Home Left

ଆବାସ ଯୋଜନା ଗୋଚ୍ଛାବାରୀରେ ସାତସପନ

ଖଣ୍ଡପଡା,୭ା୬(ସ୍ବ.ପ୍ର.) : ସମାଜରେ ଦଳିତ ଓ ଅସହାୟଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ୨୦୧୯ ମସିହା ସୁଦ୍ଧା କେଉଁଠି ଚାଳ ଛପର ରହିବ ନାହିଁ ବୋଲି ରାଜ୍ୟ ସରକାର ମଧ୍ୟ ଘୋଷଣା…

ଓ୍ବିପ୍ରୋରେ ଅଜିମ ପ୍ରେମଜୀଙ୍କ ଯୁଗର ଅବସାନ

ନୂଆଦିଲ୍ଲୀ,୭-୬: ଦେଶର ସର୍ବବୃହତ ଦାନବୀର କୁହାଯାଉଥିବା ଅଜିମ ପ୍ରେମଜୀ ଦୀର୍ଘ ୫୩ ବର୍ଷ ଧରି ଓ୍ବିପ୍ରୋର ମୁଖ୍ୟ ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଶେଷରେ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ସେ ଆସନ୍ତା ଜୁଲାଇ ୩୦ରେ ନିଜ ପଦରୁ ଅବସର…

କମିଲା ରେପୋ ରେଟ୍‌;ଶସ୍ତା ହେବ ଇଏମ୍‌ଆଇ

ମୁମ୍ବାଇ,୭-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଏହାର ଦ୍ୱିମାସିକ ମୁଦ୍ରା ନୀତି ଘୋଷଣା କରି ରେପୋ ରେଟ୍‌ ୦.୨୫% ହ୍ରାସ କରିଛି। ଫଳରେ ଏହା ହ୍ରାସ ପାଇ ୫.୭୫% ହୋଇଛି। ଏହା ୯ ବର୍ଷରେ ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଫଳରେ…

୨୦୨୬ ସୁଦ୍ଧା ଓଲା, ଉବର ଗାଡ଼ି ହେବ ଇଲେକ୍ଟ୍ରିକ

ନୂଆଦିଲ୍ଲୀ,୭-୬: ଖୁବଶୀଘ୍ର ଦେଶର ସଡ଼କରେ ଇଲେକ୍ଟ୍ରିକ କ୍ୟାବ୍‌ ଦେଖିବାକୁ ମିଳିବ। କେନ୍ଦ୍ର ସରକାର ଓଲା ଓ ଉବର ଭଳି ଆପ୍‌ ଆଧାରିତ କ୍ୟାବ୍‌ ସର୍ଭିସ ଉପଲବ୍ଧ କରାଉଥିବା କମ୍ପାନୀଗୁଡ଼ିକ ପାଇଁ ନିଜ ଅଧୀନରେ ଥିବା ୪୦% ଗାଡ଼ିକୁ ଇଲେକ୍ଟ୍ରିକ କରିବାର ବାଧ୍ୟତାମୂଳକ…

ଚାଷୀଙ୍କୁ ସିଧାସଳଖ ସାର ସବ୍‌ସିଡି ଦେବାକୁ ବିଚାର

ନୂଆଦିଲ୍ଲୀ,୭-୬: କେନ୍ଦ୍ର ସରକାର ଡାଇରେକ୍ଟ ବେନିଫିଟ୍‌ ଟ୍ରାନ୍ସଫର(ଡିବିଟି)ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିବାକୁ ଯାଉଛନ୍ତି। ଏଥିରେ ଚାଷୀଙ୍କୁ ସାର ସବ୍‌ସିଡି ସିଧାସଳଖ ସେମାନଙ୍କ ଆକାଉଣ୍ଟରେ ଦେବାକୁ ବିଚାର କରାଯାଉଛି। ସାର ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର ଏ ସମ୍ପର୍କରେ ସୂଚନା…

୨୦୨୦ରେ ୭.୫% ରହିବ ଜିଡିପି

ନୂଆଦିଲ୍ଲୀ,୭-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଭାରତ ଜିଡ଼ିପି ଅଭିବୃଦ୍ଧି ହାର ଗତି ଉପରେ ଅନ୍ତରାଷ୍ଟ୍ରୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ଭରସା ରହିଛି। ଏହା ଜି-୨୦ ନୋଟ୍‌ ସର୍ଭିଲାନ୍ସ ନୋଟ୍‌ ଜାରି କରି କହିଛି ଯେ, ୨୦୧୯ରେ ଭାରତର ଜିଡ଼ିପି ହାର ୭.୩%…

ଆର୍‌ଟିଜିଏସ୍‌,ଏନ୍‌ଇଏଫ୍‌ଟିରେ ଲାଗିବନି ଚାର୍ଜ:ଗ୍ରାହକଙ୍କୁ ଆଶ୍ୱସ୍ତି

ମୁମ୍ବାଇ,୭-୬: ରିଜଭର୍ର୍ ବ୍ୟାଙ୍କ ଅନ୍‌ଲାଇନରେ ଟ୍ରାଞ୍ଜାକଶନ୍‌ କରୁଥିବା ଗ୍ରାହକଙ୍କୁ ଆଶ୍ୱସ୍ତ କରି ଆର୍‌ଟିଜିଏସ୍‌ ଓ ଏନ୍‌ଇଏଫ୍‌ଟି ଉପରେ ଲାଗୁଥିବା ଶୁଳ୍କ ବା ଚାର୍ଜକୁ ପ୍ରତ୍ୟାହାର କରିନେଇଛି। ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ଗଭର୍ନର ଶକ୍ତିକାନ୍ତ…

ଅଷ୍ଟିଓପୋରୋସିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସାଲାଡ୍‌ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ସାଲାଡ୍‌ରେ ବିଭିନ୍ନ ଭିଟାମିନ୍‌, ଫୋଲିକ୍‌ ଏସିଡ୍‌, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ଭଳି ପୁଷ୍ଟିକର ଉପାଦାନ ରହିଥାଏ। ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇବା ସହିତ ହାଡ଼କୁ ମଜଭୁତ…

ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍‌

ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍‌ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ ରଜନୀକାନ୍ତ…

ତାଲା ଭାଙ୍ଗି ଚୋରି

ଆସିକା,୬।୬(ଡି.ଏନ୍‌.ଏ.)- ଆସିକା ସହରାଞ୍ଚଳରେ ପୁଣି ଲୁଟେରା ସକ୍ରିୟ ହୋଇଉଠିଛନ୍ତି। ବୁଧବାର ରାତିରେ ଆସିକା ଏନ୍‌ଏସିର ଅଶୋକା ସିନେମା ରୋଡରେ ଦୁର୍ବୃତ୍ତ ଏକ ସେଲୁନ୍‌ ଦୋକାନ ତାଲା ନଗଦ ଟଙ୍କା ଲୁଟି ନେଇଛନ୍ତି। ସେଲୁନ୍‌ଠାରୁ ପ୍ରାୟ ଶହେ ଫୁଟ ଦୂର ମାଲସାହିରେ ଗୋଟିଏ…

ନିଷେଧ ପଲିଥିନ ବନ୍ଦ ପାଇଁ ଚଢ଼ାଉ

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବଢ଼ି ଚାଲିଛି ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା। ପରିବେଶ ଓ ଜୀବଜଗତ ପ୍ରତି ବିପଦ ସୃଷ୍ଟି କରୁଥିବା ପଲିଥିନ ଓ ପ୍ଲାଷ୍ଟିକ ସାମଗ୍ରୀକୁ ନିଷେଧ କରାଯାଇଛି। ଗତବର୍ଷ ଗାନ୍ଧୀ ଜୟନ୍ତୀରୁ ପଲିଥିନ…

ଦିବ୍ୟାଙ୍ଗ ହୋଇ ବି ଜଳସେବା ଯୋଗାଉଛନ୍ତି ପ୍ରଣତୀ

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସେବା କରିବାର ଦୃଢ଼ ମନୋବଳ ଆଗରେ ହାର ମାନିଛି ଶାରୀରିକ ଅକ୍ଷମତା। ଜଣେ ଦିବ୍ୟାଙ୍ଗ ହୋଇ ମଧ୍ୟ ତୁଷାର୍ଥ ଲୋକଙ୍କୁ ଜଳସେବା ଯୋଗାଉଛନ୍ତି। ଦୀର୍ଘ ୭ବର୍ଷ ଧରି ଏପରି ସେବାରେ ନିଜକୁ ନିୟୋଜିତ କରି ଆନନ୍ଦ ପାଉଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?