Home Left

ସେଟ୍‌ରେ କାନ୍ଦିଲେ ଦୀପିକା ମଝିରେ ବନ୍ଦ କରିବାକୁ ପଡ଼ିଲା ଶୁଟିଂ

ମୁମ୍ବାଇ,୩୦।୫: ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ନିଜର ଅପ୍‌ କମିଂ ଫିଲ୍ମ ଛପାକରେ ବ୍ୟସ୍ତ ଅଛନ୍ତି। ସିମ୍ବା ଷ୍ଟାର ରଣବୀର ସିଂହଙ୍କ ସହ ବିବାହ ପରେ ଦୀପିକାଙ୍କ ଏହା ପ୍ରଥମ ଫିଲ୍ମ। ଦୀପିକା ଏହି ଫିଲ୍ମରେ ଜଣେ ଏସିଡ୍‌ ପୀଡ଼ିତା…

ବିଗ୍‌ ବସ୍‌-୧୩ରେ ନଜର ଆସିବେ ଇନ୍ସପେକ୍ଟର ଦୟା

ମୁମ୍ବାଇ,୩୦।୫: ବିଗ୍‌ ବସ୍‌ ସିଜିନ୍‌ ୧୩ ପାଇଁ କଣ୍ଟେଷ୍ଟେଣ୍ଟଙ୍କ ତାଲିକା ଧିରେ ଧିରେ ସାମ୍‌ନାକୁ ଆସିଛି। ଏହି ତାଲିକାରେ ଦେବଲିନା ଭଟାଚାର୍ଯ୍ୟ, ଅଙ୍କିତା ଲୋଖାଣ୍ଡେ, କରନ ପଟେଲ, ବିବେକ ଦହିଆଙ୍କ ସମେତ ବଲିଉଡ୍‌ର ଅଭିନେତ୍ରୀ ଜରିନ ଖାନ ମଧ୍ୟ ଏହି ଶୋ’ରେ…

ଆରମ୍ଭ ହେଲା ବିଶ୍ୱକପ୍‌: ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲିଂ ନିଷ୍ପତ୍ତି

ଲଣ୍ଡନ, ୩୦।୫- ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ସ୍ଥାନୀୟ କେନିଙ୍ଗଟନ୍‌ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ମୁକାବିଲାରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁ ପ୍ଲେସି ଟସ୍‌ ଜିତି ପ୍ରଥମେ ଘରୋଇ ଇଂଲଣ୍ଡକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି।…

ଭୟାବହ ଅଗ୍ନିକାଣ୍ଡ : ୬୦ ବଖରା ପୋଡ଼ି ପାଉଁଶ

ମହାକାଳପଡ଼ା,୩୦ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଥାଉକି, ଗ୍ରାମର ଅଜୟ ପ୍ରଧାନଙ୍କ ପାଳଗଦାରେ କୌଣସି କାରଣରୁ ପ୍ରଥମେ…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅମରିନ୍ଦର ସିଂ

ଚଣ୍ଡିଗଡ଼,୩୦।୫: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ମିଡିଆ ପରାମର୍ଶଦାତା ରବିନ ଥୁକରାଲ ଗୁରୁବାର ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ମୋଦି…

୨୫ ବର୍ଷ ତଳେ ମୋଦିଙ୍କ ସହ ଯାଇଥିଲେ ଆମେରିକା ଏବେ ହେବେ କ୍ୟାବିନେଟ୍‌ ମନ୍ତ୍ରୀ

ନୂଆଦିଲ୍ଲୀ,୩୦।୫: ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ତେଲେଙ୍ଗାନାର ସିକନ୍ଦରାବାଦ ଲୋକ ସଭା ଆସନ ଏମ୍‌ପି ଜି.କିଶନ୍‌ ରେଡ୍ଡୀ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତାଙ୍କ ପାଖକୁ ଫୋନ୍‌ କଲ୍‌ ଯାଇଛି। ୨୫ ବର୍ଷ ତଳେ କିଶନ ମୋଦିଙ୍କ ସହିତ ଆମେରିକା ଯାଇଥିଲେ। ଏବେ ସେ…

ଶପଥ ଗ୍ରହଣ ପୂର୍ବରୁ ମୋଦିଙ୍କୁ ସମାଲୋଚନା କଲା ପାକିସ୍ତାନ ଗଣମାଧ୍ୟମ

ଇସଲାମାବାଦ,୩୦।୫: ଗୋଟିଏ ପଟେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ଥିବା ବେଳେ ଅନ୍ୟପଟେ ଏହାକୁ ନେଇ ପାକିସ୍ତାନରେ ଚାଲିଛି ଆଲୋଚନା ସମାଲୋଚନା। ପାକିସ୍ତାନର ଜଣାଶୁଣା ଖବର କାଗଜ ଡନ୍‌ ଗୁରୁବାର ଲେଖିଛି କି ମୋଦି…

ଗଙ୍ଗା ନଦୀର ପାଣି ପିଇବା ଓ ଗାଧୋଇବା ପାଇଁ ଅନୁପଯୁକ୍ତ: ସିପିସିବି

ନୂଆଦିଲ୍ଲୀ, ୩୦।୫: ଗଙ୍ଗା ନଦୀର ପାଣି ପାନୀୟ ଜଳ ପାଇଁ ଉପଯୁକ୍ତ ନୁହେଁ ବୋଲି କହିଛି କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)। ଏଥିସହ ଗଙ୍ଗା ନଦୀ ପାଣି ଯେଉଁ ଯେଉଁ ସ୍ଥାନକୁ ପ୍ରବାହିତ ହେଉଛି କେବଳ ୭ଟି ସ୍ଥାନକୁ ବିଶୁଦ୍ଧିକରଣ କରାଯିବା…

ମୋଦି ସରକାରରେ ମନ୍ତ୍ରୀ ହେବାର ଥିଲେ ଟେଲିଫୋନ୍‌ ଚାର୍ଜ ରଖିବା ଜରୁରୀ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ହେଲେ ମୋଦିଙ୍କ ସରକାରରେ କିଏ ହେବେ ମନ୍ତ୍ରୀ ତାକୁ ନେଇ ଏବେ ଚାଲିଛି…

ଧର୍ମେନ୍ଦ୍ରଙ୍କ ମୁଣ୍ଡରେ ପୁଣି ସୁନା କଳସ: ପିଏମ୍‌ଓରୁ ଆସିଲା ଫୋନ୍‌ କଲ୍‌

ନୂଆଦିଲ୍ଲୀ,୩୦।୫: ଧର୍ମେନ୍ଦ୍ର ପ୍ରଧାନଙ୍କ ମୁଣ୍ଡରେ ପୁଣି ସୁନା କଳସ ଢ଼ଳା ହୋଇଛି। ସେ ପୁଣିଥରେ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ)ରୁ ତାଙ୍କ ପାଖକୁ ଶପଥ ଗ୍ରହଣ କରିବା ପାଇଁ ଫୋନ୍‌ କଲା ଆସିଛି। ଏନେଇ ଧର୍ମେନ୍ଦ୍ରଙ୍କ ସମର୍ଥକଙ୍କ ମଧ୍ୟରେ…

ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଭବାନୀପାଟଣା,୩୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ଭରତ ବିଶ୍ୱାଳ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର…

ମୋଦିଙ୍କ ପାଇଁ ୬ ଶହ ଫୁଟର ଗ୍ରୀଟିଙ୍ଗସ୍‌ କାର୍ଡ ତିଆରି କଲେ ଛାତ୍ରୀଛାତ୍ର

ଫିରୋଜାବାଦ,୩୦।୫: ନରେନ୍ଦ୍ର ମୋଦି ପୁଣି ଥରେ ଦେଶର ପ୍ରଧାନମନ୍ତ୍ରୀ ହେଉଥିବାରୁ ମଧ୍ୟପ୍ରଦେଶ ଫିରେଜାବାଦର କେତେକ ଛାତ୍ରୀଛାତ୍ର ୬ ଶହ ଫୁଟର ଏକ ବିଶାଳକାୟ ଗ୍ରୀଟିଙ୍ଗସ୍‌ କାର୍ଡ ତିଆରି କରିଛନ୍ତି। ସ୍ଥାନୀୟ ଇଣ୍ଡିଆନ୍‌ କ୍ୟାରିଅର କମ୍ପ୍ୟୁଟର ଏଜୁକେସନ୍‌ର ଛାତ୍ରୀଛାତ୍ର ଏଭଳି ନିଆରା ଢ଼ଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?