ଶୌଚାଳୟରେ ମହାତ୍ମା ଗାନ୍ଧୀଙ୍କ ଫଟୋ ଓ ଅଶୋକ ଚକ୍ର ଚିହ୍ନଥିବା ଟାଇଲ୍ଦ୍: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଲକ୍ଷ୍ନୌ,୪।୬: ଉତ୍ତରପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ବୁଲନ୍ଦସହରରେ ଥିବା ଏକ ସରକାରୀ ଶୌଚାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଏବଂ ରାଷ୍ଟ୍ରୀୟ ଚିହ୍ନ ଅଶୋକ ଚକ୍ର ଚିତ୍ର ଥିବା ଟାଇଲ୍ସର ବ୍ୟବହାର କରାଯାଇଛି। ଏହାକୁ ନେଇ ଲୋକଙ୍କ…
ଉଜୁଡ଼ିଛି ଶିକ୍ଷା ଭିତ୍ତିଭୂମି: ବାଧାପ୍ରାପ୍ତ ହେବ ପାଠପଢ଼ା
ପୁରୀ ଅଫିସ,୪।୬: ବାତ୍ୟା ‘ଫନୀ’ ଯୋଗୁ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। ଏଥିରୁ ବର୍ତ୍ତିପାରିନି ସ୍କୁଲ, କଲେଜ। ଅଧିକାଂଶ ଶିକ୍ଷାନୁଷ୍ଠାନ କ୍ଷତିଗ୍ରସ୍ତ ହୋଇଛି। କାହାର ଆଜବେଷ୍ଟସ୍ ଛାତ ଉଡ଼ିଯାଇଛି ତ କାହାର କାନ୍ଥ, ପାଚେରି ଭୁଶୁଡ଼ି ପଡ଼ିିଛି। ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ…
ମୋବାଇଲ ଟର୍ଚ୍ଚ ଲାଇଟ୍ରେ ଖାତାଦେଖା ମିଛ: ସିଏଚ୍ଏସ୍ଇ ଅଧ୍ୟକ୍ଷ
ଭୁବନେଶ୍ୱର, ୪।୬(ବ୍ୟୁରୋ): ବାରିପଦାସ୍ଥିତ ଏମ୍ପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ମୋବାଇଲ ଫୋନ୍ ଟର୍ଚ୍ଚ ଲାଇଟ୍ରେ ଯୁକ୍ତ୨ ଖାତାଦେଖା ଘଟଣା ମିଛ। ସେହି ଘଟଣାକୁ ଯୋଜନାବଦ୍ଧ ଭାବେ ତିଆରି କରାଯାଇଥିଲା ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଅଧ୍ୟକ୍ଷ ଅମରେନ୍ଦ୍ର ପଟ୍ଟନାୟକ ସୋମବାର…
ଲୋକ ସଭା ବାଚସ୍ପତି ନିର୍ବାଚନ: ଚର୍ଚ୍ଚାରେ ଜୁଏଲ
ଭୁବନେଶ୍ୱର, ୪।୬(ବ୍ୟୁରୋ): ଭାଜପା ପରିଚାଳିତ ଏନ୍ଡିଏ ଲଗାତର ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଫେରିଛି। ଆସନ୍ତା ୧୭ ତାରିଖରେ ନୂଆ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ତା’ ପୂର୍ବରୁ ଆସନ୍ତା ୫ ବର୍ଷ ସକାଶେ ଲୋକ ସଭାର ବାଚସ୍ପତି…
ଆୟୁଷ୍ମାନ ଭାରତ ଯୋଜନା: ରାଜି କରାଇବାକୁ ଆସିବେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୪।୬(ବ୍ୟୁରୋ): ନିର୍ବାଚନ ସରିଯାଇଛି। ଆଉ ମତଭେଦ ନାହିଁ। ମିଳିମିଶି ରାଜ୍ୟ ତଥା ଦେଶର ବିକାଶ କରିବାକୁ କେନ୍ଦ୍ର ସରକାର ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଗତବର୍ଷଠାରୁ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଟଣାଓଟରା ଚାଲିଛି। ଭାଜପା…
ମୁଖ୍ୟମନ୍ତ୍ରୀ ବିଜେପୁର ଛାଡ଼ିବା ପରେ ଭାଜପାର ସମାଲୋଚନା
ଭୁବନେଶ୍ୱର, ୪।୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାବାସୀଙ୍କ ଅନୁରୋଧ ରକ୍ଷାକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ନିର୍ବାଚନରେ ବିଜେପୁର ଆସନରୁ ଲଢିଥିଲେ ା ସେ ସେହି ବିଧାନସଭା ନିର୍ବାଚନଣ୍ଡଳୀରୁ ଜିତିଲେ ା ଏଥିସହିତ ତାଙ୍କ ପାରମ୍ପରିକ ହିଞ୍ଜିଳି ଆସନରୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ନିର୍ବାଚନରେ…
ପାଟକୁରା ନିର୍ବାଚନ: ସପ୍ତାହକ ମଧ୍ୟରେ ହୋଇପାରେ ତାରିଖ ଘୋଷଣା
ଭୁବନେଶ୍ୱର, ୪।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ବିଧାନସଭା ଏବଂ ୨୧ ଲୋକ ସଭା ଆସନ ପାଇଁ ଭୋଟ ଶେଷ ହୋଇଛି। ପୂର୍ବତନ ବିଧାୟକ ତଥା ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ପରେ ପାଟକୁରା ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା।…
ଆସନ୍ତା ୮ରେ ମୋଦିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହେବାର…
ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କଲେ ବାଚସ୍ପତି
ଭୁବନେଶ୍ୱର,୪।୬(ବ୍ୟୁରୋ): ଓଡ଼ିଶା ଷୋଡ଼ଶ ବିଧାନସଭାର ନବନିର୍ବାଚିତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କୁ ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଚସ୍ପତି ପାତ୍ର ବିଧାନସଭା କାର୍ଯ୍ୟ ପରିଚାଳନାରେ ରାଜ୍ୟପାଳଙ୍କ ସହଯୋଗ ଓ ମାର୍ଗଦର୍ଶନ କାମନା କରିଥିଲେ। ରାଜ୍ୟପାଳ ପ୍ରଫେସର…
ସରକାରୀ ସୁବିଧାରୁ ବଞ୍ଚତ୍ତ ଭିନ୍ନକ୍ଷମ ପରିବାର ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୬ମାନସିକ ବିକାରଗ୍ରସ୍ତ
ବାଲୁଗଁା,୪ା୬(ଡି.ଏନ.ଏ.): ପରିବାର କହିଲେ ୪ ଝିଅ, ଗୋଟିଏ ପୁଅ ଓ ମା’। ବାଲୁଗଁା ଜାଗୁଳାଇ ସାହିରେ ରୁହନ୍ତି ଏହି ପରିବାର। ତେବେ ଚାରି ଝିଅ ଓ ମା’ ରମା ମାନସିକ ବିକାରଗ୍ରସ୍ତ ଥିବାବେଳେ ପୁଅ କିଶୋର ଭଲ ଥିଲେ । କାର୍ଯ୍ୟ…
ପୁଣି ଆସିବ ତିନି ତଲାକ୍ ବିଲ୍
ନୂଆଦିଲ୍ଲୀ,୪ା୬(ପି.ଟି.)-ତତ୍କାଳ ତିନି ତଲାକ୍ ପ୍ରଥାକୁ ନିଷିଦ୍ଧ କରିବା ଲାଗି ସରକାର ପାର୍ଲାମେଣ୍ଟରେ ପୁଣି ଥରେ ବିଲ୍ ଆଣିବେ। କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ସୋମବାର ଏହି ସୂଚନା ଦେଇଛନ୍ତି। ପୂର୍ବରୁ ଏହି ବିଲ୍ ନିମ୍ନ ସଦନରେ ଗୃହୀତ ହୋଇ ରାଜ୍ୟ…
କିନ୍ନର ପାଳିଲେ ସାବିତ୍ରୀ ବ୍ରତ
ବାଲୁଗଁା,୪ା୬(ଡି.ଏନ.ଏ.): ହିନ୍ଦୁ ଧର୍ମରେ ସ୍ବାମୀର ଆରୋଗ୍ୟ କାମନା କରି ମହିଳାମାନେ ସାବିତ୍ରୀ ବ୍ରତ ପାଳନ କରିବା ପରମ୍ପରା ରହିଛି । ତେବେ ବାଲୁଗାଁସ୍ଥିତ ତୃତୀୟ ଲିଙ୍ଗ ସାମାଜିକ ସଂଗଠନ ଚେତନା ପକ୍ଷରୁ ଏହି ବ୍ରତ ପାଳନ କରାଯିବା ଏଠାରେ ଚର୍ଚ୍ଚାର ବିଷୟ…

