Home Left

୩ ମହଲାରୁ ଖସି ଯୁବକଙ୍କ ଜୀବନ ଗଲା : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭଦ୍ରକ ଅଫିସ,୩୦ା୫: ସ୍ଥାନୀୟ ନୂଆବଜାରସ୍ଥିତ ଏକ ନର୍ସିଂହୋମ୍‌ରେ ସୁଇପର ଭାବେ କାମ କରୁଥିବା ମହେଶ୍ୱର ଦାସ(୩୫)ଙ୍କ କୌଣସି କାରଣରୁ ୩ ମହଲାରୁ ଖସିପଡ଼ି ମୃତ୍ୟୁ ଘଟିଛି। ସୂଚନା ମୁତାବକ, ମହେଶ୍ୱରଙ୍କ ଘର କୁପାରୀ ଅଞ୍ଚଳରେ ହୋଇଥିବା ବେଳେ ତାଙ୍କର ସ୍ତ୍ରୀ ଓ…

ଚାଷୀଙ୍କୁ ବାକିରେ ମିଳିବ ପେଟ୍ରୋଲ, ଡିଜେଲ୍‌: ଫସଲ ଅମଳ ପରେ ହେବ ଟଙ୍କା ପୈଠ

ଚଣ୍ଡିଗଡ଼,୩୦।୫: ପଞ୍ଜାବ ସରକାର ଚାଷୀଙ୍କ ପାଇଁ ଆଣିଛନ୍ତି ନୂଆ ଯୋଜନା। ଏହି ଯୋଜନାରେ ଚାଷୀଙ୍କୁ ବାକିରେ ଆବଶ୍ୟକ ପେଟ୍ରୋଲ ଓ ଡିଜେଲ ଯୋଗାଇ ଦିଆଯିବ। ଫସଲ ଅମଳ ହେବା ପରେ ଚାଷୀ ଏଥିପାଇଁ ଆବଶ୍ୟକ ଟଙ୍କା ପୈଠ କରିବେ। ଏଥିପାଇଁ ରାଜ୍ୟ…

ଜାଣନ୍ତୁ କେଉଁଠୁ ଆରମ୍ଭ ହୋଇଥିଲା ଶପଥ ଗ୍ରହଣ ପରମ୍ପରା

ନୂଆଦିଲ୍ଲୀ, ୩୦।୫: ଦେଶର ପ୍ରଧାନମନ୍ତ୍ରୀ ଭାବେ ପୁଣି ଥରେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି। ତାଙ୍କ ସହ ଅନ୍ୟ ମନ୍ତ୍ରୀମାନଙ୍କୁ ମଧ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁ…

ଶପଥ ଗ୍ରହଣ ପୂର୍ବରୁ ବାଜପେୟୀଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୩୦।୫: ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ସମ୍ଭାଳିବାକୁ ଯାଉଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦି। ଗୁରୁବାର ସନ୍ଧ୍ୟାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବାକୁ ଥିବା ବେଳେ ସକାଳୁ ମୋଦି ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜଗନ ମୋହନ

ହାଇଦ୍ରାବାଦ,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ବିଜୟଓ୍ବାଡାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଏହି ଉତ୍ସବରେ ପ୍ରାୟ…

ପାକିସ୍ତାନରେ ବିମାନ ଯାତ୍ରା ହେଲା ମହଙ୍ଗା

ଇସଲାମାବାଦ,୩୦।୫: ପାକିସ୍ତାନର ପ୍ରାୟ ସମସ୍ତ ଖାଦ୍ୟ ସାମଗ୍ରୀ ଏବେ ଆକାଶଛୁଆଁ ଦାମ୍‌ ହୋଇ ଯାଇଥିବା ବେଳେ ଚିନ୍ତାରେ ପାକିସ୍ତାନ ବାସୀ। ଖାଦ୍ୟ ସାମଗ୍ରୀ ପରେ ଏବେ ଏଠାକାର ବିମାନ ଯାତ୍ରା ମଧ୍ୟ ମହଙ୍ଗା ହୋଇଥିବା ଖବର ମିଳିଛି। ପାକିସ୍ତାନ ଏୟାର ଲାଇନ୍ସ(ପିଆଇଏ)…

ମୋଦି ପୁଣି ହେବେ ପ୍ରଧାନମନ୍ତ୍ରୀ: ଖୁସିରେ ମାଗଣାରେ ବୁଟ୍‌ ପଲିସ୍‌ କଲେ ଲଣ୍ଡ୍ରି ମାଲିକ

ଇନ୍ଦୋର,୩୦।୫: ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦେଶର ଶାସନ ଡୋର ଧରୁଥିବାରୁ ମଧ୍ୟପ୍ରଦେଶ ଇନ୍ଦୋରର ରେଡିଶନ ଛକରେ ଜଣେ ଲଣ୍ଡ୍ରି ମାଲିକ ମାଗଣାରେ ବୁଟ୍‌ ପଲିସ୍‌ କରିଛନ୍ତି। ଖବର ପ୍ରଚାରିତ ହେବା ପରେ ଶହ ଶହ ସଂଖ୍ୟାରେ ଲୋକ ଏଠାରେ…

ବିବାହ, ହନିମୁନ୍‌ ପାଇଁ ୭ବର୍ଷର ଶିଶୁଙ୍କୁ ଅପହରଣ କଲେ ଯୁବକ

କାନପୁର, ୩୦।୫: ଉତ୍ତର ପ୍ରଦେଶର କାନପୁରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ପାଖରେ ଟଙ୍କ ନ ଥିବାରୁ ନିଜ ବିବାହ ଏବଂ ହନିମୁନ ପାଇଁ ଦେଢବର୍ଷର ଶିଶୁଙ୍କୁ ଅପହରଣ କରି ନେଇ ଦେଢ ଲକ୍ଷ ଟଙ୍କାରେ ବିକିଦେଇଛନ୍ତି। ସୂଚନାଯୋଗ୍ୟ, କାନପୁରର…

ସର୍ପ ଦଂଶନରେ ଯୁବକଙ୍କ ଗଲା ଜୀବନ

ପାଟଣା,୩୦।୫ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦମାହୁଦା ପଞ୍ଚାୟତ ଜାହିରା ସାହିରେ ସାପ କାମୁଡିଥିବା ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଖଗେଶ୍ୱର ବିରୁଆ(୨୨)। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ଖଗେଶ୍ୱର ଘରେ ଶୋଇଥିବାବେଳେ ତାଙ୍କୁ ସାପ…

ହ୍ରିତିକ-ଅମିଷା: ୯୨ ପୁରସ୍କାର

ହ୍ରିତିକ ରୋଶନଙ୍କ ପ୍ରଥମ ହିନ୍ଦୀ ସିନେମା ଥିଲା ‘କହୋ ନା ପ୍ୟାର୍‌ ହୈ’। ରାକେଶ ରୋଶନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ସୁପର ହିଟ୍‌ ହେବା ସହ ହ୍ରିତିକଙ୍କୁ ରାତାରାତି ନାୟକ ଦୌଡ଼ରେ ସାମିଲ କରିଥିଲା। କେବଳ ସେତିକି ନୁହେଁ, ଏହି ଫିଲ୍ମକୁ…

ସାହସୀ ଶ୍ରଦ୍ଧା

ଶ୍ରଦ୍ଧା କପୁରଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। କାହିଁକି ନା, ଆହତ ହେବା ସତ୍ତ୍ୱେ ସେ ମନକୁ ଦୃଢ଼ କରି ଯେମିତି ଶଟ୍‌ ଦେଲେ ତାହା ଦେଖି ସେଠାରେ ଉପସ୍ଥିତ ୟୁନିଟର ସଦସ୍ୟମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ନିକଟରେ ଏହି ଘଟଣା ଥ୍ରୀ-ଡି…

ରଣବୀରଙ୍କ ସହ ବ୍ରେକ୍‌ଅପ୍‌ ପରେ କେମିତି ରହୁଥିଲେ କ୍ୟାଟ୍ରିନା ଜାଣନ୍ତୁ

ବଲିଉଡ୍‌ ଷ୍ଟାର ରଣବୀର କପୁର-ଆଲିଆ ଭଟଙ୍କ ରିଲେସନଶିପ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଦୁଇଜଣ ବହୁ ସମୟ ଏକାଠି ବିତାଇବା, ସାଥୀ ହୋଇ ଡିନର କରିବା ବିଷୟରେ ସମସ୍ତେ ଅଳ୍ପ ବହୁତ ଜାଣିଛନ୍ତି। କିନ୍ତୁ ରଣବୀରଙ୍କ ଜୀବନରେ ଆଲିଆ ପ୍ରଥମ ନୁହନ୍ତି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?