ଘାତ ପ୍ରତିଘାତରେ ଝଲସିଛି ପ୍ରତିଭା
ବନ୍ତ, ୨୮।୫ (ଡି.ଏନ.ଏ.) – ପିଲାଟି ବେଳୁ ବହୁ ଘାତପ୍ରତିଘାତ ମଧ୍ୟରେ ସଂଗ୍ରାମ କରି ନିଜ ପ୍ରତିଭାର ବିକାଶ ପାଇଁ କାର୍ଯ୍ୟ କରିଆସୁଛନ୍ତି ଜଳଧର। ହାରମୋନିୟମ ସାଙ୍ଗକୁ ତବଲା ବାଦନରେ ସେ ବେଶ୍ ଧୂରୀଣ। ଏଥିସହ କଣ୍ଠର ଯାଦୁ ଦେଖାଇ ସମସ୍ତଙ୍କୁ…
ହାର୍ଟ ଆଟାକ୍ ଓ ଡାଇବେଟିସ୍ରୁ ଦୂରେଇ ରଖେ ଏହି ପାଣି…
ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍ ଓ ଡାଇବେଟିସ୍ ସମସ୍ୟା ଦେଖାଦେଇଥାଏ। ତେବେ କେତେକ ଘରୋଇ ଉପାୟ ଆପଣାଇଲେ ଏଥିରୁ ସହଜରେ ମୁକ୍ତି ମିଳିଥାଏ। ସକାଳୁ କିଛି ସମୟ ବ୍ୟାୟାମ କରିବା ପରେ ଖାଲି ପେଟରେ…
ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ:ମୁଖ୍ୟ ଅଭିଯୁକ୍ତ ଗିରଫ
ଭଦ୍ରକ ଅଫିସ, ୨୮।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇ କାରବାରର ମୁଖ୍ୟ ଅଭିଯୁକ୍ତ ତିହିଡ଼ି ଆରସା ଗ୍ରାମର ଦେବୀପ୍ରସାଦ ପଣ୍ଡା ଓରଫ୍…
ରଥ ପାଇଁ ମିଳିଲାନି ନୂଆ କାଠ
ବାରିପଦା ଅଫିସ,୨୮।୫- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପ୍ରସିଦ୍ଧି ଲାଭ କରିଥିବା ବାରିପଦା ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ୩ ରଥ ନିର୍ମାଣ ଲାଗି ୪୦ରୁ ଊର୍ଦ୍ଧ୍ୱ କାରିଗର ଲାଗିଛନ୍ତି। ରଥଯାତ୍ରାକୁ ଆଉ ଅଳ୍ପଦିନ ବାକିଥିବାରୁ ସେମାନେ ଦିନରାତି କାର୍ଯ୍ୟ କରୁଛନ୍ତି।…
ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ବ୍ୟବସାୟୀ ଗିରଫ
ସୋର, ୨୮ା୫(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମର ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ସୋର ପୋଲିସ ରବିବାର ଜଣେ ବ୍ୟବସାୟୀ ଭଦ୍ରକରୁ ଗିରଫ କରିଛି। ଏହି ଗ୍ରାମର ସୁରେଶ ଗାୟନ୍ ଉକ୍ତ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ସଂପୃକ୍ତ ମହିଳା ସୋର ଥାନାରେ…
କନିଅଆଁ ଟୁସୁଙ୍କ ନୌବିହାର ମନମୋହିଲା
ବାଲେଶ୍ୱର ଅଫିସ, ୨୮।୫-ବାହାଘର ପାଇଁ ସରିଛି ଲଗ୍ନଧରା ଓ ଗୁଆମଙ୍ଗଳା। ଆସନ୍ତା ୩୦ତାରିଖରେ ଶୁଭ ପରିଣୟ। ବଧୂ ବେଶ ସାଜି ଝଲସି ଉଠିବେ ଟୁସୁ। ବାଜା, ରୋଷଣିରେ ଚାରିଦିଗ ଦୁଲୁକାଇ ବର ବେଶ ହୋଇ ଆସିବେ ଶଙ୍କର। ଏହି ବିବାହ ଉତ୍ସବ…
କୁକୁଡ଼ା ସକାଳୁ ବୋବାଇ ନିଦ ଭାଙ୍ଗୁଥିବାରୁ ପୋଲିସ ନିକଟରେ ଅଭିଯୋଗ କଲେ ମହିଳା: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବେଳେବେଳେ ଅଦ୍ଭୁତ ପ୍ରକାରର ମାମଲା ଥାନାରେ ପହଞ୍ଚେ, ଯାହାକି ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଥାଏ। ସେହିପରି ଏକ ମାମଲା ଥାନାରେ ରୁଜୁ ହୋଇଛି, ଏହା ଯେତିକି ହାସ୍ୟାସ୍ପଦ ସେତିକି ଗୁରୁତ୍ୱପୂର୍ଣ୍ଣ। ମଧ୍ୟ ନିଦ ଭାଙ୍ଗୁଥିବା ଏକ କୁକୁଡ଼ା ରାବରେ ନିଦ୍ରାରେ…
ପାତ୍ରପଡାରେ ଶ୍ରୀ ଦୁର୍ଗାର ନୂଆ ଶୋ’ରୁମ
ଭୁବନେଶ୍ୱର,୨୭-୫: ଦକ୍ଷିଣ ଓଡିଶାର ପ୍ରମୁଖ ଶାଢି ଏବଂ ଗାର୍ମେଣ୍ଟ ରିଟେଲର ଶ୍ରୀ ଦୁର୍ଗା ସ୍ଥାନୀୟ ପାତ୍ରପଡାରେ ନୂଆ ଶୋ’ରୁମ ଶୁଭାରମ୍ଭ କରିଛି। ବ୍ରହ୍ମପୁରରେ ଏହା ପ୍ରଥମ ଶୋ’ରୁମ ଖୋଲିଥିବା ବେଳେ ଭୁବନେଶ୍ୱରର ରାଜମହଲ ପରେ ଏହା ତୃତୀୟ ଶୋ’ରୁମ । ନୂଆ…
ହୋଣ୍ଡା ଆକ୍ଟିଭ ଇଣ୍ଡିଆ କ୍ୟାମ୍ପେନରେ ୬୨ ଲକ୍ଷ ସାମିଲ
ଭୁବନେଶ୍ୱର,୨୭-୫: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ମତଦାନ ସଚେନତତା ଲାଗି ଗ୍ରହଣ କରାଯାଇଥିବା ଆକ୍ଟିଭ ଇଣ୍ଡିଆ କ୍ୟାମ୍ପେନରେ ୬୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ସାମିଲ ହୋଇଛନ୍ତି। ଆକ୍ଟିଭ ଇଣ୍ଡିଆନ ଭାବେ ‘କୋଇ ସିଟ୍ ନ ଯାଏ…
ଏସ୍ବିଆଇ ୟୁନୋ ଶ୍ରୀତତ୍ତ୍ୱ ସହଭାଗିତା
ଭୁବନେଶ୍ୱର,୨୭ -୫: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ(ଏସ୍ବିଆଇ) ୟୁନୋ ଏବଂ ଆର୍ଟ ଅଫ୍ ଲିଭିଙ୍ଗର ଏଫ୍ଏମ୍ସିଜି ଶାଖା ଶ୍ରୀତତ୍ତ୍ୱ ଷ୍ଟ୍ରାଟେଜିକ ସହଭାଗିତାରେ ସାମିଲ ହୋଇଛନ୍ତି। ଏହା ଦ୍ୱାରା ଶ୍ରୀତତ୍ତ୍ୱର ଖାଦ୍ୟ, ସ୍ବାସ୍ଥ୍ୟ ସାମଗ୍ରୀ, ପର୍ସନାଲ କେୟାର ପ୍ରଡକ୍ଟ, ଘରୋଇ ଉପକରଣ ଭଳି…
ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଉଲ୍ଲେଖନୀୟ ଅଭିବୃଦ୍ଧିି
ନୂଆଦିଲ୍ଲୀ,୨୭-୫: ୨୦୦୪ ପରଠାରୁ ଦେଶରେ ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଅଭିବୃଦ୍ଧି ଉଲ୍ଲେଖନୀୟ ରହିଛି। ନିର୍ବାଚନର ପ୍ରଭାବ ବର୍ତ୍ତମାନ ଶେୟାର ବଜାର ଉପରେ ପରିଲକ୍ଷିତ ହୋଇଛି। ଏଥିଯୋଗୁ ବଜାର କିଛି ମାସ ଧରି ଅସ୍ଥିର ରହିଛି। ତେବେ ସମ୍ପତ୍ତି ସୃଷ୍ଟି ଲାଗି ଆଗ୍ରହୀ…
୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍ ଯୋଗାଣ
ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଜିଲାର ଅନେକ ଅଞ୍ଚଳ ଅନ୍ଧାର ରହିଛି। ତଥାପି ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ବିଦ୍ୟୁତ୍…

