Home Left

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ ପ୍ରେସ୍‌କ୍ରିପ୍‌ଶନ କରିବେ, ସେ ନେଇ ଚେଷ୍ଟା କରାଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା ଗ୍ୟାସ ସିଲିଣ୍ଡର ଯୋଗାଇ ଦିଆଯିବ। ଏହି ପଦକ୍ଷେପ ଅଧୀନରେ ବାର୍ଷିକ ୨.୫ ଲକ୍ଷ…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି ଖାଉଥିବା ଏକ ବୁଲା ହନୁ ମାଙ୍କଡ଼ ଅପରାହ୍ନ ପ୍ରାୟ ୩ଟା ସମୟରେ ଷ୍ଟେଟବ୍ୟାଙ୍କ…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟ ଟପିଛି । ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ ଗୌତମ ସାହୁ, ହାବିଲଦାର କିଶୋର ନାୟକ, କନଷ୍ଟେବଳ ବାବୁଲା ସାହୁ, ସତୀଶ କୁମାର…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ ଠେଲି ହୋଇଯାଇଛି। ମୋହନପଡ଼ା ପ୍ରାଥମିକ ବିଦ୍ୟାଳୟ ଏହାର ଏକ ଜ୍ୱଳନ୍ତ ଉଦାହରଣ। ୨୦୦୦…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ ୨୩୦ ନଟିକାଲ ମାଇଲ (୩୯୬ କି.ମି.) ଦୂରରେ ଏହି ଦୁର୍ଘଟଣା ଘଟିଛି। ଜାହାଜରେ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସମୟରେ, ଭାରତ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ମଧ୍ୟରେ, ପ୍ରଶାସନ ପରିସ୍ଥିତିକୁ ପରିଚାଳନା କରିବା ଏବଂ ଭିଡ଼କୁ ନିୟନ୍ତ୍ରଣ…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା ଅବରୋଧ ହେବା ସହ ଯାତାୟାତ ବ୍ୟାହତ ହେଉଛି। କେନ୍ଦୁଝରରୁ ଭଦ୍ରାସାହି ଦେଇ କୋଇଡା,…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ ରାସନ ଦୋକାନ, କୈଳାସ ସେଠୀଙ୍କ ପାନ ଦୋକାନ, ସୁଦାମ ଜେନାଙ୍କ ଚା ଦୋକାନ,ରବୀନ୍ଦ୍ର…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା ଓ ଗଞ୍ଜାମ ଥାନା ଅଞ୍ଚଳରେ ଏବେ କଙ୍ଗାରୁ କୋର୍ଟ ବସୁଛି। ପୋଲିସ ଅଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?