ଜେଟ୍ଲୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗୁଜବ
ନୂଆଦିଲ୍ଲୀ,୨୭-୫: କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ନେଇ ସୋସିଆଲ ମିଡିଆରେ ହେଉଥିବା ପ୍ରଚାର ଏକ ଗୁଜବ ବୋଲି ସରକାରୀ ମୁଖପାତ୍ର କହିଛନ୍ତି। ସୋସିଆଲ ମିଡିଆରେ ହେଉଥିତ୍ବା ପ୍ରଚାର ସମ୍ପୂର୍ଣ୍ଣ ଭୁଲ୍ ଏବଂ ଭିତ୍ତିହୀନ ବୋଲି ସେ କହିଛନ୍ତି।…
ଅଗ୍ନି ବିଭାଗ ପକ୍ଷରୁ ଚାଲିଛି ଯାଞ୍ଚ
କଟକ ଅଫିସ,୨୭ା୫ : ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିବିଭାଗ ପକ୍ଷରୁ କଟକରେ ଯାଞ୍ଚ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ସହରର ଉପରୋକ୍ତ କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଉକ୍ତ ସେଣ୍ଟରଗୁଡ଼ିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଠିକ୍ ଅଛି…
ମା’ ତାରାଦେବୀଙ୍କ ଯାତ୍ରା ୮ମ ଦିନରେ: ୬ ସାହିରେ ଘଟ ପରିକ୍ରମା
ବ୍ରହ୍ମପୁର ଅଫିସ,୨୭ା୫-ବ୍ରହ୍ମପୁରର ଅନ୍ୟତମ ପ୍ରସିଦ୍ଧ ଲାଞ୍ଜିପଲ୍ଲୀ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ରବିବାର ଅଷ୍ଟମ ଦିବସରେ ପହଞ୍ଚିଛି। ଛୁଟିଦିନ ଥିବାରୁ ଅସ୍ଥାୟୀ ପୀଠରେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଥିଲା। ମା’ ଦିନ ତମାମ…
ପୋଷା ପ୍ରାଣୀଙ୍କୁ ନିଜ ସନ୍ତାନ ଭଳି ପାଳନ୍ତି ଏହି ଜନଜାତି…
ପୃଥିବୀର ବିଭିନ୍ନଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ସୁଦାନରେ ବାସ କରୁଥିବା ମୁନ୍ଦରୀ ଜନଜାତି ପୋଷା ଗୃହପାଳିତ ପ୍ରାଣୀଙ୍କୁ ନିଜ ସନ୍ତାନ ଭଳି ଲାଳନପାଳନ କରିଥାନ୍ତି। ଏହି ଜନଜାତି ଗୋ ମୁତ୍ରରେ ମୁଣ୍ଡ ଧୋଇବାକୁ ପସନ୍ଦ କରନ୍ତି। ଏଥିରେ ଥିବା ଏମୋନିଆ…
ଘରୋଇ ହିଂସା ଆଇନ: ବିଧବାଙ୍କୁ ଭରଣପୋଷଣ ଦେବେ ସ୍ବାମୀଙ୍କ ଭାଇ
ନୂଆଦିଲ୍ଲୀ,୨୭ା୫(ପି.ଟି.): ଘରୋଇ ହିଂସା ଆଇନ ଅନୁଯାୟୀ ଜଣେ ବିଧବା ମହିଳାଙ୍କୁ ଭରଣପୋଷଣ ଦେବାକୁ ତାଙ୍କ ଦେଡଶୁର କିମ୍ବା ଦିଅରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ବୋଲି ସୁପ୍ରିମକୋର୍ଟ ଏକ ମାମଲାର ଶୁଣାଣି ବେଳେ ଟିପ୍ପଣୀ ଦେଇଛନ୍ତି। ଜଣେ ନିର୍ଯାତିତା ପତ୍ନୀ ତାଙ୍କ ସ୍ବାମୀଙ୍କ ସମ୍ପର୍କୀୟଙ୍କ…
ରାଜୀବଙ୍କ ମୁଣ୍ଡରେ ଖଣ୍ଡା
ନୂଆଦିଲ୍ଲୀ,୨୭ା୫(ପି.ଟି.): ସାରଦା ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ବିରୋଧରେ ସିବିଆଇ ଲୁକ୍ ଆଉଟ୍ ନୋଟିସ ଜାରି କରିଛି। ଏଥିସହିତ ତାଙ୍କୁ ସୋମବାର ଜେରା ପାଇଁ ହାଜର ହେବା ଲାଗି ସମନ କରାଯାଇଛି। ସେ ଯେପରି…
କାନ୍ସରେ ‘ପାରାସାଇଟ୍’କୁ ସ୍ବର୍ଣ୍ଣ
କାନ୍ସ,୨୭ା୫(ପି.ଟି): ଦକ୍ଷିଣ କୋରୀୟ ନିର୍ଦ୍ଦେଶକ ବଙ୍ଗ୍ ଜୁନ୍ ହୋଙ୍କ ‘ପାରାସାଇଟ୍’ କାନ୍ସ ଫିଲ୍ମ ଫେଷ୍ଟିଭାଲ୍ରେ ସ୍ବର୍ଣ୍ଣ ପଦକ ଲାଭ କରିଛି। ଶନିବାର ସନ୍ଧ୍ୟାରେ ୭୨ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍ର ଉଦ୍ଯାପନୀ ଉତ୍ସବରେ ପାଲ୍ମେ ଡି’ଓର୍ ପୁରସ୍କାର ପ୍ରଦାନ କରାଯାଇଥିଲା। ଚଳିତ ବର୍ଷ…
ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ୮ ଦାବିଦାର
ଲଣ୍ଡନ,୨୭ା୫(ପି.ଟି.): ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଅଲଗା ହେବା ପାଇଁ ଚାଲିଥିବା ବ୍ରେକ୍ଜିଟ୍ ଆଲୋଚନା ବିଫଳ ହେବା ପରେ ପ୍ରଧାନମନ୍ତ୍ରୀ ଥେରେସା ମେ ଇସ୍ତାଫା ଘୋଷଣା କରିସାରିଛନ୍ତି। ସେ ସରକାରୀ ବାସଭବନ ଡାଉନିଂ ଷ୍ଟ୍ରିଟ୍ରୁ ଜୁନ୍ ୭ରେ ବିଦାୟ ନେବେ। ଏହା…
ଡାକ୍ତରଙ୍କ ଖାମଖିଆଲରୁ ଚାଲିଗଲା ଜୀବନ : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଡାକ୍ତରଙ୍କୁ ଭଗବାନ ବୋଲି କୁହାଯାଏ। ହେଲେ ଡାକ୍ତରଙ୍କ ଖାମଖିଆଲରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ଏହି ଘଟଣାକୁ ନେଇ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଏକ ଘରୋଇ ମେଡିକାଲରେ ଉତ୍ତେଜନା ଦେଖିବାକୁ ମିିଳିଛି। ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମୃତ୍ୟୁ ପାଇଁ…
ପୁଣି ଘାରିଲା ପୋଲିସର ପୁରୁଣା ଚୌକି ମୋହ : ନେତା, ବରିଷ୍ଠ ଅଧିକାରୀଙ୍କ ନିକଟରେ ଚାଲିଲାଣି ଲବି
ଭୁବନେଶ୍ୱର, ୨୭।୫(ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁହେବା ପୂର୍ବରୁ ରାଜଧାନୀରେ ଦୀର୍ଘଦିନ ଧରି ରହିଥିବା ଏକାଧିକ ପୋଲିସ ଅଧିକାରୀଙ୍କ ବଦଳି ହୋଇଥିଲା। ଅନେକଙ୍କୁ ଜିଲାପାର ବଦଳି କରାଯାଇଥିବାବେଳେ ଅଧିକାଂଶ ଏସିପି ଓ ଇନ୍ସପେକ୍ଟରଙ୍କୁ ଭୁବନେଶ୍ୱର ଓ କଟକ ମଧ୍ୟରେ…
ମୌସୁମୀ ପୂର୍ବରୁ ସଫା ହେବ ସମସ୍ତ ଡ୍ରେନ୍ : ୨୩୦ ଶ୍ରମିକ ନିୟୋଜିତ, ୬୭ ଓ୍ବାର୍ଡରେ ବିଏମ୍ସି ପକ୍ଷରୁ ୨୫ ଘରୋଇ ଠିକା ସଂସ୍ଥାକୁ ଦାୟିତ୍ୱ
ଭୁବନେଶ୍ୱର,୨୭।୫(ବ୍ୟୁରୋ) : ଚଳିତବର୍ଷ ମୌସୁମୀ ଆସିବା ପୂର୍ବରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ମୁଖ୍ୟ ଓ ସବ୍ ଡ୍ରେନ୍ ସଫା କରାଯିବ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗତ ୨୪ତାରିଖରୁ ମୁଖ୍ୟ ୧୦ ଡ୍ରେନ୍ର ସଫେଇ…
ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା: ୮ ଗିରଫ
ଧରାକୋଟ,୨୬ା୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଅଲେଖ ନାହାକଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ ଏତଲା ଦେବାପରେ ପୋଲିସ ନଂ. ୭୨/୧୯ରେ ମାମଲା ରୁଜୁ…

