Home Left

ବଦଳିଗଲା ସଚ୍ଚିନଙ୍କ ଦାଢ଼ି କାଟିଥିବା ବାର୍ବଲ ଗର୍ଲଙ୍କ ଜୀବନ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବନଓ୍ବାରି ତୋଲା ଗାଁରେ ଥିବା ନେହା ଓ ଜ୍ୟୋତି ନାମକ ଦୁଇ ଭଉଣୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ। ଦିନେ ପିତାଙ୍କର ଅସୁସ୍ଥତା ପାଇଁ ଘରୁ ଗୋଡ କାଢିଥିବା ଏହି ଦୁଇ ଭଉଣୀ କିଛି ସାଧାରଣ…

ମୋଦି ସରକାରଙ୍କୁ ଧମକ ଦେଲେ ସାଧୁ: ରାମ ମନ୍ଦିର ନିର୍ମାଣ ନ ହେଲେ କରିବେ ଆତ୍ମହତ୍ୟା

ଅଯୋଧ୍ୟା,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ପାଇଁ ଦେଶର ଶାସନ ଡୋର ଧରିଛନ୍ତି। ଯଦି ଏହି ୫ବର୍ଷ ମଧ୍ୟରେ ଅଯୋଧ୍ୟାରେ ରାମ ମନ୍ଦିର ନ ହୁଏ ତେବେ ଆତ୍ମହତ୍ୟା କରିବାକୁ ଧମକ ଦେଇଛନ୍ତି ସାଧୁ ସ୍ବାମୀ ପରମହଂସ ଦାସ। ରାମନ୍ଦିର ନିର୍ମାଣ…

ଧାର୍ମିକ ସ୍ଥାନରେ ଆମିଷ ଖାଉଥିବା ସନ୍ଦେହରେ ୪ଶ୍ରମିକଙ୍କୁ ପିଟିଲେ ଯୁବକ

ବରେଲି,୧।୬: ଉତ୍ତରପ୍ରଦେଶ ବରେଲିର ବେହରି ଅଞ୍ଚଳରୁ ଶନିବାର ଏକ ଅଭାବନୀୟ ଚିତ୍ର ସାମ୍‌ନାକୁ ଆସିଛି। ଧାର୍ମିକ ସ୍ଥାନରେ ଆମିଷ ଭୋଜନ କରୁଥିବା ସନ୍ଦେହରେ ଅଜ୍ଞାତ ଯୁବକମାନେ ୪ଶ୍ରମିକଙ୍କୁ ଅତି ନିର୍ମମ ଭାବେ ମାଡ ମାରିଛନ୍ତି। ଯୁବକମାନେ ଶ୍ରମିକମାନଙ୍କୁ ବେଲ୍‌ଟରେ ମାଡ଼ ମାରିଥିବା…

ପୁଲ୍‌ଓ୍ବାମା ସହିଦଙ୍କୁ ମନେ ପକାଇ ଗୀତ ରେକର୍ଡିଂ କଲେ ଐଶ୍ୱର୍ଯ୍ୟା

ପୁଲଓ୍ବାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ବଲିଉଡ୍‌ ଷ୍ଟାରମାନେ ଏକ ଗୀତ ରେକର୍ଡିଂ କରିଛନ୍ତି। ଏହି ଗୀତର ନାଁ ‘ତୁ ଦେଶ୍‌ ମେରା’। ଅମିତାଭ ବଚ୍ଚନ, ଅମୀର ଖାନ୍‌, ରଣବୀର କପୁର ଏବଂ କାର୍ତ୍ତିକ ଆର୍ଯ୍ୟନ୍‌ଙ୍କ ପରି ଅନେକ ଅଭିନେତ୍ରୀ ଅଭିନେତା…

ପ୍ରଥମ ଦିନରେ ଭାଜପା ରୋଷେଇ ଘରେ କରିଛି ମହଙ୍ଗା ମାଡ଼: ରଣଦୀପ୍‌

ନୂଆଦିଲ୍ଲୀ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଦାୟିତ୍ୱ ନେବାର ପ୍ରଥମ ଦିନରେ ରୋଷେଇଘରେ ମହଙ୍ଗା ମାଡ଼ କରିଛି। ଏନେଇ ଶନିବାର କଂଗ୍ରେସ ପକ୍ଷରୁ ରଣଦୀପ୍‌ ସିଂ ସୁରେଜଓ୍ବାଲ ଅଭିଯୋଗ କରିଛନ୍ତି। ମୋଦି ସରକାର ବିନା ସବସିଡ୍‌ ସିଲିଣ୍ଡର ଦାମ୍‌ ୨୫ ଟଙ୍କା…

ଖରାଦିନେ ଦହି ଖାଇଲେ କ’ଣ ହୁଏ

ପ୍ରାୟ ସବୁ ଲୋକଙ୍କୁ ଦୁଗ୍ଧରେ ତିଆରି ଜିନିଷ ପସନ୍ଦ ହୋଇଥିବା ବେଳେ କେହି କେହି ଏହାକୁ ପସନ୍ଦ ମଧ୍ୟ କରି ନ ଥାନ୍ତି। ତେବେ ଖରାଦିନେ ଦହି ଖାଇବାକୁ ବହୁ ଲୋକ ପସନ୍ଦ କରିଥାନ୍ତି। କାରଣ ଏହା ଥଣ୍ଡା ହୋଇଥାଏ। ପ୍ରତିଦିନ…

୧୪ ବର୍ଷର ବାଳିକା ୮ ମାସର ଗର୍ଭବତୀ: ୬୦ ବର୍ଷର ବ୍ୟକ୍ତି କୋର୍ଟ ଚାଲାଣ

ଜୁନାଗଡ଼,୧।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଏକ ଅଭାବନୀୟ ଘଟଣା ସମ୍ମୁଖକୁ ଆସିଛି। ୧୪ ବର୍ଷର ବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ୬୦ ବର୍ଷର ବ୍ୟକ୍ତିଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ଡମ୍ବରୁ ମାଝି। ତେବେ ନାବାଳିକା ଜଣକ…

ତୈମୁରଙ୍କ ହାତରେ ଟାଟୁ

ମୁମ୍ବାଇ,୧।୬: ନିକଟରେ ଶାହରୁଖ ଖାଁ ନିଜ ସାନ ପୁଅ ଅବରାମଙ୍କ ବର୍ଥଡେ ସେଲିବ୍ରେଟ କରିଥିଲେ। ଏହି ବାର୍ଥଡେ ପାର୍ଟିରେ ସୈଫ ଅଲ୍ଲୀ ଖାଁ, କରୀନା କପୁର ଖାଁଙ୍କ ସହ ତୈମୁର ମଧ୍ୟ ପହଞ୍ଚିଥିଲେ। ପାର୍ଟିରେ ତୈମୁର ଖୁବ୍‌ ଏନଜୟ କରିବା ସହ…

ବୟଫ୍ରେଣ୍ଡ ସହ ହଲିଡେ ଏନଜୟ କରୁଛନ୍ତି ହିନା

ମୁମ୍ବାଇ,୧।୬: ଛୋଟ ପରଦାର ପପୁଲାର ଅଭିନେତ୍ରୀ ହିନା ଖାନ ଟ୍ରାଭେଲର ସଉକ ରଖୁଥିବା ବେଳେ ସ୍ବିଜରଲ୍ୟାଣ୍ଡ ପରେ ଏବେ ପ୍ୟାରିସରେ ହଲିଡେ ଏନଜୟ କରୁଛନ୍ତି। ନିଜ ବୟଫ୍ରେଣ୍ଡ ରକି ଜୈସଓ୍ବାଲଙ୍କ ସହ ସେ ପ୍ୟାରିସ୍‌ରେ ଛୁଟି ମନାଉଥିବା ଦେଖିବାକୁ ମିଳିଛି। ସୋସିଆଲ…

କେଜରିଓ୍ବାଲଙ୍କ ମାଷ୍ଟର ଷ୍ଟ୍ରୋକ୍‌: ଏଥର ମାଗଣାରେ ଯାତ୍ରା କରିବେ ମହିଳା

ନୂଆଦିଲ୍ଲୀ,୧।୬: ବିଜୁଳି ଅଧା ଦାମ୍‌ରେ ଓ ପାଣି ମାଗଣାରେ ଉପଲବ୍ଧ କରିବାକୁ ଘୋଷଣା କରିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏଥିରେ ସଫଳ ହେବା ପରେ ଏବେ ଆଉ ଏକ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନା ଲାଗୁ…

ହସ୍ପିଟାଲରେ ରୋଗୀଛାଡ଼ି ଫେରୁଥିବା ବେଳେ ଆମ୍ବୁଲାନ୍ସକୁ ଧକ୍କା ଦେଲା ଟ୍ରକ: ଡ୍ରାଇଭର ମୃତ

ବଲାଙ୍ଗୀର ଅଫିସ, ୧।୬: ବଲାଙ୍ଗୀର ଜିଲା ରତନପୁର ନିକଟରେ ଶନିବାର ଟ୍ରକ୍‌ ଧକ୍କାରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ ବେହେରାପାଟି ଗ୍ରାମର ଧନପତି ବଗର୍ତ୍ତି(୪୦)। ବଗର୍ତ୍ତି ୧୦୮ ଆମ୍ବୁଲାନ୍ସ ଯୋଗେ…

ବଧୂହତ୍ୟା ଘଟଣା: ସ୍ବାମୀ, ଶାଶୁ, ନଣନ୍ଦଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା ଅଫିସ, ୧।୬: ଖୋର୍ଦ୍ଧାର ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ଜଙ୍କିଆ ମାନପୁର ଗାଁର ବିଳାସିନୀ ରାଉତରାୟ ହତ୍ୟାକାଣ୍ଡ ଘଟଣାର ରାୟ ଶନିବାର ପ୍ରକାଶ ପାଇଛି। ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ଧନୁର୍ଦ୍ଧର ସେନାପତି ଏହି ଘଟଣାର ବିଚାରକରି ବିଳାସିନୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?