Home Left

ଧାନ ବିକି ପ୍ରାପ୍ୟ ପାଉନାହାନ୍ତି ଚାଷୀ

ବନ୍ତ, ୩।୬ (ଡି.ଏନ.ଏ.) – ଚାଷୀମାନଙ୍କଠାରୁ ଉଚିତ୍‌ ମୂଲ୍ୟରେ ଧାନକ୍ରୟ କରିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ହେଲେ ଚଳିତ ଖରିଫ ଋତୁରେ ଶତାଧିକ ଚାଷୀ ଧାନ ବିକ୍ରୟ କରି ପ୍ରାପ୍ୟ ଅର୍ଥ ପାଇବାରୁ ବଞ୍ଚିତ ହୋଇଛନ୍ତି। ଫଳରେ…

ମାଙ୍କଡ଼ପଡ଼ା ଅଞ୍ଚଳରେ ହାତୀ ଉପଦ୍ରବ

କପ୍ତିପଦା,୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ର ମାଙ୍କଡ଼ପଡ଼ା ପଞ୍ଚାୟତରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ଏଥିନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ଦିନ ଅପେକ୍ଷା ରାତି ହେଲେ ହାତୀ ଚିନ୍ତା ବଢୁଛି। ଉକ୍ତ…

ବେଆଇନ ବାଲି ଚାଲାଣ ବନ୍ଦ ଦାବି

ଭୁବନ, ୩।୬(ଡି.ଏନ.ଏ.)-ଭୁବନ ରାଜସ୍ବ ବିଭାଗ ପକ୍ଷରୁ ନିଲାମ ଦିଆଯାଇଥିବା ବାଲି ଖାଦାନଗୁଡ଼ିକରୁ ବେଆଇନ ବାଲି ଚାଲାଣ ବଢ଼ିବାରେ ଲାଗିଛି। ସରକାରୀ ନୀତିନିୟମକୁ ବେଖାତିର କରି ହାଇଓ୍ବା, ଟ୍ରକ୍‌ରେ ମନଇଚ୍ଛା ବାଲି ଚାଲାଣ କରାଯାଉଛି। ବାଲିଘାଟରେ ମୂଲ୍ୟ ସମ୍ପର୍କିତ ଫଳକ ଲଗାଯାଇନାହିଁ କିମ୍ବା…

କାଳବୈଶାଖୀ: ଆଠମଲ୍ଲିକରେ ବ୍ୟାପକ କ୍ଷତି

ବଇଣ୍ଡା,୩।୬(ଡି.ଏନ.ଏ.)-କିଶୋରନଗର ବ୍ଲକରେ ରବିବାର ହୋଇଥିବା କାଳବୈଶାଖୀରେ ବଇଣ୍ଡା ଜନତା କଲେଜର ବ୍ୟାପକ କ୍ଷତି ହୋଇଛି। କଲେଜରେ ଥିବା ଅନେକ ଶ୍ରେଣୀ ଗୃହରୁ ଆଜବେଷ୍ଟସ ଉଡ଼ିଯାଇଛି। ସେହିପରି ଗଛ ଡାଳ ଭାଙ୍ଗି ବିଦ୍ୟୁତ୍‌ ବିଭ୍ରାଟ ସୃଷ୍ଟି ହୋଇଥିବାବେଳେ ଅନେକ ଷ୍ଟ୍ରିଟ୍‌ ଲାଇଟ ଭାଙ୍ଗିଯାଇଛି।

୪ହଜାର ବର୍ଷ ପୂର୍ବେ ତିଆରି ହୋଇଥିଲା ରୁଟି

ପ୍ରତିଦିନ ଖାଦ୍ୟରେ ସାମିଲ ଥିବା ରୁଟି କେବେ ପ୍ରସ୍ତୁତ କରାଯାଇଥିଲା ତାହା ହୁଏତ ଅନେକଙ୍କୁ ଜଣା ନ ଥିବ। ହେଲେ ନିକଟରେ ମିଳିଥିବା ଏକ ତଥ୍ୟରୁ ଜଣାପଡେ କି ୪ ହଜାର ବର୍ଷ ତଳେ ରୁଟି ପ୍ରସ୍ତୁତ କରାଯାଇଥିଲା। ଉତ୍ତର ପୂର୍ବ…

ଯେଉଁଠି ଧୂମପାନ ମାଧ୍ୟମରେ କରାଯାଏ ଚିକିତ୍ସା…

ଧୂମପାନ ଶରୀର ଲାଗି କ୍ଷତିକାରକ। ତେବେ ମଧ୍ୟପ୍ରଦେଶ ଉଜ୍ଜୟନୀରେ ଥିବା ଏକ ଆୟୁର୍ବେଦିକ୍‌ ହସ୍ପିଟାଲରେ ବିଭିନ୍ନ ରୋଗରେ ଚିକିତ୍ସାରେ ହୁକ୍କା ବ୍ୟବହୃତ ହୋଇଥାଏ । ଅଭିଜ୍ଞ ଡାକ୍ତରମାନେ ବିଭିନ୍ନ ଔଷଧୀୟ ଗୁଳ୍ମ ମିଶ୍ରିତ କରି ଏହି ହୁକ୍କା ତିଆରି କରିଥାନ୍ତି। ବିଭିନ୍ନ…

ନନ୍ଦା ଦେବୀରୁ ଠାବ ହେଲା ୫ ମୃତଦେହ

ଡେରାଡୁନ,୩।୬: ଉତ୍ତରାଖଣ୍ଡର ନନ୍ଦାଦେବୀ ପର୍ବତରେ ବରଫ ସ୍ଖଳନ ଯୋଗୁ ନିଖୋଜ ଥିବା ୮ ପର୍ବତ ଆରୋହୀଙ୍କ ମଧ୍ୟରୁ ସୋମବାର ୫ ଜଣଙ୍କ ମୃତଦେହ ଠାବ କରାଯାଇଛି। ବାୟୁସେନା ପକ୍ଷରୁ ହେଲିକପ୍ଟର ଦ୍ୱାରା ଚାଲିଥିବା ସର୍ଚ୍ଚ ଅପରେସନ ବେଳେ ଏହାକୁ ଠାବ କରାଯାଇଥିଲା।…

ବିଳମ୍ବରେ ଆସିବ ମୌସୁମୀ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଓଡ଼ିଶାକୁ ଏଥର ମୌସୁମୀ ବିଳମ୍ବରେ ଛୁଇଁପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୁର୍ବାନୁମାନ କରାଯାଉଛି। ସୂଚନା ଅନୁଯାୟୀ, ମୌସୁମୀ ଏବେ ଆଣ୍ଡାମାନକୁ ପ୍ରଭାବିତ କରି ଆଗକୁ ବଢ଼ୁଛି। ପୂର୍ବ ନିର୍ଦ୍ଧାରଣ ଅନୁସାରେ ୬ ସୁଦ୍ଧା କେରଳ…

ସୈଫିନାଙ୍କ ସହ ସମର ଭ୍ୟାକେସନରେ ତୈମୁର: ଭାଇରାଲ ହେଲା ହଲିଡେ ଫଟୋ

ମୁମ୍ବାଇ,୩।୬: କରୀନା କପୁର ଖାଁ ଓ ସୈଫ ଅଲ୍ଲୀ ଖାଁ ପୁଅ ତୈମୁରଙ୍କ ସହ ଏବେ ଭ୍ୟାକେସନରେ ଅଛନ୍ତି। ସୋସିଆଲ ମିଡିଆରେ କରୀନା, ସୈଫଙ୍କ ସହ ତୈମୁରଙ୍କ ବହୁ ଫଟୋ ଭାଇରାଲ ହୋଇଛି। ତେବେ ଏମାନେ କେଉଁଠି ଯାଇଛନ୍ତି ତା’ ଏବେ…

ମାଲେଗାଓଁ ବ୍ଲାଷ୍ଟ ମାମଲା: ସବୁ ସପ୍ତାହରେ ସାଧ୍ୱୀଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

ଭୋପାଳ,୩।୬: ମାଲେଗାଓଁ ବ୍ଲାଷ୍ଟ ମାମଲାରେ ଭାଜପା ଏମ୍‌ପି ସାଧ୍ୱୀ ପ୍ରଜ୍ଞାଙ୍କୁ ଏନଆଇଏ ପକ୍ଷରୁ କୌଣସି ଆଶ୍ୱସ୍ତି ମିଳିନାହିଁ। ତାଙ୍କୁ କୌଣସି ସୁବିଧା ନ ଦେବା ସହ ଶୁଣାଣି ସମୟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ସପ୍ତାହରେ ଅତି କମ୍‌ରେ ଗୋଟିଏ…

ଦକ୍ଷିଣ ଆଫ୍ରିକାକୁ ଝଟକା

ସାଉଥାମ୍ପଟନ,୩।୬(ପି.ଟି.)-ଚଳିତ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ଦଳର ଚିନ୍ତା ବଢ଼ିବାରେ ଲାଗିଛି। ପ୍ରଥମ ଦୁଇ ମ୍ୟାଚ୍‌ ପରାସ୍ତ ହୋଇଥିବା ଫାଫ୍‌ ଡୁପ୍ଲେସିଙ୍କ ଦଳ ୩ୟ ମ୍ୟାଚ୍‌ରେ ବୁଧବାର ଭାରତକୁ ଭେଟିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଦଳର ଯୁବ ପେସର ଲୁନ୍‌ଗି ଏନ୍‌ଗିଡି…

ବାୟୁସେନାର ଏଏନ୍‌-୩୨ ବିମାନ ନିଖୋଜ

ଜୋରହାଟ,୩।୬: ଭାରତୀୟ ବାୟୁସେନାର ଏଏନ୍‌-୩୨ ବିମାନ ଆସାମର ଜୋରହାଟରୁ ଅରୁଣାଚଳ ପ୍ରଦେଶ ଯିବା ପାଇଁ ଉଡାଣ ଭରିବା ପରେ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ମଧ୍ୟାହ୍ନ ୧୨ଟା ୨୫ରେ ଜୋରହାଟରୁ ଏହି ବିମାନ ଉଡାଣ ଆରମ୍ଭ କରିଥିଲା। ଶେଷ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?