Home Left

ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସ୍‌ର ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। ଏହି ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା…

ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ଦେବେ ରିପୋର୍ଟ

ଭୁବନେଶ୍ୱର,୪।୬(ବ୍ୟୁରୋ): ଏଣିକି ମନ୍ତ୍ରୀମାନେ ପ୍ରତି ମାସ ୭ ତାରିଖ ପୂର୍ବରୁ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ନେଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ଦେବେ। ଆଗାମୀ ଜୁଲାଇ ୭ ମଧ୍ୟରେ…

ଲିଙ୍ଗ ପରିବର୍ତ୍ତନ କରୁଛି ୫ ହଜାର ବର୍ଷ ତଳର ଗଛ

ସ୍କଟଲାଣ୍ଡର ପର୍ଥ ସହର ନିକଟରେ ଥିବା ଏକ ଚର୍ଚ୍ଚରେ ୫ହଜାର ବର୍ଷ ପୂର୍ବରୁ ଥିବା ଏକ ଗଛ ଏବେ ଲିଙ୍ଗ ପରିବର୍ତ୍ତନ କରୁଥିବା କୁହାଯାଉଛି। ଏଭଳି ପରିବର୍ତ୍ତନ ଦେଖି ଉଦ୍ଭିଦ ବିଜ୍ଞାନୀମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି। ‘ଫୋର୍ଟିଗାଲ ୟୁ’ ନାମକ ଏହି ଗଛଟି…

ବିଶ୍ୱର ସବୁଠାରୁ ୫ସୁନ୍ଦର ମସ୍‌ଜିଦ୍‌

ମୁସ୍‌ଲିମ୍‌ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍‌। ଏହି ପର୍ବ ପାଳନ କରିବା ପାଇଁ ସମସ୍ତେ ଉତ୍ସାହିତ ଅଛନ୍ତି। ଇଦ୍‌ ଦିନ ନୂଆ ନୂଆ ବସ୍ତ୍ର ପିନ୍ଧିବା ସହିତ ଲୋକମାନେ ମସ୍‌ଜିଦ୍‌ ଯାଇ ସମୂହ ପ୍ରାର୍ଥନା କରିଥାନ୍ତି। ନମାଜ ପଢ଼ି ସାରିବା ପରେ…

ଝିଅକୁ ସତ ଜଣାଇଲେ ସୁସ୍ମିତା

ମୁମ୍ବାଇ,୪।୬: ବିଶ୍ୱ ସୁନ୍ଦରୀ ସୁସ୍ମିତା ସେନ୍‌ଙ୍କ ସୁନ୍ଦରତା ଓ ଜିରୋ ଫିଗର ସମସ୍ତଙ୍କ ମନମୋହିଥାଏ। ଏବେ ତାଙ୍କର ବ୍ୟକ୍ତିଗତ ଜୀବନିକୁ ନେଇ ସେ ଏକ ବଡ଼ କଥା ଖୁଲାସା କରିଛନ୍ତି। ସୁସ୍ମିତା ସେନ୍‌ଙ୍କ ୨ ଝିଅ ରେନେ ଓ ଅଲିଷା। ସୁସ୍ମିତା…

ପୁଣି ସ୍କ୍ରିନ୍‌ ଶେୟାର୍‌ କରିବେ ରାଣୀ-ଅଭିଷେକ୍‌

ଦୀର୍ଘ ୧୨ ବର୍ଷ ପରେ ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଏବଂ ଅଭିନେତ୍ରୀ ରାଣୀ ମୁଖର୍ଜୀ ପୁଣି ଥରେ ଏକାଠି ସ୍କ୍ରିନ୍‌ ଶେୟାର୍‌ କରିବାକୁ ଯାଉଛନ୍ତି। ଙ୍କ ଅଭିନୀତ ଫିଲ୍ମ ‘ବଣ୍ଟି ବବଲୀ’ର ସିକ୍ୱେଲ ‘ବଣ୍ଟି ବବଲୀ ଏଗେନ’ରେ ଅଭିନୟ କରିବେ।…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ‘ଆୟୁଷ୍ମାନ୍‌ ଭାରତ’ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍‌ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ନେଇ ମଙ୍ଗଳବାର ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆୟୁଷ୍ମାନ୍‌ ଭାରତ ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଇନ୍ଦୁଭୂଷଣଙ୍କ ନେତୃତ୍ୱରେ…

ପାକିସ୍ତାନକୁ ବିଜୟର ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ସାନିଆ: ଲୋକେ କହିଲେ ୧୬କୁ କାହାକୁ କରିବ ସମର୍ଥନ

ନୂଆଦିଲ୍ଲୀ,୪।୬: ନିଜର ପ୍ରଥମ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍‌ଠାରୁ ହାରିବା ପରେ ପାକିସ୍ତାନ ନିଜର ଭୁଲ୍‌ ସୁଧାରିଛି। ସୋମବାର ଆଇସିସି ଓ୍ବାର୍ଲଡ କପ୍‌-୨୦୧୯ର ଦ୍ୱିତୀୟ ମ୍ୟାଚରେ ପାକିସ୍ତାନ ଦମ୍‌ଦାର ପ୍ରଦର୍ଶନ କରିଛି। ଫେଭରାଇଟ୍‌ ଦଳ ରୂପେ ଗଣାଯାଉଥିବା ଇଂଲଣ୍ଡକୁ ୧୪ ରନ୍‌ରେ ହରାଇଛି ପାକିସ୍ତାନ।…

ଇଦ୍‌ରେ ରିଲିଜ୍‌ ହୋଇଥିବା ସଲମାନଙ୍କ ଫିଲ୍ମ କରେ ଭଲ ବ୍ୟବସାୟ

ମୁମ୍ବାଇ: ପ୍ରାୟ ପ୍ରତିବର୍ଷ ବଲିଉଡରେ ଇଦ୍‌ ଖାଲିଥାଏ ସଲମାନଙ୍କ ପାଇଁ। କାରଣ ସେ ଇଦ୍‌ରେ ଭେଟି ଦିଅନ୍ତି ଜବରଦସ୍ତ ଏଣ୍ଟଟେନମେଣ୍ଟ। ଏଥର ମଧ୍ୟ ସଲମାନଙ୍କ ଅଭିନୀତ ଫିଲ୍ମ ‘ଭାରତ’ ଇଦ୍‌ରେ ରିଲିଜ୍‌ ହେବ। ୨୦୦୯ରେ ସଲମାନଙ୍କ ଅଭିନୀତ ଫିଲ୍ମ ‘ଓ୍ବାଣ୍ଟେଡ୍‌’ ଇଦ୍‌ରେ…

ଯେଉଁଠି କଦଳୀ ଗଛକୁ ବିବାହ କରନ୍ତି ଝିଅ

ବିଶ୍ୱରେ ଏମିତି ଅନେକ ଦେଶ ଅଛି, ଯେଉଁଠି ବିଭିନ୍ନ ପ୍ରକାରର ଅଦ୍ଭୁତ ପରମ୍ପରା ପ୍ରଚଳିତ। ଏଭଳି ଏକ ଅଦ୍ଭୁତ ପରମ୍ପରା ରହିଛି ଆସାମର ସୋଲମାରୀ ଗାଁରେ। ଏଠାରେ ଝିଅମାନଙ୍କ ବିବାହ କଦଳୀ ଗଛ ସହ ସମ୍ପନ୍ନ କରାଯାଇଥାଏ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି…

ଦୁଇ ହାତ ନାହିଁ, ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମଦନଲାଲ

କୁହାଯାଏ, ଦୃଢ଼ ମନୋବଳ ଥିଲେ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ବାଧାବିଘ୍ନ ରୋକିପାରିବ ନାହଁି। ଏହି ଉକ୍ତିକୁ ସତ୍ୟ ପ୍ରମାଣିତ କରିଛନ୍ତି, ଫତେହାବାଦର ମଦନଲାଲ। ଭାଗ୍ୟ ତାଙ୍କ ସହ ଏଭଳି ଖେଳ ଖେଳିଛି, ଯାହାକୁ ନେଇ ସେ ଭାଙ୍ଗିପଡ଼ିବା ପରିବର୍ତ୍ତେ ଦୃଢ଼ତାର ସହ…

ୟୁଟ୍ୟୁବରେ ଲାଇକ୍‌ ପାଇବା ପାଇଁ ଅସହାୟ ବ୍ୟକ୍ତିଙ୍କୁ ବିସ୍କୁଟରେ ଟୁଥ୍‌ପେଷ୍ଟ ମିଶାଇ ଖୁଆଇଲେ ୟୁଟ୍ୟୁବର୍ସ

ମାଦ୍ରିଦ୍‌,୪।୬: ଆଜିକାଲି ଯୁବପୀଢ଼ିଙ୍କ ଭିତରେ ସୋସିଆଲ ମିଡିଆକୁ ନେଇ କ୍ରେଜ ବଢ଼ିବାରେ ଲାଗିଛି। ଲାଇକ ଓ କମେଣ୍ଟ ପାଇବା ପାଇଁ ନିଜର ଜୀବନ ସହ ଅନ୍ୟର ଜୀବନକୁ ବାଜି ଲଗାଇବାକୁ ମଧ୍ୟ ପଛଉ ନାହାନ୍ତି। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?