Home Left

ମହେଶଙ୍କୁ ସେକିସୁଇ ଓପନ୍‌ ସ୍କ୍ବାଶ ଟାଇଟଲ

କ୍ରିନ୍ସ (ସୁଇଜରଲାଣ୍ଡ), ୨୬।୫(ପିଟି)-ଭାରତୀୟ ସ୍କ୍ବାଶ ଖେଳାଳି ମହେଶ ମନ୍‌ଗଁାକାର ଦ୍ୱିତୀୟ ଥର ପାଇଁ ପିଏସ୍‌ଏ ଚ୍ୟାଲେଞ୍ଜର ଟୁର୍‌ ଇଭେଣ୍ଟ ସେକିସୁଇ ଓପନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ମନ୍‌ଗଁାକାର ୧୧-୯, ୩-୧୧, ୧୧-୫, ୧୧-୫ ଗେମ୍‌ରେ ସ୍ପାନିଶ ଖେଳାଳି ବର୍ନାଟ ଜେଉମ୍‌ଙ୍କୁ ହରାଇ…

ଭାଜପା ନେତାଙ୍କ ଘରେ କଂଗ୍ରେସ ବିଧାୟକ: କର୍ନାଟକ ରାଜନୀତିରେ ହଲ୍‌ଚଲ୍‌

ବେଙ୍ଗାଲୁରୁ, ୨୬।୫: ପୁଣି ଥରେ କର୍ନାଟକ ରାଜନୀତି ସରଗରମ ହୋଇଛି। କଂଗ୍ରେସର ଦୁଇ ବିଧାୟକ ଭାଜପା ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ ଏମ କ୍ରିଷ୍ଣାଙ୍କୁ ରବିବାର ତାଙ୍କ ବାସଭବନରେ ଭେଟିବା ପରେ କର୍ନାଟକ ରାଜନୀତି ହଲ୍‌ଚଲ୍‌ ହୋଇଯାଇଛି। ତେବେ…

ରାଜୀବ କୁମାରଙ୍କ ବିରୋଧରେ ଲୁକ ଆଉଟ ନୋଟିସ ଜାରି କଲା ସିବିଆଇ

ନୂଆଦିଲ୍ଲୀ, ୨୬।୫: ଶାରଦା ଚିଟଫଣ୍ଡ ଘୋଟାଲାର ତଦନ୍ତ ଅଧିକାରୀ ତଥା କୋଲକାତାର ପୂର୍ବତନ ପୋଲିସ କମିଶନର ତଥା ରାଜୀବ କୁମାରଙ୍କ ନାମରେ ଲୁକ ଆଉଟ ନୋଟିସ ଜାରି କରିଛି ସିବିଆଇ। ତାଙ୍କ ଗିରଫଦାରୀ ଉପରେ ରହିତାଦେଶର ଅବଧି ବଢ଼ାଇବାକୁ ସୁପ୍ରିମକୋର୍ଟ ମନା…

ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମଥର ପାଇଁ ଉଭୟ ଫୋନରେ କଥା ହୋଇଛନ୍ତି।…

ବିନା ନିମନ୍ତ୍ରଣରେ ଇଫତାର୍‌ ପାର୍ଟିରେ ପହଞ୍ଚିବାରୁ ତଡା ଖାଇଲେ ଯୁବକ: ସେହି ରାଗରେ କଲେ ଏମିତି

ଲକ୍ଷ୍ନୌ, ୨୬।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକଙ୍କୁ ବିନା ନିମନ୍ତ୍ରଣରେ ଇଫତାର୍‌ ପାର୍ଟିରେ ପହଞ୍ଚିଯାଇଥିବାରୁ ତଡା ଖାଇବାକୁ ପଡିଥିଲା। ଏହି ରାଗରେ ସେ ତିନି ଶିଶୁଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ,…

ଭୂକମ୍ପ ସମୟରେ କେମିତି ରହିବେ ସତର୍କ ଜାଣନ୍ତୁ

ପୃଥିବୀପୃଷ୍ଠର ଉପରିଭାଗ ୭୭ଟି ଟେକ୍ଟୋନିକ୍‌ ପ୍ଲେଟ୍‌ ରହିଛି। ଯେଉଁଠି ଏହି ପ୍ଲେଟ୍‌ ଗୋଟିଏ ଅନ୍ୟଟିକୁ ଧକ୍କା ଦେଇଥାଏ ସେହି ସମୟରେ ଭୂକମ୍ପ ସୃଷ୍ଟି ହୋଇଥାଏ। ଭୂକମ୍ପ ହେଲେ ଅନେକ ଜୀବନ ହାନି ଘଟିଥାଏ। ତେଣୁ କେତେକ ଦିଗ ପ୍ରତି ଧ୍ୟାନ ଦେଲେ…

ମମତା-ରାହୁଲଙ୍କ ମଜା ଉଡ଼ାଇଲେ ଅନୁରାଗ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ଫିଲ୍ମ ବ୍ୟତୀତ ନିଜର ବୁଦ୍ଧି ବିବେକ ଖଟାଇବା ଦିଗରେ ବଲିଉଡ୍‌ରେ ବେଶ୍‌ ଜଣାଶୁଣା। ଏବେ ତାଙ୍କ ଟାର୍ଗେଟରେ ରାଜନେତାମାନେ ରହିଛନ୍ତି। ସଦ୍ୟ ସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପାକୁ ବହୁମତ ମିଳିଥିବାରୁ ସେ ମୋଦିଙ୍କୁ ଶୁଭେଚ୍ଛା…

ଏକୁଟିଆ ରହୁଥିବା ଲୋକଙ୍କଠାରେ ଦେଖାଯାଏ ଏହିସବୁ ଭଲଗୁଣ

ବଦଳୁଥିବା ଜୀବନଶୈଳୀ ଲାଗି ଲୋକଙ୍କ ମଧ୍ୟରେ ପରିବର୍ତ୍ତନ ଦେଖାଯିବା ସ୍ବାଭାବିକ। ତେବେ ଏହି ପରିବର୍ତ୍ତନ ପାଇଁ ଜଣେ ଅନ୍ୟଜଣଙ୍କଠାରୁ ଭିନ୍ନ ହୋଇଥାନ୍ତି। କାହାକୁ ପରିବାର ସହିତ ମିଶିି ରହିବାକୁ ପସନ୍ଦ ଥିବା ବେଳେ କାହାକୁ ଏକୁଟିଆ ରହିବା ପସନ୍ଦ ହୋଇଥାଏ। ଏକୁଟିଆ…

ସହଯୋଗୀଙ୍କ ମୃତଦେହ କାନ୍ଧେଇଲେ ସ୍ମୃତି ଇରାନୀ

ଲକ୍ଷ୍ନୌ, ୨୬।୫: ଆମେଠିର ନର୍ବନିର୍ବାଚିତ ଭାଜପା ଏମ୍‌ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା କରାଯାଇଛି। ଏହାକୁ ନେଇ ରାଜନୀତି ଜୋର ଧରିଥିବାବେଳେ ରବିବାର ତାଙ୍କ ପରିବାରକୁ ଭେଟିଛନ୍ତିି ସ୍ମୃତି ଇରାନୀ। ସେ ସୁରେନ୍ଦ୍ରଙ୍କ ମୃତଦେହକୁ କାନ୍ଧେଇ ଗାଁ…

ବରିଷ୍ଠ ନେତାଙ୍କ ଉପରେ ବର୍ଷିଲେ ରାହୁଲ: କହିଲେ, ପୁଅ ମୋହ ଯୋଗୁ ଆଜି ଦଳର ଏଭଳି ଅବସ୍ଥା

ନୂଆଦିଲ୍ଲୀ: କ୍ରମାଗତ ଦୁଇ ଦୁଇଟା ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ପାର୍ଟି ଶନିବାର ଏକ ମାରାଥନ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଆତ୍ମଚିନ୍ତନ କରିଛି। ଦେଶବ୍ୟାପୀ କଂଗ୍ରେସର ପ୍ରମୁଖ ନେତାମାନେ ଏହି ବୈଠକରେ ଯୋଗ ଦେଇ ପରାଜୟର କାରଣ…

‘ଆପ୍‌’ରେ କଳି: କେଜ୍‌ରିଓ୍ବାଲଙ୍କୁ ହଟାଇବା ଦାବି ଜୋର ଧରିଲା

ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ ଦିଲ୍ଲୀରୁ ଆମ ଆଦମୀ ପାର୍ଟି(ଆପ୍‌) ଗୋଟିଏ ବି ଆସନ ହାତେଇପାରିନାହିଁ। ଏହାକୁ ନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଛି। ଦଳର କିଛି ନେତା ପରାଜୟ ପାଇଁ ସିଧାସଳଖ ଦଳ ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦାୟୀ…

କାଠଯୋଡିରେ ବୁଡି ଘରୋଇ ଇଞ୍ଜିନିୟରିଂ ଛାତ୍ର ନିଖୋଜ

ବାରଙ୍ଗ,୨୬ା୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡିରେ ବୁଡି ରବିବାର ମଧ୍ୟାହ୍ନରେ ଜଣେ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ନିଖୋଜ ଅଛନ୍ତି। ସେ ହେଉଛନ୍ତି ଝାଡଖଣ୍ଡର ବିକି କୁମାର (୨୨)। ସୂଚନାଯୋଗ୍ୟ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?