Home Left

ପ୍ରତିଭାଙ୍କୁ ମେକ୍ସିକୋର ସର୍ବୋଚ୍ଚ ସମ୍ମାନ

ପୁଣେ,୨ା୬(ଆଇଏଏନ୍‌ଏସ୍‌): ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଶନିବାର ମେକ୍ସିକୋର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଅର୍ଡନ୍‌ ମେକ୍ସିକାନା ଡେଲ୍‌ ଆଗୁଇଲା ଆଜ୍‌ଟେକା’ରେ ସମ୍ମାନିତ କରାଯାଇଛି। ବିଦେଶୀମାନଙ୍କୁ ମେକ୍ସିକୋ ସରକାର ଏହି ପୁରସ୍କାର ପ୍ରଦାନ କରିଥାନ୍ତି। ପୁଣେର ଏମ୍‌ସିସିଆଇଏ ଭବନରେ ଅନୁଷ୍ଠିତ ଏକ…

ଆଜି ପହଞ୍ଚିବ କଳ୍ପନାଙ୍କ ମରଶରୀର: କଳିଙ୍ଗ ଷ୍ଟାଡିୟମ୍‌ରେ ଏକ ଘଣ୍ଟା ରହିବ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚତ୍ବ। ଶୁକ୍ରବାର ସନ୍ଧ୍ୟାରେ ଆସିବାର ଥିଲା, ହେଲେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚତ୍ଥିଲା। ଫଳରେ ଦିଲ୍ଲୀ ବିମାନ ବନ୍ଦରରେ ଅପେକ୍ଷା କରିଥିବା ବିମାନଟି ଭୁବନେଶ୍ୱର…

ଉଦ୍ୟୋଗପତି ବି.ଏମ୍‌. ଖୈତାନଙ୍କ ପରଲୋକ

କୋଲକାତା,୨ା୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ସେ ଶନିବାର ନିଜ ବାସଭବନରେ ଶେଷନିଃଶ୍ୱାସ ତ୍ୟାଗ…

ଖବରଦାତାଙ୍କୁ ଦୁର୍ବ୍ୟବହାର ମାମଲା: ସୂଚନା ଓ ଲୋକସମ୍ପର୍କ ବିଭାଗର ତଦନ୍ତ

ଢେଙ୍କାନାଳ ଅଫିସ,୨।୬- ଢେଙ୍କାନାଳ ଜିଲାର ଖବରଦାତାଙ୍କୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ଆସିବା ପରେ ଏହାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଶନିବାର ଉତ୍ତରାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଏସ୍‌.ସି. ସୁପକାର…

ବହୁ ରୋଗରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଗାଈ କ୍ଷୀର ସହିତ ଡାଳଚିନି ଗୁଣ୍ଡ ମିଶାଇ ପିଇଲେ ବହୁରୋଗରୁ ମୁକ୍ତି ମିଳିଥାଏ। ଏହାଦ୍ୱାରା ଥଣ୍ଡା, କାଶ, ଆଦି ରୋଗ ଭଲ ହେବା ସହିତ କର୍କଟ ମଧ୍ୟ ଭଲ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଶରୀରର ପ୍ରତିଷେଧକ ବ୍ୟବସ୍ଥାକୁ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମେଧାବୀ ସମ୍ମାନ ସମାରୋହ : ଅନୁକରଣ ନ ହୋଇ ଦକ୍ଷତା ବିନିଯୋଗ କର

ଛତ୍ରପୁର,୨ା୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲା ପରିଷଦ ଭବନରେ ଗଞ୍ଜାମ ଜିଲାସ୍ତରୀୟ ଓଡିଶା ଆଦର୍ଶ ବିଦ୍ୟାଳୟ ମେଧାବୀ ସମ୍ମାନ ସମାରୋହ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ କହିଥିଲେ, ପ୍ରତ୍ୟେକ ମଣିଷର ସ୍ବତନ୍ତ୍ର ଦକ୍ଷତା ଅଛି। ଅନ୍ୟକୁ ଅନୁକରଣ କରି…

ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର : ୧୦ କୋଚିଂ ସେଣ୍ଟରରେ ଯାଞ୍ଚ

ବ୍ରହ୍ମପୁର ଅଫିସ,୨ା୬-ନିକଟରେ ଗୁଜରାଟର ସୁରଟରେ ଘଟିଥିବା ଏକ କୋଚିଂ ସେଣ୍ଟର ଅଗ୍ନିକାଣ୍ଡରେ ୨୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ମୃତ୍ୟୁସଂଖ୍ୟା ବଢି ଚାଲିଛି । ଏହି ଘଟଣା ପରେ ବ୍ରହ୍ମପୁର ଅଗ୍ନିଶମ ବିଭାଗ ତତ୍ପରତା ଦେଖାଇଛି । ପ୍ରାଥମିକ ପର୍ଯ୍ୟାୟରେ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା ଜଣାପଡିଛି। ସମୁଦାୟ ୪୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୪୦୩ ଜଣ ପାସ…

ଏପରି ଏକ ଦେଶ ଯେଉଁଠି ସ୍ନାତକ ଡିଗ୍ରୀ ପାଇଁ ଲଗାଇବାକୁ ପଡ଼େ ୧୦ ଗଛ

ଭୂପୃଷ୍ଠରେ ଦିନକୁ ଦିନ ଗଛ ସଂଖ୍ୟା କମିବାରେ ଲାଗିଛି। ମନୁଷ୍ୟକୃତ କାରଣ ସହ ପ୍ରାକୃତିକ ବିପର୍ଯ୍ୟାୟ ମଧ୍ୟ ଏହାର କାରଣ ସାଜିଛି। ଏଥିରୁ ମୁକ୍ତି ପାଇବା ପାଇଁ ଅନେକ ଉପାୟ ଅବଲମ୍ବନ କରାଯାଉଛି। ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ, ଏପରି…

ଶିଖାଇଲେ, ନିଜେ ଶିଖିଲେନି : ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ

ଭଦ୍ରକ ଅଫିସ, ୨।୬ – ପ୍ରତି ନିର୍ବାଚନରେ ପୋଷ୍ଟାଲ ଭୋଟକୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ। ଚଳିତ ସାଧାରଣ ନିର୍ବାଚନରେ ଭଦ୍ରକ ଜିଲାର ସଂସଦୀୟ କ୍ଷେତ୍ରରେ ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ ହୋଇଛି। ନିର୍ବାଚନ ପ୍ରକ୍ରିୟାରେ ସହଯୋଗ କରୁଥିବା ସରକାରୀ କର୍ମଚାରୀ…

ଜାଣନ୍ତୁ ଏପରି କିଛି ଟିପ୍ସ ଯାହା ଅସଲି, ନକଲି କେଶର ଚିହ୍ନିବାରେ କରିବ ସାହାଯ୍ୟ

କିଛି ଖାଦ୍ୟ ତଥା ପାନୀୟ ପ୍ରସ୍ତୁତି ସମୟରେ କେଶର ବ୍ୟବହାର କରାଯାଇଥାଏ। ଏହା ବ୍ୟକ୍ତିଙ୍କୁ ସୁସ୍ଥ ରଖିବା ସହିତ ସୁନ୍ଦର କରିଥାଏ। ଜମ୍ମୁକଶ୍ମୀରର ପୁଲ୍‌ଓ୍ବାମାଠାରେ ବହୁଳ ଭାବେ କେଶର ଉତ୍ପାଦନ ହୋଇଥାଏ। ଏହାକୁ ଲକ୍ଷ ଲକ୍ଷ ଟଙ୍କାରେ ବିକ୍ରି କରାଯାଇଥାଏ। ତେବ…

୩ ଭରଣ ଭେଣ୍ଡି ପଦର ନଷ୍ଟ ଅଭିଯୋଗ

ବୁଗୁଡ଼ା,୧ା୬(ଡି.ଏନ.ଏ.)- ବୁଗୁଡ଼ା ଥାନା କାଞ୍ଜିଆପଲ୍ଲୀରେ ପ୍ରାୟ ୩ ଭରଣ ଭେଣ୍ଡି ପଦରକୁ କୌଣସି ଦୁର୍ବୃତ୍ତ ନଷ୍ଟ କରିଥିବା ନେଇ ରଙ୍କନିଧି ଗୌଡ଼ ଶନିବାର ବୁଗୁଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ କୌଣସି ମାମଲା ରୁଜୁ ହୋଇନଥିବା ଜଣାପଡ଼ିଛି। କାଞ୍ଜିଆପଲ୍ଲୀର ରଙ୍କନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?