Home Left

ବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶାର ବରିଷ୍ଠ ବିଜେଡି ନେତା ତଥା ବହୁବାର ବିଧାୟକ ହୋଇଥିବା ସୂର୍ଯ୍ୟ ପାତ୍ର ପରବର୍ତ୍ତୀ ବିଧାନସଭାର ବାଚସ୍ପତି ହୋଇପାରନ୍ତି। ତାଙ୍କୁ ବାଚସ୍ପତି କରିବା ନେଇ ଦଳ ମଧ୍ୟରେ ସହମତି ହୋଇଛି। ଏଥିସହ ନବୀନ ନିବାସରୁ ତାଙ୍କୁ ଫୋନ୍‌ କଲ୍‌ ଯାଇଥିବା…

କେନ୍ଦୁଝରରେ ଝଡପବନ ସହ କୁଆପଥର ବର୍ଷା, ଲୋକେ ଆଶ୍ୱସ୍ତ

କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା କେନ୍ଦୁଝର ବାସୀଙ୍କୁ କିଛିଟା ଆଶ୍ୱସ୍ତି କରିଛି। ଦିନବେଳା ତାପମାତ୍ରା ୪୦.୦ ଡିଗ୍ରୀ ସେଲସିୟସ…

ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଞ୍ଜଦତ୍ତ ପତି ଏହି ସୂଚନା…

‘ଧରିତ୍ରୀ’ ପ୍ରଭାବ: ଶୁଚିସ୍ମିତାଙ୍କୁ ମିଳିଲା ସରକାରୀ ସହାୟତା

ସିମୁଳିଆ, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ପଞ୍ଚାୟତ ଅଧୀନ କଳାଶୁଣୀ ଅଞ୍ଚଳର ଊର୍ମିଳା ଓ ନରହରି ପଣ୍ଡାଙ୍କ ଦେଢ଼ବର୍ଷର ଶିଶୁକନ୍ୟା ଶୁୁଚିସ୍ମିତାଙ୍କୁ ସରକାରୀ ଓ ବେସରକାରୀ ସହାୟତା ମିଳିଛି। ଗତ ୩ମାସ ପୂର୍ବେ ତାଙ୍କ ପିଠିରେ ବାହାରିଥିବା ଟ୍ୟୁମର ଅସ୍ତ୍ରୋପଚାର…

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର ବିଡେକା ପକ୍ଷରୁ ମନ୍ଦିର ପରିସରରେ ଆମ୍ବୁଲାନ୍ସ ସେବା ଓ ଲେଜର ଶୋ ଆରମ୍ଭ ହେବ।…

ଅତ୍ୟାଧୁନିକ ଆମ୍ବୁଲାନ୍ସ କବାଡିଆ ଦରରେ ବିକ୍ରି

ଫୁଲବାଣୀ ଅଫିସ, ୨୮।୫- କନ୍ଧମାଳ ଜିଲାକୁ ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ଏକ ଅତ୍ୟାଧୁନିକ ଆମ୍ବୁଲାନ୍ସ ଶେଷରେ କବାଡିଆ ଦରରେ ବିକ୍ରି ହୋଇଛି। ବର୍ଷବର୍ଷ ଧରି ଖରା ବର୍ଷାରେ ଅକାମୀ ହୋଇ ପଡିବା ପରେ ୩୫ ଲକ୍ଷ ଟଙ୍କାର ଏହି…

ଠାକୁରାଣୀ ଯାତ୍ରା ଲାଗି ପୁରୁଷୋତ୍ତମପୁର ଉତ୍ସବମୁଖର

ପୁରୁଷୋତ୍ତମପୁର,୨୮।୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁରରେ ଚାଲିଥିବା ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାର ୧୬ଦିନରେ ପହଞ୍ଚତ୍ଛି। ପ୍ରତ୍ୟେକଦିନ ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ (କନକା, କାଳୁଆ, ତାରା ତାରିଣୀ, କାଳୀ ଓ ଫୁଲ ସୁନ୍ଦରୀ)ଙ୍କ ଘଟ ପର୍ଯ୍ୟାୟକ୍ରମେ ଗୋଟିଏ ଦିନ ପୂର୍ବଖଣ୍ଡ ରାଧାକାନ୍ତ ସାହି,…

ଜାହାଜ ପରିଚାଳନାରେ ପାରାଦୀପ ବନ୍ଦର ରେକର୍ଡ: ୨୪ ଘଣ୍ଟାରେ ପରିଚାଳିତ ହେଲା ୩୦ ଜାହାଜ

ଭୁବନେଶ୍ୱର,୨୮-୫: ଦୈନିକ ହାରାହାରି ଜାହାଜ ପରିଚାଳନାରେ ପାରାଦୀପ ବନ୍ଦର ରେକର୍ଡ ହାସଲ କରିଛି। ଚଳିତ ମାସ ୨୭ ତାରିଖ ସକାଳ ୭.୩୦ରୁ ୨୮ ତାରିଖ ୭.୩୦ ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ବନ୍ଦରରେ ୩୦ ଜାହାଜ ସଫଳ ଭାବେ ପରିଚାଳିତ ହୋଇଥିବା…

ବିଧାୟିକା ହେବା ପରେ ବରୀ ବ୍ଲକ ଅଧ୍ୟକ୍ଷା ପଦରୁ ସୁନନ୍ଦା ଦାସଙ୍କ ଇସ୍ତଫା

ବରୀ,୨୮ା୫(ସ୍ବ.ପ୍ର.)- ବରୀ ବିଧାୟିକା ଭାବେ ନିର୍ବାଚିତ ହେବା ପରେ ସୁନନ୍ଦା ଦାସ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା ପଦବୀରୁ ଇସ୍ତଫା ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ବୁଧବାର ସୁନନ୍ଦା ବିଧାୟିକା ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର…

କାହିଁକି ରାତିରେ ସିଟି ମାରିବାକୁ ଅଶୁଭ କୁହାଯାଏ

କେବେ କେବେ ସିଟି ବଜାଇ ବଡଙ୍କ ଠାରୁ ଗାଳି ଖାଇବା ଅନୁଭବ କାହାର ନା କାହାର ଥାଇପାରେ। ହେଲେ କାହିଁକି ଗୁରୁଜନମାନେ ସିଟି ବଜାଇବାକୁ ବାରଣ କରନ୍ତି ତାହା ହୁଏତ ଅନେକଙ୍କୁ ଜଣା ନ ଥିବ। ସିଟି ବଜାଇବା ଦ୍ୱାରା ଫୁସ୍‌ଫୁସ୍‌…

ଚଳଚ୍ଚିତ୍ର ‘୮୩’ର ଶୁଟିଂ ପାଇଁ ଲଣ୍ଡନରେ ରଣବୀର: ଶେୟାର କଲେ କ୍ରିକେଟ ଦଳର ଫଟୋ

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ପୂର୍ବ ଅଧିନାୟକ ତଥା ୧୯୮୩ ମସିହା ବିଶ୍ୱକପ୍‌ ବିଜେତା କପିଲ ଦେବଙ୍କ ଉପରେ ନିର୍ମାଣ ହେଉଛି ଚଳଚ୍ଚିତ୍ର। ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିବେ ରଣବୀର ସିଂହ। ତେବେ ଭାରତୀୟ ଦଳର ପ୍ରଥମ ବିଶ୍ୱକପ୍‌ ବିଜୟ…

ସପ୍ତାହେ ସୁଦ୍ଧା ସମ୍ପୂର୍ଣ୍ଣ ଠିକ୍‌ ହେବ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବର୍କ

ଭୁବନେଶ୍ୱର,୨୮-୫: ଫନୀ ଯୋଗୁ ରାଜ୍ୟରେ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବର୍କ କ୍ଷତିଗ୍ରସ୍ତ ହୋଇଛି। ନେଟଓ୍ବର୍କ ପୁନରୁଦ୍ଧାର କାର୍ଯ୍ୟ ତ୍ୱରିତ ଭିତ୍ତିରେ ଜାରି ରହିଛି। ଏଭଳି ସ୍ଥିତିରେ ଗ୍ରାହକମାନେ ଲ୍ୟାଣ୍ଡ ଲାଇନ, ବ୍ରଡ ବ୍ୟାଣ୍ଡ, ଏଫ୍‌ଟିଟିଏଚ୍‌ ଏବଂ ଲିଜ୍‌ଡ ଲାଇନ ଭଳି ସେବା ନେବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?