Home Left

କୋଇଲା ଖଣିରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ତାଳଚେର,୨୮।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ସ୍ଥିତ ଏମ୍‌ସିଏଲ ବଳରାମ କୋଇଲା ଖଣିରେ ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଜଣେ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳମଛୁଇଁ ଗ୍ରାମର କୈଳାସ ଚନ୍ଦ୍ର ମହାରଣା (୫୮)। ସୂଚନାଯୋଗ୍ୟ, ବିଳମ୍ବିିତ ରାତିରେ…

ମୁସଲମାନ୍‌ଙ୍କ ପାଇଁ ଇଫତାର ଆୟୋଜନ କରୁଛି ଗୁରୁଦ୍ୱାର

ଦୁବାଇ,୨୮।୫: ରମଜାନ୍‌ ମାସରେ ମୁସଲମାନ୍‌ଙ୍କ ପାଇଁ ଦୁବାଇର ଏକ ଗୁରୁଦ୍ୱାର ଇଫତାର ଆୟୋଜନ କରୁଛି। ପୂର୍ବରୁ ଗୁରୁଦ୍ୱାର ପକ୍ଷରୁ ରମଜାନ୍‌ ମାସରେ କେବଳ ଗୋଟିଏ ଦିନ ଇଫତାର୍‌ ଦିଆଯାଉଥିଲା। ତେବେ ୨୦୧୯ଠାରୁ ଏକମାସ ବ୍ୟାପି ଇଫତାର ଦେବାର ଯୋଜନା କରାଯାଇଛି। ଏହାଦ୍ୱାରା…

ମଦ ପିଇବାକୁ ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲେ ସ୍ବାମୀ

ମହାକାଳପଡ଼ା,୨୮।୫(ଡି.ନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଧୀନ ଗୋପାଳପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସ୍ତ୍ରୀ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସ୍ବାମୀ ତାଙ୍କୁ ହତ୍ୟା କରିଛନ୍ତି। ମୃତ ମହିଳା ହେଲେ ବାସନ୍ତୀ ସୂତାର(୨୮)। ସୂଚନାଯୋଗ୍ୟ, ସ୍ବାମୀ ବାବୁଲି…

ଏଣିକି ସବୁ ଫାର୍ମସୀ ନିଜ ନାମ ଆଗରୁ ଲଗାଇପାରିବେ ‘ଡାକ୍ତର’

ନୂଆଦିଲ୍ଲୀ,୨୮।୫: ଫାର୍ମାସି କାଉନସିଲ ଅଫ ଇଣ୍ଡିଆ (ପିସିଆଇ) ଡାକ୍ତର ଅଫ ଫାର୍ମାସି (PHARM D)କରୁଥିବା ଛାତ୍ରଛାତ୍ରଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଯେଉଁମାନେ ମାନ୍ୟତା ପ୍ରାପ୍ତ ସଂସ୍ଥାରୁ ଡାକ୍ତର ଅଫ ଫାର୍ମାସି କରିଥିବେ ସେମାନେ ନିଜ ନାମ ଆଗରୁ ‘ଡାକ୍ତର’…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ପାକିସ୍ତାନ ନେତାଙ୍କୁ ମିଳିଲାନି ନିମନ୍ତ୍ରଣ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ନେବାକୁ ଯାଉଛନ୍ତି। ଆସନ୍ତା ୩୦ରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଉତ୍ସବରେ ଯୋଗ…

ମାଲକାନଗିରିରେ କାଳବୈଶାଖୀ ଯୋଗୁ ବହୁ କ୍ଷୟକ୍ଷତି: ସହାୟତା ପାଇଁ ଦାବି

ମାଲକାନଗିରି, ୨୮।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର କାଳବୈଶାଖୀ ଯୋଗୁ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଏଥିରେ କୋରୁକୋଣ୍ଡା ବ୍ଲକର ବିଭିନ୍ନ ଗ୍ରାମରେ ବହୁ ଘର ଭାଙ୍ଗି ଯିବା ସହ ଚାଳ ଛପର ଉଡ଼ିଯାଇଛି। ବହୁ ଲୋକେ ବେଘର ହୋଇଯାଇଛନ୍ତି। ବର୍ତ୍ତମାନ…

ବସ୍‌ରେ ବଗିଚା ତିଆରି କରି ଚର୍ଚ୍ଚାରେ ଡ୍ରାଇଭର

ପ୍ରଦୂଷଣ ବୃଦ୍ଧିକୁ ନେଇ ସରକାରଙ୍କଠାରୁ ସାଧାରଣ ଜନତା ସମସ୍ତେ ଚିନ୍ତାରେ। ପ୍ରଦୂଷଣ କମ୍‌ କରିବା ପାଇଁ ପ୍ରତ୍ୟେକ ବ୍ୟକ୍ତି କିଛି ନା କିଛି ଉପାୟ ଅବଲମ୍ବନ କରୁଛନ୍ତି। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ବେଙ୍ଗାଲୁରୁର ବସ୍‌ ଡ୍ରାଇଭର ନାରାୟଣପ୍ପା। ସେ ଚଲାଉଥିବା…

ଏଭରେଷ୍ଟରେ ୧୧ ଟନ୍‌ ବର୍ଜ୍ୟବସ୍ତୁ ସଫା କଲା ନେପାଳ: ମିଳିଲା ୪ ପର୍ବତ୍ୟାରୋହୀଙ୍କ ମୃତଦେହ

କାଠମାଣ୍ଡୁ,୨୮।୫: ଏଭରେଷ୍ଟରେ ବର୍ଜ୍ୟବସ୍ତୁ ଗଦା ହେବାରେ ଲାଗିଛି। ନେପାଳ ପକ୍ଷରୁ ଏଭରେଷ୍ଟ ସଫା ଅଭିଯାନ ଅନ୍ତର୍ଗତ ୧୧ ଟନ୍‌ ବର୍ଜ୍ୟବସ୍ତୁ ସଫା କରାଯାଇଛି। ଏଥି ପାଇଁ ୨ କୋଟି ୩୦ ଲକ୍ଷ ଟଙ୍କା ଖଚର୍ଚ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା…

ରାହୁଲଙ୍କୁ ମନେଇବାକୁ ଘରେ ପହଞ୍ଚିଲେ ପ୍ରିୟଙ୍କାଙ୍କ ସମେତ ଆଉ କେତେଜଣ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ କଂଗ୍ରେସରେ ଏକ ପ୍ରକାର ଝଡ଼ ସୃଷ୍ଟି ହୋଇଥିବା ଦେଖାଯାଇଛି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପଦରୁ ଇସ୍ତଫା ଦେବାକୁ ଅଡି ବସିଛନ୍ତି। ହେଲେ ଏତିକି ବେଳେ…

ଖୋଲାରେ ଶୌଚ: ଲଜ୍ଜା ଯୋଗୁ ମୂଷାମରା ଜହର ଖାଇଲେ ମହିଳା

ରାଞ୍ଚି, ୨୮।୫: ଝାଡ଼ଖଣ୍ଡ ଦଓ୍ବେଘରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ମହିଳା ବାହାରେ ଶୌଚ ହେବା ଲଜ୍ଜାରୁ ମୁକ୍ତ ପାଇବା ଲାଗି ଘରେ ଥିବା ମୂଷାମରା ଜହର ଖାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ…

ମାତ୍ର ୧୯ବର୍ଷ ବୟସରେ ବିଶ୍ୱକପ୍‌ରେ ଦୁଇଥର ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ବିବେଚିତ ହୋଇଥିଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨୮।୫: ଦିନିକିଆ ଏବଂ ଟେଷ୍ଟ କ୍ରିକେଟରେ ରେକର୍ଡର ବର୍ଷା କରିଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ସେହିପରି ଯଦି ବିଶ୍ୱକପ୍‌ ରେକର୍ଡ ଉପରେ ନଜର ପକାଇବା, ତେବେ ଶୀର୍ଷରେ ଅଛନ୍ତି ସଚିନ। ବିଶ୍ୱକପରେ ସଚିନ ତେନ୍ଦୁଲକର ଭାରତୀୟ କ୍ରିକେଟ ଟିମର…

ପୋଲିସର ଗୁଣ୍ଡାରାଜ: ମହିଳାଙ୍କୁ ବେଲ୍‌ଟରେ ନିସ୍ତୁକ ପିଟିଲେ

ଫରିଦାବାଦ,୨୮।୫: ହରିୟାଣା ଫରିଦାବାଦରୁ ଅମାନବିକତା ଓ ନିଷ୍ଠୁରତା ଶେଷ ସୀମାର ଏକ ଚିତ୍ର ସାମ୍‌ନାକୁ ଆସିଛି। ଜଣେ ପୋଲିସ କନେଷ୍ଟବଳ ମହିଳାଙ୍କୁ ବେଲ୍‌ଟରେ ମାଡ଼ମାରୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ଦେଖିବାକୁ ମିଳିଛି ବଲମଗଢ଼ ଆଦର୍ଶ ନଗର ଥାନାରେ। ଥାନାର ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?