Home Left

୧ ଲକ୍ଷ ଗ୍ରାହକଙ୍କ ଅଭିଯୋଗ ଶୁଣିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୬-୫: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ଏହାର ୧ ଲକ୍ଷ ଗ୍ରାହକଙ୍କର ଅଭିଯୋଗ ଶୁଣିବ। ଆସନ୍ତା ୨୮ରେ ବ୍ୟାଙ୍କ ପକ୍ଷରୁ ସାରା ଦେଶରେ ଗ୍ରାହକ ସମ୍ମିଳନୀ ଆୟୋଜନ କରି ଏସ୍‌ବିଆଇ ଅଭିଯୋଗ ଶୁଣିବା ସହ ଏହାର ସମାଧାନ ମଧ୍ୟ କରିବ। ଗ୍ରାହକଙ୍କ ଅଭିଯୋଗ…

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମାଫୋସା

ଜୋହାନ୍ସବର୍ଗ,୨୬ା୫(ପି.ଟି.): ଆଫ୍ରିକୀୟ ଜାତୀୟ କଂଗ୍ରେସ (ଏଏନ୍‌ସି) ମୁଖ୍ୟ ସିରିଲ୍‌ ରାମାଫୋସା ଶନିବାର ଦେଶର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଷଷ୍ଠ ସାଧାରଣ ନିର୍ବାଚନ ପରେ ପାର୍ଲାମେଣ୍ଟ ତାଙ୍କୁ ନିର୍ଦ୍ୱନ୍ଦ୍ୱରେ ରାଷ୍ଟ୍ରପତି ନିର୍ବାଚିତ କରିଥିଲା। ରାଜଧାନୀ ପ୍ରେଟୋରିଆର ଲୋଫଟସ୍‌ ଭର୍ସଫେଲ୍ଡ ଷ୍ଟାଡିୟମ୍‌ରେ…

ଇଏମ୍‌ସିଏଲ୍‌+ ସ୍କଲାରଶିପ୍‌ ପାଇଲେ ଓଡ଼ିଶା ଛାତ୍ରୀ ସ୍ବସ୍ତିକା

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ୟୁନିଭର୍ସିଟି ଅଫ୍‌ ଗ୍ରନିଙ୍ଗ୍‌ଜେନ୍‌ ତରଫରୁ ପ୍ରଦାନ କରାଯାଉଥିବା ୟୁରୋପିଆନ୍‌ ମାଷ୍ଟର୍ସ ଇନ୍‌ କ୍ଲିନିକାଲ୍‌ ଲିଙ୍ଗୁଇଷ୍ଟିକ୍‌(ଇଏମ୍‌ସିଏଲ୍‌+) ପ୍ରୋଗ୍ରାମ ସ୍କଲାରଶିପ୍‌ ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଶାର ସ୍ବସ୍ତିକା ଭଟ୍ଟାଚାର୍ଯ୍ୟ। କ୍ଲିନିକାଲ ଲିଙ୍ଗୁଇଷ୍ଟିକ୍‌ କ୍ଷେତ୍ରରେ ଦିଆଯାଉଥିବା ଏହି ଦୁଇବର୍ଷିଆ ଇଣ୍ଟରନ୍ୟାଶନାଲ ରିସର୍ଚ୍ଚ ସ୍କଲାରଶିପ୍‌ ପାଇବା…

ସରକାର ଗଠନ ଦାବି ଜଣାଇଲେ ଜଗନ୍‌ମୋହନ

ହାଇଦ୍ରାବାଦ,୨୬ା୫(ପି.ଟି.): ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ଅଧ୍ୟକ୍ଷ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ ଶନିବାର ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର ରାଜ୍ୟପାଳ ଇଏସ୍‌ଏଲ୍‌ ନରସିଂହଙ୍କୁ ଭେଟି ଆନ୍ଧ୍ରରେ ସରକାର ଗଠନ ଲାଗି ଦାବି ଜଣାଇଛନ୍ତି। ଏହା ପୂର୍ବରୁ ବିଜୟଓ୍ବାଡାରେ ନବନିର୍ବାଚିତ ଓ୍ବାଇଏସ୍‌ଆର୍‌ସି (ଯୁବଜନ ଶ୍ରମିକ ରିଥୁ…

ବଜେଟ ପ୍ରସ୍ତୁତି ନେଇ ଜେଟ୍‌ଲୀଙ୍କ ବୈଠକ

ନୂଆଦିଲ୍ଲୀ,୨୬-୫: ଏନ୍‌ଡିଏ ସରକାର କ୍ଷମତାକୁ ଫେରିବା ପରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରାଯିବ। ଏଥିଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ସତ୍ତ୍ୱେ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ…

ସିକିମ୍‌ରେ ସରକାର ଗଠନ ଲାଗି ଏସ୍‌କେଏମ୍‌ର ଦାବି

ଗାଙ୍ଗଟକ୍‌,୨୬ା୫(ପି.ଟି.): ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍‌କେଏମ୍‌)ର ଏକ ପ୍ରତିନିଧି ଦଳ ଏହାର ଅଧ୍ୟକ୍ଷ ପି.ଏସ୍‌. ଗୋଲେଙ୍କ ନେତୃତ୍ୱରେ ଶନିବାର ରାଜ୍ୟପାଳ ଗଙ୍ଗାପ୍ରସାଦଙ୍କୁ ଭେଟି ପରବର୍ତ୍ତୀ ସରକାର ଗଠନ ନେଇ ଦାବି ଉପସ୍ଥାପନ କରିଛନ୍ତି। ତେବେ ନବନିର୍ବାଚିତ ବିଧାୟକ ଦଳ ନେତା କିଏ…

ଖରାଦିନେ ଘିମିରିରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଖରାଦିନେ ପ୍ରବଳ ଗରମ ଯୋଗୁ କେତେକଙ୍କଠାରେ ଘିମରି ସମସ୍ୟା ଦେଖାଦେଇଥାଏ। ତେବେ କେତେକ ଘରୋଇ ଉପାୟ ଦ୍ୱାରା ଏଥିରୁ ସହଜରେ ମୁକ୍ତି ମିଳିପାରେ। ଖରାଦିନେ ଦେହରେ ଲେମ୍ବୁ ରସ ଲଗାଇଲେ ଚର୍ମର ଉପର ଅଂଶ ଥଣ୍ଡା ହୋଇ ଘିମିରିରୁ ରକ୍ଷା ମିଳେ।…

ଜମିରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୨୫।୫(ଡି.ଏନ.ଏ.)- ଦିଗପହଣ୍ଡି ବଡ଼ଡୁମ୍ବୁଳା ଗ୍ରାମର ଚାଷୀ କାଶୀନାଥ ସେଠୀଙ୍କ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଅଂଶୁଘାତ ପ୍ରଭାବରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୂର୍ବାହ୍ନ ପ୍ରାୟ ୧୦ଟାରେ କାଶୀନାଥ ଗଁା ନିକଟ ଜମିରେ ଚାଷକାମ କରିବାକୁ ଯାଇଥିଲେ। ସେହି ରାସ୍ତାଦେଇ…

କାନ୍ଥ ଖୋଳି ମୋବାଇଲ ଫୋନ ଲୁଟିନେଲେ

ଭଞ୍ଜନଗର,୨୫।୫(ଡି.ଏନ.ଏ.)- ତାରସିଂ ଥାନା ଗାଲେରୀ ମୁଖ୍ୟ ସଡକରେ ଥିବା ଏକ ମୋବାଇଲ ଦୋକାନରୁ ଶୁକ୍ରବାର ରାତିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ପଛପଟ କାନ୍ଥ ଖୋଳି ପ୍ରାୟ ୪୦ ମୋବାଇଲ ଫୋନ ଓ ନଗଦ ପ୍ରାୟ ୨୫ ହଜାର…

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ

ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ (୨୦)। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ…

ଟ୍ରାକ୍ଟର ଡାଲାରୁ ଖସି ଯୁବକଙ୍କ ପ୍ରାଣଗଲା

ତୁମୁଡିବନ୍ଧ,୨୫।୫(ଡି.ଏନ୍‌.ଏ.)- ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ଟ୍ରାକ୍ଟର ଡାଲାରୁ ଖସିପଡି ଜଣେ ଯୁବକଙ୍କର ଶନିବାର ମୃତ୍ୟୁ ହୋଇଛି। ସେ ହେଲେ ତୁମୁଡିବନ୍ଧ ପଞ୍ଚାୟତ ଝରିଆପଦା ଗ୍ରାମର ବାଲେଶ୍ୱର ଦଣ୍ଡସେନା। ବାଲେଶ୍ୱର କେତେଜଣ ଶ୍ରମିକଙ୍କ ସହ ମିଶି ପୂର୍ବାହ୍ନ ପ୍ରାୟ ୯ଟାରେ ଟ୍ରାକ୍ଟର (ନଂ.ଓଡି୧୨ବି-୫୯୫୦)ରେ…

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ ବିଶ୍ୱକପ୍‌। ଏହି ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟାର୍‌ ଶୁଟର୍‌ ଅପୂର୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?