲାଲ ଗୋଲାପ କେବଳ ଘର ସଜାଇବା କାମରେ ଲାଗି ନ ଥାଏ। ଏହା ଶରୀର ପାଇଁ ମଧ୍ୟ ଲାଭଦାୟକ। ଥକ୍କାପଣ ଦୂର କରିବା ସହ ମେଦବହୁଳତା କମ୍ କରିବାରେ ଗୋଲାପର ରହିଛି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା। ଗୋଲାପରେ ରହିଛି ଡାଇୟୁରୋଟିକ୍ ଗୁଣ…
ବିଜେପୁର ଉପନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ବଢ଼ୁଛି ଚିନ୍ତା
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୁଣିଥରେ ବିଜେପୁର ଆସନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦ୍ୱିତୀୟ ଥର ଲାଗି ପଶ୍ଚିମ ଓଡ଼ିଶା ରାଜନୀତିରେ ବିଜେଡି ଓ ଭାଜପା ମଧ୍ୟରେ ଜୋର୍ଦାର ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିବ। ଗତ ପଞ୍ଚାୟତ ନିର୍ବାଚନରେ ଭାଜପା ଏହି…
ଏସ୍ସିବିରେ ସଫଳ ଅସ୍ତ୍ରୋପଚାର: ମହିଳାଙ୍କ ମଳଦ୍ୱାରରୁ ବାହାରିଲା ବୋତଲ ମୁହଁ
କଟକ ଅଫିସ, ୫।୬:ଚୁଲିରେ ରୋଷେଇ କରୁଥିବା ବେଳେ ଚୁଲି ଭିତରେ ହଠାତ୍ ବିସ୍ଫୋରଣ ହୋଇଥିଲା। କୌଣସି ପ୍ରକାରେ ଚୁଲି ଭିତରେ ଏକ କାଚ ବୋତଲ ରହି ଯାଇଥିଲା। ଚୁଲିରେ ଜାଳ ସଂଯୋଗ ପରେ ବୋତଲଟି ଫାଟିଥିଲାା ବୋତଲର ଅଗ୍ରଭାଗ ରୋଷେଇ କରୁଥିବା…
ଅଣନିଃଶ୍ୱାସୀ କରୁଛି ଆବର୍ଜନା ବୋଝ
ପୁରୀ ଅଫିସ, ୫ା୬: ବାତ୍ୟା ‘ଫନୀ’ ପରେ ବିଗିଡ଼ିଛି ପୁରୀ ଜିଲାର ପରିମଳ ବ୍ୟବସ୍ଥା। ଜଳ, ବାୟୁ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଇଛି। ଆବର୍ଜନା ବୋଝରେ ଅଣନିଃଶ୍ୱାସୀ ହୋଇପଡ଼ିିଛି ପୁରୀ ସହର। ଏବେ ସହରରୁ ପୂର୍ବାପେକ୍ଷା ଦୈନିକ ୧୦ଗୁଣ ଅଧିକ ଆବର୍ଜନା…

