Home Left

ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଜର୍ମାନୀ ସମାଜସେବୀଙ୍କ ଭିଜା ସମୟ ସୀମା ବଢ଼ାଇବା ମନା: ରିପୋର୍ଟ ତଲବ କଲେ ସୁଷମା

ଆଗ୍ରା,୨୬।୫: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିବା ଜର୍ମାନୀର ୬୧ ବର୍ଷ ବୟସ୍କା ସମାଜସେବୀ ଫ୍ରିଡେରିକ୍‌ ଇରିନା ବର୍ନିଂଙ୍କ ଭାରତୀୟ ଭିଜା ସମୟ ସୀମା ବଢ଼ାଇବା ପାଇଁ ମନା କରାଯାଇଥିଲା। ଏହାପରେ ଫ୍ରିଡେରିକ୍‌ ପଦ୍ମଶ୍ରୀ ପୁରସ୍କାର ଫେରାଇ ଦେବାକୁ ଧମକ ଦେଇଛନ୍ତି। ଏନେଇ…

ବିଜେଡି ବିଧାୟକ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ନବୀନଙ୍କୁ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ଦଳର ବରିଷ୍ଠ ନେତା ବିକ୍ରମ କେଶରୀ…

ମରୁଡ଼ିଗ୍ରସ୍ତ ଔରଙ୍ଗାବାଦ୍‌: ସ୍ବେଚ୍ଛାସେବୀ ଅନୁଷ୍ଠାନ ଚାଷୀଙ୍କୁ ଖାଦ୍ୟ ଓ ଗାଈଗୋରୁଙ୍କୁ ଦେଉଛି ମାଗଣା ଦାନା

ଔରଙ୍ଗାବାଦ୍‌,୨୬।୫: ମହାରାଷ୍ଟ୍ର ଔରଙ୍ଗାବାଦ୍‌ରେ ମରୁଡ଼ି ଲାଗି ରହିଛି । ଖାଦ୍ୟ ଓ ପାନୀୟ ଜଳ ଅଭାବ ଉତ୍କଟ ହେବାରେ ଲାଗିଛି। ଏପରିସ୍ଥଳେ ସ୍ଥାନୀୟ ଜୈନ ସଂସ୍ଥାର ମିଳିତ ସହଯୋଗରେ ଆରିତ ସ୍ବେଚ୍ଛାସେବର ସଂଗଠନ ପକ୍ଷରୁ ଚାଷୀଙ୍କୁ ମାଗଣାରେ ଖାଦ୍ୟ ଯୋଗାଇ ଦିଆଯିବା…

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ମୋ ପିତାଙ୍କୁ କଂଗ୍ରେସ କାର୍ଯ୍ୟକର୍ତ୍ତା ମାରିଛନ୍ତି ବୋଲି ଅଭିଯୋଗ କଲେ ପୁଅ

ଲକ୍ଷ୍ନୌ, ୨୬।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇ କଂଗ୍ରେସ ଗଡ କୁହାଯାଉଥିବା ଆମେଠି ଲୋକ ସଭା ଆସନ ଜିତିଥିବା ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ହତ୍ୟା ଘଟଣାରେ…

ରାମଦେବ ପୁଣି ହେଲେ ବିବାଦୀୟ: ତୃତୀୟ ସନ୍ତାନଙ୍କୁ ନ ମିଳୁ ଭୋଟ ଦେବା ଅଧିକାର

ହରିଦ୍ୱାର,୨୬।୫: ବିଭିନ୍ନ ସମୟରେ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସୁଥିବା ବାବା ରାମଦେବ ପୁଣି ଥରେ ବିବାଦୀୟ ହୋଇପଡ଼ିଛନ୍ତି । ହରିଦ୍ୱାରରେ ଏକ ସଭାରେ ଯୋଗଦେଇ ରାମଦେବ କହିଛନ୍ତି ପରିବାରରେ ଜନ୍ମ ହେଉଥିବା ତୃତୀୟ ସନ୍ତାନକୁ ଭୋଟ ଦେବା ଅଧିକାରରୁ ବଞ୍ଚିତ…

‘ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଲଣ୍ଡନ,୨୬।୫- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ୍‌ ଭାରତକୁ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬ ଉଇକେଟରେ ପରାସ୍ତ କରିଛି। ଟ୍ରେଣ୍ଟ ବୋଲ୍ଟ ଓ କଲିନ ଡେ ଗ୍ରାଣ୍ଡହୋମଙ୍କ ଘାତକ ବୋଲିଂ ଯୋଗୁ ଭାରତୀୟ ଦଳ ୮୧ ରନ୍‌ରେ ୬ ଉଇକେଟ ହରାଇ ସାରିଥିଲା।…

ବିଦ୍ୟୁତ୍‌ ଖୁଣ୍ଟପଡି ଜଣେ ଗୁରୁତର: ୧ଘଣ୍ଟା ଧରି ଜାତୀୟ ରାଜପଥରେ ଯାନବାହନ ଚଳାଚଳ ଠପ୍‌

ବଅଁରପାଳ,୨୬।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଅନ୍ତର୍ଗତ ନୂଆହତା ନିକଟର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବାରୁ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ । ତେବେ ସେ ସାଇକେଲରେ ଯାଉଥିବା ସମୟରେ…

୩୫ ବର୍ଷ ପରେ ପୁରୁଷମାନେ କରାନ୍ତୁ ଏହି ୪ ଚେକ୍‌ଅପ୍‌

ବୟସ ବଢ଼ିବା ସହିତ ମଣିଷ ଶରୀରରେ ଅନେକ ପରିବର୍ତ୍ତନ ଦେଖାଯାଇଥାଏ। ଏ ନେଇ ନାନାଦି ରୋଗ ମଧ୍ୟ ହୋଇଥାଏ। ତେବେ ପୁରୁଷମାନଙ୍କ ବୟସ ୩୫ ବର୍ଷରୁ ଅଧିକ ହୋଇଥିଲେ ସେମାନଙ୍କୁ କିଛି ଚେକ୍‌ଅପ୍‌ କରାଇବା ନିହାତି ଜରୁରୀ। ତେବେ ଜାଣନ୍ତୁ ସେ…

ପୋଲିସ ଇନ୍‌ଫର୍ମର ଦର୍ଶାଇ କଂଗ୍ରେସ କର୍ମୀଙ୍କୁ ହତ୍ୟା

ମାଲକାନଗିରି,୨୬ା୫(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଭେରମଗଡ଼ ଥାନା ଅନ୍ତର୍ଗତ କେସତାପରା ଗ୍ରାମରେ ଶନିବାର ରାତିରେ ୨୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି ଜଣେ କଂଗ୍ରେସ କର୍ମୀଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ମାଓବାଦୀମାନେ କଂଗ୍ରେସ କର୍ମୀଙ୍କ ଘରକୁ ଯାଇ…

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କୁ ତାଙ୍କ ସରକାରୀ ବାସଭବନରେ ରବିବାର ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଦଳର ବିପୁଳ ବିଜୟ ନେଇ ଉପରାଷ୍ଟ୍ରପତି ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦି ଉପରାଷ୍ଟ୍ରପତିଙ୍କ ସ୍ତ୍ରୀ ଏମ୍‌. ଉଷାଙ୍କ ଦ୍ୱାରା ପ୍ରସ୍ତୁତ…

ଲିଭୁଥିବା ଲଣ୍ଠନ ପାଇଁ ମାନସ ମନ୍ଥନ କରିବେ ରାବ୍ରୀ

ପାଟନା,୨୬।୫: ଲୋକ ସଭା ନିର୍ବାଚନରେ ବିହାରରେ ଲାଲୁ ଯାଦବଙ୍କ ଆରଜେଡି ସମ୍ପୂର୍ଣ୍ଣ ଧରାଶାୟୀ ହୋଇଛି। ରାଜ୍ୟର ୪୦ଟି ଲୋକ ସଭା ଆସନ ମଧ୍ୟରୁ ୩୯ଟି ଏନଡିଏ ଖାତାକୁ ଯାଇଛି। ସେହିଭଳି ଗୋଟିଏ ଆସନ କଂଗ୍ରେସ ହାତେଇଛି। ଏଠାରେ ବ୍ୟାଟିଂ ପୂର୍ବରୁ ଆର୍‌ଜେଡି…

ଭାଜପା ସଂଖ୍ୟାଗରିଷ୍ଠତା ହାସଲ ପରେ ମୋଦି ଫ୍ୟାନଙ୍କ ୨୪୦ କି.ମି.ସାଇକେଲ ଯାତ୍ରା: ମହାପ୍ରଭୁଙ୍କ ଦର୍ଶନ କରିି ପୂରଣ କଲେ ମାନସିକ

ପୁରୀ ଅଫିସ,୨୬।୫: ୨୦୧୯ ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦି ବିପୁଳ ଜନ ସମର୍ଥନ ହାସଲ କରିଛନ୍ତି । ଦ୍ୱିତୀୟ ଥରଲାଗି ସେ ଦେଶର ପ୍ରଧାନମନ୍ତ୍ରୀ ହେବେ। ଏନେଇ ଦେଶସାରା ଉତ୍ସାହର ମାହୋଲ ରହିଛି । କିଏ ବାଣ ଫୁଟାଇ ବିଜୟ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?