ଜମ୍ମୁ-ପୁଞ୍ଚ ଜାତୀୟ ରାଜପଥରେ ଆଇଇଡି ନିଷ୍କ୍ରିୟ କଲା ସେନା
ରାଜୌରୀ,୨୭।୫: ଜମ୍ମୁ-ପୁଞ୍ଚ ଜାତୀୟ ରାଜପଥର କାଲାର ଅଞ୍ଚଳରେ ସୋମବାର ଏକ ଆଇଇଡି ମିଳିବା ଖବର ପାଇବା ପରେ ଭାରତୀୟ ସେନା ପକ୍ଷରୁ ଏହାକୁ ନିଷ୍କ୍ରିୟ କରାଯାଇଥିବା ସୂଚନା ମିଳିଛି। ପ୍ରଥମେ ସେନା ଦ୍ୱାରା ଉକ୍ତ ଅଞ୍ଚଳକୁ ସିଲ୍ କରାଯାଇଥିବା ବେଳେ ସତର୍କତାର…
ମଲା ମୂଷାକୁ ୧୦ ଘଣ୍ଟା ଧରି ଜଗି ବସିଲା ପୋଲିସ
ନୂଆଦିଲ୍ଲୀ, ୨୭।୫: ରାଜଧାନୀ ଦିଲ୍ଲୀରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ମଲା ମୂଷା ପାଇଁ ପୋଲିସ ୧୦ ଘଣ୍ଟା କାଳ ପ୍ରହରା ଦେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୋବିନ୍ଦପୁର ଇଲାକାରେ ଥିବା ଏକ ବନ୍ଦ ଘରୁ ଜୋରରେ…
‘ହର ହର ମହାଦେବ’ ଧ୍ୱନୀରେ ମୋଦିଙ୍କୁ ସ୍ବାଗତ କଲା ବାରଣାସୀ
ବାରଣାସୀ,୨୭।୫: ଲୋକ ସଭା ନିର୍ବାଚନରେ ଅଭୁତ ପୂର୍ବ ସଫଳତା ପରେ ପ୍ରଥମ ଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବାରଣାସୀ ଗସ୍ତ କରିଛନ୍ତି। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ ଭାଜପା ଅଧ୍ୟକ୍ଷ ଅମିତ ଶାହ, ଉତ୍ତର ପ୍ରଦେଶ…
କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର
ନରାଜ/ବାରଙ୍ଗ, ୨୭।୫(ଡି.ଏନ୍.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡର ବିକି କୁମାର(୨୨)। ପ୍ରକାଶ ଯେ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ…
ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ୩ ଗିରଫ, ୨ ଫେରାର
ଲକ୍ଷ୍ନୌ, ୨୭।୫: ଆମେଠିର ନବନିର୍ବାଚିତ ଭାଜପା ଏମ୍ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କ ଗିରଫ କରିଛି। ଆଉ ଦୁଇଜଣ ଅଭିଯୁକ୍ତ ଖସି ପଳେଇଛନ୍ତି ବୋଲି ପୋଲିସ ସୂଚନା ଦେଇଛି। ଏହି ହତ୍ୟା…
୧୭ତମ ଲୋକ ସଭାର ସୁନ୍ଦରୀ ଏମ୍ପି
ନୂଆଦିଲ୍ଲୀ,୨୭।୫: ଦେଶର ୧୭ତମ ଲୋକ ସଭାକୁ ନବନିର୍ବାଚିତ ହୋଇ ଆସିଛନ୍ତି ପଶ୍ଚିମବଙ୍ଗର ମିମି ଚକ୍ରବର୍ତ୍ତୀ। ୩୦ ବର୍ଷ ବୟସ୍କା ମିମି ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଭାବେ ଯାଦବପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ୨୦୦୮ରେ ସେ ଫିଲ୍ମ ଦୁନିଆରେ ପାଦ…
ଏବେ ହେବ ରାମଙ୍କ କାମ: ମୋହନ ଭାଗଓ୍ବତ୍
ଉଦୟପୁର,୨୭।୫: ଭାଜପାର ବିପୁଳ ବିଜୟ ପରେ ଆର୍ଏସ୍ଏସ୍ କର୍ମୀଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଛି। ଏହି ମର୍ମରେ ଆର୍ଏସ୍ଏସ୍ ପ୍ରମୁଖ ମୋହନ ଭାଗଓ୍ବତ୍ ରାମ ମନ୍ଦିର ସମ୍ପର୍କରେ ସବୁଜ ସଙ୍କେତ ଦେଇଛନ୍ତି। ସେ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ଏବେ ରାମଙ୍କ…
ଗ୍ୟାସ୍ ଲିକ୍ରୁ ଜଳିଗଲା ଅଙ୍ଗନବାଡ଼ି କେନ୍ଦ୍ର : ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର
ବାସୁଦେବପୁର,୨୭ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତର ଗଦେଇବିନ୍ଧା ମହାଳିକ ସାହି ଅଙ୍ଗନବାଡ଼ି କେନ୍ଦ୍ରରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ଅଙ୍ଗନବାଡ଼ି କେନ୍ଦ୍ରଟି ସମ୍ପୂର୍ଣ୍ଣ ଜଳିଯାଇଛି। ରୋଷେଇ ପାଇଁ ଗ୍ୟାସ ଲଗାଯାଉଥିବାବେଳେ ଗ୍ୟାସ ଲିକ୍ ହୋଇ ଏହି ଅଘଟଣ ଘଟିଛି।…
ରୋଗ ପ୍ରତିରୋଧକ ଶକ୍ତି କମାଏ ଅତ୍ୟଧିକ ଥଣ୍ଡା ପାଣି
ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ୍ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ।…
ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ
ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ ବିରୋଧରେ ବହୁ ବରିଷ୍ଠ ନେତା ମୁହଁ ଖୋଲିବା ଆରମ୍ଭ କରିଦେଇଛନ୍ତି। କଂଗ୍ରେସର ପୂର୍ବତନ…
ଭିତରକନିକାରେ ୨୫ କୁମ୍ଭୀର ବସା ଚିହ୍ନଟ
ରାଜନଗର,୨୭ା୫(ଡି.ଏନ୍.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ଭିତରକନିକା ଜାତୀୟ ଉଦ୍ୟାନରେ ରବିବାର ସୁଦ୍ଧା ୨୫ଟି କୁମ୍ଭୀର ବସା ଚିହ୍ନଟ ହୋଇଛି। ଏହି ଜାତୀୟ ଉଦ୍ୟାନର ନଦୀ, ନାଳଗୁଡ଼ିକରେ ବସବାସ କରୁଥିବା ବିରଳ ବଉଳା କୁମ୍ଭୀର ବସାରେ ଅଣ୍ଡା ଦେଇଥିବା ଜଣାପଡ଼ିଛି।…
ଅଶୋକ ଗୁଲାଟି ହୋଇପାରନ୍ତି କେନ୍ଦ୍ର କୃଷି ମନ୍ତ୍ରୀ
ନୂଆଦିଲ୍ଲୀ,୨୭-୫: ଆସନ୍ତା ୩୦ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟଥର ଶପଥଗ୍ରହଣ କରିବାକୁ ଯାଉଛନ୍ତି। ସର୍ପ୍ରାଇଜ ବା ଚକିତ କରିବାରେ ତାଙ୍କର ତୁଳନା ନାହିଁ। ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ରାମନାଥ କୋବିନ୍ଦ, ମନ୍ତ୍ରୀ ଭାବେ କେ.ଜେ.ଆଲ୍ଫୋନ୍ସ ଓ ହରଦୀପ ସିଂହ ପୁରୀଙ୍କ…

