ଯେଉଁଠି ମୃତ ବ୍ୟକ୍ତିଙ୍କ ସହ କରାଯାଏ ଝିଅଙ୍କ ବିବାହ
ଭାରତ ଏକ ବିଶାଳ ଦେଶ। ଏଠାରେ ଭିନ୍ନ ଭିନ୍ନ ସମ୍ପ୍ରଦାୟର ଲୋକ ବସବାସ କରିଥାନ୍ତି। ପ୍ରତ୍ୟେକ ସମ୍ପ୍ରଦାୟର ଲୋକ ନିଜ ସଂସ୍କୃତି ଏବଂ ପରମ୍ପରା ଅନୁସାରେ କାର୍ଯ୍ୟ କରିଥାନ୍ତି। ମାତ୍ର ଭାରତର କେତୋଟି ସ୍ଥାନରେ ଅଜବ ପରମ୍ପରା ପାଳନ କରାଯାଇଥାଏ ଯାହା…
ନୂଆ ହେୟାରଷ୍ଟାଇଲ୍ ଯୋଗୁ ଟ୍ରୋଲ୍ ହେଲେ ରିତେଶ
ମୁମ୍ବାଇ: ସ୍ତ୍ରୀ ଜେନେଲିଆଙ୍କୁ ଖୁସି କରିବାକୁ ଯାଇ ଟ୍ରୋଲ ହୋଇଛନ୍ତି ବଲିଉଡ୍ ଅଭିନେତା ରିତେଶ ଦେଶମୁଖ। ସେ ବି ନିଜ ହେୟାରଷ୍ଟାଇଲ୍(କେଶ ବିନ୍ୟାସ) ଲାଗି। ନିକଟରେ ରିତେଶ ରେଡ୍ ସ୍କାଇରଲ୍ ଟେଲ୍ ଲୁକ୍ କରି ଜେନେଲିଆକୁ ସର୍ପ୍ରାଇଜ୍ କରିବାକୁ ଚେଷ୍ଟା କରିଥିଲେ।…
ବଧିରଙ୍କୁ କର୍ମନିଯୁକ୍ତି ଦେବା ଲାଗି ରେଷ୍ଟୁରାଣ୍ଟ ମାଲିକଙ୍କ ଅଭିନବ ପ୍ରୟାସ: କଥା କହି ନୁହେଁ ଗ୍ରାହକ ଦିଅନ୍ତି ଠାରରେ ଅର୍ଡର
ବିଶ୍ୱରେ ବିଭିନ୍ନ ପ୍ରକାର ରେଷ୍ଟୁରାଣ୍ଟ ରହିଛି। ଗ୍ରାହକଙ୍କୁ ଆକୃଷ୍ଟ କରିବା ଲାଗି ହୋଟେଲମାଲିକମାନେ ବିଶେଷକରି ଏହାର ନିର୍ମାଣଶୈଳୀ ଉପରେ ଗୁରୁତ୍ୱ ଦେଇଥାନ୍ତି। କିଛି ରେଷ୍ଟୁରାଣ୍ଟ ଜେଲ ପରି ତିଆରି ହୋଇଥାଏ ତ କେଉଁଠି ଗଛ ଉପରେ ନିର୍ମିତ ହୋଇଥାଏ। ପାଣିରେ ମଧ୍ୟ…
ଅଧିକ ପେଷ୍ଟର ବ୍ୟବହାର ଦାନ୍ତ ପାଇଁ ହୋଇପାରେ କ୍ଷତିକାରକ: ଜାଣନ୍ତୁ କେତେ ରହିବ ପେଷ୍ଟର ମାତ୍ରା
ଟୁଥ୍ପେଷ୍ଟର ବ୍ୟବହାର ଦାନ୍ତ ଓ ପାଟିକୁ ସୁସ୍ଥ ରଖିବା ସହିତ ମୁଖ ଦୁୁର୍ଗନ୍ଧରୁ ମୁକ୍ତି ଦେଇଥାଏ। ବ୍ରଶ୍ କରିବା ସମୟରେ ଯେତେ ଅଧିକ ଟୁଥ୍ପେଷ୍ଟର ବ୍ୟବହାର କରାଯିବ ସେତେ ଅଧିକ ଦାନ୍ତ ସଫା ହେବ ବୋଲି ଅନେକେ ଭାବନ୍ତି। ମାତ୍ର ଏହା…
ଚିନ୍ତା କମ୍ କରିବା ପାଇଁ ଆପଣାନ୍ତୁ କେତୋଟି ସହଜ ଉପାୟ
ଆଜିକାଲିର ବ୍ୟସ୍ତ ଜୀବନଶୈଳୀକୁ ନେଇ ଅଧିକାଂଶ ଲୋକ ଚିନ୍ତାରେ ରହିଥାନ୍ତି। ଚିନ୍ତା ଯୋଗୁ ଅନେକ ରୋଗ ହେବା ସମ୍ଭାବନା ମଧ୍ୟ ରହିଥାଏ। ବ୍ୟସ୍ତ ଜୀବନଶୈଳୀ ଯୋଗୁ ଚିନ୍ତାରୁ ଦୂରେଇ ରହିବା କଷ୍ଟକର। ମାତ୍ର ସହଜ ଉପାୟରେ ଏଥିରୁ ଆମେ ଦୂରେଇ ରହିପାରିବା।…
ନକଲି ଆଇପିଏସ୍ ଅଫିସର ହୋଇ ଲୋକଙ୍କୁ ଲୁଟୁଥିବା ଦ୍ୱାଦଶ ଫେଲ୍ ଯୁବକ ଗିରଫ
ଜୟପୁର,୧।୬: ଜଣେ ନକଲି ଆଇପିଏସ୍ ଅଫିସରଙ୍କୁ ଏସଓଜି ଗିରଫ କରିଛି। ନକଲି ଆଇପିଏସ୍ ହୋଇ ଲୋକଙ୍କ ଲୁଟୁଥିବା ଅଭୟ ମୀଣା ଦ୍ୱାଦଶ ଫେଲ ହୋଇଥିଲେ ମଧ୍ୟ ଦିଲ୍ଲୀ ଆଇଆଇଟିରୁ ବିଟେକ୍ ପାଶ୍ କରିଥିବା ଦର୍ଶାଇଥିଲେ। ସବାଇମାଧୋପୁରର ପିଲୋନ୍ଦା ଗାଁରେ ବାସ କରୁଥିବା…
ମୁଖ୍ୟମନ୍ତ୍ରୀ ଆସନ ଛାଡିବାର ୮ ବର୍ଷ ପରେ ମୋଦି ସରକାରରେ ମିଳିଲା ମନ୍ତ୍ରୀପଦ
ନୂଆଦିଲ୍ଲୀ,୧।୬: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହରିଦ୍ୱାରଲୋକ ସଭା ଆସନର ଏମ୍ପି ଡା. ରମେଶ ପୋଖରିୟାଲ ନିଶଙ୍କ ଶେଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ବର୍ତ୍ତମାନର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବିଶ୍ୱାସ ଭାଜନ ହୋଇପାରିଛନ୍ତି। କାରଣ…
‘ପାକିସ୍ତାନ ବିପକ୍ଷରେ ଅପରାଜେୟ ଧାରା ବଜାୟ ରଖିବ ଭାରତ’
ଲଣ୍ଡନ,୧।୬- ଚଳିତ ମାସ ୧୬ ତାରିଖରେ ମାଞ୍ଚେଷ୍ଟରଠାରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍ ଲିଗ୍ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍କୁ କେଉଁ ଦଳ ଜିତିବା ନେଇ ବହୁ ଆଲୋଚନା ଜାରି ରହିଛି। କିନ୍ତୁ ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ…
ଜୁନ୍ ୬ରୁ ଯୁକ୍ତ ୨ ନାମ ଲେଖା ଆବେଦନ: ଜୁଲାଇ ୨୪ରୁ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର, ୧।୬(ବ୍ୟୁରୋ): ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ ୨) ସମେତ ସେଲ୍ଫ ଫାଇନାନ୍ସ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍ ୬ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।…
୯୦ ବର୍ଷରେ ଡେକାନ୍ କୁଇନ୍
ପୁଣେ,୧।୬: ମହାରାଷ୍ଟ୍ରର ପୁଣେଠାରୁ ମୁମ୍ବାଇ ଯାଉଥିବା ଡେକାନ୍ କୁଇନ୍ ରେଳଗାଡ଼ିକୁ ଶନିବାର ୯୦ ବର୍ଷ ରେ ପାଦଦେଇଛି। ୧୯୩୦ ଜୁନ୍ ୧ରେ ଏହା ଯାତ୍ରା ଆରମ୍ଭ କରିଥିଲା। ୮୯ ବର୍ଷର ଐତିହାସକ ଯାତ୍ରା ସମ୍ପନ୍ନ କରି ଏବେ ଏହା ୯୦ ବର୍ଷ…
ୟେଦୁରପ୍ପାଙ୍କୁ ମୋଦି-ଶାହଙ୍କ ନିର୍ଦ୍ଦେଶ: ରାଜ୍ୟ ସରକାରରେ ଅସ୍ଥିରତା ସୃଷ୍ଟି ନ କରନ୍ତୁ
ବେଙ୍ଗାଲୁର,୧।୬: ମଳିନ ପଡିଯାଇଛି କର୍ନାଟକ ଭାଜପା ଅଧ୍ୟକ୍ଷ ବିଏସ୍ ୟେଦୁରପ୍ପାଙ୍କ ଆଶା। ତାଙ୍କୁ ଲାଗିଛି ଏକ ଶକ୍ତ ଧକ୍କା। କାରଣ ଶୁକ୍ରବାର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୟେଦୁରପ୍ପାଙ୍କୁ କହିଛନ୍ତି ରାଜ୍ୟରେ…
ଟ୍ରେନରେ ନେତାଙ୍କ ମିମିକ୍ରି କରି ଗିରଫ ହେଲେ ଯୁବକ
ସୁରଟ,୧।୬: ଗୁଜରାଟର ସୁରଟରୁ ଅବିନାଶ ଦୁବେ ନାମକ ଜଣେ ଯୁବକଙ୍କୁ ରେଲଓ୍ବେ ପୋଲିସ ଗିରଫ କରିଛି। ଅବିନାଶ ଉପରେ ଟ୍ରେନରେ ଅବୈଧ ଢ଼ଙ୍ଗରେ ପଶିବା, ଜୋରରେ ଶବ୍ଦ କରିବା ଓ ଅଭଦ୍ର ଭାଷାର ପ୍ରୟୋଗ କରିବା ସହ ଅନ୍ୟାନ୍ୟ ମାମଲାରେ ଆରପିଏଫ୍…

