Home Left

ନାବାଳିକା ଅପହରଣ ଘଟଣା: ଏଯାବତ୍‌ ମିଳିନି ପତ୍ତା, ଥାନା ଘେରିଲେ ମହିଳା

ହାଟଡିହୀ,୨୮।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗତ ୧୪ ତାରିଖରେ ଅପହରଣ କରାଯାଇଥିଲା। ଏ ନେଇ ନାବାଳିକାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗରେ ସେ କେତେ ଜଣ ଯୁବକଙ୍କ ନାମ…

ମୋଦିଙ୍କ ଶପଥଗ୍ରହଣ ଉତ୍ସବକୁ ପାକିସ୍ତାନକୁ ନିମନ୍ତ୍ରଣ ନାହିଁ: ସଫେଇ ଦେଲା ପାକିସ୍ତାନ

ଇସଲମାବାଦ୍‌, ୨୮।୫: ଆସନ୍ତା ୩୦ ତାରିଖରେ ଭାରତର ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟଥର ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି। ଏହି ଶପଥ ଗ୍ରହଣ ଉତ୍ସବକୁ ୮ ବିମ୍‌ଷ୍ଟେକ୍‌ ସଦସ୍ୟ ବାଂଲାଦେଶ, ମ୍ୟାନ୍‌ମାର, ଶ୍ରୀଲଙ୍କା, ଥାଇଲାଣ୍ଡ, ନେପାଳ ଏବଂ ଭୂଟାନର ନେତାମାନଙ୍କୁ ନିମନ୍ତ୍ରଣ…

ରାହୁଲଙ୍କ ଇସ୍ତଫାକୁ ନେଇ ପ୍ରତିକ୍ରିୟା ରଖିଲେ ଲାଲୁ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ହାରିବା ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପଦରୁ ଇସ୍ତଫା ଦେବା ନେଇ ମଙ୍ଗଳବାର ଅଡି ବସିଥିଲେ। ଏହି ସମୟରେ କଂଗ୍ରେସ ମହାସଚିବଙ୍କ ସମେତ ବହୁ ନେତା ଏପରି କରିବା ଠିକ୍‌ ହେବନାହିଁ ବୋଲି…

ବୀରେନ୍ଦ୍ରଙ୍କୁ ଭାରତୀୟ ଦଳର ଉପଅଧିନାୟକ ଦାୟିତ୍ୱ

ଭୁବନେଶ୍ୱର, ୨୮।୫(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ହକି କମ୍ପ୍ଲେକ୍ସଠାରେ ଜୁନ ୬ରୁ ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ୍ସ ଆରମ୍ଭ ହେବ। ଏହି ସମ୍ମାନଜନକ ହକି ଟୁର୍ନାମେଣ୍ଟ ଲାଗି ମଙ୍ଗଳବାର ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ହକି ଇଣ୍ଡିଆ ପକ୍ଷରୁ ଭାରତୀୟ ଦଳ…

ଐଶ୍ଚର୍ଯ୍ୟାଙ୍କୁ ଧରି କାନ୍ଦିଲେ କାଜୋଲ

ଅଭିନେତା ଅଜୟ ଦେବଗନଙ୍କ ପିତା ବୀରୁ ଦେବଗନଙ୍କ ଦେହାନ୍ତରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ସୋମବାର ବୀରୁଙ୍କ ଶେଷଦର୍ଶନ ପାଇଁ ବଲିଉଡ ଷ୍ଟାର୍ସମାନେ ଅଜୟଙ୍କ ମୁମ୍ବାଇସ୍ଥିତ ବାସଭବନରେ ଭିଡ ଜମାଇଥିଲେ। ମହାନାୟକ ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ, ଐଶ୍ଚର୍ଯ୍ୟା ରାୟ, ସଲମାନ…

ତିଆରି ହେବ ଏମ୍‌ ଏସ୍‌ ବିଟ୍ଟାଙ୍କ ବାୟୋପିକ୍‌

ମୁମ୍ବାଇ: ଏବେ ବଲିଉଡ୍‌ରେ ବାୟୋପିକ୍‌ ଟ୍ରେଣ୍ଡ ଚାଲିଥିବା ବେଳେ ନିକଟରେ ରିଲିଜ୍‌ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌। ଏବେ ଏହି ଦୌଡ଼ରେ ସାମିଲ ହେବାକୁ ଯାଉଛି ମନିନ୍ଦରଜିତ୍‌ ସିଂ ବିଟ୍ଟାଙ୍କ ବାୟୋପିକ୍‌। ଆତଙ୍କବାଦ ବିରୋଧରେ ସ୍ବର ଉତ୍ତୋଳନ କରି ସବୁବେଳେ…

ଉର୍ମିଳାଙ୍କୁ ଆପତ୍ତିଜନକ ଟିପ୍ପଣୀ ଦେଇ ଅଡ଼ୁଆରେ ୫୭ ବର୍ଷୀୟ ବୃଦ୍ଧ

ମୁମ୍ବାଇ,୨୮।୫: ମହଙ୍ଗା ପଡ଼ିଲା ବଲିଉଡ୍‌ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କୁ ସୋସିଆଲ ମିଡିଆରେ ଆପତ୍ତିଜନକ ଟିପ୍ପଣୀ ଦେବା। ବୃଦ୍ଧ ଜଣଙ୍କ ଉର୍ମିଳାଙ୍କ ସୋସିଆଲ ଆକାଉଣ୍ଟରେ ଅଶ୍ଳୀଳ ପୋଷ୍ଟ ଓ କମେଣ୍ଟ କରୁଥିବା ଜଣାପଡ଼ିଛି। ଏନେଇ ପୁଣେର ବିଶ୍ରାମ ବାଗ…

ବକ୍ସ ଅଫିସରେ ଧମାଲ କରୁଛି ‘ପିଏମ୍‌ ନରେନ୍ଦ୍ର ମୋଦି’

ମୁମ୍ବାଇ,୨୮।୫: ଦେଶ ହେଉ ବା ସିନେ ଜଗତ ସବୁଠାରେ ଏବେ ମୋଦିଙ୍କ ଲହର ଚାଲିଛି। ମୋଦିଙ୍କ ବାୟୋପିକ ‘ପିଏମ୍‌ ନରେନ୍ଦ୍ର ମୋଦି’ ଏବେ ବକ୍ସ ଅଫିସରେ ଧମାଲ୍‌ କରିଥିବା ଜଣାପଡ଼ିଛି। ଏହି ପିଲ୍ମ ରିଲିଜ ହେବା ଦିନରୁ ବକ୍ସ ଅଫିସରେ ଭଲ…

ପରଦାରେ ଇନ୍ଦିରା ଗାନ୍ଧୀ ହେବେ ଏହି ଅଭିନେତ୍ରୀ

ଆକ୍ସନ ପିରିୟଡ ଡ୍ରାମା ଫିଲ୍ମ ‘କେଜିଏଫ ଚ୍ୟାପ୍ଟର ୧’ ସୁପରହିଟ ହେବା ପରେ ଏବେ ଏହାର ସିକ୍ୱେଲ ନିର୍ମାଣ ଚାଲିଛି। ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନ ସୁପର୍‌ହିଟ୍‌ ଫିଲ୍ମ ‘କେଜିଏଫ୍‌’ର ସିକ୍ୱେଲରେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଚରିତ୍ରରେ…

ସଲମାନ ସାର୍‌ଙ୍କ ସହ କାମ କରିବେନି ଦିଶା!

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନଙ୍କ ଫିଲ୍ମ ‘ଭାରତ’କୁ ନେଇ ଏବେ ସବୁଠି ଲାଗିଛି ଚର୍ଚ୍ଚା। ଏଥିରେ ସଲମାନଙ୍କ ସହ କ୍ୟାଟ୍ରିନା କୈଫ ମୁଖ୍ୟ ଭୂମିକାରେ ନଜର ଆସିବେ। ହେଲେ ବଲିଉଡ୍‌ ନାୟିକା ତବୁ ଓ ଦିଶା ପାଟନୀଙ୍କୁ ମଧ୍ୟ ଏହି ଫିଲ୍ମରେ…

କପିଳେଶ୍ୱରପୁରରେ ଗାଈ ମଡ଼କ: ୫ ମୃତ, ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନିରାକାରପୁର, ୨୮।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ପରେ ଦୂଷିତ ପାଣି, ଅସ୍ବାସ୍ଥ୍ୟକର ପରିବେଶ ଓ ଭୀଷଣ ଗରମ ଯୋଗୁ ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତସ୍ଥିତ ବାଲିଗାଁ(କପିଳେଶ୍ୱରପୁର)ଗ୍ରାମରେ ଗାଈ ମଡ଼କ ଦେଖାଦେଇଛି। ଏଥିରେ ୫ରୁ ଊର୍ଦ୍ଧ୍ୱ ଗାଈ ମରିବା ସହିତ ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ…

କୋଇଲା ଅନ୍‌ଲୋଡ ବେଳେ ଶ୍ରମିକ ଗୁରୁତର: ଟ୍ରେନ ଚଳାଚଳ ବନ୍ଦ

ବାହାନଗା,୨୮।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ରେଳଷ୍ଟେଶନରେ ଲୋପ୍‌ଲାଇନରେ କୋଇଲା ବୋଝେଇ ଟ୍ରେନରୁ ମଙ୍ଗଳବାର ଶ୍ରମିକମାନେ କୋଇଲା ଅନ୍‌ଲୋଡ କରୁଥିଲେ। ଏହି ସମୟରେ ବିଦ୍ୟୁତ ଆଘାତରେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ସେ ହେଲେ ନଈଛଣପୁର ଗ୍ରାମର ଉମେଶ ମଲ୍ଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?