Home Left

ଝୁଣ୍ଟିଛି ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନା: ଆବଣ୍ଟନଗ୍ରାହୀଙ୍କୁ ମିଳୁନି ଘର

ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ମହିଷାପାଟ ନିକଟରେ ରାଜ୍ୟ ହାଉସିଂ ବୋର୍ଡ ପକ୍ଷରୁ ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନାରେ ଘର ନିର୍ମାଣ କରାଯାଉଛି। ହେଲେ ପ୍ରଥମ ପର୍ଯ୍ୟାୟ ଆବଣ୍ଟନଗ୍ରାହୀଙ୍କୁ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ଘର ହସ୍ତାନ୍ତର କରାଯାଇ…

ଆଇସିସି କ୍ରିକେଟ ବିଶ୍ୱକପ୍‌: ଓ୍ବେଷ୍ଟଇଣ୍ଡିଜର ବିଜୟ ଅଭିଯାନ

ନଟିଂହାମ,୧।୬(ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ଜାସନ ହୋଲ୍ଡରଙ୍କ ନେତୃତ୍ୱାଧୀନ ଓ୍ବେଷ୍ଟଇଣ୍ଡିଜ୍‌ ୨୧୮ଟି ବଲ ବାକିଥାଇ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରି ପୂରା ଢଙ୍ଗରେ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ଟ୍ରେଣ୍ଟବ୍ରିଜ୍‌ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ଟୁର୍ନାମେଣ୍ଟର ଦ୍ୱିତୀୟ…

ଶରନ-ଡିମୋଲିନରଙ୍କମ ବିଦାୟ

ପ୍ୟାରିସ, ୩୧ା୫ (ପି.ଟି.)- ଭାରତର ଡିଭିଜ ଶରନ ଏବଂ ତାଙ୍କ ବ୍ରାଜିଲିଆନ ପାର୍ଟନର ମାର୍ସିଲୋ ଡେମୋଲିନର ଚଳିତ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଶୁକ୍ରବାର ୮ମ ସିଡ୍‌ ହେନ୍‌ରୀ କୋଣ୍ଟିନେନ୍‌ ଏବଂ ଜନ୍‌ ପିଅର୍ସ…

ପ୍ଲିସ୍‌କୋଭାଙ୍କୁ ହରାଇଲେ ମାର୍ଟିକ

ପ୍ୟାରିସ୍‌, ୩୧।୫ (ଏଏଫ୍‌ପି)- ଦ୍ୱିତୀୟ ସିଡ୍‌ ଚେକ୍‌ ରିପବ୍ଲିକ୍‌ର କାରୋଲିନା ପ୍ଲିସ୍‌କୋଭା ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ୍‌ ଟେନିସ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଏକ ମହିଳା ସିଙ୍ଗଲ୍ସ ତୃତୀୟ ରାଉଣ୍ଡ ମ୍ୟାଚରେ ୩୧ତମ ସିଡ୍‌ କ୍ରୋଏସିଆର ପେଟ୍ରା ମାର୍ଟିକ ତାଙ୍କୁ…

ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ: ପର୍ଯ୍ୟଟକ ଉପଭୋଗ କରିପାରିବେ ପ୍ରାକୃତିକ ଦୃଶ୍ୟ

ପୁରୀ ଅଫିସ, ୩୧।୫: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜ୍ଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ ବାତ୍ୟାରେ ଉଜୁଡ଼ିଯାଇଛି ଏହାର ସବୁଜିମା। ଏହା ପରିସରରେ ଥିବା କଟେଜ୍‌ରୁ ଆଜ୍‌ବେଷ୍ଟସ ଉଡି…

ବାତ୍ୟା ମାଡ଼ରେ ନଇଁ ପଡିଥିଲା : ସଳଖ କରାଗଲାଣି ୨୦୦୦ ଗଛ

ପୁରୀ ଅଫିସ,୩୧।୫: ବାତ୍ୟା ଫନୀ ପ୍ରଭାବରେ ଉଜୁଡ଼ିଯାଇଛି ବାଲୁଖଣ୍ଡ ଅଭୟାରଣ୍ୟ। ଲକ୍ଷାଧିକ ଗଛ ଭାଙ୍ଗି ଯାଇଥିବା ବେଳେ ବହୁ ଗଛ ଉପୁଡ଼ି ପଡିଛି। ସେହିପରି ପୁରୀ ସହର ମଧ୍ୟରେ ବ୍ୟାପକ ସଂଖ୍ୟାରେ ଗଛ ମଧ୍ୟ ଉପୁଡ଼ି ଯାଇଛି। ରାସ୍ତା ଉପରେ ପଡି…

ହିଞ୍ଜିଳି ଥାନା ଅଞ୍ଚଳରୁ ଘନ ଘନ ଚୋରି

ହିଞ୍ଜିଳିକାଟୁ,୩୧।୫(ଡି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରୁ ଗତ ୨ଦିନରେ ଏକାଧିକ ଚୋରି ଅଭିଯୋଗ ହୋଇଛି। ଗୁରୁବାର ରାତିରେ ରାମଚନ୍ଦ୍ରପୁର ଗ୍ରାମର ହେମନ୍ତ ସେଠିଙ୍କ ପରିବାର ଲୋକେ ଘରେ ଶୋଇଥିବାବେଳେ ଲୁଟେରାମାନେ ଘରେ ପଶି ଆଲମିରା ଭାଙ୍ଗି ୬ ତୋଳା…

ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ବଇଣ୍ଡା,୩୧।୫(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗୁରୁବାର ବିଧାନସଭାରେ ନୂତନ ଭାବେ ଶପଥ ନେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଆସି କାର୍ଯ୍ୟ ଆରମ୍ଭ କରିଛନ୍ତି। ଅପରାହ୍ନରେ କିଶୋରନଗର ବ୍ଲକ ବଇଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ କର୍ମୀମାନଙ୍କୁ ନେଇ ଏକ…

ଫନୀ ବିପନ୍ନଙ୍କୁ ସହାୟତା: ଭୁବନ ଶିକ୍ଷକ ସଂଘ ଦେଲା ୮୨,୨୦୦

ଭୁବନ, ୩୧।୫(ଡି.ଏନ.ଏ.)-ଭୁବନ ଶିକ୍ଷକ ସଂଘ ପକ୍ଷରୁ ଫନୀ ବାତ୍ୟା ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଆପତ୍‌କାଳୀନ ପାଣ୍ଠିଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ଆଗାମୀ ଶିକ୍ଷାବର୍ଷରେ କାର୍ଯ୍ୟକାରୀ…

ସଚେତନତାରେ ଆସିବ ପରିବର୍ତ୍ତନ

ସୋନପୁର,୩୧।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ତମାଖୁ ମୁକ୍ତ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲାପାଳ ମଧୁସୂଦନ ମିଶ୍ର ସଚେତନତା ଦ୍ୱାରା ହିଁ ସକାରାତ୍ମକ ପରିବର୍ତ୍ତନ ଆସିବ…

କ୍ୟାବିନେଟ ବୈଠକ: ପ୍ରଧାନମନ୍ତ୍ରୀ ଛାତ୍ରବୃତ୍ତି ଯୋଜନାରେ କରାଗଲା ବଡ ଧରଣର ପରିବର୍ତ୍ତନ

ନୂଆଦିଲ୍ଲୀ,୩୧।୫ : ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଛି। ଏଥିରେ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ବିଭିନ୍ନ ବିଭାଗର ଦାୟିତ୍ୱରେ ଥିବା ମନ୍ତ୍ରୀମାନେ ଯୋଗ ଦେଇଛନ୍ତି। ଏହି…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ କାହିଁକି ଯୋଗଦେଲେନି ଅକ୍ଷୟ

ମୁମ୍ବାଇ: ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ଦେଶ ବିଦେଶର ବହୁ ନାମୀଦାମୀ ବ୍ୟକ୍ତିତ୍ୱ ପହଞ୍ଚିଥିବା ବେଳେ ବଲିଉଡ୍‌ ଦୁନିଆର କେତେଜଣ ବଛାବଛା କଳାକାର ମଧ୍ୟ ପହଞ୍ଚିଥିଲେ। ହେଲେ ଅତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?