Home Left

ରେଭେନ୍‌ଶା ହେବ ସର୍ବବୃହତ୍‌ ସ୍ପୋର୍ଟସ ହବ୍‌

କଟକ ଅଫିସ,୨୮।୫: ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ହେବ ସର୍ବବୃହତ୍‌ ସ୍ପୋର୍ଟସ ହବ୍‌। ଏଠାରେ ଉପଲବ୍ଧ ରହିବ ଅନେକ କ୍ରୀଡ଼ାର ଅତ୍ୟାଧୁନିକ ଭିତ୍ତିଭୂମି। ପୂର୍ବରୁ ଏଠାରେ ଅନେକ କ୍ରୀଡ଼ାର ଭିତ୍ତିଭୂମି ଉପଲବ୍ଧ ଥିବାବେଳେ ଆଗାମୀ ଦିନରେ ଏଥିରେ…

ବିପର୍ଯ୍ୟୟ କାରଣ ନେଇ ୩୦ରେ ଆଲୋଚନା

ଭୁବନେଶ୍ୱର,୨୮।୫(ବ୍ୟୁରୋ): କଂଗ୍ରେସ ପ୍ରଦର୍ଶନ ଖରାପ ହେବାପରେ ରାଜ୍ୟରେ ଦଳୀୟ ନେତାମାନଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଯାଇଛି। ବାପ-ପୁଅ ରାଜନୀତି କଥା ଉଠାଇ ରବିବାର ବରିଷ୍ଠ ନେତା କାହ୍ନୁ ଲେଙ୍କା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କଡା ସମାଲୋଚନା…

ବିଜେଡିରେ ପରାଜୟ ମନ୍ଥନ ପ୍ରକ୍ରିୟା ଆରମ୍ଭ:

ଭୁବନେଶ୍ୱର,୨୮।୫(ବ୍ୟୁରୋ) ନିର୍ବାଚନ ଫଳାଫଳ ପରେ ବିଜେଡି ୫ମ ଥର ପାଇଁ ରାଜ୍ୟରେ ସରକାର ଗଢିବାକୁ ଯାଉଛି। ହେଲେ ସରକାର ଗଢିବା ଖୁସି ଅପେକ୍ଷା ୯ ଲୋକ ସଭା ଏବଂ କେତେକ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନରେ ପରାଜୟ ଦଳର ମୁଣ୍ଡବିନ୍ଧାର କାରଣ ହୋଇଛି।…

ମନ୍ତ୍ରିମଣ୍ଡଳ ସହ ବିଜେଡିକୁ ଘାରିଛି ସଙ୍ଗଠନ ଚିନ୍ତା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବିଜେଡି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ପଞ୍ଚମ ଥର ସରକାର ଗଢ଼ିବାକୁ ଯାଉଛି। ରାତି ପାହିଲେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ଦେବେ ଅଥବା ନ ଦେବେ, ସେ ଚିନ୍ତା ବିଜେଡି ସଭାପତିଙ୍କୁ ଘାରିଛି। ଅନୁରୂପ ଭାବେ…

ବିରୋଧୀ ଦଳ ନେତା ପଦକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନିର୍ବାଚନ ପରେ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଥିବା ବିଜେଡି ବିଧାୟକ ଦଳ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ସର୍ବସମ୍ମତିକ୍ରମେ ନବୀନ ପଟ୍ଟନାୟକ ବିଧାୟକ ଦଳ ନେତାଭାବେ ଦାୟିତ୍ୱ ନେଇଛନ୍ତି। ସେହିପରି ଚଳିତ ନିର୍ବାଚନରେ ଭାଜପା ଦ୍ୱିତୀୟ ସ୍ଥାନ ପାଇ…

ଛେଳିପଲ ଉଜାଡ଼ିଲେ କାକୁଡ଼ି ଫସଲ:ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆଠଗଡ଼,୨୮।୫(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅଧୀନ ଉପର ବାଙ୍କୀ ମାଳବିହାରପୁର ଗ୍ରାମରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ ୯ଟା ୩୦ରେ ଏହି ଘଟଣା ଘଟିଛି। ଏ ନେଇ କୌଣସି ଲିଖିତ ଅଭିଯୋଗ ହୋଇନାହିଁ।…

ଜେଇଇ ଆଡ୍‌ଭାନ୍ସଡ୍‌: ଓଡ଼ିଶାରୁ ପରୀକ୍ଷା ଦେଲେ ୩ ହଜାର ଛାତ୍ରୀଛାତ୍ର-ଆସନ୍ତା ୧୪ରେ ପ୍ରକାଶ ପାଇବ ର଼୍ୟାଙ୍କ୍‌ କାର୍ଡ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ଆଇଆଇଟିରେ ନାମଲେଖା ପାଇଁ ସୋମବାର ଜେଇଇ ଆଡଭାନ୍ସଡ୍‌ ପରୀକ୍ଷା ଅନୁଷ୍ଠିତ ହୋଇଛି। ଦେଶର ୧ ଲକ୍ଷ ୭୬ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିବାବେଳେ ଓଡ଼ିଶାରୁ ୩୨୬୧ ଜଣ ପରୀକ୍ଷା ଦେଇଛନ୍ତି। ଦୁଇଟି ପେପରରେ ପରୀକ୍ଷା…

କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ରେଟିନା ଅସ୍ତ୍ରୋପଚାର

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ରେଟିନା ଅସ୍ତ୍ରୋପଚାର ଆରମ୍ଭ ହୋଇଛି। ସୁନେତ୍ର ଯୋଜନାରେ ଆରମ୍ଭ ହୋଇଥିବା ଏହି ଅତ୍ୟାଧୁନିକ ବ୍ୟୟବହୁଳ ଚିକିତ୍ସା ଚକ୍ଷୁରୋଗୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦିଆଯାଉଛି। ଚକ୍ଷୁରୋଗୀଙ୍କୁ ସମସ୍ତ ପ୍ରକାର ଅତ୍ୟାଧୁନିକ…

ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର: ୨୩ କୋଚିଂ ସେଣ୍ଟରରେ ଯାଞ୍ଚ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ନିକଟରେ ଗୁଜରାଟର ସୁରଟରେ ଘଟିଥିବା ଏକ କୋଚିଂ ସେଣ୍ଟର ଅଗ୍ନିକାଣ୍ଡରେ ୨୩ଜଣ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ଏହି ଘଟଣା ପରେ ଓଡିଶା ଅଗ୍ନିଶମ ବିଭାଗ ତତ୍ପରତା ଦେଖାଇଛି। ଅଗ୍ନିଶମ ଡିଜି ବି.କେ ଶର୍ମାଙ୍କ…

ଓଭରବ୍ରିଜ୍‌ ଉପରେ ଧକ୍କା ଦେଲା ଟ୍ରକ ୩୦ ଫୁଟ ତଳକୁ ଖସି ବାପ, ପୁଅ ମୃତ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜଧାନୀ ଦେଇ ଯାଇଥିବା ଜାତୀୟ ରାଜପଥ ଓଭରବ୍ରିଜ୍‌ ପାଲଟିଛି ଡେଥ୍‌ ଜୋନ୍‌। ଦୁର୍ଘଟଣା ନେଉଛି ବହୁ ଜୀବନ। ସୋମବାର ସକାଳେ ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟବିହାର ଛକ ନିକଟ ଓଭରବ୍ରିଜ ଉପରେ ଆଉ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌…

ଅଧ୍ୟକ୍ଷ ପଦ ଛାଡ଼ିବେ ରାହୁଲ

ନୂଆଦିଲ୍ଲୀ,୨୮ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ଶୋଚନୀୟ ପରାଜୟ ପରେ ଅଧ୍ୟକ୍ଷ ପଦରେ ରହିବାକୁ ଚାହୁଁନାହାନ୍ତି ରାହୁଲ ଗାନ୍ଧୀ। ସେ ଇସ୍ତଫା ଦେବା ଲାଗି କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ପ୍ରସ୍ତାବ ଦେଇଥିଲେ ହେଁ ଏହାକୁ ଦଳର ବରିଷ୍ଠ ନେତାମାନେ…

ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଗୋଲେ

ଗାଙ୍ଗଟକ୍‌,୨୮ା୫(ପି.ଟି.): ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଏସ୍‌କେଏମ୍‌ (ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା) ଅଧ୍ୟକ୍ଷ ପ୍ରେମ୍‌ ସିଂ ତମାଙ୍ଗ ଓରଫ ପି.ଏସ୍‌. ଗୋଲେ ସୋମବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ୧୧ ଏସ୍‌କେଏମ୍‌ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପାଲଜୋର ଷ୍ଟାଡିୟମ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?