Home Left

ବିବାହ ବିଚ୍ଛେଦ ପାଇଁ ସରଳ କରାଯାଉ ଆଇନ

ଡବଲିନ,୨୭।୫: ଆୟରଲାଣ୍ଡରେ ବିବାହ ବିଚ୍ଛେଦ ଆଇନକୁ ସରଳୀକରଣ କରିବା ପାଇଁ ୮୨ ପ୍ରତିଶତ ଲୋକ ଦାବି କରିଛନ୍ତି। ଏଥିପାଇଁ ସ୍ଥାନୀୟ ଲୋକେ ରାସ୍ତାକୁ ଓହ୍ଲାଇଥିବା ଜଣାପଡ଼ିଛି। ବିବାହ ବିଚ୍ଛେଦ ପ୍ରକ୍ରିୟାକୁ ସରଳ ବା ସହଜ କରିବା ପାଇଁ ଜନମତ ନିଆଯାଉ ବୋଲି…

ହିନ୍ଦୁ ମହିଳାଙ୍କୁ ବଞ୍ଚାଇବା ପାଇଁ ରୋଜା ଭାଙ୍ଗିଲେ ମୁସଲମାନ ଯୁବକ

ଜୟପୁର, ୨୭।୫: ଭାଇଚାରାର ଏକ ଅନନ୍ୟ ଉଦାହରଣ ରାଜସ୍ଥାନର ନାଗୌରରେ ଦେଖିବାକୁ ମିଳିଛି। ହିନ୍ଦୁ ମହିଳାଙ୍କ ଜୀବନ ବଞ୍ଚାଇବା ପାଇଁ ରୋଜା(ଓଷା) ଭାଙ୍ଗି ଦେଇଛନ୍ତି ମୁସଲମାନ ଯୁବକ। ଅସରଫ ଖାନ୍‌ ନାମକ ଏହି ୨୨ବର୍ଷୀୟ ଯୁବକ ନିଜ ରକ୍ତ ଦେଇ ଗର୍ଭବତୀ…

ଦ୍ୱିତୀୟ ଇନିଂସ୍‌ରେ ପ୍ରଥମେ ମାଲଦିଭିସ୍‌ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଶାସନ ଭାର ସମ୍ଭାଳିବାକୁ ଯାଉଥିବା ବେଳେ ପ୍ରଥମେ ସେ ବିଦେଶ ଗସ୍ତ କାର୍ଯ୍ୟକ୍ରମରେ ମାଲଦିଭିସ୍‌ ଗସ୍ତ କରିବେ ବୋଲି ସୋମବାର ବିଶେଷ ସୂତ୍ରରୁ ଜଣାପଡିଛି। ଏକ ଦ୍ୱିପାକ୍ଷିକ ଚୁକ୍ତି ନେଇ ଆସନ୍ତା…

ଖରାରେ ପକ୍ଷୀଙ୍କ ପାଇଁ ପିଇବା ପାଣି ବ୍ୟବସ୍ଥା କରୁଛନ୍ତି ନାସିର ଭାଇ

ଗ୍ବାଲିୟର,୨୭।୫: ଦେଶରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଏହା ସହିତ ଉତ୍କଟ ଜଳ ସମସ୍ୟା ମଣିଷ ସହିତ ଅନ୍ୟ ପ୍ରାଣୀଙ୍କୁ ଅସ୍ତବ୍ୟସ୍ତ କରୁଛି। ତେବେ ମଧ୍ୟପ୍ରଦେଶ ଗ୍ବାଲିୟରରେ ବାସ କରୁଥିବା ନାସିର ଭାଇ ବିଭିନ୍ନ ପ୍ରାଣୀଙ୍କ ପାଇଁ ସହରର ଭିନ୍ନ…

ମିଗ୍‌-୨୧ ବିମାନ ଉଡାଇ କାରଗିଲ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ବାୟୁସେନାର ମୁଖ୍ୟ

ଚଣ୍ଡିଗଡ଼,୨୭।୫: ଭାରତୀୟ ବାୟୁସେନାର ମୁଖ୍ୟ ବିଏସ୍‌ ଧନଓ୍ବା କାରଗିଲ ଶହୀଦଙ୍କୁ ନିଆରା ଢ଼ଙ୍ଗରେ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ୩ ଦିନିଆ ଗ୍ରସ୍ତରେ କାରଗିଲ ଯାଇଥିବା ବିଏସ୍‌ ଧନଓ୍ବା ଏୟାରଫୋର୍ସ ଯବାନଙ୍କ ପାଇଁ ଏକ ମିଶାଲ ତିଆରି କରିଛନ୍ତି। ସେ ମିଗ୍‌-୨୧ ଯୁଦ୍ଧ ବିମାନକୁ…

ବାଇକ୍‌କୁ ଧକ୍କା ଦେଲା ଅଟୋ: ଜଣେ ମୃତ, ଜଣେ ଆହତ

ଯାଜପୁର ରୋଡ, ୨୭।୫(ନି.ପ୍ର.): ଯାଜପୁର ଜିଲା ଯାଜପୁର ରୋଡ ଥାନା ଅନ୍ତର୍ଗତ ପାଇକେରାପୁର ଛକ ନିକଟରେ ସୋମବାର ଅଟୋ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ…

ଗୋଟିଏ ଦିନରେ ହଜାରେ ଲୋକଙ୍କୁ ଖାଦ୍ୟ ଖୁଆଇ ରେକର୍ଡ କଲେ ଯୁବକ

ହାଇଦ୍ରାବାଦ,୨୭।୫: ‘ସର୍ଭ ନିଡି’ ନାମକ ଏନ୍‌ଜିଓ ବା ସ୍ବେଚ୍ଛାସେବୀ ସଙ୍ଗଠନର ପ୍ରତିଷ୍ଠାତା ଗୌତମ କୁମାର ଗୋଟିଏ ଦିନରେ ପ୍ରାୟ ହଜାରେ ଗରିବ ଲୋକଙ୍କୁ ନିଜ ହାତରେ ଖାଦ୍ୟ ଖୁଆଇ ‘ୟୁନିଭର୍ସାଲ ବୁକ୍‌ ଅଫ୍‌ ରେକର୍ଡ’ରେ ନିଜର ନାଁକୁ ସ୍ଥାନିତ କରିପାରିଛନ୍ତି। ରବିବାର…

ରମଜାନ୍‌ରେ ସେହରୀ ଏବଂ ଇଫତାର ସମୟ ଜଣାଇବା ପାଇଁ ରାୟସେନ୍‌ରେ ଫୁଟୁଛି ତୋପ

ଭୋପାଳ, ୨୭।୫: ମଧ୍ୟପ୍ରଦେଶ ରାୟସେନ ଦୁର୍ଗରେ ଏବେ ରମଜାନ୍‌ ମାସରେ ପ୍ରତିଦିନ ଭୋର୍‌ ଏବଂ ସନ୍ଧ୍ୟା ସମୟରେ ତୋପ ଫୁଟୁଛି। ସ୍ଥାନୀୟ ରାୟସେନ୍‌ ଦୁର୍ଗରେ ୨ ଶହ ବର୍ଷ ଧରି ଏହି ପରମ୍ପରା ଏପର୍ଯ୍ୟନ୍ତ ପାଳିତ ହେଉଛି। ମୁସଲମାନ୍‌ ସମ୍ପ୍ରଦାୟଙ୍କୁ ରୋଜା…

ପେଟ ମାଲିସ ଦ୍ୱାରା ଦୂର ହୋଇଥାଏ ଅନେକ ସମସ୍ୟା

ମାଲିସ ଶରୀର ପାଇଁ ବହୁତ ଲାଭଦାୟକ। ଏହା ଦ୍ୱାରା ଜଣେ ବ୍ୟକ୍ତି ମାନସିକ ଏବଂ ଶାରୀରିକ ଭାବେ ନିଜକୁ ସୁସ୍ଥ ଅନୁଭବ କରିଥାଏ। ସେହିପରି ପେଟ ମାଲିସର ବହୁ ଉପକାରିତା ରହିଛି। ପେଟ ମାଲିସ ଦ୍ୱାରା ଚିନ୍ତାମୁକ୍ତ ହେବା ସହ ସମସ୍ତ…

ପ୍ରଥମ ଜନ୍ମଦିନରେ କେମିତି ଦେଖାଯାଉଥିଲେ ବଲିଉଡ୍‌ର ଏହି ଅଭିନେତ୍ରୀ

ମୁମ୍ବାଇ: ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବଲିଉଡ୍‌ ଆକ୍ଟ୍ରେସ୍‌ ୟାମି ଗୌତମଙ୍କର ଏକ ଫଟୋ ଏବେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଭାଇରାଲ ହେବାରେ ଲାଗିଛି। ୩୦ ବର୍ଷୀୟା ଏହି ନାୟିକାଙ୍କର ଉକ୍ତ ଫଟୋଟି ହେଉଛି ପ୍ରଥମ ଜନ୍ମ ଦିନର। ଅର୍ଥାତ୍‌…

ଭୟାବହ ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଯୁବକ

ରୋମ,୨୭।୫: ରୋମ ସହରରେ ଥିବା ଏକ ଘରେ ଭିଷଣ ନିଆଁ ଲାଗିଯାଇଥିବାର ଏକ ଭିଡିଓ ସାମ୍‌ନାକୁ ଆସିଛି। ଯେଉଁଥିରେ ଜଣେ ଯୁବକ ନିଜର ଉପସ୍ଥିତି ବୁଦ୍ଧି ଖଟାଇ ନିଆରା ଉପାୟରେ ଜୀବନ ବଞ୍ଚାଇଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଉକ୍ତ ସହରରେ ଥିବା…

ସତ ହେଲା ବାଜପେୟୀଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୭।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଭବିଷ୍ୟବାଣୀ ଏବେ ସତ ହୋଇଥିବା ଆଲୋଚନା ହେଉଛି। ପାଖାପାଖି ଦୁଇ ଦଶକ ପରେ ଏହା ସତ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ୧୯୯୯ରେ ଯେତେବେଳେ ବାଜପେୟୀ ସରକାର ଖଣ୍ଡେ ଭୋଟରେ ହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?