Home Left

ଗଙ୍ଗାଧର ମେହେର ଜୁନିୟର କଲେଜ ସ୍ଥାନାନ୍ତର, ବିଭାଜନକକୁ ବିରୋଧ

ସମ୍ବଲପୁର, ୨୭।୫ (ବ୍ୟୁରୋ): ଗଙ୍ଗାଧର ମେହେର ଜୁନିୟର କଲେଜକୁ ଅନ୍ୟତ୍ର ସ୍ଥାନାନ୍ତର ଓ ବିଭାଜନକୁ ବିରୋଧ କରାଯାଇଛି । ସୋମବାର ଏ ନେଇ କଲେଜ ଛାତ୍ରୀଛାତ୍ର ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସେମାନେ…

ସମ୍ବଲପୁରରେ ୩୦ରୁ ୩ ଶିକ୍ଷାନୁଷ୍ଠାନକୁ ଅଗ୍ନିଶମ ବିଭାଗର ନୋଟିସ୍‌

ସମ୍ବଲପୁର,୨୭ା୫ (ବ୍ୟୁରୋ): ଗୁଜରାଟ ସୁରଟରେ ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୨୦ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଦେଶ ଓ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପ୍ରତି ସରକାରୀ ଓ ପ୍ରଶାସନିକ ସ୍ତରରେ ଦୃଷ୍ଟି ପଡିଛି। ଏଭଳି…

୬ ଖେଳାଳିଙ୍କୁ ରିଲିଜ କଲେ ଷ୍ଟିମାକ୍‌

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଜାତୀୟ ଫୁଟ୍‌ବଲ ପ୍ରସ୍ତୁତି କ୍ୟାମ୍ପରେ ଯୋଗ ଦେଇଥିବା ୩୭ ଜଣ ଫୁଟ୍‌ବଲ ଖେଳାଳିଙ୍କ ମଧ୍ୟରୁ ସୋମବାର ୬ଜଣଙ୍କୁ ରିଲିଜ କରିଛନ୍ତି କୋଚ୍‌ ଇଗୋର ଷ୍ଟିମାକ୍‌। ଜୁନ୍‌ ୫ରୁ ୮ ପର୍ଯ୍ୟନ୍ତ ଥାଇଲାଣ୍ଡର ବୁରିରାମଠାରେ କିଙ୍ଗ୍ସ କପ୍‌ ଖେଳାଯିବ। ଏହି…

‘ଏଥର ଇଂଲଣ୍ଡ ଫେଭରାଇଟ୍‌’

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଆସନ୍ତା ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଇଂଲଣ୍ଡ ଫେଭରାଇଟ୍‌ ଦଳ। କିନ୍ତୁ ଟାଇଟଲ ଦୌଡ଼ରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ରହିଛନ୍ତି ବୋଲି ଅଷ୍ଟ୍ରେଲୀୟ ପେସ୍‌ କିମ୍ବଦନ୍ତୀ ଗ୍ଲେନ ମ୍ୟାକ୍‌ଗ୍ରା ପ୍ରକାଶ କରିଛନ୍ତି। ମ୍ୟାକ୍‌ ଗ୍ରା ୨୦୦୭ ବିଶ୍ୱକପ୍‌ ବିଜୟୀ…

ଭୁଜାଲି ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ୮୦ ହଜାର ଟଙ୍କା ଲୁଟ୍‌

କାମାକ୍ଷାନଗର, ୨୭ା୫(ଡି.ଏନ.ଏ.)- ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଲୀକାଟେଣୀ ଗ୍ରାମରୁ ସୋମବାର ମଧ୍ୟାହ୍ନରେ ଭାରତ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କଠାରୁ ୮୦ ହଜାର ଟଙ୍କା ଲୁଟ୍‌ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ପ୍ରକାଶ, କମ୍ପାନୀ କର୍ମଚାରୀ ରାହୁଲ ନାଏକ,…

ଜଜାଙ୍ଗ ଖଣିରେ ବିଦ୍ରୋହସହସ୍ରାଧିକ ଶ୍ରମିକ ବନ୍ଦ କଲେ ଖଣିବ୍ୟାପକ ପୋଲିସଫୋର୍ସ ମୁତୟନ

ଯୋଡ଼ା, ୨୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ ଖଣିରେ ବର୍ଦ୍ଧିତ ଦରମା ପ୍ରଦାନ ଦାବୀରେ ସୋମବାର ସହସ୍ରାଧିକ ଶ୍ରମିକ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଉକ୍ତ ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକ ବିଦ୍ୟାଧର ପାତ୍ର, ରତ୍ନାକର ହଂସ, ଗଣେଶ ପାତ୍ର ପ୍ରମୁଖ…

ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍‌ : ୧୫ ଆହତ

ସୋର, ୨୭।୫(ଡି.ଏନ.ଏ.)-ସୋର ଥାନା ୧୬ନଂ. ଜାତୀୟ ରାଜପଥ ଛଅପୋଲିଆଠାରେ ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ସୋମବାର ଭୋର୍‌ ସମୟରେ ପ୍ରଧାନ ନାମକ…

ସମୟର ଆହ୍ବାନକୁ ସାମନା କରିବୁ-ସତ୍ୟଶିବ

ଭୋଗରାଇ, ୨୭।୫(ଡି.ଏନ.ଏ.)-ନିର୍ବାଚନରେ ପରାଜୟ ବରଣ କରି କଂଗ୍ରେସ ପକ୍ଷରୁ ମାନସ ମନ୍ଥନ ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ପରାଜିତ ପ୍ରାର୍ଥୀ ସତ୍ୟଶିବ ଦାସ କହିଛନ୍ତି, ସମୟର ଆହ୍ବାନକୁ ଗ୍ରହଣ କରି ଲକ୍ଷ୍ୟ ସାଧନ…

ମଡ଼େଲିଂରେ ରିଷିତା, ଶାଶ୍ୱତ ପ୍ରଥମଭାଗ ନେଲେ ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ

ବାଲେଶ୍ୱର ଅଫିସ, ୨୭।୫- ବାଲେଶ୍ୱର ଜିଲା ରେମୁଣାସ୍ଥିତ ନୋସି ଉତ୍କଳା ମଞ୍ଚରେ ଏକ ଭିନ୍ନ ଧରଣର ର଼୍ୟାମ୍ପ ଶୋ’ (ଗ୍ଲାମର ଲେନ୍‌) ଅନୁଷ୍ଠିତ ହୋଇଯାଇଛି। ଏହି ଶୋ’ରେ ବାଲେଶ୍ୱର ଜିଲାରୁ ୫୦ରୁ ଊର୍ଦ୍ଧ୍ୱ ପିଲା ଭାଗ ନେଇଥିଲେ। ଅତିଥି ଭାବେ ଦି…

ଜମି ଚିହ୍ନଟ ଦାବିରେ ଭୂମିହୀନଙ୍କ ଧାରଣା

ବନ୍ତ, ୨୭।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଷେଣ୍ଢତୀରା ପଞ୍ଚାୟତ ବରପଦା ଗ୍ରାମରେ ବସୁନ୍ଧରା ଯୋଜନାରେ ହିତାଧିକାରୀଙ୍କୁ ପଟ୍ଟା ମିଳିଛି। ହେଲେ ଜମି ଚିହ୍ନଟ ହୋଇପାରୁ ନ ଥିବାରୁ ସେମାନେ ଘର କରିପାରୁ ନାହାନ୍ତି। ତୁରନ୍ତ ଜମି…

ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ମାରି ଲୁଟ୍‌

ଭାପୁର,୨୭।୫(ଡି.ଏନ.ଏ.)- ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ଅଧୀନ ଘଟିପିରି କଳାଙ୍ଗ ରାସ୍ତାର ମାଧପୁର ନିକଟରେ ସୋମବାର ଅପରାହ୍ନରେ ଫାଇନାନ୍ସ କର୍ମଚାରୀ ସୁବୋଧ କୁମାର ଜେନାଙ୍କଠାରୁ ଲୁଟ୍‌ ହୋଇଛି। ୩ ଦୁର୍ବୁତ୍ତ ତାଙ୍କୁ ମାଡ଼ ମାରି ବାଇକ ସହ ପ୍ରାୟ…

ଛେଣ୍ଡିପଦାରେ କାଳବୈଶାଖୀଭାଙ୍ଗିଲା ତୋରଣ, ବ୍ୟାପକ ଗଛ ନଷ୍ଟ

ଛେଣ୍ଡିପଦା,୨୭।୫(ସ୍ବ.ପ୍ର): ଛେଣ୍ଡିପଦା ବ୍ଲକ ସଦରମହକୁମାରେ କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ କେହି ଆହତ ହୋଇ ନ ଥିବାବେଳେ ପ୍ରବଳ ପବନ ପ୍ରଭାବରେ ଛେଣ୍ଡିପଦା ଚନ୍ଦନଯାତ୍ରା ନିମନ୍ତେ ନିର୍ମିତ ସୁଉଚ୍ଚ ତୋରଣଟି ଭାଙ୍ଗିଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?