Home Left

‘ସୂର୍ଯ୍ୟବଂଶୀ’ ଶୁଟିଂରେ ବ୍ୟସ୍ତ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଅକ୍ଷୟ କୁମାର ବର୍ତ୍ତମାନ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ରେ ‘ସୂର୍ଯ୍ୟବଂଶୀ’ର ଶୁଟିଂ ପାଇଁ ବ୍ୟସ୍ତ ଅଛନ୍ତି। ସେ ନିଜେ ସେଠାରେ ଷ୍ଟଣ୍ଟ୍‌ ଶୋ କରୁଥିବାବେଳେ ଅତୀତର ଆବେଗପୂର୍ଣ୍ଣ ଅନୁଭୂତି ମନେପଡୁଛି ବୋଲି ପ୍ରକାଶ କରିଛନ୍ତି। ୫୧ବର୍ଷ ବୟସ୍କ ଅକ୍ଷୟ…

ଜୁଲାଇ ୪ରେ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ, ୫ା୬: ଆସନ୍ତା ଜୁଲାଇ ୪ତାରିଖରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି ଚାଲିବ…

ପ୍ରାଚୀନ ଶିବ ମନ୍ଦିର କିନ୍ତୁ ଅଧାଗଢା

ବିହାରର ଭୋଜପୁର ପାହାଡି ଅଞ୍ଚଳରେ ରହିଛି ଏମିତି ଏକ ଶିବ ମନ୍ଦିର ଯାହା ବିଶ୍ୱର ସର୍ବ ପୁରାତନ ଶିବ ମନ୍ଦିର ଭାବେ ପ୍ରସିଦ୍ଧ। ଏହାକୁ କେହି କେହି ଭୋଜଶ୍ୱର ଶିବ ମନ୍ଦି ବୋଲି ମଧ୍ୟ କହି ଥାଆନ୍ତି। ଏହି ମନ୍ଦିରର ବିଶେଷତ୍ୱ…

ଏକାକୀ ଲଢ଼ିବୁ ଉପନିର୍ବାଚନ: ଅଖିଳେଶ

ଲକ୍ଷ୍ନୌ,୫।୬: ଆଗାମୀ ଦିନରେ ଉତ୍ତରପ୍ରଦେଶରେ ହେବାକୁ ଥିବା ୧୧ ବିଧାନସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍‌ପି) ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି ବୋଲି ଦଳର ନେତା ଅଖିଳେଶ ଯାଦବ କହିଛନ୍ତି। ଦଳର ନେତାମାନଙ୍କ ସହ ଆଲୋଚନା କରାଯାଇ ସମସ୍ତ ୧୧ଟି…

ନିପା ଭାଇରସ୍‌ ଆତଙ୍କ: କେରଳରେ ୬ଜଣିଆ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ,୫।୬: କେରଳରେ ନିପା ଭାଇରସ୍‌ ଆତଙ୍କ ଖେଳାଇଛି। ଜଣେ କଲେଜ୍‌ ଛାତ୍ର(୨୩) ମଙ୍ଗଳବାର ଏଥିରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ୮୬ ଜଣଙ୍କୁ ନିରୀକ୍ଷଣ କରାଯାଉଥିବା ଜଣାପଡ଼ିଛି। ଗତବର୍ଷ ମେ ମାସରେ ଏହି ଜୀବନ ନାଶକାରୀ ଭାଇରସ୍‌ କେରଳରୁ ୧୭ ଜଣଙ୍କ…

ଆଜି ବିଶ୍ୱ ପରିବେଶ ଦିବସ: ଥୁଣ୍ଟା ରାଜଧାନୀ, ଛାଇ ସ୍ବପ୍ନ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁର୍ଦ୍ଦାର ପରି ପଡ଼ି ରହିଛି କଟା ଗଣ୍ଡି। ଚାରିଆଡେ ଦେଖିବାକୁ ମିଳୁଛି ଭଙ୍ଗା ଗଛ। ଆକାଶକୁ ଚାହିଁ ରହିଛି ବଞ୍ଚତ୍ୟାଇଥିବା ଗଛର ଖେଣ୍ଟା ଡାଳ। ବାତ୍ୟା ‘ଫନୀ’ ସବୁଜିମାକୁ ଉଜାଡ଼ିଦେବା ପରେ ଏବେ ଥୁଣ୍ଟା ପାଲଟିଯାଇଛି ପୂରା ରାଜଧାନୀ। ମାସକ…

ବଦଳୁଛି ମେଣ୍ଟ ରାଜନୀତି

ନୂଆଦିଲ୍ଲୀ,୫।୬(ପି.ଟି./ଆଇଏଏନ୍‌ଏସ୍‌): ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ଜାତୀୟ ରାଜନୈତିକ ଚିତ୍ରପଟକୁ ବଦଳାଇଦେଇଛି। ଏହାର ପ୍ରଭାବରେ ବିରୋଧୀଙ୍କ ମହାମେଣ୍ଟ ରାଜନୀତିରେ ପରବର୍ତ୍ତନ ଦେଖିବାକୁ ମିଳିଲାଣି। ଉତ୍ତରପ୍ରଦେଶର ୮୦ ଲୋକ ସଭା ଆସନରୁ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ୧୦ ଏବଂ ସମାଜବାଦୀ…

ପ୍ରଦୂଷଣ ବଳୟରେ ଖୋର୍ଦ୍ଧା

ଖୋର୍ଦ୍ଧ ଅଫିସ,୫ା୬: ଶିଳ୍ପ, କ୍ରଶର, ପଥର ଖଣିରେ ବିସ୍ଫୋରଣ, ଯାନବାହନ ଚଳାଚଳ ଯୋଗୁ ଖୋର୍ଦ୍ଧା ପ୍ରଦୂଷଣ ବଳୟରେ ଫସିଯାଉଛି। ସଚେତନତା ଅଭାବ ଓ ବିକାଶ ନଁାରେ ବିନାଶ ଚାଲିଥିବାରୁ କେବଳ ସ୍ଥଳ, ଜଳ ଓ ବାୟୁ ପ୍ରଦୂଷିତ ହେବାରେ ଲାଗିଛି। ବିବର୍ତ୍ତମାନ…

ଅଙ୍ଗାରକାମ୍ଳଠାରୁ ୩୪ ଗୁଣ ଖରାପ ପ୍ରଭାବ ପକାଇଛି ମିଥେନ

କଟକ ଅଫିସ,୫।୬: ପ୍ରାକୃତିକ ବିବର୍ତ୍ତନ ଓ ପରିବେଶ ଅସନ୍ତୁଳନ ଏବେ ଜୀବଜଗତ ପ୍ରତି ଭୟଙ୍କର ବିପଦକୁ ଆମନ୍ତ୍ରଣ କରୁଛି। ସମ୍ପ୍ରତି ଫନୀକୁ ଦେଖିଲେ ଏହି ବାତ୍ୟା ଅନେକ ବାଲି ଓ ବାଲିକଣା ବୋହି ଆଣିଛି। ଏହି ବାଲିକଣାରେ ଅଙ୍ଗାରକାମ୍ଳ, ମିଥେନ ଭଳି…

ପୋଲିସ ପକ୍ଷରୁ ରଥଯାତ୍ରା ପ୍ରସ୍ତୁତି : ବରିଷ୍ଠ ଅଧିକାରୀଙ୍କୁ ବିଭାଗ ବଣ୍ଟନ

କଟକ ଅଫିସ, ୫।୬: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ଆସନ୍ତା ଜୁଲାଇ ୪ ତାରିଖରେ ଆରମ୍ଭ ହେବ। ରଥଯାତ୍ରା ପୂର୍ବରୁ ଆସନ୍ତା ୧୭ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୨ ତାରିଖରେ ନେତ୍ରୋ ଉତ୍ସବ ଓ ନବଯୌବନ ଦର୍ଶନ, ଜୁଲାଇ ୪…

ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର, ୫-୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ ହୁ ହୋଇ ବୃଦ୍ଧି ପାଉଥିବା ମୋଟର ଯାନ ବ୍ୟବହାର ଶ୍ୱାସ ରୁନ୍ଧି ଦେଲାଭଳି ପରିସ୍ଥିତି…

ବଜେଟ ପ୍ରସ୍ତୁତି କାମ ଆରମ୍ଭ;୧୦ରୁ ଅର୍ଥମନ୍ତ୍ରଣାଳୟରେ ବାହ୍ୟ ପ୍ରବେଶ ବନ୍ଦ

ନୂଆଦିଲ୍ଲୀ,୫-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଜୁଲାଇ ୫ରେ ଉପସ୍ଥାପିତ ହେବାକୁ ଯାଉଛି। ଏଭଳି ସ୍ଥିତିରେ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସୋମବାରଠାରୁ ଅର୍ଥ ମନ୍ତ୍ରଣାଳୟରେ ‘କ୍ୱାରେଣ୍ଟାଇନ’ଲାଗୁ ହୋଇଯିବ। ଅର୍ଥାତ ଅର୍ଥ ମନ୍ତ୍ରଣାଳୟ ମଧ୍ୟକୁ ବାହ୍ୟ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?